ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଡାକ୍ତରଖାନାରେ ଭେଟିଲେ ସ୍ୱାସ୍ଥ୍ୟମନ୍ତ୍ରୀ

କଟକ: କଟକ ବଡ଼ ମେଡିକାଲରେ ଅସୁସ୍ଥ ଥିବା ବିଧାୟକ ପ୍ରଭାତ ବିଶ୍ୱାଳଙ୍କୁ ଭେଟିଛନ୍ତି ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା। କଟକ ବଡ଼ମେଡିକାଲରେ ଚିକିତ୍ସିତ ହେଉଥିବା  କଟକ-ଚୌଦ୍ୱାର ପ୍ରଭାତଙ୍କୁ ଭେଟି ତାଙ୍କ ସ୍ୱାସ୍ଥ୍ୟାବସ୍ଥା ସମ୍ପର୍କରେ ପଚାରି ବୁଝିଛନ୍ତି ପ୍ରତାପ। ସି ସୋର ଚିଟ୍ ଫଣ୍ଡ ଲିଙ୍କ୍ ଅଭିଯୋଗରେ ଗିରଫ ହେବା ପରେ କୋର୍ଟରୁ ଜାମିନ୍‌ରେ ଅଛନ୍ତି ପ୍ରଭାତ। ହେଲେ ସ୍ୱାସ୍ଥ୍ୟ ଅବସ୍ଥା ଖରାପ ଥିବାରୁ ଏବେ ବି ସେ ଚିକିତ୍ସାଧୀନ ଅଛନ୍ତି।

Comments
Loading...