ମସ୍କୋର ଉତ୍ତର-ପଶ୍ଚିମ କ୍ରସନଗୋରସ୍କ ସହରରେ ଥିବା କ୍ରୋକସ୍ ସିଟି ହଲରେ ଏହି ବିସ୍ଫୋରଣ ଘଟିଛି। ଏହି ବଡ଼ ଧରଣର ବିସ୍ଫୋରଣ ଫଳରେ କନସର୍ଟ ହଲରେ ନିଆଁ ଲାଗିଯାଇଥିଲା ।
ଋଷ-ୟୁକ୍ରେନ ଯୁଦ୍ଧରେ ଫଶିଛନ୍ତି ଭାରତୀୟ । ଚାକଚକ୍ୟ ଜୀବନର ସ୍ୱପ୍ନ ଦେଖାଇ ରୁଷକୁ ମାନବ ଚାଲାଣ । ଏଜେଣ୍ଟଙ୍କ ଦ୍ୱାରା ରୁଷ ଯାଇ ଫସିଛନ୍ତି ଅନେକ ଭାରତୀୟ ।
ତେବେ ଏହି ପ୍ରକ୍ରିୟାକୁ ବନ୍ଦ କରିବା ପାଇ ଭାରତ ସରକାର ପ୍ରତିବଦ୍ଧତା ଦେଖାଇଛନ୍ତି । ସରକାରଙ୍କ ପକ୍ଷରୁ ଏକ ପ୍ରେସ୍ କନ୍ଫରେନ୍ସ କରି କୁହାଯାଇଛି ଯେ, ଖୁବ୍ଶୀଘ୍ର ସେମାନଙ୍କୁ ଉଦ୍ଧାର କରାଯିବ । ଭାରତୀୟ ନାଗରିକଙ୍କୁ ଋଷ ସେନା ଏଭଳି ଜୋର ଜବରଦସ୍ତ ଯୁଦ୍ଧରେ ସାମିଲ କରିପାରିବ ନାହିଁ ।
ଆମେ ସମସ୍ତ ଭାରତୀୟ ନାଗରିକଙ୍କୁ ଅନୁରୋଧ କରୁଛି କି ସେମାନେ ସତର୍କତା ଅବଲମ୍ବନ କରନ୍ତୁ ଏବଂ ଯୁଦ୍ଧଠାରୁ ଦୂରେଇ ରୁହନ୍ତୁ ।
ଆମେରିକାର ୱାଲ ଷ୍ଟ୍ରିଟ ଜର୍ଣ୍ଣାଲକୁ ସାକ୍ଷାତକାର ଦେଇ କୋଭାଲସ୍କି କହିଛନ୍ତି, ଋଷ ଜାଣୁ ୟୁକ୍ରେନବାସୀ କ’ଣ କରିପାରନ୍ତି । ଘରେ ବସି ସେମାନେ ଆମକୁ ଡରିବାକୁ ବାଧ୍ୟ ହେବେ ବୋଲି କହିଛନ୍ତି କୋଭାଲସ୍କି ।
ରୁଷିଆ ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ବିରୋଧରେ ଖୋଲାଖୋଲି ବିଦ୍ରୋହ ଘୋଷଣା କରି ଚର୍ଚ୍ଚାକୁ ଆସିଥିବା ଶକ୍ତିଶାଳୀ ଘରୋଇ ମିଲିଟାରୀ ସଂସ୍ଥା ୱାଗନର ମୁଖ୍ୟ ୟେଭଗେନି ପ୍ରିଗୋଝିନଙ୍କର ବିମାନ ଦୁର୍ଘଟଣାରେ ମୃତ୍ୟୁ ହୋଇଛି।
OSINT ଡିଫେଣ୍ଡର, ଏକ ସ୍ୱାଧୀନ ସଂଗଠନ ଯାହା ସମଗ୍ର ବିଶ୍ୱରେ ସାମରିକ ବିବାଦ ଉପରେ ନଜର ରଖିଛି । ୱାଗନର୍ ଗ୍ରୁପ୍ ଯୁଦ୍ଧବିମାନ ରୋଷ୍ଟୋଭ୍-ଅନ୍-ଡନ୍ ସହରରେ ରହିଥିବା ରୁଷର ଦକ୍ଷିଣ ସାମରିକ ମୁଖ୍ୟାଳୟକୁ ନିଜର କାବୁକୁ ନେଇ ସାରିଥିବା କୁହାଯାଇଛି ।
ରୁଷ-ୟୁକ୍ରେନ ଯୁଦ୍ଧକୁ ପ୍ରାୟ ୧୫ ମାସ ବିତିଥିବା ବେଳେ, ପୁଣି ଏକ ବିପର୍ଯ୍ୟୟର ସାମ୍ନା କରିବାକୁ ପଡ଼ିଛି ୟୁକ୍ରେନକୁ
ରୁଷିଆ ପ୍ରବେଶ ଉପରେ ବ୍ୟାନ୍ ଲଗାଇଲେ ପୁଟିନ୍ ସରକାର । ରାଷ୍ଟ୍ରପତି ବାଇଡେନଙ୍କ ରୁଷିଆ ବିରୋଧୀ ନୀତିକୁ ନେଇ କଟକଣା ।
ଖାଲି ସେତିକି ନୁହେଁ, ୟୁକ୍ରେନ୍ର ରାଜଧାନୀ କିଭ୍ ସହରରେ ଦୁଇଟି ଭୟଙ୍କର ବିସ୍ଫୋରଣର ଶବ୍ଦ ମଧ୍ୟ ଶୁଣିବାକୁ ମିଳିଛି ।
ମହାବିନାଶକାରୀ ସୁପର୍ ଟର୍ପିଡୋର ନାଁ ପସାଇଡନ୍
ରୁଷୀୟ ପର୍ଯ୍ୟଟକ ପାଭେଲ୍ ଆନ୍ତୋଭ ଓ ଭ୍ଲାଦିମିର ବିଦେନୋଭଙ୍କ ସନ୍ଦେହଜନକ ମୃତ୍ୟୁର ତଦନ୍ତ ପାଇଁ ରାୟଗଡ଼ାରେ କ୍ରାଇମବ୍ରାଞ୍ଚ ଟିମ୍ ପହଞ୍ଚି ଥିବାବେଳେ ଏକ ବଡ଼ ତଥ୍ୟ ସାମ୍ନାକୁ ଆସିଛି।
ଋଷ ସାଂସଦ ପାଭେଲ ଆଣ୍ଟୋଭ୍ଙ୍କ ମୃତ୍ୟୁକୁ ନେଇ ହଇଚଇ। ସପ୍ତାହ ପରେ ବି ସତ ସାମ୍ନାକୁ ଆସୁନଥିବାରୁ ଘନଉଛି ରହସ୍ୟ
ଧର୍ମୀୟ ପରମ୍ପରା ଉଲଂଘନ କଲା ଭଳି କାର୍ଯ୍ୟ କରାଗଲା କାହିଁକି ?
ରୁଷୀୟ ପର୍ଯ୍ୟଟକ ପାଭେଲ୍ ଆନ୍ତୋଭଙ୍କ ମୃତ୍ୟୁ ବିବାଦୀୟ ଜାଣିବା ସତ୍ତ୍ୱେ ସଂରକ୍ଷିତ ରଖାଗଲା ନାହିଁ ତାଙ୍କର ଭିସେରା। ସନ୍ଦେହଜନକ ଭାବେ ତରତର ହୋଇ ପୋଡ଼ି ଦିଆଗଲା ତାଙ୍କ ମୃତଦେହ, ଏନେଇ ଏବେ ନାନା ପ୍ରଶ୍ନ ଉଠିଛି।
ରୁଷ୍ ରାଷ୍ଟ୍ରପତି ଭ୍ଲାଦିମିର୍ ପୁତିନ୍ଙ୍କ ଯିଏ ଥିଲେ କଠୋର ସମାଲୋଚକ । ୟୁକ୍ରେନ୍-ରୁଷ୍ ଯୁଦ୍ଧକୁ ଯିଏ କହୁଥିଲେ ଏହା ପୁତିନ୍ଙ୍କ ଆତଙ୍କରାଜ୍, ଓଡ଼ିଶାରେ ରୁଷ୍ର ସେହି ସାହସୀ ରାଜନେତାଙ୍କ ରହସ୍ୟଜନକ ମୃତ୍ୟୁକୁ ନେଇ ଏବେ ସାରା ବିଶ୍ୱରେ ହଟଚମଟ । ଦେଶର ହିତ ଉଦ୍ଦେଶ୍ୟରେ ରୁଷ୍ର ସଂସଦ ଭବନକୁ କମ୍ପାଉଥିବା କୋଟିପତି ସାଂସଦ ପାଭେଲ ଆଣ୍ଟୋଭଙ୍କ ରାୟଗଡ଼ାରେ ଅସ୍ୱାଭାବିକ ମୃତ୍ୟୁ, ରୁଷ୍ରେ ଚହଳ ପକାଇଛି ।
ରାୟଗଡ଼ାରେ ରୁଷୀୟ ସାଂସଦ ପାଭେଲଙ୍କ ମୃତ୍ୟୁକୁ ନେଇ ସସ୍ପେନ୍ସ । ଗୋଟିଏ ହୋଟେଲ୍ରେ ୨ ଦିନରେ ୨ ରୁଷୀୟ ବନ୍ଧୁଙ୍କ ମୃତ୍ୟୁକୁ ନେଇ ହଲ୍ଚଲ୍ ।
ପୁଟିନ୍ ଆହୁରି ମଧ୍ୟ ଧମକ ଦେଇଥିଲେ ଯେ, ଯଦି ଏହି ଯୁଦ୍ଧ ଭିତରେ ଆଉ କିଏ ମୁଣ୍ଡ ପୁରେଇବ ତେବେ ସେହି ଦେଶର ଅବସ୍ଥା ବି ଭୟଙ୍କର ହେବ ।
ମୋଦି-ଜେଲେନସ୍କି ଆଲୋଚନା, ଆଲୋଚନା ଓ କୁଟନୈତିକ ସ୍ତରରେ ବିବାଦର ସମାଧାନ ହେବା ଜରୁରୀ ।
ଛାତ୍ରଛାତ୍ରୀଙ୍କ ପାଇଁ ୟୁନିଭରସିଟି ରଖିଲା ସର୍ତ୍ତ, ୟୁକ୍ରେନ୍ ଯିବାକୁ ମେଡିକାଲ ପିଲାଙ୍କୁ ବାଧ୍ୟ କରୁଛନ୍ତି ସ୍ଥାନୀୟ ୟୁନିଭର୍ସିଟି ।
ୟୁକ୍ରେନ ନିକଟରେ ୨୦ ମିଲିୟନ ଟନ୍ ଗହମ ରହିଛି । ସେହିପରି ଲକ୍ଷ ଲକ୍ଷ ହେକ୍ଟର ଚାଷ ଜମିରେ ବି ଠିଆ ହୋଇଛି ପାଚିଲା ଗହମ ।
କୃଷ୍ଣ ସାଗରରେ ରୁଷୀୟ ଯୁଦ୍ଧପୋତ ଜଗୁଛନ୍ତି ଡଲଫିନ୍ । ପାଣି ତଳେ ଆକ୍ରମଣ ରୋକିବାକୁ ସ୍ୱତନ୍ତ୍ର ତାଲିମ୍ ପ୍ରାପ୍ତ ଡଲଫିନଙ୍କ ମୁତୟନ କରାଯାଇଛି ।
ସାରା ବିଶ୍ୱ ତାଙ୍କୁ ଜଣେ ବିଚକ୍ଷଣ ରାଜନେତା ଭାବେ ସମ୍ମାନ ବି ଦେଇଆସୁଥିଲା । ତେବେ ୟୁକ୍ରେନ ଆକ୍ରମଣ ତାଙ୍କୁ ଜଣେ କ୍ରୁର ମଣିଷ ଭାବେ ଚିତ୍ରିତ କରିଛି ।
ୟୁକ୍ରେନ୍ରେ ନରସଂହାର କରୁଛି ଋଷ୍। ଖାଇବାକୁ ଆଣିବାକୁ ଗଲେ ହାଣି ପକାଉଛି, ପାଣି ପିଇବାକୁ ଗଲା ବେଳେ ହାତବାନ୍ଧି ଗୁଳିମାରୁଛି। ଡରି ଡରି ବଞ୍ଚୁଛନ୍ତି ୟୁକ୍ରେନବାସୀ....
ଋଷ୍ ତୁଳନାରେ ୟୁକ୍ରେନ୍ ଅତ୍ୟଧିକ ଦୁର୍ବଳ ଦେଶ। ଏହାପରେ ମଧ୍ୟ ଏ ଦେଶ ଋଷ୍ ପାଖରେ ହାର୍ ମାନୁନି। ଏହା ହିଁ ଋଷକୁ ଚିନ୍ତାରେ ପକାଇଛି। ତେବେ କିଛିଦିନ ହେଲା ଋଷ୍ ତାର ବ୍ରହ୍ମାସ୍ତ୍ର କୁହାଯାଉଥିବା ଏହି କ୍ଷେପଣାସ୍ତ୍ରର ପ୍ରୟୋଗ ଆରମ୍ଭ କରିଛି।