ଦିଲ୍ଲୀ ଦମକଳ ବାହିନୀର କହିବା ଅନୁସାରେ, ଏହି ବିଶାଳ ଅଳିଆ ଗଦାର ପାହାଡରୁ ଉତ୍ପନ୍ନ ଗ୍ୟାସ୍ ଯୋଗୁ ରବିବାର ସନ୍ଧ୍ୟାରେ 'ଲ୍ୟାଣ୍ଡଫିଲ୍'ରେ ଅଗ୍ନିକାଣ୍ଡ ଘଟିଥିଲା।
ଦମକଳବାହିନୀ ପହଞ୍ଚି ନିଆଁକୁ ଆୟତ୍ତ କରିଥିଲା। ମାତ୍ର ସେତେବେଳକୁ କାରଟି ଜଳି ପାଉଁଶ ହୋଇଯାଇଥିଲା।ଏହି ଘଟଣାର ଏକ ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି।
ପ୍ଲାଣ୍ଟ ଭିତରେ ଲାଗିଥିବା ନିଆଁକୁ ଆୟତ୍ତ କରିବାକୁ ୫ଟି ଅଗ୍ନିଶମ ଗାଡ଼ି ଘଟଣାସ୍ଥଳରେ ନିୟୋଜିତ ହୋଇଛି ।
କଥାରେ ଅଛି ବିପଦର ବନ୍ଧୁ ହିଁ ପ୍ରକୃତ ବନ୍ଧୁ । ଆଉ ଏଭଳି ଏକ ଘଟଣା ଦେଖିବାକୁ ମିଳିଛି ଭଦ୍ରକ ଚାନ୍ଦବାଲି ଅଞ୍ଚଳରେ । ଅଗ୍ନିକାଣ୍ଡରେ ସର୍ବସ୍ୱ ହରାଇବା ପରେ ବି ଝିଅ ଘର ଲୋକଙ୍କ ହାତ ଛାଡ଼ିନାହାନ୍ତି ପୁଅ ଘର ଲୋକେ ।
ନିଆଁ ଲାଗିବା ପରେ ତୁରନ୍ତ ରୋଗୀଙ୍କୁ ଅନ୍ୟତ୍ର ସ୍ଥାନାନ୍ତର କରାଯାଇଥିଲା ।
ହୁତୁହୁତୁ ହୋଇ ଜଳିଗଲା ଯାତ୍ରୀବାହୀ ଟ୍ରେନ୍, ୪ ଜୀବନ୍ତ ଦଗ୍ଧ । ଢାକା ଯାଉଥିବା ବେନାପୋଲ ଏକ୍ସପ୍ରେସରେ ଅଗ୍ନିକାଣ୍ଡ ।
ଦିଲ୍ଲୀପଙ୍କ ମାଆ କହିଛନ୍ତି, ପୁଅ ଜୀବିତ ଥିବା ଶୁଣି ମେଡିକାଲ ଦୌଡ଼ି ପଳାଇ ଆସିଥିଲି । ଗୋଟାଏ ରାତି ଯାଏଁ ପୁଅ ଭଲ ଥିଲା, ମୋ ସହ କଥା ହୋଇଥିଲା । ୨ଟା ରାତିରେ ହଠାତ କହିଲେ ତମ ପୁଅ ଅବସ୍ଥା ସଙ୍କଟାପନ୍ନ । ୩ଟା ରାତିରେ ଆସି କହିଲେ ତମ ପୁଅ ଆଉ ନାହିଁ ବୋଲି ।
ନିଜକୁ ଦିଲ୍ଲୀପ କହୁଥିବା ବ୍ୟକ୍ତିଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଥିବା ନେଇ ସୂଚନା ଦେଇଛନ୍ତି ମେଡିକାଲ କର୍ତ୍ତୃପକ୍ଷ ।
ବୱାନା ଇଣ୍ଡଷ୍ଟ୍ରିଆଲ ଅଞ୍ଚଳରେ ଅଗ୍ନିକାଣ୍ଡ ଘଟିଛି ।
ଖବର ପାଇ ଅଗ୍ନିଶମ ବାହିନୀ ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ଚେଷ୍ଟା କରୁଛନ୍ତି ।
ଅଗ୍ନିକାଣ୍ଡର ପ୍ରକୃତ କାରଣ ଜଣାପଡିନଥିବା ବେଳେ ଏହା ସର୍ଟସର୍କିଟରୁ ହୋଇଥିବା ସନ୍ଦେହ କରାଯାଉଛି।
ଦେଖୁ ଦେଖୁ ଚାରିଆଡ଼େ ବ୍ୟାପି ଯାଉଛି ନିଆଁ । ହଠାତ୍ ମାଡ଼ି ଯାଉଛି ନିଆଁ, କେତେବେଳେ ଛାତ ଉପରେ ତ କେତେବେଳେ ଜଳି ଯାଉଛି ଲୁଗାପଟା ସହ ଆସବାବପତ୍ର ।
ବରଯାତ୍ରୀଙ୍କୁ ପେଟ୍ରୋଲ ବାଣ୍ଟିବା ବେଳେ ଲାଗିଲା ନିଆଁ । ଏହି ନିଆଁରେ ଜୀବନ୍ତ ଜଳିଗଲା ୫ ବର୍ଷର ଶିଶୁ । ଘଟଣାରେ ୨ଜଣ ଗୁରୁତର ଅଛନ୍ତି ।
ବଡ଼ କଥା ହେଲା ନିଆଁ ଲାଗିବା ସମୟରେ ଘରେ ପରିବାରର ଅଧିକାଂଶ ସଦସ୍ୟ ଉପସ୍ଥିତ ଥିଲେ । ଆଉ ଯିଏ ଯାହା ବାଟରେ ନିଜ ଜୀବନ ବଞ୍ଚାଇ ଘରୁ ବାହାରି ଚାଲିଯାଇଥିଲେ।
ନିଆଁ ଲାଗି ଲକ୍ଷାଧିକ ଟଙ୍କାର ଔଷଧ ଓ ଇଞ୍ଜେକ୍ସନ ପୋଡ଼ି ପାଉଁଶ ହୋଇଯାଇଥିବା ଜଣାପଡ଼ିଛି ।
କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ । ବଲାଙ୍ଗୀର ଜିଲ୍ଲା କଣ୍ଟାବାଞ୍ଜି ରେଲୱେ ଷ୍ଟେସନ ନିକଟରେ ଏକ ଚଳନ୍ତା କୋଇଲା ବୋଝେଇ ଟ୍ରେନରେ ଲାଗିଲା ନିଆଁ l ତେବେ ବର୍ତ୍ତମାନ ପର୍ଯ୍ୟନ୍ତ କ୍ଷୟକ୍ଷତିର ଆକଳନ କରା ଯାଇ ପାରିନାହିଁ ।
ନିଆଁକୁ ଆୟତ୍ତ କଲା ଅଗ୍ନିଶମ ବାହିନୀ ....ମାମଲା ରୁଜୁ କରି ଘଟଣାର ତଦନ୍ତ କରୁଛି ପୋଲିସ...କେମିତି ଲାଗିଲା ନିଆଁ କାରଣ ଅସ୍ପଷ୍ଟ...
ବର୍ତ୍ତମାନ ପର୍ଯ୍ୟନ୍ତ ଅଗ୍ନିକାଣ୍ଡର କାରଣ ଅସ୍ପଷ୍ଟ ରହିଛି । ଅଗ୍ନିଶମ ବିଭାଗର ନିଆଁ ଲିଭା ପାଇଁ ଉଦ୍ୟମ ଜାରି ରହିଛି ।
ଅଗ୍ନିକାଣ୍ଡରେ ଜଳିଗଲା ୬ ବଖରା । ପୁରୀ କୃଷ୍ଣପ୍ରସାଦ ବାଲିପାଟପୁର ଗାଁରେ ଅଗ୍ନିକାଣ୍ଡ ଘଟିଛି । ବିଳମ୍ବିତ ରାତିରେ ଘରେ ଶୋଇଥିବା ବେଳେ ପୋଡିଗଲା ୬ ବଖରା ଘର ।
ଦୀପାବଳି ପାଳନ ଅବସରରେ ଦୁର୍ଘଟଣା । ଛୋଟ ବଡ଼ ଦୁର୍ଘଟଣାରେ ଅନେକ ଆହତ ।
ଭୁବନେଶ୍ୱର ତମାଣ୍ଡୋରେ ଘଟିଛି ଅଘଟଣ। ଦୀପାବଳି ଅବସରରେ ରାଜଧାନୀ ଭୁବନେଶ୍ୱରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି।
ନିଆଁ ଲାଗି ସବୁକିଛି ଜଳିପୋଡ଼ି ପାଉଁଶ ହୋଇଯାଇଛି । ବଡ଼ ଝିଅ ବାହାଘର ପାଇଁ ପୂର୍ବରୁ ରଖା ଯାଇଥିବା ସୁନା ଅଳଙ୍କାର ଜଳିପୋଡ଼ି ନଷ୍ଟ ହୋଇଯାଇଛି ।