• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

pipili
ମେ ୧୩ରେ ହେବ ପିପିଲି ଉପନିର୍ବାଚନ

ପିପିଲି ଉପନିର୍ବାଚନ ପାଇଁ ସାନି ତାରିଖ ଘୋଷଣା ହୋଇଛି। ମେ ୧୩ରେ ହେବ ପିପିଲି ଉପନିର୍ବାଚନ ପାଇଁ ଭୋଟ। ମେ ୧୬ରେ ହେବ ଭୋଟ ଗଣତି ହେବ। ଏପ୍ରିଲ୍ ୧୯ରେ ବିଜ୍ଞପ୍ତି ପ୍ରକାଶ ସହ ମନୋନୟନପତ୍ର ଦାଖଲ ଆରମ୍ଭ ହେବ। ଏପ୍ରିଲ୍ ୨୬ ମନୋନୟନପତ୍ର ଦାଖଲର ଶେଷ ତାରିଖ।...

nasa2
'ନାସାର ରୋଭର୍‌ ଚ୍ୟାଲେଞ୍ଜ'ରେ ଓଡ଼ିଶା ତୃତୀୟ

ଭୁବନେଶ୍ୱର: ନାସା ପାଇଁ ରୋଭର ପ୍ରସ୍ତୁତ କରିଥିବା ଓଡିଶାର ନାପସାଟ୍ ଟିମ୍‌କୁ ସମ୍ମାନଜନକ ପୁରସ୍କାର ମିଳିଛି। ହାଇସ୍କୁଲ ଡିଭିଜନରେ ଏହି ଟିମକୁ ବେଷ୍ଟ ଭିଡିଓଗ୍ରାଫି ଆୱାର୍ଡ ମିଳିଛି। ଭାରତର ପ୍ରଥମ ହାଇସ୍କୁଲ ଟିମ୍ ଭାବେ ଓଡିଶାକୁ ଏହି ପୁରସ୍କାର ମିଳିଛି। ସାରା ବିଶ୍ୱର ୮୭ଟି ଟିମ ନେଇ ହୋଇଥିବା...

night curfew
ଚେତାଇ ଦେଲେ ସିପି, ନମାନିଲେ କଡ଼ା କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର: ଅମାନିଆଙ୍କ ପ୍ରତି ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ନାଇଟ କର୍ଫ୍ୟୁ ନେଇ ପୋଲିସ କମିଶନର ସୌମେନ୍ଦ୍ର ପ୍ରିୟଦର୍ଶୀ ବିସ୍ତୃତ ଭାବେ ସୂଚନା ଦେଇଛନ୍ତି। କଟକ ଏବଂ ଭୁବନେଶ୍ୱରରେ ବ୍ୟାପକ ପୋଲିସ ମୁତୟନ ହେବେ। ଭୁବନେଶ୍ୱରରେ ୧୦ ପ୍ଲାଟୁନ ଫୋର୍ସ, ୬୦ ଅଫିସର ମୁତୟନ ହେବେ। ଭୁବନେଶ୍ୱରରେ ୨୫ଟି ଜାଗାରେ...

Hyder
ହାଇଦରକୁ ମାଡ଼ିବସିଲା ତେଲେଙ୍ଗାନା ଟାସ୍କଫୋର୍ସ

ଭୁବନେଶ୍ୱର: ହାଇଦରକୁ ମାଡ଼ିବସିଲା ତେଲେଙ୍ଗାନା ଟାସ୍କଫୋର୍ସ। ହାଇଦର ଗିରଫ ଘଟଣାରେ OTVକୁ EXCLUSIVE ସୂଚନା ଦେଇଛନ୍ତି ହାଇଦ୍ରାବାଦ ପୋଲିସ କମିଶନର। ହାଇଦରର ଫଟୋ ଜାରି ସହ ପାଟ୍ରୋଲିଂ ଟିମ୍‌କୁ ଆଲର୍ଟ କରିଥିଲୁ। ସବୁ ସିସିଟିଭିକୁ ଛାନ୍‌ଭିନ୍‌ କରିବା ବେଳେ ସୁରାକ ମିଳିଥିଲା।  ଗାଡ଼ି ବଦଳାଇ ଲୁଚିବା ଉଦ୍ୟମ ବେଳେ ...

niranjan
ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ

ଭୁବନେଶ୍ୱର: ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ ଅସୁସ୍ଥ। ନିରଞ୍ଜନ ପଟ୍ଟନାୟକଙ୍କୁ ଗୁରୁଗ୍ରାମ ମେଦାନ୍ତ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ହସ୍ପିଟାଲରେ ଭର୍ତ୍ତି ନେଇ ନିରଞ୍ଜନଙ୍କ ପରିବାର ସୂତ୍ରରୁ ସୂଚନା ମିଳିଛି। ତେବେ ପରିବାର ପକ୍ଷରୁ କୁହାଯାଇଛି ଯେ, ସେ ତାଙ୍କର ରେଗୁଲାର ହାର୍ଟ ଚେକଅପ୍ ପାଇଁ ମେଡିକାଲରେ ଭର୍ତ୍ତି ହୋଛନ୍ତି।...

rec=search
ବିଶେଷଜ୍ଞଙ୍କ ମତ: ଯେମିତି ବଢୁଛି, ସେମିତି କମିବ କରୋନା

ଭୁବନେଶ୍ୱର: ମହାରାଷ୍ଟ୍ର, ଦିଲ୍ଲୀ, ଗୁଜରାଟ୍, ଛତିଶଗଡ଼ କରୋନା ପାଇଁ ଚାରିଆଡ଼େ ହାହାକାର। ସବୁଠି ଦୁର୍ଦ୍ଦଶାର ଦୟନୀୟ ଚିତ୍ର। କେଉଁଠି ଚିକିତ୍ସା ପାଇଁ ହସ୍ପିଟାଲ୍‌ରେ ବେଡ୍ ନାହିଁ। ଆକ୍ରାନ୍ତଙ୍କୁ ଧରି ଧାଡ଼ିରେ ଶହ ଶହ ଆମ୍ବୁଲାନ୍ସ ତ କେଉଁଠି ଶବ ପାଇଁ ଶ୍ମଶାନରେ ବି ଜାଗା ମିଳୁନି। ଆଉ ଏସବୁ...

Hyder
ହଜାରେ କିଲୋମିଟର ଦୂରରେ ଲୁଚିଥିବା ଗ୍ୟାଙ୍ଗଷ୍ଟର ହାଇଦର ଗିରଫ

କଟକ: ଶେଷରେ ପୋଲିସ ହାତରେ ଧରାପଡ଼ିଲା କୁଖ୍ୟାତ ଗାଙ୍ଗଷ୍ଟର ସେଖ୍ ହାଇଦର। ୫ ଦିନ ତଳେ କଟକ ବଡ଼ମେଡିକାଲରୁ ଫେରାର ମାରିଥିବା ଗ୍ୟାଙ୍ଗଷ୍ଟର ହାଇଦରକୁ ତେଲେଙ୍ଗାନାରୁ ଗିରଫ କରିଛି କଟକ ପୋଲିସ। ତେଲେଙ୍ଗାନାର ସାଙ୍ଗାରେଡ୍ଡି ଜିଲ୍ଲାରୁ ତେଲେଙ୍ଗାନା ପୋଲିସ ସହାୟତାରେ ତାକୁ ଗିରଫ କରାଯାଇଛି। ଏ ନେଇ ଟ୍ୱିନ୍...

shutdown
ଓଡ଼ିଶାକୁ ଫେରିଲା ସପ୍ତାହନ୍ତ ସଟ୍‌ଡାଉନ୍

ଭୁବନେଶ୍ୱର: କୋଭିଡ୍ ସଂକ୍ରମଣର ଚେନ୍ ଭାଙ୍ଗିବାକୁ ରାଜ୍ୟରେ ପୁଣି କଠୋର ହେଲା କଟକଣା। ସାରା ରାଜ୍ୟକୁ ପୁଣି ଫେରିଲା ନାଇଟ୍ କର୍ଫ୍ୟୁ। ରାଜ୍ୟରେ ବଢି ଚାଲିଥିବା କରୋନା ସଂକ୍ରମଣକୁ ଦେଖି ଆସନ୍ତା ୧୭ ତାରିଖଠାରୁ ସାରା ରାଜ୍ୟରେ ନାଇଟ୍ କର୍ଫ୍ୟୁ ଲାଗୁ ପାଇଁ ଘୋଷଣା କରିଛନ୍ତି ମୁଖ୍ୟ ଶାସନ...

hospital
କେତେବେଳେ ହସ୍ପିଟାଲ୍‌ରେ ଭର୍ତ୍ତି ହେବା ଏକମାତ୍ର ରାସ୍ତା ?

କୋଭିସିଲ୍ଡ ଓ କୋଭାକ୍ସିନ୍ ପରେ ଖୁବଶୀଘ୍ର ଟିକାକରଣ ପାଇଁ ଦେଶରେ ଉପଲବ୍ଧ ହେବ ଋଷୀୟ ଟିକା ସ୍ଫୁଟନିକ୍ ଭି। ଏହି ଟିକାକୁ ଆଜି ଡିଜିସିଏର ଅନୁମୋଦନ ମିଳିଛି। ତେବେ ଏଭିତରେ କୋଭିଡ୍‌ର ନୂଆ ନୂଆ ଷ୍ଟ୍ରେନ୍ ସାଙ୍ଗକୁ ନୂଆ ନୂଆ ଲକ୍ଷଣକୁ ନେଇ ଚିନ୍ତା ବଢ଼ିଛି। ଟିକେ ବି...

safala-chasi
ସମୁଦ୍ର ପତନଠୁ ୪ ହଜାର ଫୁଟ ଉଚ୍ଚରେ ହେଉଛି ପନିପରିବା ଚାଷ, ଦେଖନ୍ତୁ

ଫୁଲବାଣୀ: ସମୁଦ୍ର ପତନ ଠାରୁ ପ୍ରାୟ ୪ ହଜାର ଫୁଟ ଉଚ୍ଛରେ ଏବଂ ଓଡ଼ିଶାର କେନ୍ଦ୍ରସ୍ଥଳୀରେ ରହିଛି କନ୍ଧମାଳ ଜିଲ୍ଲା। ପର୍ବତ ଘେରା ଏହି ଜିଲ୍ଲାରେ ଚାଷ ଜମି ଅପେକ୍ଷା ବହୁ ଢିପ ଜମି ରହିଛି ।ଏହା ସହିତ ଜମିକୁ ଜଳସେଚନର ବିଶେଷ ସୁବିଧା ଆଜି ପର୍ଯ୍ୟନ୍ତ ହୋଇପାରିନି।...

nasa-rover
୮ ମାସର ପରିଶ୍ରମ ପରେ ନାସା ପାଇଁ ରୋଭର୍ କଲେ ୧୦ ଯୁବକ

କଟକ: ଇଏ ହେଉଛନ୍ତି ୟଙ୍ଗ ଟିଙ୍କର୍ ଟିମ୍। ରାଜ୍ୟ ର ବିଭିନ୍ନ ସ୍ଥାନରୁ ବଛା ଯାଇଥିବା ଏହି 19 ବର୍ଷରୁ କମ୍ ଯୁବ ବୈଜ୍ଞାନିକମାନେ ଟିମ୍ ଲିଡର ଅନିଲ ପ୍ରଧାନଙ୍କ ନେତୃତ୍ୱରେ ଆମେରିକାର ମହାକାଶ ଗବେଷଣା ଅନୁସନ୍ଧାନ କେନ୍ଦ୍ର ନାସା ପାଇଁ ପ୍ରସ୍ତୁତ କରିଛନ୍ତି ଏକ ରୋବର୍ଟ। ଏହି...

ramjan
ରମଜାନ ମାସ ପାଇଁ ଆସିଲା ଗାଇଡ୍‌ଲାଇନ୍

ଭୁବନେଶ୍ୱର: ପବିତ୍ର ରମଜାନ ମାସ ପାଇଁ ମଧ୍ୟ କଟକଣା ଜାରି କରାଯାଇଛି। ଏଥିଲାଗି ଖୁବ୍‌ଶୀଘ୍ର ଏସ୍ଓପି ଜାରି ହେବ। ଧାର୍ମିକ ଅନୁଷ୍ଠାନରେ ୫୦ ପ୍ରତିଶତ ଶ୍ରଦ୍ଧାଳୁଙ୍କୁ ନେଇ ହେବ ନମାଜ ପାଠ। ଏଥିସହ ମାସ୍କ, ସାନିଟାଇଜର ବ୍ୟବହାର ଏବଂ ସାମାଜିକ ଦୂରତା ବାଧ୍ୟତାମୂଳକ ହୋଇଛି। ଏନେଇ ପୂର୍ବରୁ ସ୍ୱତନ୍ତ୍ର...

bijaymahapatra
ହାଇଦର ଫେରାର ଫଛରେ ବଡ଼ ଅଫିସରଙ୍କ ହାତ: ବିଜୟ

ଭୁବନେଶ୍ୱର: ହାଇଦରକୁ ଫେରାର କରିଦିଆଯାଇଛି କହିଛନ୍ତି ବିଜେପି ନେତା ବିଜୟ ମହାପାତ୍ର। ସେ କହିଛନ୍ତି ଯେ ସୁପରିକଳ୍ପିତ ଓ ଯୋଜନାବଦ୍ଧ ଭାବେ ହାଇଦରକୁ ଫେରାର କରାଯାଇଛି। ଫେରାରର ସତ୍ୟ ଘଟଣାକୁ ଲୁଚେଇବାକୁ ଚେଷ୍ଟା କରାଯାଇଛି। ପ୍ରଥମେ STF ମୁଖ୍ୟଙ୍କ ଉପରେ କାର୍ଯ୍ୟାନୁଷ୍ଠାନ ହେଉ ବୋଲି ବିଜୟ କହିଛନ୍ତି। ଡିଜି,...

Hyder
ହାଇଦରକୁ ଫେରାର କରାଇଛି କିଏ? ସୂଚନା ଦେଲେ କଟକ ଡିସିପି

କଟକ: ହାଇଦର ଫେରାର ପଛରେ ରହିଛି ସହଯୋଗୀ ସଲ୍ଲୁର ହାତ ରହିଛି। ସଲ୍ଲୁ ଷଡ଼ଯନ୍ତ୍ରରେ ସାମିଲ ଥିବା କହିଲେ କଟକ ଡିସିପି ପ୍ରତୀକ ସିଂହ କହିଛନ୍ତି। ସେକ୍ ୟାକୁବ ଓରଫ ସଲ୍ଲୁ ଷଡ଼ଯନ୍ତ୍ରରେ ସାମିଲ ଥିବା ମାନିଛି। ହାଇଦରକୁ ଫେରାର କରାଇବା ଷଡ଼ଯନ୍ତ୍ରରେ ସେ ସାମିଲ ଥିଲା। ସଲ୍ଲୁକୁ...

religious
ଜିଲ୍ଲା ପ୍ରଶାସନର ନିଷ୍ପତ୍ତି: ସବୁ ଧର୍ମାନୁଷ୍ଠାନ ବନ୍ଦ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲାର ସମସ୍ତ ଧର୍ମାନୁଷ୍ଠାନ ୭ ଦିନ ପାଇଁ ବନ୍ଦ। ଆସନ୍ତାକାଲିଠୁ ୨୧ ତାରିଖ ଯାଏଁ ବନ୍ଦ ରହିବ ସବୁ ଧର୍ମାନୁଷ୍ଠାନ। କୋଭିଡ୍ ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନର ନିଷ୍ପତ୍ତି ନେଇଛି। ୭ ଦିନ ଧର୍ମାନୁଷ୍ଠାନ ସାନିଟାଇଜ୍ ସହ ରୀତିନୀତି ପାଳନ ହେବ। ପାର୍କ, ଖେଳପଡ଼ିଆ,...

medical
ଜରୁରୀ ନଥିଲେ ହସ୍ପିଟାଲ ନଆସିବାକୁ ସ୍ୱାସ୍ଥ୍ୟ ବିଭାଗର ପରାମର୍ଶ

ଭୁବନେଶ୍ୱର: ରେକର୍ଡ ପରେ ରେକର୍ଡ, କରୋନାର ଯେମିତି ଲଗାମ୍ ନାହିଁ। ଏପ୍ରିଲ୍ ପହିଲାରେ ୩୯୪ ପଜିଟିଭ୍, ଆଉ ଆଜି ୧୭୪୧ କେବଳ ଚଳିତ ମାସରେ ଆଜି ସୁଦ୍ଧା ବାହାରିଲେଣି ୧୦ ହଜାର ୩୮୫ ଜଣ ଆକ୍ରାନ୍ତ। ଗଲା ୨୪ ଘଣ୍ଟାରେ ୨ କୋଭିଡ୍ ମୃତ୍ୟୁକୁ ମିଶାଇ, ଚଳିତ ମାସରେ...

cm
ପିପିଲି ଓ ଡେଲାଙ୍ଗ ବିକାଶ କଥା ମୁଁ ବୁଝିବି: ନବୀନ

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଜୋରସୋରରେ ଚାଲିଛି ପ୍ରଚାର। ବିଜେଡି ପାଇଁ ଆଜି ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ। ଭର୍ଚୁଆଲ ମୋଡ୍‌ରେ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀଙ୍କ ପାଇଁ ସେ ନିର୍ବାଚନ ପ୍ରଚାର କରିଛନ୍ତି। ବସୁଆପୁର ପଞ୍ଚାୟତର କୁମାରପୁର ମେଲଣ ପଡିଆରେ ସଭା କରାଯାଇଥିଲା।...

sambit-alligation
ପଳାତକ ଘୋଷିତ ଅପରାଧୀ ବିଜେଡି ପାଇଁ କରୁଛନ୍ତି ପ୍ରଚାର: ସମ୍ବିତ

ପିପିଲି: ପିପିଲିରେ ମୁକ୍ତ, ଅବାଧ ନିର୍ବାଚନରେ ବାଧକ ସାଜିଛି ପୋଲିସ। ଏହି ଅଭିଯୋଗ ଆଣିଛନ୍ତି ବିଜେପି ରାଷ୍ଟ୍ରୀୟ ମୁଖପାତ୍ର ସମ୍ବିତ୍ ପାତ୍ର। ଏମିତିକି ଅବାଧ ନିର୍ବାଚନ ଅଟକାଇବାକୁ ପୋଲିସ ସହାୟତାରେ ବିଜେଡି ଲାଗିଛି ବୋଲି କହିବା ସହ ପିପିଲିରେ ଭୟ, ଆତଙ୍କର ବାତାବରଣ ସୃଷ୍ଟି ପାଇଁ ପୋଲିସ ଚେଷ୍ଟିତ...

haider-ali
କେଉଁଠି ଲୁଚିଛି ହାଇଦର? ସାମନାକୁ ଆସିଲା ବଡ଼ ତଥ୍ୟ

କଟକ: ସାମନାକୁ ଆସିଲା ହାଇଦର ଫେରାର ପଛର କାହାଣୀ। ଗତ ଶନିବାର ଏସ୍‌ସିବି ମେଡିକାଲ ସର୍ଜରୀ ଓ୍ୱାର୍ଡର କ୍ୟାବିନ ନମ୍ବର ୫ରୁ କେମିତି ଫେରାର ହୋଇଥିଲା କୁଖ୍ୟାତ ଗ୍ୟାଙ୍ଗଷ୍ଟର ସେକ୍ ହାଇଦର? ସେଦିନ କଟକ ବଡ ମେିକାଲରେ ହାଇଦର କ୍ୟାବିନରେ ପହରା ଦେଉଥିବା ପୋଲିସ କନଷ୍ଟେବଲ ମହମ୍ମଦ ମୌସିମ...

purandeswari
ନାରୀ ସଶକ୍ତିକରଣ ନାଁରେ ମହିଳାଙ୍କୁ ଧମକାଇ ଭୋଟ ମାଗୁଛି ବିଜେଡି: ପୁରନ୍ଦେଶ୍ୱରୀ

ପିପିଲି: ପିପିଲିରୁ ଆରମ୍ଭ ହେବ ପରିବର୍ତ୍ତନର ସ୍ୱର। ଏହି ଉପନିର୍ବାଚନରେ ବିଜେପିକୁ ଲୋକେ ଭୋଟ ରୂପରେ ଆର୍ଶୀବାଦ ଅଜାଡ଼ି ଦେଇ ଦଳକୁ ନିଶ୍ଚିତ ଭାବେ ବିଜୟୀ କରାଇବେ ବୋଲି କହିଛନ୍ତି ରାଜ୍ୟ ବିଜେପି ପ୍ରଭାରୀ ଡି ପୁରନ୍ଦେଶ୍ୱରୀ। ପିପିଲି ପାଇଁ ପ୍ରଚାର କରିବା ପରେ ଆଜି ସେ ଭୁବନେଶ୍ୱର...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।