• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Kkr

RCB vs KKR
ଏହା ଲଢ଼ିଲେ ବିରାଟ, ବେଙ୍ଗାଲୁରୁକୁ ଅତି ସହଜରେ ହରାଇଲା କୋଲକାତା

ବେଙ୍ଗାଲୁରୁର ଚିନ୍ନାସ୍ୱାମୀ ଷ୍ଟାଡିୟମରେ ଖେଳାଯାଇଥିବା ଆଇପିଏଲ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁକୁ ୭ ଓ୍ବିକେଟରେ ପରାସ୍ତ କରିଛି କୋଲକାତା ନାଇଟ ରାଇଡର୍ସ ।

Arjun Tendulkar
ଅପେକ୍ଷାର ଅନ୍ତ; IPLରେ ପୁଣି ତେନ୍ଦୁଲକର

ଭେଟେରାନ ରୋହିତ ଶର୍ମା ଅର୍ଜୁନଙ୍କୁ କ୍ୟାପ୍ ପିନ୍ଧାଇ ମୁମ୍ବାଇ ଚୂଡାନ୍ତ ଏକାଦଶକୁ ସ୍ୱାଗତ କରିଥିଲେ । ବହୁ ପୂର୍ବରୁ ମୁମ୍ବାଇ ଇଣ୍ଡିଆନ୍ସ କ୍ୟାମ୍ପ ସହିତ ଅର୍ଜୁନ ଯୋଡ଼ି ହୋଇରହିଥିଲେ ମଧ୍ୟ ଚୂଡାନ୍ତ ଏକାଦଶରେ ସୁଯୋଗ ମିଳିନଥିଲା ।

Kolkata Knight Riders, Sunrisers Hyderabad
IPL 2023: ଆଜି ମୁହାଁମୁହିଁ ହେବେ କେକେଆର୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ

କୋଲକାତା ଇଡେନ୍‌ ଗାର୍ଡେନ୍‌ ଷ୍ଟାଡିୟମରେ ଆମ୍ନାସାମ୍ନି ହେବେ କେକେଆର୍‌ ଓ ସନ୍‌ରାଇଜର୍ସ ହାଇଦ୍ରାବାଦ ।

Rinku Singh
ବାପା ବୋହୁଛନ୍ତି ସିଲିଣ୍ତର; ରାତାରାତି ପୁଅ ପାଲଟିଗଲା ହିରୋ

ସୋସିଆଲ୍‌ ମିଡିଆ ସେନ୍‌ସେସନ୍‌ ପାଲଟିଯାଇଛନ୍ତି କୋଲକାତା ନାଇଟ ରାଇଡର୍ସର ବାମହାତୀ ବ୍ୟାଟ୍ସମ୍ୟାନ୍‌ ରିଙ୍କୁ ସିଂ । କାଲିର ମ୍ୟାଚ୍ ପରେ ଡ୍ରେସିଂ ରୁମରୁ ନେଇ ଡ୍ରଇଂରୁମ ପର୍ଯ୍ୟନ୍ତ ସବୁଠି ରିଙ୍କୁଙ୍କ ଚର୍ଚ୍ଚା । ରିଙ୍କୁଙ୍କୁ ଏହି ସଫଳତା ରାତାରାତି ମିଳିନାହିଁ । ବରଂ ଏଥିପାଇଁ ତାଙ୍କୁ ଅନେକ ସଂଘର୍ଷ କରିବାକୁ ପଡିଛି । ଜାଣନ୍ତୁ..

Nitish Rana
IPL 2023: କେକେଆର୍‌ ଦଳର ନୂଆ ମଙ୍ଗୁଆଳ ନୀତିଶ ରାଣା

ମାର୍ଚ୍ଚ ୩୧ରେ ଆଇପିଏଲ୍‌ ୨୦୨୩ ସଂସ୍କରଣ ଆରମ୍ଭ ହେଉଥିବା ବେଳେ କେକେଆର୍‌ କ୍ୟାପ୍ଟେନ୍‌ସିପ୍‌କୁ ଦ୍ୱନ୍ଦ୍ୱ ଦେଖାଯାଉଥିବା ବେଳେ ତାହାକୁ ସ୍ପଷ୍ଟ କରିଛନ୍ତି ଟିମ୍‌ର ହେଡ୍‌ କୋଚ୍‌ ଚନ୍ଦ୍ରକାନ୍ତ ପଣ୍ତିତ ।

IPL SRH
ଆଇପିଏଲ୍‌ରେ ହାଇଦ୍ରାବାଦର ହ୍ୟାଟ୍ରିକ ବିଜୟ, KKR ଧରାଶାୟୀ

ଜବାବରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟକୁ ହାଇଦ୍ରାବାଦ ମାତ୍ର ୩ ୱିବିକେଟ୍ ହରାଇ ହାସଲ କରିନେଇଥିଲା । ରାହୁଲ ତ୍ରିପାଠୀ ୩୭ ବଲ୍‌ରୁ ୭୧ ରନ୍ କରିଥିଲେ, ମାର୍କରାମ ଅପରାଜିତ ୬୮ ରନ୍ କରି ଦଳକୁ ବିଜୟୀ କରାଇଥିଲେ ।

Pat Cummins
ମୁମ୍ବାଇ ଇଣ୍ତିଆନ୍ସ ବିପକ୍ଷରେ ପଡ଼ିଆକୁ ଓହ୍ଲାଇବେ ପାଟ୍ କମିନ୍ସ !

କେକେଆର୍‌ର ପରବର୍ତ୍ତୀ ମ୍ୟାଚ୍ ୬ ଏପ୍ରିଲରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରହିଛି । ଏଭଳି ପରିସ୍ଥିତିରେ କମିନ୍ସ ଏହି ମ୍ୟାଚ୍‌ରେ ଖେଳିବେ ବୋଲି ଆଶା କରାଯାଉଛି । ତେବେ କମିନ୍ସଙ୍କ ପ୍ରତ୍ୟାବର୍ତ୍ତନ ମୁମ୍ବାଇ ଇଣ୍ତିଆନ୍ସ ଟିମ୍‌ ପାଇଁ ଘାତକ ସାବ୍ୟସ୍ତ ହୋଇପାରେ ।

Chennai super kings won IPL trophy
ଚତୁର୍ଥ ଥର ପାଇଁ ଆଇପିଏଲ୍‌ ଟ୍ରଫି ହାତେଇଲା ଚେନ୍ନାଇ ସୁପର କିଙ୍ଗସ୍

କେକେଆର ଟିମ୍ ଶେଷ ୪ଟିଯାକ ମ୍ୟାଚ୍‌ରେ ଜବରଦସ୍ତ ପ୍ରଦର୍ଶନ କରି ଫାଇନାଲ ପାଇଁ ମନୋବଳ ଦୃଢ କରିଥିଲେ। କିନ୍ତୁ ଏଥର ଭାଗ୍ୟ ସାଥ୍ ଦେଇନଥିଲା। ୯ ବର୍ଷ ପରେ କୋଲକାତା ଠାରୁ ପ୍ରତିଶୋଧ ନେଇଛି ଧୋନୀ ବାହିନୀ ଚେନ୍ନାଇ ଟିମ୍। 

MI captain Rohit Sharma
IPL ପ୍ଲେଅଫ୍‌ରୁ ମୁମ୍ବାଇ ଆଉଟ୍, କୋଲକାତା ଇନ୍‌

IPL-୨୦୨୧ ପ୍ଲେଅଫରୁ ବାଦ ପଡ଼ିଛି ମୁମ୍ବାଇ। ଏହି ଟିମ୍‌ ବାଦ୍ ପଡ଼ିବା ପରେ କୋଲକାତା ଯୋଗ୍ୟତା ହାସଲ କରିଛି। ହାଇଦ୍ରାବାଦ ବିପକ୍ଷରେ ବଡ଼ ସ୍କୋର ସତ୍ତ୍ୱେ ପ୍ଲେଅଫରୁ ମୁମ୍ବାଇ ଆଉଟ ହୋଇଛି। ପୂର୍ବରୁ ଦିଲ୍ଲୀ, ଚେନ୍ନାଇ, ବାଙ୍ଗାଲୋର ଯୋଗ୍ୟତା ପାଇସାରିଛନ୍ତି।

KKR
IPL 2021: କ୍ରମାଗତ ୨ଟି ବିଜୟ ପରେ KKR ଉତ୍ସାହିତ, ଆୟରଙ୍କୁ ନେଇ ମୋର୍ଗାନଙ୍କ ବଡ଼ ବୟାନ

କୋଲକାତା ନାଇଟ୍ ରାଇଡର୍ସ ଅଧିନାୟକ ଇଏନ୍ ମୋର୍ଗାନ୍ ନିଜ ଦଳର ବୋଲରମାନଙ୍କୁ 'ସୁପରଷ୍ଟାର୍' ବୋଲି କହିଛନ୍ତି । ମୋର୍ଗାନ କହିଛନ୍ତି ଯେ, ଇଣ୍ଡିଆନ ପ୍ରିମିୟର ଲିଗ୍‌ ୨୦୨୧ର ଶେଷ ଦୁଇଟି ମ୍ୟାଚରେ ବୋଲର ମାନଙ୍କ ଜବରଦସ୍ତ ପ୍ରଦର୍ଶନ ଯୋଗୁଁ ବ୍ୟାଟ୍ସମ୍ୟାନ୍‌ମାନେ ଚାପମୁକ୍ତ ହୋଇ ଖେଳିପାରିଲେ ।

ipl
ବାଙ୍ଗାଲୋରକୁ ହରାଇଲା କୋଲକତା ନାଇଟ୍ ରାଇଡର୍ସ

ନୂଆଦିଲ୍ଲୀ: କୋଲକାତା ନାଇଟ୍ ରାଇଡର୍ସ ଆର୍‌ସିବିକୁ ୪ ୱିକେଟ୍‌ରେ ପରାସ୍ତ କରି ଆଇପିଏଲରେ ତାର ବିଜୟ ଅଭିଯାନ ଆରମ୍ଭ କରିଛି। ବାଙ୍ଗାଲୋର ପ୍ରଥମେ ବ୍ୟାଟିଂ କରି ନିର୍ଦ୍ଧାରିତ ୨୦ ଓଭରରେ ୧୭୬ରନ୍‌ କରିବାରେ ସକ୍ଷମ ହୋଇଥିଲା। ଜବାବରେ କେକେଆର୍ ୭ଟି ବଲ୍‌ ବାକିଥାଇ ଏହି ବିଜୟ ଲକ୍ଷ୍ୟକୁ ହାସଲ କରିନେଇଛି। କୋଲକାତା ଟିମ୍‌ ପକ୍ଷରୁ ସୁନିଲ ନାରିନ୍‌ ମାତ୍ର ୧୯ବଲ୍‌ରେ ବିସ୍ଫୋରକ ୫୦ ରନ କରିଥିବା ବେଳେ ଅଧିନାୟକ ଦୀନେଶ କାର୍ତ୍ତିକ ଅପରାଜିତ ୩୫ ରନ କରି […]