• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Delayed

Covaxin
କୋଭାକ୍ସିନ୍‌କୁ ମଞ୍ଜୁରୀ ଦେବାକୁ ଦିନ ଗଢାଉଛି WHO!

କୋଭାକ୍ସିନ୍‌କୁ କେବେ ମିଳିବ WHO ର ସ୍ୱୀକୃତି । ତାରିଖ ପରେ ତାରିଖ ଗଢିବାରେ ଲାଗିଛି । ଦିନ ପରେ ଦିନ ବିତୁଛି । ଆଜି ମିଳିବ, କାଲି ମିଳିବ ବୋଲି କୁହାଯାଉଛି, ହେଲେ ମିଳୁନାହିଁ ଭାରତର ସ୍ୱଦେଶୀ କରୋନା ଟିକା କୋଭାକ୍ସିନକୁ ମଞ୍ଜୁରୀ । ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ପକ୍ଷରୁ ଜରୁରୀକାଳୀନ ବ୍ୟବହାର ପାଇଁ ଆହୁରି ସମୀକ୍ଷା ଦରକାର ବୋଲି କୁହାଯାଇଛି ।

covaxin
କୋଭାକ୍ସିନକୁ ମାନ୍ୟତା କେବେ?

କେବେ ମିଳିବ WHO ମଂଜୁରୀ? ଭାରତର ପ୍ରଥମ ସ୍ବଦେଶୀ ଟିକା କୋଭାକ୍ସିନ । ମାନ୍ୟତା ଅପେକ୍ଷାରେ ବହୁ ଭାରତୀୟ। ଟିକା ନେବା ସତ୍ତ୍ୱେ ବହୁ ଦେଶ ପାଇଁ ରହିଛି କଟକଣା

covaxine
କୋଭାକ୍ସିନକୁ ମଞ୍ଜୁରୀ ଦେବାରେ ବିଳମ୍ବ କରୁଛି WHO

କୋଭାକ୍ସିନକୁ ମଞ୍ଜୁରୀ ଦେବାରେ ବିଳମ୍ବ କରୁଛି WHO। ଫଳରେ ଭାରତ ବାୟୋଟେକର କୋଭାକ୍ସିନ ନେଇଥିବା ଭାରତୀୟ ବିଶେଷ କରି ଛାତ୍ରମାନେ ବିଦେଶ ଯିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି । କୋଭାକ୍ସିନକୁ ଜରୁରୀକାଳୀନ ବ୍ୟବହାର ପାଇଁ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଅନୁମତି ଦେବାରେ ବିଳମ୍ବ କରୁଛି। WHOର ମଞ୍ଜରୀ ନ ମିଳିବା କାରଣରୁ କୋଭାକ୍ସିନକୁ ବିଶ୍ୱର ଅଧିକାଂଶ ଦେଶ ସ୍ୱୀକୃତ ଭାକ୍ସିନ ବୋଲି ମାନିବ ନାହିଁ।