• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Tag: Teachers Agitation

Teachers Protest
ଧାମନଗର ଭଳି ପଦ୍ମପୁରରେ ପାନେ ଚଖେଇବାକୁ ଚେତାବନୀ

ଆନ୍ଦୋଳନର ଦ୍ୱିତୀୟ ଦିନରେ ବି ରାଜଧାନୀରେ ଗର୍ଜିଲେ ପ୍ରାଥମିକ ଶିକ୍ଷକ...ଦାବି ପୂରଣ କର, ନହେଲେ ଧାମନଗର ଭଳି ପଦ୍ମପୁରରେ ପାନେ ଚଖେଇବାକୁ ଚେତାବନୀ...କଂପିଲା ବିଧାନସଭା, ବିରୋଧୀଙ୍କ ନିଶାନାରେ ସରକାର, ବିଜେଡି ରଖିଲା ଜବାବ।

Odisha Assembly
ଶିକ୍ଷକଙ୍କ ଦାବି ପ୍ରତି ଧ୍ୟାନ ଦେବାକୁ ସରକାରଙ୍କୁ ବାଚସ୍ପତିଙ୍କ ରୁଲିଂ

ଶିକ୍ଷକଙ୍କ ବିଶାଳ ଆନ୍ଦୋଳନ ପ୍ରସଙ୍ଗକୁ ନେଇ ଅଚଳ ରହିଥିଲା ପ୍ରଶ୍ନକାଳ, ବାଚସ୍ପତିଙ୍କ ପୋଡ଼ିୟମ୍ ତଳେ ବିରୋଧୀ କରିଥିଲେ ନାରାବାଜି, ହୋହଲ୍ଲା

badri narayana patra
ଆନ୍ଦୋଳନରୁ ଓହରୁନାହାନ୍ତି ଶିକ୍ଷକ

ଭୁବନେଶ୍ୱର: ଦାବି ହାସଲ ପାଇଁ ମୂଲ୍ୟାୟନ ବର୍ଜନ କରି ଆନ୍ଦୋଳନ ଚଳାଇଥିବା ଶିକ୍ଷକଙ୍କ ଲାଗି ଆଲୋଚନାର ବାଟ ଖୋଲା ଅଛି ବୋଲି କହିଛନ୍ତି ଗଣଶିକ୍ଷା ମନ୍ତ୍ରୀ ବଦ୍ରି ନାରାୟଣ ପାତ୍ର। ତା’ସହ ମନ୍ତ୍ରୀ କହିଛନ୍ତି ସରକାର ସବୁବେଳେ ଆଲୋଚନା ପାଇଁ ପ୍ରସ୍ତୁତ, ତେବେ ମୂଲ୍ୟାୟନ ବର୍ଜନ ନିଷ୍ପତ୍ତି କୌଣସି ପ୍ରଭାବ ପକାଇବ ନାହିଁ। ଆସନ୍ତା ୧୬ ତାରିଖରୁ ଦ୍ୱିତୀୟ ପର୍ଯ୍ୟାୟ ଖାତା ଦେଖା ସରିବ ଓ ସଠିକ୍ ସମୟରେ ଯୁକ୍ତ ଦୁଇ ଫଳ ପ୍ରକାଶ ପାଇବ ବୋଲି […]

teachers
ଖାତା ଦେଖୁନଥିବା ଶିକ୍ଷକଙ୍କୁ ନିଲମ୍ବନ ପାଇଁ ନିର୍ଦ୍ଦେଶ

ଭୁବନେଶ୍ୱର: ଯୁକ୍ତ ଦୁଇ ଖାତା ମୂଲ୍ୟାୟନକୁ ଆସୁନଥିବା ଅଧ୍ୟାପକଙ୍କୁ ନିଲମ୍ବନ କର। ଯୁକ୍ତ ଦୁଇ ଖାତା ଦେଖିବାକୁ ଆସୁନଥିବା ପରୀକ୍ଷକଙ୍କ ଉଦ୍ଦେଶ୍ୟରେ ରାଜ୍ୟ ସରକାର ଏଭଳି କଠୋର ନିର୍ଦ୍ଦେଶ ଦେଇଛନ୍ତି। ଏ ନେଇ ଅନୁଦାନପ୍ରାପ୍ତ କଲେଜ ପରିଚାଳନା କମିଟିକୁ ଉଚ୍ଚ ଶିକ୍ଷା ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ବିଭିନ୍ନ ଦାବିରେ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚର ଆନ୍ଦୋଳନରେ ବହୁ ସଂଖ୍ୟାରେ ଅଧ୍ୟାପକ ସାମିଲ ହୋଇଥିବାରୁ +୨ ଖାତା ଦେଖାରେ ଗୁରୁତର ବିଭ୍ରାଟ ସୃଷ୍ଟି […]