ଶିକ୍ଷା ଓ ନିଯୁକ୍ତି

ଚଳିତ ବର୍ଷ, JEE ମେନ୍ ଜାନୁଆରୀ ଏବଂ ଏପ୍ରିଲରେ ଦୁଇଟି ରାଉଣ୍ଡରେ ଅନୁଷ୍ଠିତ ହୋଇଥିଲା। ଉଭୟ ସେସନରେ ଅଂଶଗ୍ରହଣ କରିଥିବା ପ୍ରାର୍ଥୀମାନେ ସେମାନଙ୍କର ରେଜଲ୍ଟ ଏବଂ ମେରିଟ ଲିଷ୍ଟ ତାଲିକା ପାଇପାରିବେ। 

ଦେଶ ଓ ବିଦେଶ

ଏହା କହିବା ସହିତ ସୁପ୍ରିମକୋର୍ଟ ଦୁଇଟି ବଡ଼ ନିର୍ଦ୍ଦେଶ ମଧ୍ୟ ଦେଇଛନ୍ତି। ଇଭିଏମରେ ପାର୍ଟିର ଚିହ୍ନ ଲୋଡ୍ ହେବା ପରେ ତାକୁ ସିଲ୍ କରି ସୁରକ୍ଷିତ ଭାବେ ରଖାଯିବ।

ରାଜନୀତି

ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି।

ଅତିଥି ସ୍ତମ୍ଭ

୨୦୨୪ ଆଇସିସି ପୁରୁଷ ଟି-୨୦ ବିଶ୍ୱକପ୍ ପାଇଁ ଭାରତୀୟ ଟିମ୍‌ରେ କେଉଁମାନେ ସ୍ଥାନ ପାଇବେ, ତାହାକୁ ନେଇ ଏବେ ଜୋର୍‌ସୋର୍‌ରେ ଚର୍ଚ୍ଚା ଚାଲିଛି। ଟି-୨୦ ଆନ୍ତର୍ଜାତିକ ଛଡ଼ା ଇଣ୍ଡିଆନ୍ ପ୍ରିମିଅର୍ ଲିଗ୍ (ଆଇପିଏଲ୍‌)ର ଚଳିତ ସିଜନ୍ ମଧ୍ୟ ବିଶ୍ୱକପ୍ ପାଇଁ ଚୟନର...

ବିବିଧ

ଟ୍ରେନରେ ଯିବାକୁ ବାହାରିଥିଲେ । ହେଲେ ଟିକେଟ୍ କରିଥିବା ଟ୍ରେନ୍ ବଗିରେ ଏତେ ଭିଡ଼ ଯେ, ଖୁଦଟିଏ ପଡ଼ିବାକୁ ବି ଜାଗା ନାହିଁ । ଏପରି ସ୍ଥଳେ ଯୁବତୀ ଜଣକ କେମିତି ଯିବେ ଚିନ୍ତାରେ ପଡ଼ିଗଲେ । ଆଉ ଟିକେଟ୍...

ଅପରାଧ

ଅଫିସରେ ମହିଳା ଟେକ୍ନିସିଆନ ରିଙ୍କୁ ଥିଟେ ଥିଲେ। ଏନେଇ ପୂର୍ବରୁ ସେ ଅଭିଯୋଗ ମଧ୍ୟ କରିଥିଲେ। ମାତ୍ର ଏନେଇ କୌଣସି କାର୍ଯ୍ୟାନୁଷ୍ଠାନ ନିଆଯାଇନଥିବା ସେ କହିଥିଲେ।

ଭଲ ଖବର

ଦୁଇଟି ହାତୀ ମଧ୍ୟ ପରସ୍ପର ଭିତରେ ବନ୍ଧୁତା ସ୍ଥାପନ କରନ୍ତି। ଏକାଠି ରହନ୍ତି। ପରସ୍ପର ସୁଖଦୁଃଖ ବି ବାଣ୍ଟନ୍ତି। ତାମାଲନାଡୁର ମୁଦୁମଲାଇ ହାତୀ ଶିବିରରେ ଥିବା ୭୫ ବର୍ଷୀୟ ଭାମା ଏବଂ ୬୫ବର୍ଷୀୟ କାମାଚିଙ୍କ ବନ୍ଧୁତା ଏହାର ଉଦାହରଣ।

ରାଜନୀତି

ଆଜିର ଭୋଟ ପରେ କେରଳ, ରାଜସ୍ଥାନ ଓ ତ୍ରିପୁରାରେ ନିର୍ବାଚନ ସରିଯିବ। ମେ ୭ ତାରିଖରେ ୯୪ ସିଟରେ ହେବ ତୃତୀୟ ପର୍ଯ୍ୟାୟ ଭୋଟ୍ ଗ୍ରହଣ। ପୂର୍ବରୁ ଗତ ୧୯ ତାରିଖରେ ପ୍ରଥମ ପର୍ଯ୍ୟାୟରେ ୧୦୨ଟି ଲୋକସଭା ଆସନରେ ମତଦାନ ହୋଇସାରିଛି।

କ୍ରୀଡା

ଗତକାଲି ଖେଳା ଯାଇଥିବା ମ୍ୟାଚରେ ଦମଦାର ପ୍ରଦର୍ଶନ କରିଥିଲା ଦିଲ୍ଲୀ କ୍ୟାପିଟାଲ୍ସ । ଗୁଜରାଟ ଟାଇଟନ୍ସ ବିପକ୍ଷରେ ଖେଳାଯାଇଥିବା ଏହି ମ୍ୟାଚରେ ଡିସି ଅଧିନାୟକ ଋଷଭ ପନ୍ତ ବଢ଼ିଆ ପ୍ରଦର୍ଶନ କରିଥିଲେ ।

ବ୍ୟବସାୟ

ସୁନା ମୂଲ୍ୟରେ ପରିବର୍ତ୍ତନ ହୋଇଛି । ଭାରତୀୟ ବଜାରରେ ଆଜି ୧୦ ଗ୍ରାମର ୨୪ କ୍ୟାରେଟ୍ ସୁନା ଦର ୭୨,୭୧୦ ଟଙ୍କା ହୋଇଛି । ସେହିପରି ୨୨ କ୍ୟାରେଟ୍‌ ସୁନାର ମୂଲ୍ୟ ଆଜି ୧୦ ଗ୍ରାମ ପିଛା ୬୬,୬୫୦ ଟଙ୍କା ରହିଛି...