Published: Sarbeswar
Last updated: 10 July 2021, 09:58 PM IST
ଗୋଟିଏ ବଡ଼ ଦୁର୍ଘଟଣାରୁ ଅଳ୍ପକେ ବର୍ତ୍ତି ଯାଇଛନ୍ତି ଶିବସେନା(ଉଦ୍ଧବ ଠାକରେ)ର ଉପ ନେତା ସୁଷମା ଅନ୍ଧାରେ। ଆଜି ତାଙ୍କୁ ଆଣିବାକୁ ଯାଇଥିବା ହେଲିକପ୍ଟରଟି ଲ୍ୟାଣ୍ଡିଂ ସମୟରେ କ୍ରାସ୍ କରିଯାଇଛି।