• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Rainfall increase from 4th July
ସକ୍ରିୟ ହେବ ମୌସୁମୀ ! କାଲିଠୁ ବଢିବ ବର୍ଷାର ପରିମାଣ

ଆଷାଢ଼ ସରିଲା, କାଲିଠୁ ଶ୍ରାବଣ। ହେଲେ ଧାନ ଚାଷର ଚିହ୍ନବର୍ଣ୍ଣ ନାହିଁ। ଯେଉଁ ସମୟରେ ରୁଆ, ବେଉଷଣରେ ଚାଷୀ ମାତିବା କଥା ସେଠି କିନ୍ତୁ ଗଜା ଧାନ ବଞ୍ଚାଇବାକୁ ସଂଘର୍ଷ ଚଳାଇଛି।

Bengaluru Neighbour Leaves Polite Note Calling Dibs On Parking Space
ଅମାନିଆ ପଡୋଶୀଙ୍କୁ ଭଦ୍ର ବେଜିତ୍‌ ! କାର୍ କାଚରେ ଲେଖିଦେଲେ... 'ଦୟାକରି ପାର୍କିଂ କରନି'

ପାର୍କିଂକୁ ନେଇ ଏମିତି କିଛି ପୋଷ୍ଟ ଏବେ ଭାଇରାଲ ହେବାରେ ଲାଗିଛି ଯାହା ସାଧାରଣରେ ସଚେତନତା ସୃଷ୍ଟି କରିବା ସହ ଯୁଜର୍ସଙ୍କୁ ବି ଆକୃଷ୍ଟ କରିଛି।   

Puri Suna Besha
ଶ୍ରୀକ୍ଷେତ୍ରରେ ରଥାରୁଢ଼ ଶ୍ରୀଜୀଉଙ୍କ ସୁନାବେଶ, ମହଣ ମହଣ ସୁନା ଅଳଙ୍କାରରେ ସଜ୍ଜିତ ତିନି ଠାକୁର

ସୁନାବେଶ ଦର୍ଶନ ସରିବା ପରେ ଆସନ୍ତାକାଲି ରଥାରୁଢ଼ ଠାକୁରଙ୍କ ପାଖରେ ଲାଗିହେବ ଅଧରପଣା। ଆଉ ଶନିବାର ନିଳାଦ୍ରୀ ବିଜେ।

crocodile attack
୧୫ ଦିନରେ ୩ ଜଣଙ୍କ ଜୀବନ ନେଲାଣି କୁମ୍ଭୀର, ସତର୍କ କରାଇଲେ ଡିଏଫଓ

ବଉଳା କୁମ୍ଭୀରଠାରୁ ସାବଧାନ ରହିବାକୁ ବନ ବିଭାଗ ପକ୍ଷରୁ ଡାକବାଜି ଯନ୍ତ୍ର ସାହାଯ୍ୟରେ ସଚେତନ କରାଯାଉଛି। ତାସହ ଜୁନ୍, ଜୁଲାଇ ଓ ଅଗଷ୍ଟ ଏହି ତିନି ମାସ କୁମ୍ଭୀର ମାନଙ୍କ ପ୍ରଜନନ ଋତୁ ଚାଲିଥିବାରୁ କୁମ୍ଭୀରମାନେ ଅଧିକ ହିଂସ୍ର ହୋଇଥାନ୍ତି।

Customers feel the heat as vegetable prices skyrockets in Odisha
ଆଷାଢ଼ରେ ଆକାଶଛୁଆଁ ପନିପରିବା ଦର, ବଜାରରେ ୬୦ ତଳକୁ ମିଳୁନି ପରିବା

ଏବେ ସେଂଚୁରୀ ପାର୍ ଟମାଟୋ ପାଇଁ ରାଜ୍ୟରେ ଶୀତଳଭଣ୍ଡାର ଅଭାବକୁ ଦାୟୀ କରିଛନ୍ତି ଚାଷୀ। ଏହାରି ଭିତରେ ଆଗକୁ ଶ୍ରାବଣ ମାସ ଥିବାରୁ ଏଥର ପରିବା ଦର ସବୁ ରେକର୍ଡ ଭାଙ୍ଗିବ ବୋଲି ଆଶଙ୍କା କରାଯାଉଛି।

BJP stages protest against 5T Secretary in Kujang
5T ସଚିବଙ୍କ ଗସ୍ତକୁ ନେଇ ଜଗତସିଂହପୁରରେ ବିରୋଧ, ବିରୋଧୀ କହିଲେ- ଟିକଟ ଭୟରେ ବିଜେଡି ନେତା ଚୁପ୍

5T ସଚିବଙ୍କୁ ବିରୋଧୀଙ୍କ ଘନ ଘନ ଆକ୍ରମଣ ଓ କେନ୍ଦ୍ରର ଚିଠି ଆଧାରରେ ତାଙ୍କୁ ଚାକିରିକୁ ସସପେଣ୍ଡ କିମ୍ବା ବହିଷ୍କାର କରିବାକୁ ଦାବି ଜୋର୍ ଧରିବା ପରେ ଅକଳରେ ପଡ଼ିଛି ବିଜେଡି।

ସୁନାବେଶ
ଐଶ୍ୱର୍ଯ୍ୟର ପ୍ରାବଲ୍ୟରେ ପ୍ରସ୍ପୁଟିତ ଶ୍ରୀଜିଉ, ରଥ ଉପରେ ମହଣ ମହଣ ସ୍ୱର୍ଣ୍ଣାଳଙ୍କାରରେ ଦର୍ଶନ ଦେଲେ ତିନି ଠାକୁର

ଆଜି ଶ୍ରୀଜିଉଙ୍କ ସୁନାବେଶ। ପବିତ୍ର ଏକାଦଶୀ ତିଥିରେ ତିନି ରଥ ଉପରେ ଲକ୍ଷ ଲକ୍ଷ ଶ୍ରଦ୍ଧାଳୁଙ୍କୁ ସୁନାବେଶରେ ଦର୍ଶନ ଦେଲେ ଜଗତ ଠାକୁର। ମହଣ ମହଣ ସୁନାରେ ସଜ୍ଜିତ ହେଲେ ତିନି ଠାକୁର। ରଥ ଉପରେ ମହାପ୍ରଭୁଙ୍କ ଅତି ସୁନ୍ଦର, କମନୀୟ ଓ ସୁଶୋଭିତ ସୁନା ବେଶ ଦେଖି...

Follow the Steps How to check pending challans on your vehicle
ଆପଣଙ୍କ ଗାଡ଼ିର ଚାଲାଣ କଟିଛି କି ? କେମିତି ଜାଣିବେ...

ଟ୍ରାଫିକ ନିୟମ ଉଲ୍ଲଘନକାରୀଙ୍କୁ ସାବାଡ଼ କରିବା ପାଇଁ ଏବେ ଇ-ଚାଲାଣ କଟାଯାଉଛି। ହେଲେ ଅନେକ କାରଣରୁ ଚାଲାଣ SMS ମୋବାଇଲକୁ ଆସିପାରିନଥାଏ କିମ୍ବା SMS ଆସିଥିଲେ ବି ଆପଣ ଜାଣିପାରିନଥିବେ, ଏଭଳି ‍‍କ୍ଷେତ୍ରରେ challan ସମ୍ପର୍କରେ କେମିତି ଜାଣିବେ?

Man kills friend over debt money in Bhubaneswar
ଧାର ଟଙ୍କା ମାଗିବାରୁ ସାଙ୍ଗକୁ ହତ୍ୟା କଲା ସାଙ୍ଗ

ଦ୍ୱାରିକୁ ଲୋକମାନେ ଉଦ୍ଧାର କରି କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି କରିଥିଲେ। ହେଲେ ଅମିତର ଘର ଲୋକଙ୍କୁ ବିକାଶ ନିଜେ ଫୋନ କରି ସେ ମଦ୍ୟପାନ କରି ଦୁର୍ଘଟଣା ହୋଇଥିବା କଥା କହି ଡକାଇଥିଲା।

5 killed after truck rams into wedding procession in Odisha's Keonjhar
କନ୍ୟା ଘରେ ପହଞ୍ଚିବାକୁ ଥିଲା ମାତ୍ର ଆଉ ମାତ୍ର ୧୦ ହାତ ବାଟ, ଚଢ଼ିଗଲା ଦ୍ରୁତଗାମୀ ଟ୍ରକ୍‌

ବରଯାତ୍ରୀଙ୍କୁ ଖାଦ୍ୟ ପରସା ଯିବା ପାଇଁ ଡାଇନିଂ ହଲ୍ ରଖାଯାଇଥିଲା ପ୍ରସ୍ତୁତ। ଶୋଭାଯାତ୍ରା ଚାଲିଥିବାରୁ ଗାଡିରୁ ଓହ୍ଲାଇ କନ୍ୟାଘର ନିକଟ ୨୦ ନମ୍ବର ଜାତୀୟ ରାଜପଥର କେନ୍ଦୁଝର ଷଠିଘର ସାହି ନିକଟରେ ରୁଣ୍ଡ ହୋଇଥିଲେ ବରଯାତ୍ରୀ ଏବଂ କନ୍ୟା ଘର ଲୋକେ। 

5T Secretary
ଏବେ 5T ସଚିବ ପାଣ୍ଡିଆନଙ୍କ କଣ ହେବ ? କାର୍ଯ୍ୟାନୁଷ୍ଠାନ ନେବେ କି ରାଜ୍ୟ ସରକାର ?

ନିୟମ ଅନୁସାରେ ଚିଠି ପାଇବା ପରେ ମୁଖ୍ୟ ଶାସନ ସଚିବ ମୁଖ୍ୟମନ୍ତ୍ରୀଙ୍କ ଅର୍ଡର ନେଇ ଫାଇଲ୍ ପ୍ରସ୍ତୁତ କରିବେ ଏବଂ ଏହାକୁ ସିଏମ୍ ଙ୍କ ପାଖକୁ ପଠାଇବେ। ଯେହେତୁ ମୁଖ୍ୟମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ନିଜେ ପାଣ୍ଡିଆନ୍ ଅଛନ୍ତି, ତେଣୁ ଫାଇଲ୍ ତାଙ୍କ ମାଧ୍ୟମରେ ହିଁ ମୁଖ୍ୟମନ୍ତ୍ରୀଙ୍କ ପାଖକୁ ଯିବ। ଏଠି ପ୍ରଶ୍ନ ରାଜ୍ୟ...

 All three Chariots reach Singhadwar at Srimandir
ବାହୁଡ଼ିଲେ ଶ୍ରୀଜିଉ: ଶ୍ରୀନଅର ସମ୍ମୁଖରେ ଲକ୍ଷ୍ମୀ ନାରାୟଣ ଭେଟ କରାଇଲେ ଗଜପତି ମହାରାଜା

ରୀତିନୀତି ପରେ ଶ୍ରୀନଅରରୁ ଆସି ଶରଧାବାଲିରେ ପହଞ୍ଚିଥିଲେ ଜଗନ୍ନାଥଙ୍କ ଆଦ୍ୟ ସେବକ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଆରମ୍ଭ କରିଥିଲେ ଛେରାପହଁରା।  ଏହାପରେ ପହଞ୍ଚିଯାଇଥିଲା ସେଇ ମହାର୍ଘ ମୁହୂର୍ତ୍ତ।

Over 8 injured during pulling of Taladhwaja chariot
ରଥଟଣା ବେଳେ ଅଘଟଣ: ଅଣନିଶ୍ୱାସୀ ହୋଇ ୮ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଅସୁସ୍ଥ

ରଥଟଣା ବେଳେ ଅଣନିଶ୍ୱାସୀ ହୋଇ ୮ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଆହତ ହୋଇଛନ୍ତି। ସମସ୍ତ ଆହତମାନଙ୍କୁ ପୁରୀ ମେଡିକାଲରେ ଭର୍ତ୍ତି କରାଯାଇଛି। 

power cut
ବିଦ୍ୟୁତ ବିଭ୍ରାଟକୁ ନେଇ କଂଗ୍ରେସର ହଲ୍ଲାବୋଲ

ଲଘୁଚାପ ବର୍ଷା ପ୍ରଭାବରେ ଅସହ୍ୟ ଗରମରୁ ତ୍ରାହି ମିଳିଛି ସତ ହେଲେ ବନ୍ଦ ହୋଇନି ବିଜୁଳି ଯନ୍ତ୍ରଣା। ଏବେବି ରାଜ୍ୟର ବିଭିନ୍ନ ସ୍ଥାନରେ ଘନ ଘନ ବିଜୁଳି କଟୁଛି। ଏହା ପ୍ରତିବାଦରେ ଆଜି ସାରା ରାଜ୍ୟରେ କଂଗ୍ରେସ କରିଛି ବିକ୍ଷୋଭ। ଉତ୍ତ୍ୟକ୍ତ କର୍ମୀ ଟାଟା ପାୱାର ଅଫିସ ଉପରକୁ...

What is proof that the audio is of Chief Minister, asks opposition leader
ପାଣ୍ଡିଆନଙ୍କ ହାତରେ CMଙ୍କ ଅଡ଼ିଓକୁ ନେଇ ରାଜନୀତି

ମୁଖ୍ୟମନ୍ତ୍ରୀଙ୍କ ଅଡ଼ିଓକୁ ନେଇ ଏବେ ସାରା ରାଜ୍ୟରେ ଚର୍ଚ୍ଚା। ଜନତାଙ୍କ ସୁଖଦୁଃଖ ବୁଝିବା ପାଇଁ 5T ସଚିବ ପାଣ୍ଡିଆନଙ୍କୁ ପଠାଇବା ଏବଂ ତାଙ୍କ ହାତରେ ରେକର୍ଡିଂ ଅଡ଼ିଓ ଜାରି କରିବା ପରେ ତେଜିଲା ରାଜନୀତି। ଅଡ଼ିଓର ସତ୍ୟତାକୁ ନେଇ ବିରୋଧୀ କେବଳ ପ୍ରଶ୍ନ ଉଠାଇନାହାଁନ୍ତି, ମୁଖ୍ୟମନ୍ତ୍ରୀଙ୍କ ଉତ୍ତରଦାୟିତ୍ୱ, ପ୍ରଶାସନିକ ଅଧିକାରୀଙ୍କ ଲକ୍ଷ୍ମଣରେଖା କଥା...

DoPT asks Odisha chief secretary to take action against IAS officer
ଅଡୁଆରେ ଫାଇଭ୍-ଟି ସଚିବ ଭି.କେ. ପାଣ୍ଡିଆନ୍

ଫାଇଭ୍ ଟି ସଚିବ ଭି.କେ. ପାଣ୍ଡିଆନଙ୍କ ନାଁରେ ଗୁରୁତର ଅଭିଯୋଗ। ଆଇଏଏସ୍ କ୍ୟାଡର ନିୟମର କରୁଛନ୍ତି ଖୋଲାଖୋଲି ଉଲ୍ଲଂଘନ। ବାରମ୍ବାର ଆଇନ ଉଲ୍ଲ୍ଂଘନ ନେଇ ଡିଓପିଟିରେ କଂପ୍ଳେନ୍। ମୁଖ୍ୟ ସଚିବଙ୍କୁ କାର୍ଯ୍ୟାନୁଷ୍ଠାନ ପାଇଁ ମନ୍ତ୍ରାଳୟର ନିର୍ଦ୍ଦେଶ।

What is proof that the audio is of Chief Minister, asks opposition leader
‘ସଚିବ ଯଦି ଲୋକଙ୍କ ସୁଖଦୁଃଖ ବୁଝିବେ, କାହିଁକି ଅଛନ୍ତି ମୁଖ୍ୟମନ୍ତ୍ରୀ ?’ 

ସାଂସଦ ସୂରେଶ ପୂଜାରୀ କହିଛନ୍ତି, ଓଡ଼ିଆ ଜାଣିନଥିବା ମୁଖ୍ୟମନ୍ତ୍ରୀ କିଭଳି ସମ୍ବଲପୁରୀ କହିଦେଲେ ? ମୁଖ୍ୟମନ୍ତ୍ରୀଙ୍କ ସ୍ୱରରେ ଆଉ କାହାଦ୍ୱାରା କୁହାଯାଇନି ତ ?

Pricey tomatoes burn holes in consumers’ pockets in Odisha
ମାସକ ତଳେ ଟମାଟୋ ଥିଲା ମାତ୍ର ୨୦, ଆଉ ଆଜି ସିଧା ସେଞ୍ଚୁରୀ ପାର୍

ତେବେ ଏବେ ପ୍ରଶ୍ନ କାହିଁକି ହଠାତ୍ ଅମୂଲମୂଲ ହେଲା ଟମାଟୋ ?

sop to be issued for vehicles
ବିବାହ ଶୋଭାଯାତ୍ରାରେ ବ୍ୟବହାର ଗାଡ଼ି ପାଇଁ ଆସିବ ନୂଆ ନିୟମ

ସେପ୍ଟେମ୍ବରରୁ ଅଟୋ, ବାଇକ ଛଡ଼ା ସବୁ ଗାଡିରେ ଲାଗିବ VLTD ବା ଭେଇକିଲ ଲୋକେସନ ଟ୍ରାକିଂ ଡିଭାଇସ।

Reserve Bank of India is inviting applications for Consultants and other posts
RBI Recruitment 2023: ୬୬ କନସଲଟାଣ୍ଟ ଓ ବିଭିନ୍ନ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି

ଆଶାୟୀମାନେ ଆର୍‌ବିଆଇର ଅଫିସିଆଲ୍‌ ୱେବସାଇଟ୍‌  opportunities.rbi.org.in ରେ ଯାଇ ଅନଲାଇନ୍‌ ଆବେଦନ କରିପାରିବେ । ୨୦୨୩ ଜୁଲାଇ ୧୧ ଆବେଦନର ଶେଷ ତାରିଖ।

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।