• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Ipl 2018

ipl
ବାଙ୍ଗାଲୋରକୁ ହରାଇଲା କୋଲକତା ନାଇଟ୍ ରାଇଡର୍ସ

ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ ଆର୍‌ସିବିକୁ ୪ ୱିକେଟ୍‌ରେ ପରାସ୍ତ କରି ଆଇପିଏଲରେ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୬ରନ୍‌ କରିବାରେ ସକ୍ଷମ ହୋଇଥିଲା। ଜବାବରେ କେକେଆର୍ ୭ଟି ବଲ୍‌ ବାକିଥାଇ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଛି। କୋଲକାତା ଟିମ୍‌ ପକ୍ଷରୁ ସୁନିଲ ନାରିନ୍‌ ମାତ୍ର ୧୯ବଲ୍‌ରେ ବିସ୍ଫୋରକ ୫୦ ରନ କରିଥିବା ବେଳେ ଅଧିନାୟକ ଦୀନେଶ କାର୍ତ୍ତିକ ଅପରାଜିତ ୩୫ ରନ କରି […]

ipl 11
IPL 11: ଗୋଟିଏ ୱିକେଟ୍‌ରେ ମୁମ୍ବାଇକୁ ହରାଇଲା ଚେନ୍ନାଇ

ମୁମ୍ବାଇ: ଆଇପିଏଲ ସିଜିନ୍ ଇଲେଭେନ୍‌ର ଉଦ୍‌ଘାଟନୀ ମ୍ୟାଚରେ ଚେନ୍ନାଇ ସୁପର୍‌ କିଙ୍ଗ୍ସର ଚମତ୍କାର ପ୍ରଦର୍ଶନ।ମୁମ୍ବାଇ ୱାଙ୍ଖଡେ ଷ୍ଟାଡ଼ିୟମ୍‌ରେ ଖେଳା ଯାଇଥିବା ପ୍ରଥମ ମ୍ୟାଚରେ ଡିଫେଣ୍ଡିଂ ଚାମ୍ପିୟନ୍ ମୁମ୍ବାଇ ଇଣ୍ଡିଆନ୍ସକୁ ୧ ଓ୍ବିକେଟରେ ପରାସ୍ତ କରିଛି ଚେନ୍ନାଇ ସୁପର କିଙ୍ଗ୍ସ। । ଚେନ୍ନାଇ ବିଜୟର ମୁଖ୍ୟ ଭୂମିକା ନେଇଥିଲେ ଡ୍ୱେନ ବ୍ରାଭୋ। ସେ ଧୂଆଁଧାର ୬୮ ରନ୍‌ କରିଥିଲେ। ଟସ୍‌ ଜିତି ଚେନ୍ନାଇ ମୁମ୍ୱାଇକୁ ବ୍ୟାଟିଂ କରିବାକୁ ଆମନ୍ତ୍ରଣ କରିଥିଲା। ବ୍ୟାଟିଂ କରିବାକୁ ପଡ଼ିଆକୁ ପ୍ରଥମେ ଆସିଥିଲେ ଅଧିନାୟକ […]

IPL
ଉଦଘାଟନୀ ଉତ୍ସବରେ ଯୋଗଦେବେ ବହୁ ବଲିଉଡ଼ କଳାକାର

ମୁମ୍ବାଇ: ଆଜିଠାରୁ ଆରମ୍ଭ ହେଉଛି ଆଇପିଏଲ୍‌ର ମହାସମର। ୨୦୦୮ରେ ଆରମ୍ଭ ହୋଇଥିବା ଆଇପିଏଲ୍‌ରେ ଏହା ୧୧ ତମ ସଂସ୍କରଣ।  ଉଦ୍‌ଘାଟନୀ ଉତ୍ସବରେ ରଙ୍ଗାରଙ୍ଗ  କାର୍ଯ୍ୟକ୍ରମ ସାଙ୍ଗକୁ ବହୁ ବଲିଉଡ କଳାକାର ଯୋଗ ଦେବେ। ଆଜି ମୁମ୍ବାଇର ୱାଙ୍ଖଡ଼େ ଷ୍ଟାଡିୟମରେ ସନ୍ଧ୍ୟା ୫ଟାରେ ଆରମ୍ଭ ହେବ। ଉଦ୍‌ଘାଟନୀ ସମାରୋହ କାର୍ଯ୍ୟକ୍ରମ ୯୦ ମିନିଟ ଧରି ଚାଲିବ।  ଏହା ପରେ ଆରମ୍ଭ ହେବ ଚଳିତ ବର୍ଷର ପ୍ରଥମ ମ୍ୟାଚ୍‌। ଉଦ୍‌ଘାଟନୀ ଉତ୍ସବର ରଙ୍ଗାରଙ୍ଗ କାର୍ଯ୍ୟକ୍ରମରେ ନିଜର ଜଲ୍‌ୱା ଦେଖାଇବାକୁ ସାମିଲ […]

jio
ଜିଓର ଆଇପିଏଲ ଧମାକା ଅଫର :୨୫୧ ଟଙ୍କାରେ ୧୦୨ଜିବି , ୫୧ଦିନ

ଶନିବାର ଠାରୁ ଆରମ୍ଭ ହେଉଛି ଆଇପିଏଲ ଧମାକା। ଏହାକୁ ନେଇ କ୍ରିକେଟ ପ୍ରେମୀଙ୍କ ମଧ୍ୟରେ ପ୍ରବଳ ଉତ୍ସାହ । କ୍ରିକେଟ ପ୍ରେମୀଙ୍କ ଏହି ଉତ୍ସାହକୁ ଦ୍ୱିଗୁଣିତ କରିବାକୁ ଆଗେଇ ଆସିଛି ଦେଶର ପ୍ରମୁଖ ମୋବାଇଲ ଅପରେଟର କମ୍ପାନୀ ଜିଓ। ଆକର୍ଷଣୀୟ ୨୫୧ଟଙ୍କିଆ ଆଇପିଏଲ୍‌ ପ୍ୟାକ୍‌ ଘୋଷଣା କରିଛି। ୫୧ ଦିନର ଅବଧି ସହ ୧୦୨ଜିବିର ଡାଟା ଜିଓ ଗ୍ରାହକମାନେ ପାଇପାରିବେ। ଏହି ପ୍ଲାନ ମୁତାବକ, ସମସ୍ତ ମ୍ୟାଚ ୫୧ ଦିନ ପର୍ଯ୍ୟନ୍ତ ଲାଇଭ ଗ୍ରାହକମାନେ ଦେଖିପାରିବେ ବୋଲି […]