• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Elephant Killed

Elephant death in Odisha
କାହିଁକି ରାଜ୍ୟରେ ବଢିଚାଲିଛି ହାତୀ ମୃତ୍ୟୁ ସଂଖ୍ୟା

କେବେ ଶିକାରୀ ଗୁଳି ତ କେବେ ଟ୍ରେନ୍ ଟ୍ରାକ୍ ଓ ବିଦ୍ୟୁତ ଝଟ୍‌କାରେ ଯାଉଛି ହାତୀଙ୍କ ଜୀବନ। ରାଜ୍ୟରେ ୫ ବର୍ଷରେ ଗଲାଣି ୨୩୩ ହାତୀଙ୍କ ଜୀବନ। ଆସନ୍ତୁ ଜାଣିବା ହାତୀ ପ୍ରତି କେତେ ଯତ୍ନବାନ ମଣିଷ ଓ ଆମ ବ୍ୟବସ୍ଥା ?

elephant death
ବିଲରୁ ହାତୀର ମୃତଦେହ ଠାବ

ବାରିପଦା: ମୟୂରଭଞ୍ଜ ଜିଲ୍ଲା ବେତନଟୀ ରେଞ୍ଜର ବଇଁଚା ଗାଁ ବିଲରୁ ଆଜି ସକାଳେ ଏକ ହାତୀର ମୃତଦେହ ଦେଖିବାକୁ ମିଳିଛି। ହାତୀଟିର ବୟସ ୫ ବର୍ଷ ହେବ ବୋଲି ଅନୁମାନ କରାଯାଉଛି। କେଉଁ କାରଣରୁ ହାତୀଟିର ମୃତ୍ୟୁ ଘଟିଛି ତାହା ସ୍ପଷ୍ଟ ଭାବେ ଜଣାପଡ଼ି ନାହିଁ। ଘଟଣାସ୍ଥଳରେ ବନ ବିଭାଗ ଅଧିକାରୀମାନେ ପହଞ୍ଚିଛନ୍ତି। ନିୟମ ମୁତାବକ ହାତୀର ମୃତଦେହର ବ୍ୟବଚ୍ଛେଦ ପରେ ଏହାକୁ ମାଟିରେ ପୋତାଯିବ ବୋଲି ବନବିଭାଗ କହିଛି। ସୂଚନାଅନୁସାରେ, ଗତକାଲି ରାତିରୁ ଗାଁ ମୁଣ୍ଡରେ […]

elephant killed
ରେଳ ଧାରଣା ଅତିକ୍ରମ ବେଳେ ହାତୀଙ୍କୁ ଧକ୍କା ଦେଲା ଟ୍ରେନ୍

ଝାରସୁଗୁଡ଼ା: ଟ୍ରେନରେ କଟିଗଲେ ୪ ହାତୀ। ଝାରସୁଗୁଡ଼ା ବାଗଡିହି ରେଞ୍ଜରେ ଘଟିଛି ଏହି ଦୁର୍ଘଟଣା। ଆଜି ଭୋରରୁ ଚେଲିଡିହି ଫାଟକ ନିକଟରେ ରେଳ ଲାଇନ୍ ଅତିକ୍ରମ ବେଳେ ୪ଟି ହାତୀଙ୍କୁ ଧକ୍କା ଦେଇଥିଲା ଟ୍ରେନ୍। ଫଳରେ ଘଟଣାସ୍ଥଳରେ ହିଁ ସମସ୍ତ ୪ଟି ହାତୀଙ୍କ ମୃତ୍ୟୁ ହୋଇଛି। ଭୋର ପ୍ରାୟ ୪ଟା ବେଳେ ଏହି ଦୁର୍ଘଟଣା ଘଟିଥିଲା। ପରେ କିଛି ସମୟ ପାଇଁ ଏହି ଲାଇନରେ ରେଳ ଚଳାଚଳ ବାଧାପ୍ରାପ୍ତ ହୋଇଥିଲା। କିଛି ଟ୍ରେନ୍ ଉଭୟ ଲାଇନରେ ଅଟକି […]