• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

corona
ରାଜ୍ୟରେ ଆଉ ୪୮୫୧ କରୋନା ପଜିଟିଭ୍ ଚିହ୍ନଟ, ୫ ଆକ୍ରାନ୍ତଙ୍କ ମୃତ୍ୟୁ

ଭୁବନେଶ୍ୱର: ରାଜ୍ୟରେ ଆଜି କରୋନାରେ ୫ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଥିବା ବେଳେ ଗୋଟିଏ ଦିନରେ ୪ ହଜାର ୮୫୧ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ନୂଆପଡ଼ାରୁ ସର୍ବାଧିକ ୨ ଜଣ ଥିବା ବେଳେ କଟକ, ମୟୂରଭଞ୍ଜ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ। ଏଥିସହ ରାଜ୍ୟରେ କରୋନାଜନିତ...

corona
ରକେଟ୍ ବେଗରେ କରୋନା ସଂକ୍ରମଣ ପଛର କାରଣ କଣ?

ଭୁବନେଶ୍ୱର: ରାଜ୍ୟରେ କରୋନାର ପୁଣି କରାଳ ରୂପ। ଏପ୍ରିଲ୍ ପହିଲାରେ ଚିହ୍ନଟ ହୋଇଥିଲେ ୩୯୪ ପଜିଟିଭ୍। ଆଉ ଆଜି ବାହାରିଛନ୍ତି ୪ ହଜାର ୭୬୧ ମାତ୍ର ୨୦ ଦିନରେ ଦୈନିକ ସଂକ୍ରମଣ ପ୍ରାୟ ୧୨ ଗୁଣା ବଢ଼ିଛି। ରେଡ୍‌ଜୋନ୍‌ର ରାଜ୍ୟର ୧୦ ଜିଲ୍ଲା ଉପକୂଳ ଓଡ଼ିଶାର ଖୋର୍ଦ୍ଧା, କଟକ...

cm-naveen
କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ଫର୍ମୁଲା

ଭୁବନେଶ୍ୱର: ରାଜ୍ୟରେ କରୋନାର ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀଙ୍କ ୬ ସୂତ୍ରୀ ଫର୍ମୁଲା। ଆଜି ପରିସ୍ଥିତିର ସମୀକ୍ଷା କରି ଅକ୍ସିଜେନ ବ୍ୟବସ୍ଥା ଥାଇ କୋଭିଡ ଶଯ୍ୟା ସଂଖ୍ୟା ବୃଦ୍ଧି କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିର୍ଦ୍ଦେଶ ଦେଇଛନ୍ତି। ସେ କହିଛନ୍ତି, ଯଦିଓ ଏବେ ଅକ୍ସିଜେନ କି ଶଯ୍ୟାର ଅଭାବ ଦେଖା...

migrants
ପ୍ରବାସୀ ଫେରିପାରନ୍ତି, ପ୍ରସ୍ତୁତ ରୁହ: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର: ପ୍ରବାସୀମାନେ ଫେରିବା ସମ୍ଭାବନା ଥିବାରୁ ପ୍ରସ୍ତୁତ ରୁହ। କୋଭିଡ଼ ସମୀକ୍ଷା ବୈଠକରେ  ଜିଲ୍ଲାପାଳମାନଙ୍କୁ ପ୍ରସ୍ତୁତ ରହିବାକୁ କହିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ବିଭିନ୍ନ ରାଜ୍ୟରେ ଲକଡାଉନ ଲାଗୁ ହେଲାଣି, ପ୍ରବାସୀ ଫେରିପାରନ୍ତି। ଡାଟାବେସ୍ ସହ ପୂର୍ବ ପ୍ରୋଟୋକଲ ଲାଗୁ କରିବାକୁ ମୁଖ୍ୟମନ୍ତ୍ରୀ କହିଛନ୍ତି। ଫେରନ୍ତା ସମସ୍ତ ପ୍ରବାସୀଙ୍କ...

dl
ରାଜ୍ୟରେ ସମସ୍ତ ଡିଏଲ୍, ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ

ଭୁବନେଶ୍ୱର: ରାଜ୍ୟରେ ବେକାବୁ କରୋନା। ଏଥିପାଇଁ ଗୋଟିଏ ପରେ ଗୋଟିଏ କଟକଣା ଜାରି ହେଉଛି। ଆସନ୍ତା ୨୨ ତାରିଖରୁ ସମସ୍ତ ଡ୍ରାଇଭିଂ ଲାଇସେନ୍ସ ଏବଂ ଲର୍ଣ୍ଣିଂ ଲାଇସେନ୍ସ ଟେଷ୍ଟ ସ୍ଥଗିତ କରାଯାଇଛି। କରୋନା ସଂକ୍ରମଣ ବଢୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଟେଷ୍ଟ ସ୍ଥଗିତ ରଖିଛନ୍ତି ରାଜ୍ୟ ପରିବହନ କର୍ତ୍ତୃପକ୍ଷ।...

medical
ହସ୍ପିଟାଲ ପାଇଁ ଜାରି ହେଲା ଗାଇଡଲାଇନ

ଭୁବନେଶ୍ୱର: କରୋନା ସଂକ୍ରମଣ ବଢୁଥିବାରୁ ହସ୍ପିଟାଲ ପାଇଁ ଗାଇଡଲାଇନ ଜାରି କରାଯାଇଛି। ଉଭୟ ସରକାରୀ ଓ ଘରୋଇ ହସ୍ପିଟାଲ ପାଇଁ ଗାଇଡଲାଇନ ସରକାର ଜାରି କରିଛନ୍ତି। ମେଡିକାଲ ଯେମିତି ହଟସ୍ପଟ ନପାଲଟିବ, ସେଥିପାଇଁ କଡ଼ା ତାଗିଦ କରାଯାଇଛି। ପ୍ରତ୍ୟେକ ହସ୍ପିଟାଲ ଅଲଗା ଜ୍ୱର ଓ ଆଇସୋଲେସନ କ୍ଲିନିକ କରିବାକୁ...

hyder
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ କନଷ୍ଟେବଲ, ୱାଡର ଗିରଫ

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣାରେ ୨ ଜଣ ଗିରଫ। କନଷ୍ଟେବଲ ମହମ୍ମଦ ମୌସିମଙ୍କ ସମେତ ୨ ଜଣଙ୍କୁ ଗିରଫ କରାଯାଇଛି। ସମ୍ବଲପୁର ଜେଲ୍‌ର ଜଣେ ୱାର୍ଡରଙ୍କୁ ମଧ୍ୟ ଗିରଫ କରାଯାଇଛି। ଉଭୟଙ୍କୁ ମଙ୍ଗଳାବାଗ ଥାନା ପୋଲିସ ଗିରଫ କରିଛି। ହାଇଦର ଫେରାର ଦିନ ଡ୍ୟୁଟିରେ ଥିଲେ କନଷ୍ଟେବଲ...

symptom
କେଉଁ ଲକ୍ଷଣ ଦେଖାଦେଲେ କରୋନା ପରୀକ୍ଷା କରାଇବେ?

ଭୁବନେଶ୍ୱର: କରୋନା ସଂକ୍ରମଣ ଦିନକୁ ଦିନ ବଢିବାରେ ଲାଗିଛି। ଏମିତି କେଉଁ ଲକ୍ଷଣ ଦେଖାଗଲେ, ଆପଣ ଜାଣିପାରିବେ ଯେ ଏହା କରୋନା ହୋଇଥାଇପାରେ। ଶୁଖିଲା କାଶ, ତଣ୍ଟି ଦରଜ, ଜ୍ୱର, ଗଣ୍ଠି ବ୍ୟଥା, ଦେହ ହାତ ଘୋଳାବିନ୍ଧା, ବାନ୍ତି ଓ ପତଳା ଝାଡ଼ା, ସ୍ୱାଦ ଓ ଗନ୍ଧ ବାରି...

vaccaine
ମେ ୧ରୁ ସମସ୍ତଙ୍କୁ ମିଳିବ ଟିକା

ନୂଆଦିଲ୍ଲୀ: ଟିକା ନେଇ ବଡ଼ ଘୋଷଣା କଲେ କେନ୍ଦ୍ର ସରକାର। ମେ ୧ରୁ ୧୮ ବର୍ଷରୁ ଅଧିକ ସମସ୍ତଙ୍କୁ  ଟିକା ମିଳିବ। ତୃତୀୟ ପର୍ଯ୍ୟାୟ ଟିକାକରଣ ନେଇ କେନ୍ଦ୍ର ସରକାରଙ୍କ ବଡ଼ ନିଷ୍ପତ୍ତି ନିଆଯାଇଛି। ଏଣିକି ରାଜ୍ୟମାନେ କିଣିପାରିବେ କରୋନା ଟିକା। ଉତ୍ପାଦକମାନେ କେନ୍ଦ୍ରକୁ ୫୦ ପ୍ରତିଶତ ଟିକା...

vaccine
ଟିକା ନେଲେ ବି କରୋନା ହୋଇପାରେ

ଭୁବନେଶ୍ୱର: ଟିକା ନେଲେ ବି କୋଭିଡ ସଂକ୍ରମଣ ହେବାର ସମ୍ଭାବନା ରହିଛି। ତେଣୁ ନିୟମ ମାନି ଲୋକ କାମ କରନ୍ତୁ। ଏହି ସୂଚନା ଦେଇଛନ୍ତି ଜନସ୍ୱାସ୍ଥ୍ୟ ନିର୍ଦ୍ଦେଶକ ନିରଞ୍ଜନ ମିଶ୍ର। ଟିକା ନେଲେ ମୃତ୍ୟୁହାର କମିବ, ତଥାପି ଲୋକେ କୋଭିଡ ନିୟମ ମାନି ଚଳିଲେ କୋଭିଡ ଚେନରେ ବ୍ରେକ୍...

manamohan
ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନା

ନୂଆଦିଲ୍ଲୀ: ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। କରୋନା ପଜିଟିଭ ଚିହ୍ନଟ ପରେ ତାଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଛି। Former PM Manmohan Singh tests positive for COVID19, admitted to AIIMS Trauma Centre in Delhi: AIIMS Official...

rukuna-ratha
ରୁକୁଣା ରଥ ପାଇଁ ୧୪୪ ଜାରି

ଭୁବନେଶ୍ୱର: ପ୍ରଭୁ ଲିଙ୍ଗରାଜଙ୍କ ରୁକୁଣା ରଥଯାତ୍ରା ପାଇଁ ଜାରି ହେଲା କଟକଣା। କାଲି ଦିନ ୧୨ଟାରୁ ସଂଧ୍ୟା ପର୍ଯ୍ୟନ୍ତ ୧୪୪ ଜାରି ହେବ। ଏନେ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ରଥଦାଣ୍ଡକୁ ଭକ୍ତଶୂନ୍ୟ କରିବା ପାଇଁ ୧୪୪ ଲାଗିବ। କେବଳ କୋଭିଡ଼...

liquor
ଲକ୍‌ଡାଉନ୍‌ ଘୋଷଣା ପରେ ବୋହିନେଲେ ପେଟି ପେଟି ମଦ

ନୂଆଦିଲ୍ଲୀ: ୬ ଦିନିଆ ଲକଡାଉନ୍ ଘୋଷଣା ହେଉ ହେଉ ମଦ ଦୋକାନରେ ଦେଖିବାକୁ ମିଳିଛି। ପ୍ରବଳ ଗହଳି ଦିଲ୍ଲୀରେ ଥିବା ବିଭିନ୍ନ ମଦ ଦୋକାନରେ ଲୋକେ ପ୍ରବଳ ଭିଡ଼ ଲଗାଇଥିବା ଦେଖିବାକୁ ମିଳିଛି। ଏଭଳି ସ୍ଥିତି ଉପୁଜିଛି ମଦ ଦୋକାନରୁ ପେଟି ପେଟି ମଦ ବୋହି ନେଇଛନ୍ତି ଲୋକେ।...

hyder-act
ହାଇଦର ଲିଙ୍କ୍‌ ଅଭିଯୋଗରେ ଆଲବମ୍ ହିରୋଇନ୍ ଗିରଫ

ଭୁବନେଶ୍ୱର: ହାଇଦର ଲିଙ୍କ୍‌ରେ ଆଲବମ୍‌ ହିରୋଇନ। ଗ୍ୟାଙ୍ଗଷ୍ଟର୍ କ୍ରାଇମ ସିଣ୍ଡିକେଟ୍‌ରେ ଯୁବତୀା କେବେ ତା ଅପରାଧ ଦୁନିଆରେ ରହୁଥିଲେ ଛାଇ ଭଳି ତ ଆଉ କେବେ ଗ୍ଲାମର ଗାର୍ଲ ସାଜି ଦର୍ଶକଙ୍କୁ କରୁଥିଲେ ମତୁଆଲା। ବାଲେଶ୍ୱର ଭୋଗରାଇ ଅଞ୍ଚଳର ଅର୍ଚ୍ଚନା ପରିଡ଼ା ଓରଫ୍ ଗେଲ୍ଲୀ। ବୟସ ୧୮। ଯାହାଙ୍କୁ...

lingaraj
ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ

ଭୁବନେଶ୍ୱର: ଶ୍ରଦ୍ଧାଳୁଙ୍କ ପାଇଁ ଲିଙ୍ଗରାଜ ମନ୍ଦିର ଦର୍ଶନ ବନ୍ଦ। ଏନେଇ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ନିର୍ଦ୍ଦେଶନାମା ଜାରି ହୋଇଛି। କିଛି ସେବାୟତ କରୋନା ସଂକ୍ରମିତ ହେବାରୁ ଦର୍ଶନ ବନ୍ଦ ନିଷ୍ପତ୍ତି ନିଆଯାଇଛି। କେବଳ ସେବାୟତଙ୍କ ଦ୍ୱାରା ନୀତିକାନ୍ତି କରିବାକୁ ନିଷ୍ପତ୍ତି ହୋଇଛି। ପରବର୍ତ୍ତୀ ନିର୍ଦ୍ଦେଶନାମା ଯାଏଁ କଟକଣା...

Tempul-5pm
ପୁରୀ ଶ୍ରୀମନ୍ଦିରରେ ପଡ଼ିଲା ରକ୍ତର ଛିଟା

ପୁରୀ: ଶ୍ରୀମନ୍ଦିରରେ ଅଭାବନୀୟ ସ୍ଥିତି ଭିତରକାଠ ନିକଟରେ ରକ୍ତ ଛିଟା ପଡ଼ିବାରୁ ଶ୍ରୀଜିଉଙ୍କର ହୋଇଛି ବଡ଼ ମହାସ୍ନାନ। ଶ୍ରୀଜଗନ୍ନାଥ ଟେମ୍ପୁଲ ପୋଲିସର ଦୁଇ କର୍ମଚାରୀ ଗଙ୍ଗା ପ୍ରଧାନ ଓ ମନୋଜ ପାଣିଗ୍ରାହୀଙ୍କ ଭିତରେ କଥା କଟାକଟି ଓ ଥଟ୍ଟା ମଜା ବେଳେ ଏହି ଗଣ୍ଡଗୋଳ ହୋଇଥିଲା। ମାରପିଟ୍ ବେଳେ...

kumbha-mela
କୁମ୍ଭମେଳାକୁ ଯାଇଥିଲେ ଓଡ଼ିଶାର ୪୦୦ରୁ ଅଧିକ ଶ୍ରଦ୍ଧାଳୁ

ଭୁବନେଶ୍ୱର: ଓଡ଼ିଶାରୁ ୧୫୦ ପରିବାର ଉତ୍ତରାଖଣ୍ଡର କୁମ୍ଭମେଳା ଯାଇଛନ୍ତି।୧୫୦ଟି ପରିବାରରୁ ପ୍ରାୟ ୪୦୦ରୁ ଊର୍ଦ୍ଧ୍ୱ ଶ୍ରଦ୍ଧାଳୁ ଯାଇଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ପଞ୍ଜୀକରଣ ରିପୋର୍ଟରୁ ଏହି ତଥ୍ୟ ମିଳିଛି। ଏମାନଙ୍କ ମଧ୍ୟରୁ ଗଞ୍ଜାମରୁ ୨୫, ଖୋର୍ଦ୍ଧାରୁ ୧୦, ନବରଙ୍ଗପୁରରୁ ୨୦, ପୁରୀରୁ ୨୦ ଓ କଟକରୁ ୯ ପରିବାର କୁମ୍ଭମେଳା...

corona-peak
ମେ ମାସରେ ପିକ୍‌କୁ ଯିବ କରୋନା !

ଭୁବନେଶ୍ୱର: ରାଜ୍ୟରେ କରୋନା ସଂକ୍ରମଣ ବଢୁଥିବା ବେଳେ ସଂକ୍ରମିତଙ୍କ ଚିକିତ୍ସା ପାଇଁ ହସ୍ପିଟାଲରେ ବେଡ ବୃଦ୍ଧି କରିବାକୁ ପ୍ରସ୍ତୁତି ଚାଲିଛି। ଏଥିପାଇଁ ସମସ୍ତ ଜିଲ୍ଲାପାଳମାନଙ୍କୁ ନିର୍ଦ୍ଦେଶ ଦିଆଯାଇଛି। ଗତ ବର୍ଷ ଅପେକ୍ଷା ୪ରୁ ୫ ଗୁଣ ଅଧିକ ବେଡ଼ ବୃଦ୍ଧି କରାଯିବ। ପ୍ରାୟ ୨ ଗୁଣ ଆଇସିୟୁ ବେଡ଼...

kumbha-mela
କୁମ୍ଭମେଳା ଫେରନ୍ତାଙ୍କ ପାଇଁ ୧୪ ଦିନିଆ କ୍ୱାରେଣ୍ଟାଇନ୍‌ ବାଧ୍ୟତାମୂଳକ

ଭୁବନେଶ୍ୱର: କୁମ୍ଭମେଳା ଫେରନ୍ତାଙ୍କ ପାଇଁ SRCଙ୍କ ନୂଆ ଗାଇଡ୍‌ଲାଇନ୍‌ ଜାରି କରିଛନ୍ତି। ଉତ୍ତରାଖଣ୍ଡ ସରକାରଙ୍କ ନିକଟରେ ପଞ୍ଜୀକୃତ ଶ୍ରଦ୍ଧାଳୁଙ୍କ ପାଇଁ କଟକଣା ଜାରି କରାଯାଇଛି। ସମସ୍ତ କୁମ୍ଭମେଳା ଫେରନ୍ତାଙ୍କ RTPCR ଟେଷ୍ଟ ବାଧ୍ୟତାମୂଳକ କରାଯାଇଛି। ବିମାନ ବା ଟ୍ରେନରେ ଫେରିବା ପୂର୍ବରୁ RTPCR ଟେଷ୍ଟ ପାଇଁ ନିର୍ଦ୍ଦେଶ ଦିଆଯାଇଛି।...

biju-ramanuj
ରାମାନନ୍ଦ ସାଗର ଓ ତାଙ୍କ ପୁରା ପରିବାରକୁ ଦିନେ ବଞ୍ଚାଇଥିଲେ ବିଜୁ ବାବୁ

ଭୁବନେଶ୍ୱର: ଓଡ଼ିଶା ରାଜନୀତିର ଦିଗ୍ଗଜ ନେତା ବିଜୁ ପଟ୍ଟନାୟକ ଆଉ ଭାରତୀୟ ସିନେ ଶିଳ୍ପ ତଥା ସିରିଏଲ ଜଗତର ଜଶସ୍ୱୀ ନାୟକ। ରାମାନନ୍ଦ ସାଗର ଜଣେ ରାଜନୀତି ଓ ଅନ୍ୟଜଣେ କଳା ସଂସ୍କୃତି କ୍ଷେତ୍ରରେ ବିଶ୍ୱରେ ବିିବିତ। ଦେଶର ଏ ଦୁଇ ମହାନ ବରପୁତ୍ରଙ୍କ ମଧ୍ୟରେ କିଛି ମୂହୁର୍ତ୍ତ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।