• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Odishatv Bureau

ଭୁବନେଶ୍ୱର: ଆଜି ସଂଧ୍ୟା ସୁଦ୍ଧା ଉପକୂଳ ଓଡ଼ିଶାରେ ବର୍ଷା କମିବ ବୋଲି ସୂଚନା ଦେଇଛି ପାଣିପାଗ ବିଭାଗ। କିନ୍ତୁ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳ ବର୍ଷା ଜାରି ରହିବ। ବିଶେଷ କରି ସମ୍ବଲପୁର, ଅନୁଗୁଳ, ଝାରସୁଗୁଡ଼ା, ସୁନ୍ଦରଗଡ଼, ସୋନପୁର, ବଲାଙ୍ଗିର ଜିଲ୍ଲାରେ ଆସନ୍ତା ୨୪ ଘଣ୍ଟା ଭିତରେ ପ୍ରବଳରୁ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ପାଣିପାଗ ବିଭାଗ।

କେତେକ ସ୍ଥାନରେ ପ୍ରବଳ ବର୍ଷା ହେବା ସହିତ  ଗୋଟିଏ ଦୁଇଟି ସ୍ଥାନରେ ଅତିରୁ ଅତି ପ୍ରବଳ ବର୍ଷା ହୋଇପାରେ ବୋଲି କହିଛନ୍ତି ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ରର ବରିଷ୍ଠ ବିଶେ ଶଶିକାନ୍ତ। ସେ କହିଛନ୍ତି,ୱେଲ୍ ମାର୍କ ଲୋ ପ୍ରେସର ଏବେ ଉପକୂଳ ଓଡ଼ିଶା ଉପର ଦେଇ ଉତ୍ତର ଦିଗରେ ଆଭ୍ୟନ୍ତରୀଣ ଅଞ୍ଚଳକୁ ଗତି କରୁଛି। ଏଥିପାଇଁ  ସାରା ଓଡ଼ିଶାରେ ବର୍ଷା ହେଇଛି।

Heavy-rainfall-alert-in-interior-odisha
  • Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

404 Page not found!

We're sorry, but we can't find the page you were looking for. It's probably something we've done wrong but now we know about it and we'll try to fix it. In the meantime, try one of these options:

go to home page

Suggested stories