• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Hostel

Karnataka student
ହଷ୍ଟେଲରେ ରାଗିଂ ! ଛାତ୍ରଙ୍କୁ ଅର୍ଦ୍ଧଉଲଗ୍ନ କରି ରାସ୍ତାରେ ଚଲାଇଲେ, ପରେଡ୍‌ କରାଇଲେ

ଏହି ଘଟଣାରେ ୧୫ରୁ ୨୦ ଜଣ ହଷ୍ଟେଲ ଛାତ୍ରଙ୍କ ବିରୋଧରେ ପୋଲିସ ମାମଲା ରୁଜୁ କରିଛି । ଛାତ୍ରଙ୍କୁ ଅର୍ଦ୍ଧଉଲଗ୍ନ କରି ଚଲାଇବା ଘଟଣାରେ ଅଭିଯୁକ୍ତଙ୍କ ବିରୋଧରେ ଧାରା ୩୪୧, ୩୨୩, ୫୦୪, ୫୦୫ ଓ ୫୦୬ ରୁଜୁ କରାଯାଇଛି ।

Rayagada Hostel
ଡାଲି ବଦଳରେ ଚାରୁ, ୯ ମାସରେ ଥରେ ଦେଉଛନ୍ତି ସାବୁନ ତେଲ !

ଡାଲି ବଦଳରେ ଚାରୁ ପାଣି ଦିଆଯାଉଛି । ପ୍ରତିବାଦ କଲେ ହଷ୍ଟେଲରୁ ବାହାର କରିଦେବାକୁ ଧମକ ଦିଆଯାଉଥିବା ପିଲାମାନେ ଅଭିଯୋଗ କରିଛନ୍ତି।

Suicide
ରାଜଧାନୀରେ ପୁଣି ଜଣେ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ସୁଇସାଇଡ୍ ନୋଟ୍‌ ଜବତ

ମୃତ୍ୟୁର କାରଣ ଅସ୍ପଷ୍ଟ, ମୃତଦେହ ଜବତ କରି ପୋଲିସର ଛାନ୍‌ଭିନ୍ । ମୃତ ଛାତ୍ରୀ ଏକ ଘରୋଇ ଇଂଜିନିୟରିଂ କଲେଜରେ ପଢୁଥିଲେ ।

Plus 2 girl student dies after falling from hostel building in Balasore, family alleges murder
ବାଲେଶ୍ୱର ପ୍ରିନ୍ସ କଲେଜ ଛାତ୍ରୀ ମୃତ୍ୟୁ ଘଟଣା: ୨୦୦ ଟଙ୍କା ଚୋରି ପାଇଁ ଝିଅକୁ ହତ୍ୟା କରିଥିବା ଅଭିଯୋଗ

ବାଲେଶ୍ୱରରେ ପ୍ରିନ୍ସ ରେସିଡେନ୍ସିଆଲ କଲେଜର ଯୁକ୍ତ ଦୁଇ ଦ୍ୱିତୀୟ ବର୍ଷର ଜଣେ ଛାତ୍ରୀ ଛାତରୁ ପଡ଼ି ପ୍ରାଣ ହରାଇବା ପଛରେ ସାମ୍ନାକୁ ଆସିଛି ସାଂଘାତିକ ଅଭିଯୋଗ ।

Girl Student Death In Odisha’s Balasore: Mother Alleges Murder By Hostel Roommates
ଛାତରୁ ଖସି ଛାତ୍ରୀଙ୍କ ମୃତ୍ୟୁ ଘଟଣା: ଝିଅର ହତ୍ୟା ଅଭିଯୋଗ ଆଣିଲେ ମାଆ

ହଷ୍ଟେଲ ଛାତରୁ ଖସି ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ବାଲେଶ୍ୱଲ ସଦର ପୋଲିସର ଏକ ଟିମ୍ ଘଟଣାସ୍ଥଳକୁ ଯାଇ ତନାଘନା କରିଛି ।

koraput
ଶୌଚ ପାଇଁ ଯାଇଥିବାବେଳେ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ

କୋରାପୁଟ: ସ୍କୁଲ ଛାତ୍ରୀଙ୍କୁ ଅପହରଣ ଅଭିଯୋଗ। କୋରାପୁଟ ଦଶମନ୍ତପୁର ବ୍ଲକ ପରଜାବେଡାପଦର ସେବାଶ୍ରମ ସ୍କୁଲରେ ପଢୁଥିବା ୩ ସ୍କୁଲ ଛାତ୍ରୀଙ୍କୁ ଅପହରଣ କରଯାଇଥିବା ଅଭିଯୋଗ ହୋଇଛି। ଅପହରଣ ହୋଇଥିବା ଛାତ୍ରୀଙ୍କ ମଧ୍ୟରେ ୨ ଜଣ ଷଷ୍ଠ ଶ୍ରେଣୀ ଏବଂ ଜଣେ ନବମ ଶ୍ରେଣୀର ଛାତ୍ରୀ ବୋଲି ସୂଚନା ମିଳିଛି। ଅନ୍ୟ ଛାତ୍ରୀଙ୍କ କହିବା ଅନୁସାରେ, ୭ ଜଣ ଛାତ୍ରୀ ଶୌଚ ପାଇଁ ଯାଇଥିବାବେଳେ କେହି ଦୁର୍ବୃତ୍ତ ସେମାନଙ୍କ ଉପରେ ଲାଇଟ ପକାଇଥିଲା।  କିଛି ଛାତ୍ରୀ ସେଠାରେ ବେହୋସ […]