• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Leopard Cat
ବାଘ ଦେଇ ଗିବନ୍ ଓ ଲିଓପାର୍ଡ କ୍ୟାଟ୍ ଆଣିବ ନନ୍ଦନକାନନ ପ୍ରାଣୀ ଉଦ୍ୟାନ

ଏନେଇ ସେଣ୍ଟ୍ରାଲ୍ ଜୁ’ ଅଥୋରିଟି ପକ୍ଷରୁ ଅନୁମୋଦନ ମିଳିବା ପରେ ଇଟ୍ଟାନଗରରୁର ଏକ ଟିମ୍ ନନ୍ଦନକାନନ ଆସିଛନ୍ତି।

Chandrayaan-3
ଜହ୍ନର ରହସ୍ୟ ଭେଦ ପାଇଁ ପୁଣି ତୟାର୍ ଚନ୍ଦ୍ରୟାନ-୩

ଆରମ୍ଭ ହୋଇସାରିଛି କାଉଣ୍ଟଡାଉନ୍। ସରିଛି ରିହର୍ସାଲ୍, ମିଳିଛି ଗ୍ରୀନ୍ ସିଗ୍ନାଲ୍। ଲଞ୍ଚପ୍ୟାଡରେ ତୟାର୍ ଇସ୍ରୋର 'ବାହୁବଳୀ'। ଅପେକ୍ଷା.. ଆସନ୍ତାକାଲିର 'ଚନ୍ଦ୍ରୟାନ' ମୁହୂର୍ତ୍ତକୁ।

 deers and blackbucks
ଏମିତି ଏକ ଗାଁ, ଯେଉଁଠି ଗ୍ରାମୀଣ ପରିବେଶରେ ମୁକ୍ତ ଜୀବନ ଜୀଉଁଛନ୍ତି ବିରଳ କୃଷ୍ଣସାର

ଚାରିଆଡ଼େ ସବୁଜିମା, ବଣ ପାହାଡ଼ ଘେରା ପରିବେଶ ଭିତରେ ଛନଛନିଆ ଗଛ ଲତା। ଆଉ ତାହାରି ଭିତରେ ଫୁର୍ତ୍ତି କରୁଛନ୍ତି ମୃଗ ଆଉ ହରିଣ ବିଲୁପ୍ତପ୍ରାୟ ବିରଳ କୃଷ୍ଣସାର ମୃଗ ବି ଅଛନ୍ତି। ଖେଳୁଛନ୍ତି, ବୁଲୁଛନ୍ତି ବେଫିକର ହୋଇ। ଏଠି ନା ହିଂସ୍ରଜନ୍ତୁୁଙ୍କ ଡର ଅଛି ନା ଶିକାରୀଙ୍କ ରହିଛି ଲୋଲୁପ ଦୃଷ୍ଟି।

Press Council Of India issues notice to journalists
ସାମ୍ବାଦିକଙ୍କୁ କ୍ୱାର୍ଟର୍ସ ମିଳିବା ପ୍ରସଙ୍ଗରେ ରାଜ୍ୟର ୭୫ ସାମ୍ବାଦିକଙ୍କୁ PCIର ନୋଟିସ୍

ଆବେଦନକାରୀଙ୍କ ପିଟିସନ୍ ଅନୁଯାୟୀ, ରାଜ୍ୟରେ ସାମ୍ବାଦିକଙ୍କୁ କ୍ବାର୍ଟର୍ସ ମିଳିବା ନେଇ କୌଣସି ସ୍ପଷ୍ଟ ନୀତି ବି ନାହିଁ। 30ରୁ 40 ବର୍ଷ ଧରି ବହୁ ସାମ୍ବାଦିକ ନାମମାତ୍ର ମାସିକ ଭଡ଼ା ଦେଇ କ୍ୱାର୍ଟର୍ସ ମାଡ଼ି ବସିଥିଲା ବେଳେ ଇଲେକଟ୍ରୋନିକ ଓ ମହିଳା ସାମ୍ବାଦିକ ଏଥିରୁ ବଞ୍ଚିତ ହେଉଛନ୍ତି।

otv cares
ଓଟିଭି କେୟାର୍ସର ସହାୟତା: ସ୍ୱାବଲମ୍ବୀ କରାଇଲା ସିଲେଇ ଶିକ୍ଷା

ଓଟିଭିର ଏହି ପ୍ରୟାସକୁ ୟୁନିଭରସିଟି ଏବଂ ପ୍ରଶିକ୍ଷାର୍ଥୀ ଉଭୟେ ପ୍ରଶଂସା କରିଛନ୍ତି।

Sun To Reach Solar Maximum In 2 Years
‘ଇଣ୍ଟରନେଟ୍ ଆପୋକ୍ଲିପ୍ସ'କୁ ନେଇ ଚର୍ଚ୍ଚା...ସୌର ଝଡ଼ରେ ଠପ୍‌ ହୋଇଯିବ କି ଇଣ୍ଟରନେଟ୍ ସେବା ?

ଅନ୍ତର୍ଜାତୀୟ ଗଣମାଧ୍ୟମ ୱାଶିଂଟନ୍‌ ପୋଷ୍ଟରେ ପ୍ରକାଶିତ ରିପୋର୍ଟରେ ଉଲ୍ଲେଖ ଅଛି ଯେ ୨୦୨୫ରେ ସୂର୍ଯ୍ୟ ତାହାର ସୋଲାର ମ୍ୟାକ୍ସିମମ ସ୍ଥିତିକୁ ଆସିଯିବ। ଯାହାକୁ ସାମ୍ନା କରିବାକୁ ଆଜିକାର ଡିଜିଟାଲ ଦୁନିଆ ପ୍ରସ୍ତୁତ ନୁହେଁ। ଇଣ୍ଟରନେଟ୍ ଆପୋକ୍ଲିପ୍ସ ଭଳି ଶବ୍ଦକୁ ନେଇ ସୋସିଆଲ୍ ମିଡିଆ ବ୍ୟବହାରକାରୀଙ୍କ ଭିତରେ ମଧ୍ୟ ବିଭିନ୍ନ...

Rain-battered north India
ମନାଲିକୁ ଖିନଭିନ୍ କରିଦେଲା ପ୍ରକୃତିର କରାଳ ରୂପ: ଫସିଛନ୍ତି ହଜାର ହଜାର ପର୍ଯ୍ୟଟକ

ଖାଲି ଏହି ଗୋଟିଏ ଜାଗା ନୁହେଁ, ହିମାଚଳ ପ୍ରଦେଶରେ ଅନେକ ସ୍ଥାନରେ ଏଭଳି ସ୍ଥିତି। ଜାଗା ଜାଗାରେ ଭୂସ୍ଖଳନ ସହ ନଦୀ ନାଳ ଉପରେ ଥିବା ପୋଲ ଏବଂ ରାସ୍ତା ଧୋଇଯିବା ଯୋଗୁଁ ଫସିଛନ୍ତି ହଜାର ହଜାର ପର୍ଯ୍ୟଟକ। ନା ଆଗକୁ ଯାଇ ହେଉଛି, ନା ପଛକୁ ଫେରି ପାରୁଛନ୍ତି। 

earned Rs 38 lakh selling expensive tomatoes
ଟମାଟୋ ବିକି ରାତାରାତି ମାଲେମାଲ: ୩୮ ଲକ୍ଷ ଟଙ୍କା ରୋଜଗାର କଲେ ଚାଷୀ

ବର୍ତ୍ତମାନ ଓଡ଼ିଶା, କର୍ଣ୍ଣାଟକ ସମେତ ଦେଶର ଅନେକ ସ୍ଥାନରେ ଟମାଟୋ ଦର ଉଚ୍ଚା ରହିଛି। ତେବେ ଟମାଟୋ ଦର ବଢିବା ପରେ କର୍ଣ୍ଣାଟକର ଜଣେ ମଧ୍ୟବିତ୍ତ ଚାଷୀ ପରିବାର ପାଇଁ ଏହା ଆଶୀର୍ବାଦ ସଦୃଶ ହୋଇଛି। 

No vehicle  enters into Burla VSSUT campus
ବୁର୍ଲା ଭିସୁଟ୍ କ୍ୟାମ୍ପସରେ ଚାଲିବନି ଗାଡ଼ି

ନିୟମ ଉଲ୍ଳଘଂନ କଲେ କଡ଼ା କାର୍ଯ୍ୟାନୁଷ୍ଠାନ ହେବ ବୋଲି କୁହାଯାଇଛି।

 guidelines may issue for school students
ଆଖି ଧରା ଲାଗି ସ୍କୁଲକୁ ଜାରି ହୋଇପାରେ ନିର୍ଦ୍ଦେଶାବଳୀ

ସ୍କୁଲ ଯାଉଥିବା କେତେ ଜଣ ଛାତ୍ରଛାତ୍ରୀ ଆଖିଧରା ରୋଗରେ ସଂକ୍ରମିତ ହୋଇଛନ୍ତି, ସେ ତଥ୍ୟ ଆସି ନାହିଁ।

7 Killed As Bus Carrying reception Party
ମ୍ୟାରେଜ୍ ପାର୍ଟିକୁ ଯିବାବେଳେ ଅଘଟଣ: କେନାଲକୁ ଖସିପଡ଼ିଲା ବସ୍‌, ୭ ଜଣଙ୍କ ମୃତ୍ୟୁ

ଦୁର୍ଘଟଣାରେ ୭ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଆହତଙ୍କୁ ଉଦ୍ଧାର କରାଯାଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ସମସ୍ତ ଆହତଙ୍କୁ ଉତ୍ତମ ଚିକିତ୍ସା ଯୋଗାଇଦେବା ପାଇଁ ମୁଖ୍ୟମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି।

Heavy rainfall in bhubaneswar
ପାଗରେ ପରିବର୍ତ୍ତନ: ରାଜଧାନୀରେ ମୂଷଳ ଧାରାରେ ବର୍ଷା

ଆଜିର ବର୍ଷା ରାଜଧାନୀବାସିଙ୍କୁ ପ୍ରଚଣ୍ଡ ଗୁଳୁଗୁଳିରୁ ସାମାନ୍ୟ ଆଶ୍ୱସ୍ତି ଦେଇଛି।

Solar Geo Engineering
ପୃଥିବୀପୃଷ୍ଠରୁ ଲୁଚାଇ ଦିଆଯିବ ସୂର୍ଯ୍ୟକିରଣ ! ବିଶ୍ୱତାପନ ବୃଦ୍ଧିରୁ ମୁକ୍ତି ପାଇବାକୁ ଆମେରିକାର ଯୋଜନା

ସୋଲାର୍ ଜିଓ-ଇଞ୍ଜିନିୟରିଂ ଦ୍ୱାରା ପୃଥିବୀର ତାପମାତ୍ରା ବୃଦ୍ଧି ବା ଗ୍ଲୋବାଲ୍ ୱାର୍ମିଂ ଏବଂ ଜଳବାୟୁ ପରିବର୍ତ୍ତନ ବା କ୍ଲାଇମେଟ ଚେଞ୍ଜ ର ମୁକାବିଲା କରାଯାଇପାରିବ କି ନାହିଁ, ସେନେଇ ଖୋଲା ମତ ଲୋଡ଼ିଛନ୍ତି ରାଷ୍ଟ୍ରପତି ଜୋ ବାଇଡେନ୍ ।

Bhubaneswar MP Aparajita Sarangi
ଓଡ଼ିଶାରେ ଶାସନ ବ୍ୟବସ୍ଥା ହାସ୍ୟାସ୍ପଦ ହୋଇ ସାରିଛି: ଅପରାଜିତା

ବିଜେଡିକୁ ପୁଣି ଟାର୍ଗେଟ୍ କରିଛନ୍ତି ଭୁବନେଶ୍ୱର ସାଂସଦ ଅପରାଜିତା ଷଡ଼ଙ୍ଗୀ। ସୋସିଆଲ ମିଡିଆରେ ଅପରାଜିତା କଡ଼ା ସମାଲୋଚନା କରିଛନ୍ତି। 

ଜଳପ୍ରଳୟ
ହିମାଚଳ ଓ ଉତ୍ତରାଖଣ୍ଡରେ ଜଳପ୍ରଳୟ: ଭୁଶୁଡୁଛି ବଡ଼ ବଡ଼ କୋଠା, ଭାସୁଛି କାର ଓ ଟ୍ରକ୍

ହିମାଚଳରେ ହାହାକାର ସ୍ଥିତି, ଉବୁଟୁବୁ ଉତ୍ତରାଖଣ୍ଡ । ପାହାଡ଼ିଆ ନଈର ଉଗ୍ର କରାଳ ରୂପ। ଲୋକଙ୍କ ଆଖି ଆଗରେ ନିଶ୍ଚିହ୍ନ ହୋଇଯାଇଛି ବହୁତଳ କୋଠା। ଅବିଶ୍ରାନ୍ତ ମୌସୁମୀ ବର୍ଷା ପ୍ରଳୟ ରଚିଛି ସମଗ୍ର ଉତ୍ତର ଭାରତରେ।

Lord Jagannath Temple
ବିକଶିତ ହେବ ଉତ୍ତରକାଶୀର ଶ୍ରୀଜଗନ୍ନାଥ ମନ୍ଦିର, ଧର୍ମେନ୍ଦ୍ରଙ୍କ ସହ ମୁଖ୍ୟମନ୍ତ୍ରୀ ଧାମିଙ୍କ ଆଲୋଚନା 

ସମୁଦ୍ର କୂଳରେ ଶ୍ରୀକ୍ଷେତ୍ର ପୁରୀରେ ମହାପ୍ରଭୁ ଦାରୁ ଦିଅଁ ରୂପେ ପୂଜା ପାଉଥିବା ବେଳେ ସମୁଦ୍ରପତନ ଠାରୁ ପ୍ରାୟ ୪ ହଜାର ଫୁଟ୍ ଉଚ୍ଚରେ ପୁରୀଠାରୁ ସହସ୍ର କୋଷ ଦୂରରେ ଉତ୍ତରକାଶୀରେ ମହାପ୍ରଭୁଙ୍କ ଶିଳା ବିଗ୍ରହ ପୂଜା ପାଉଛି।

 5T secretary VK Pandian’
ପାଣ୍ଡିଆନଙ୍କୁ ନେଇ ଅକଳରେ ବିଜେଡି, ମୁଖ୍ୟମନ୍ତ୍ରୀ ଚାପରେ ଥିବା ଚର୍ଚ୍ଚା !

ମୁଖ୍ୟମନ୍ତ୍ରୀ ଗୃହବନ୍ଦୀ ବୋଲି ବିଜେପି ସାଂସଦ ଅପରାଜିତା ଷଡଙ୍ଗୀ ଅଭିଯୋଗ କରିବା ପରେ 5T ସଚିବ ଓ ମୁଖ୍ୟମନ୍ତ୍ରୀଙ୍କୁ ନିଶାନା କରିଛନ୍ତି ବିଜେପି ନେତା ପ୍ରଦୀପ ପୁରୋହିତ। ବିଜେଡି ଆଉ ବିଜେଡି ହାତରେ ନାହିଁ, 5T ସଚିବଙ୍କ ହାତରେ ରହିଛି ବୋଲି ଅଭିଯୋଗ କରିଛନ୍ତି। ଏହା ବି କହିଛନ୍ତି, ଫାଇଭ୍ ଟି...

ନବୀନଙ୍କ ବଡ଼ବାପା ପୁଅ ଭାଇ ଦିଲୀପ ପଟ୍ଟନାୟକ
ଆର୍ଥିକ ଅନଟନ ଓ ରୋଗ ଦୁଃଖରେ ଷଢୁଛନ୍ତି ବିଜୁବାବୁଙ୍କ ପୁତୁରା ଓ ଝିଆରୀ

କଟକ ଆନନ୍ଦ ଭବନର ଦୁଇଟି ଚିତ୍ର। ଗୋଟିଏ ପଟ ବିଜୁ ବାବୁଙ୍କ ଆନନ୍ଦ ଭବନ ଆଉ ଗୋଟିଏ ପଟ ହେଉଛି ଜର୍ଜ ପଟ୍ଟନାୟକଙ୍କ ଆନନ୍ଦ ଭବନ। ବିଜୁ ବାବୁ ରହୁଥିବା ଆନନ୍ଦ ଭବନ ଏବେ ସଂଗ୍ରହାଳୟ ହୋଇଯାଇଛି ହେଲେ ତାଙ୍କ ବଡ଼ ଭାଇ ଜର୍ଜ ପଟ୍ଟନାୟକ ଗଢିଥିବା ଆନନ୍ଦ ଭବନ ଏବେ ପରିତ୍ୟକ୍ତ...

OTP sharing scam
ପାକିସ୍ତାନ ହାତକୁ ଚାଲିଯାଇଛି କି ଭାରତର ପ୍ରତିରକ୍ଷା କ୍ଷେତ୍ରର ଗୁପ୍ତ ତଥ୍ୟ ?

ଜେରାବେଳେ ସାମ୍ନାକୁ ଆସିଛି ଚାଞ୍ଚଲ୍ୟକର ତଥ୍ୟ। ଧରାପଡ଼ିଛି ଅନ୍ୟତମ ହନିଟ୍ରାପ୍ କୁଇନ୍ ନୁର୍ ଫତିମାର ବଡ଼ ଲିଙ୍କ୍। ଫତିମା ହେଉଛି, ସେହି ମାୟାବିନୀ ଯିଏ ରାଜସ୍ଥାନର ଆର୍ମି ଅଫିସରଙ୍କୁ ଟ୍ରାପ୍ କରି ସିକ୍ରେଟ୍ ତଥ୍ୟ ପଠାଇଥିଲା ପାକିସ୍ତାନ ଏଜେଣ୍ଟଙ୍କୁ।

Daughter caught father's affair from his phone
ମୋବାଇଲ ଦେଖୁ ଦେଖୁ ବାପାର ପରକୀୟା ପ୍ରୀତିର ସୁରାଗ ପାଇଲା ଝିଅ

ଆଜିକାଲି ପରକୀୟା ପ୍ରୀତିକୁ ନେଇ ଅନେକ ଖବର ନଜର ଆସୁଛି। ଏମିତି ରଙ୍ଗେ ହାତ୍‌ରେ ଧରା ପଡ଼ିବାପରେ ସ୍ୱାମୀ-ସ୍ତ୍ରୀ ମାରପିଟ୍‌ ହେଉଥିବାର ଦୃଶ୍ୟ ସୋସିଆଲ ମିଡିଆରେ ଭାଇରାଲ ହେଉଛି। କିନ୍ତୁ ଏଠି ପ୍ରସଙ୍ଗ ସମ୍ପୂର୍ଣ୍ଣ ଅଲଗା।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।