• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Satyendu Shekher Mishra

ନୂଆଦିଲ୍ଲୀ: କେନ୍ଦ୍ର ସରକାରଙ୍କ ପକ୍ଷରୁ ଦେଶବାସୀଙ୍କୁ ଦୀପାବଳି ଉପହାର । କମିଲା ପେଟ୍ରୋଲ-ଡିଜେଲ ଦର । ପେଟ୍ରୋଲ ଓ ଡିଜେଲ ଉପରୁୁ କମିଲା ଏକ୍ସସାଇଜ୍ ଡ୍ୟୁଟି । ପେଟ୍ରୋଲ ଦର ୫ ଟଙ୍କା, ଡିଜେଲ ୧୦ ଟଙ୍କା କମିଲା । ଡିଜେଲ ଉପରୁ ଏକ୍ସସାଇଜ୍ ଡ୍ୟୁଟି ୧୦ ଟଙ୍କା କମିଥିବା ବେଳେ ପେଟ୍ରୋଲ ଉପରୁ ଏକ୍ସସାଇଜ୍ ଡ୍ୟୁଟି ୫ ଟଙ୍କା କମିଲା । ଆଜି ମଧ୍ୟରାତ୍ରିରୁ ଲାଗୁ ହେବ ନୂଆ ଦର ।