• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

nagin
ନାଗିନ୍‌ ଗୀତରେ ନାଚି ପୋଲିସ୍‌ ବାବୁ ସସ୍‌ପେଣ୍ଡ୍‌

ଯାଜପୁର: ପାଣିକୋଇଲି ଥାନାରେ ପୋଲିସ କର୍ମଚାରୀଙ୍କ ନାଗିନ ଡ୍ୟାନ୍ସ ଘଟଣାରେ ASI ନିଲମ୍ବିତ। ପ୍ରାଥମିକ ତଦନ୍ତ ପରେ ପାଣିକୋଇଲି ଥାନାର ଏଏସ୍‌ଆଇ ସଞ୍ଜୟ ଦାସଙ୍କୁ ଯାଜପୁର ଏସ୍‌ପି ନିଲମ୍ବନ କରିଛନ୍ତି। ଘଟଣାରେ ସଂପୃକ୍ତ ଅନ୍ୟମାନଙ୍କ ଉପରେ ମଧ୍ୟ କାର୍ଯ୍ୟାନୁଷ୍ଠାନ ଚେତାବନୀ ଦେଇଛନ୍ତି। କାର୍ଯ୍ୟାନୁଷ୍ଠାନ ନେଇ ଯାଜପୁର ଏସ୍‌ପି ରାହୁଲ...

terrorist
ଛତିଶଗଡ଼ର ନିଖୋଜ ଯବାନ୍‌ ନକ୍ସଲଙ୍କ କବ୍‌ଜାରେ

ବିଜାପୁର: ଛତିଶଗଡ଼ ବିଜାପୁରରେ ସୁରକ୍ଷା କର୍ମୀ- ମାଓବାଦୀ ମୁହାଁମୁହିଁ ଘଟଣାରେ ମାଓବାଦୀଙ୍କ ପକ୍ଷରୁ ପ୍ରବକ୍ତା ବିକଳ୍ପଙ୍କ ପ୍ରେସ ରିଲିଜ୍ ଜାରି ହୋଇଛି। ଜଣେ ଯବାନଙ୍କୁ ସେମାନେ ବନ୍ଧକ ରଖିଥିବା ମାଓବାଦୀ ସ୍ବୀକାର କରିଛନ୍ତି। ପ୍ରତି ଆକ୍ରମଣରେ ସେମାନଙ୍କର ୪ ସାଥୀଙ୍କ ମୃତ୍ୟୁ ଘଟିଥିବା କହିଛନ୍ତି। ବନ୍ଧକ ଯବାନଙ୍କୁ ମୁକୁଳାଇବା...

bhubanesar
ଭୁବନେଶ୍ୱରରେ ଶହେ ଟପିଲା କରୋନା

ଭୁବନେଶ୍ୱର: ଆଜି ରାଜଧାନୀ ଭୁବନେଶ୍ୱରରୁ ୧୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏନେଇ ଟ୍ୱିଟ୍‌ ଯୋଗେ ସୂଚନା ଦେଇଛି ବିଏମ୍‌ସି। ୧୦୧ ମଧ୍ୟରୁ କ୍ୱାରେଣ୍ଟିନରୁ ୨୧, ଲୋକାଲ କେସ୍- ୮୦ ରହିଛି।  ଖଣ୍ଡଗିରିରୁ ସର୍ବାଧତ୍କ ୧୨, ରସୁଲଗଡ଼- ୭, ଓଲ୍ଡ ଟାଉନ-୬ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ମୋଟ ଆକ୍ରାନ୍ତ-୩୨,୮୩୨...

april-2021-
୧୦ ଦିନ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର:  ୧୦ ଦିନ ସ୍ପେଶାଲ ଡ୍ରାଇଭ୍ ପାଇଁ ପୋଲିସ ଡିଜିଙ୍କୁ ନିର୍ଦ୍ଦେଶ। ସଂକ୍ରମଣ ହ୍ରାସ କରିବାକୁ ଅଧିକ ପୋଲିସ ମୁତୟନ ପାଇଁ ନିର୍ଦ୍ଦେଶ ଦେଲେ ମୁଖ୍ୟମନ୍ତ୍ରୀ। ଖାଲି ସେତିକି ନୁହେଁ, ସାରା ରାଜ୍ୟରେ ପୋଲିସ ମୁତୟନ କରି ସ୍ପେଶାଲ ଡ୍ରାଇଭ୍ ପାଇଁ ନିର୍ଦ୍ଦେଶ ଦିଆଯାଇଛି। ଏଥିସହ ସୁରକ୍ଷା ନିୟମ...

rajesh-bhusan
ଦେଶରେ ୧୦ଟି ଜିଲ୍ଲାରେ କରୋନା ସ୍ଥିତି ଉଦ୍‌ବେଗଜନକ: କେନ୍ଦ୍ର

ନୂଆଦିଲ୍ଲୀ: ଦେଶରେ ୧୦ଟି ଜିଲ୍ଲାରେ କରୋନା ସ୍ଥିତି ଉଦ୍‌ବେଗଜନକ। ଏକଥା କହିଛନ୍ତି ରାଜେଶ ଭୂଷଣ। କରୋନା ସ୍ଥିତି ନେଇ ସେ କହିଛନ୍ତି ଯେ ଦେଶରେ ୧୦ଟି ଜିଲ୍ଲାରେ କରୋନା ସ୍ଥିତି ଉଦ୍‌ବେଗଜନକ। ୭ ଜିଲ୍ଲା ମହାରାଷ୍ଟ୍ରର, କର୍ଣ୍ଣାଟକ, ଛତିଶଗଡ଼, ଦିଲ୍ଲୀର ଗୋଟିଏ ଲେଖାଏଁ ଜିଲ୍ଲା ରହିଛି। ଦେଶର ମୋଟ...

kotia
କୋଟିଆ ସହ ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ସ୍ଥଗିତ

ଆନ୍ଧ୍ର ପ୍ରଦେଶରେ ପଞ୍ଚାୟତ ନିର୍ବାଚନ ସ୍ଥଗିତ । ନିର୍ବାଚନ ସ୍ଥଗିତ ଆଦେଶ ଦେଇଛନ୍ତି ଆନ୍ଧ୍ର ହାଇକୋର୍ଟ। ବିଜ୍ଞପ୍ତିର ଅଳ୍ପ ଦିନ ମଧ୍ୟରେ ନିର୍ବାଚନ କରାଯାଉଥିବାରୁ ସ୍ଥଗିତ କରାଯାଇଛି। ଆସନ୍ତା ୮ ତାରିଖରେ ଆନ୍ଧ୍ରରେ ପଞ୍ଚାୟତ ନିର୍ବାଚନ ହେବାର ଥିଲା। ୮ରେ ଭୋଟ ଗ୍ରହଣ ହୋଇ ୧୦ରେ ଗଣତି ହେବାର...

tension
ବଡ଼ମ୍ୱାରେ ଗୋଷ୍ଠୀ ସଂଘର୍ଷ: ବୋମା, ଗୁଳିମାଡରେ ଗଲା ୨ ଜୀବନ

ଆଠଗଡ଼: ବଡ଼ମ୍ବାରେ ଗୋଷ୍ଠୀ ସଂଘର୍ଷରେ ୨ ମୃତ, ୧୦ ଆହତ। ଆଠଗଡ ବଡମ୍ବା ବ୍ଲକ ଭଗତପୁର ଓ ବୁଢାପଙ୍କ ଗ୍ରାମ ମଧ୍ୟରେ ଗୋଷ୍ଠୀ ସଂଘର୍ଷରେ ବୋମା ମାଡ ଓ  ଗୁଳିମାଡରେ ଦୁଇ ଜଣଙ୍କର ମୃତ୍ୟୁ ହୋଇଛି। ଗାଁ ପାଖ ମୁଣ୍ଡିଆ ଜମିକୁ ନେଇ ଦୁଇ ଗାଁରେ ବିବାଦ ଲାଗିରହିଥିଲା।...

jnu
ଜେଏନ୍‌ୟୁରେ କରୋନା ରୋକିବା ପାଇଁ ଗାଇଡ୍‌ଲାଇନ୍‌ ଜାରି

ନୂଆଦିଲ୍ଲୀ: କରୋନା ସଂକ୍ରମଣର ବୃଦ୍ଧିକୁ ଦୃଷ୍ଟିରେ ରଖି ଜବାହରଲାଲ ନେହେରୁ ବିଶ୍ୱବିଦ୍ୟାଳୟ (ଜେଏନୟୁ) କର୍ତ୍ତୃପକ୍ଷ କ୍ୟାମ୍ପସରେ ଛାତ୍ରଛାତ୍ରୀ ତଥା ଅନ୍ୟ ଅଧ୍ୟାପକ ଅଧ୍ୟାପିକାମାନଙ୍କ ପାଇଁ ନୂତନ ସର୍କୁଲାର ଜାରି କରିଛନ୍ତି  କର୍ତ୍ତୃପକ୍ଷ। କ୍ୟାମ୍ପସର ପୁନଃ ଖୋଲିବା ଏବଂ ବିଶ୍ୱବିଦ୍ୟାଳୟ ପରିସରରେ କରୋନା ବୃଦ୍ଧି ଦେଖି ବିଶ୍ୱବିଦ୍ୟାଳୟ ବିଜ୍ଞପ୍ତି ଜାରି...

vaccine
'ତୁରନ୍ତ ୧୫ ଲକ୍ଷ କୋଭିସିଲ୍ଡ ଡୋଜ୍ ଦିଅ'

ଭୁବନେଶ୍ୱର: ଆଉ ୧୫ ଲକ୍ଷ କୋଭିସିଲ୍ଡ ଡୋଜ୍ ଯୋଗାଇ ଦିଅ। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି ଲେଖିଲେ ଏସିଏସ୍‌। ରାଜ୍ୟରେ ମହଜୁଦ କରୋନା ଟିକା ସମ୍ପର୍କରେ କହିଛନ୍ତି ଯେ ଏପ୍ରିଲ ୫ ସକାଳ ୮ଟା ସୁଦ୍ଧା ମହଜୁଦ ଥିବା ଟିକା ନେଇ ଜଣାଇଥିଲେ। କୋଭିସିଲ୍ଡ ୬,୦୨, ୪୩୦...

school
ଦିନକୁ ୨ଟି କ୍ଲାସ୍‌ ନେବେ ପ୍ରଧାନଶିକ୍ଷକ

ଭୁବନେଶ୍ୱର: ପ୍ରଧାନ ଶିକ୍ଷକଙ୍କୁ ଦୈନିକ ୨ଟି କ୍ଲାସ୍ ନେବେ। ଏହି ନିର୍ଦ୍ଦେଶ ଦେଇଛି ଗଣଶିକ୍ଷା ବିଭାଗ।କେବଳ ସେତିକି ନୁହେଁ ବରଂ ଅନ୍ୟ ଶିକ୍ଷକ କରୁଥିବା କ୍ଲାସ୍‌ର ତଦାରଖ କରିବେ ପ୍ରଧାନଶିକ୍ଷକ। ରାଜ୍ୟର ସବୁ ଜିଲ୍ଲା ଶିକ୍ଷାଧିକାରୀଙ୍କୁ ଚିଠି ଲେଖି ବିଭାଗ ତାଗିଦ କରିଛି। କିଛି ସ୍କୁଲକୁ ପ୍ରମୁଖ ସଚିବ...

chenab-bridge-2
କଶ୍ମୀରରେ ନିର୍ମାଣ ହେଲା ବିଶ୍ୱର ସବୁଠୁ ଉଚ୍ଚତମ ରେଲୱେ ବ୍ରିଜ

କଶ୍ନୀର: ଜମ୍ମୁ କାଶ୍ମୀରରେ ବିଶ୍ୱର ସବୁଠୁ ଉଚ୍ଚତମ ରେଲୱେ ବ୍ରିଜର ଅନ୍ତିମ ପର୍ଯ୍ୟାୟ ନିର୍ମାଣ କାର୍ଯ୍ୟ ଶେଷ ହୋଇଛି। ରେଳ ମନ୍ତ୍ରୀ ପୀୟୁଷ ଗୋୟଲ ଟୁଇଟ କରି ଏହି ସୂଚନା ଦେଇଛନ୍ତି। ଚେନାବ ନଦୀ ଉପରେ ନିର୍ମାଣ ହୋଇଛି ଏହି ଆର୍କ-ଟାଇପ୍ ବ୍ରିଜ୍। ଏହି ଆର୍କର ଲମ୍ବ ୪୬୭...

petrolium
ଓଡ଼ିଶାରେ ହେବ ଦେଶର ସବୁଠୁ ବଡ଼ ପେଟ୍ରୋଲିୟମ ରିଜର୍ଭୟର

ଭୁବନେଶ୍ୱର: ୧୦ ହଜାର କୋଟି ବ୍ୟୟରେ ଚଣ୍ଡିଖୋଲରେ ହେବ ଦେଶର ସବୁଠୁ ବଡ଼ ପେଟ୍ରୋଲିୟମ ରିଜର୍ଭୟର। ମୁଖ୍ୟ ସଚିବଙ୍କ ସହ ଆଲୋଚନା ପରେ ଆଜି ଏକ ସାମ୍ବାଦିକ ସମ୍ମିଳନୀରେ ଏଇ ସୂଚନା ଦେଇଛନ୍ତି କେନ୍ଦ୍ର ପେଟ୍ରୋଲିୟମ୍ ସଚିବ ତରୁଣ କପୁର। ସେହିପରି ଉତ୍ପାଦନ କ୍ଷମତା ବୃଦ୍ଧି ସହ ପାରାଦୀପ...

kotia
ଆନ୍ଧ୍ର ସରକାରଙ୍କ ବିରୋଧରେ ପୁଣି ସୁପ୍ରିମ୍‌କୋର୍ଟ ଗଲା ଓଡ଼ିଶା

ଭୁବନେଶ୍ୱର: କୋଟିଆ ମାମଲାରେ ପୁଣି ସୁପ୍ରିମକୋର୍ଟଙ୍କ ଦ୍ୱାରସ୍ଥ ହୋଇଛି ଓଡ଼ିଶା। କୋଟିଆରେ ପଞ୍ଚାୟତ ନିର୍ବାଚନକୁ ବିରୋଧ କରି ଆନ୍ଧ୍ର ସରକାରଙ୍କ ବିରୋଧରେ ଓଡ଼ିଶା ପକ୍ଷରୁ ଇଞ୍ଜକସନ୍ ଦାୟର କରାଯାଇଛି। ପୂର୍ବରୁ ଏନେଇ ସୁପ୍ରିମକୋର୍ଟରେ ମାମଲା ଚାଲିଥିବାଳେ ଆଜି ପୁଣି ସୁପ୍ରିମକୋର୍ଟ ଯାଇଛି ଓଡ଼ିଶା। ସେପଟେ ଆନ୍ଧ୍ରର ନିର୍ବାଚନ ବିଜ୍ଞପ୍ତି...

corona vaccine
ବଦଳିଲା ଟିକାକରଣର ସମୟ

ଭୁବନେଶ୍ୱର: ଗ୍ରୀଷ୍ମପ୍ରବାହକୁ ଦୃଷ୍ଟିରେ ରଖି ଟିକାକରଣ ସମୟରେ ପରିବର୍ତ୍ତନ। ସକାଳ ୮ରୁ ଦିନ ୧୨ଟା, ଦିନ ୩ରୁ ସଂଧ୍ୟା ୬ଟା ଯାଏଁ ଟିକାକରଣ କରାଯିବ। ଏ ନେଇ ସମସ୍ତ ଜିଲ୍ଲାପାଳ, ମ୍ୟୁନିସିପାଲ୍ କର୍ପୋରେସନ୍‌ର କମିଶନର୍‌ଙ୍କୁ ଚିଠି ଲେଖିଛନ୍ତି ସ୍ୱାସ୍ଥ୍ୟ ବିଭାଗର ଅତିରିକ୍ତ ମୁଖ୍ୟ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର।...

naxal
ମାଓବାଦୀଙ୍କ କବ୍‌ଜାରେ ନିଖୋଜ ଯବାନ !

ମାଲକାନଗିରି: ବିଜାପୁର ନକ୍ସଲ ଆକ୍ରମଣ ପରେ ନିଖୋଜ ସିଆରପିଏଫ୍ କୋବ୍ରା ଯବାନଙ୍କୁ ଉଦ୍ଧାର ପାଇଁ ପତ୍ନୀଙ୍କ ଆକୁଳ ନିବେଦନ। ପ୍ରଧାନମନ୍ତ୍ରୀ ଓ କେନ୍ଦ୍ର ଗୃହ ମନ୍ତ୍ରୀ ଅମିତ ଶାହାଙ୍କୁ ନିବେଦନ କରିଛନ୍ତି ନିଖୋଜ ଯବାନ ରାକେଶ୍ୱର ସିଂ ମାନହାସଙ୍କ ପତ୍ନୀ ମିନୁ ମାନହାସ୍। ଶନିବାର ବିଜାପୁରରେ ମାଓବାଦୀ ଏବଂ...

PM-CM
୮ରେ ପ୍ରଧାନମନ୍ତ୍ରୀ-ମୁଖ୍ୟମନ୍ତ୍ରୀ ଆଲୋଚନା

ନୂଆଦିଲ୍ଲୀ: ଦେଶରେ କରୋନା ସଂକ୍ରମଣ ହୁ ହୁ ହୋଇ ହୋଇ ବଢିଲାଣି। ଆଜି ଦେଶରେ ରେକର୍ଡ ଭାଙ୍ଗିଛି କରୋନା ସଂକ୍ରମଣ। ଲୋକେ ସାମାନ୍ୟ ଆଶ୍ୱସ୍ତ ହେଉଥିବାବେଳେ ଏବେ ପୁଣି ଚିନ୍ତା ବଢାଇଛି। ବିଭନ୍ନ ରାଜ୍ୟରେ କରୋନା ସଂକ୍ରମଣ ହାର କ୍ରମାଗତ ଭାବେ ବୃଦ୍ଧି ପାଉଛି। ମହାରାଷ୍ଟ୍ର, ପଞ୍ଜାବ, କର୍ଣ୍ଣାଟକ,...

pipili
ପିପିଲି ଯାଉଥିବା ବାଇକ୍‌ରେ ଥିଲା ୫୦ ଲକ୍ଷ ଟଙ୍କା !

ପୁରୀ: ପିପିଲି ତରାକାଜ ଛକ ନିକଟରୁ ୫୦ ଲକ୍ଷ ଟଙ୍କା ଜବତ। ଏକ ବାଇକରେ ଯାଉଥିବା ୨ ଯୁବକଙ୍କଠାରୁ ଏହି ବିପୁଳ ପରିମାଣର ଟଙ୍କା ଜବତ କରିଛି ପିପିଲି ପୋଲିସ। ପିପିଲି ଟୋଲଗେଟ୍‌ରେ ପୋଲିସର ରୁଟିନ୍ ଚେକିଂ ବେଳେ ଏକ ନୀଳ ପଲସରରେ ଆସୁଥିବାଏହି ଦୁଇ ଯୁବକଙ୍କୁ ଅଟକାଇଥିଲା...

pari
୧୯ରେ ସୁପ୍ରିମ୍‌କୋର୍ଟରେ 'ପରୀ' ଶୁଣାଣି

ନୟାଗଡ଼: ବହୁଚର୍ଚ୍ଚିତ ନୟାଗଡ଼ ନାବାଳିକା ହତ୍ୟାକାଣ୍ଡ ମାମଲର ସୁପ୍ରିମକୋର୍ଟରେ ହେବ। ନାବାଳିକା ମାମଲାର ସିବିଆଇ ତଦନ୍ତ ଦାବି କରି ସୁପ୍ରିମ୍‌କୋର୍ଟରେ ଆବେଦନ ପ୍ରସଙ୍ଗରେ ଶୁଣାଣି ହେବ। ସୁପ୍ରିମ୍‌କୋର୍ଟ ନିର୍ଦ୍ଦେଶରେ ରାଜ୍ୟ ସରକାର ପ୍ରତିଜବାବ ଦାଖଲ କରି ସାରିଛନ୍ତି। ପ୍ରତି ଜବାବ ଦାଖଲ ପରେ ଆଜି ରେଜିଷ୍ଟ୍ରାର କୋର୍ଟ ନିଷ୍ପତ୍ତି...

maha
ମହାମାରୀର ପୂର୍ବ ରେକର୍ଡ ଭାଙ୍ଗିଲା; ଏହି ରାଜ୍ୟରେ ଲାଗୁ ହେଲା ୱିକ୍‌ ଏଣ୍ଡ ଲକ୍‌ଡାଉନ

ମୁମ୍ବାଇ: ଦେଶରେ ଅଣାୟତ କରୋନାର ଦ୍ୱିତୀୟ ଲହର। କରୋନା ସଂକ୍ରମଣ ବଢୁଥିବା ବେଳେ ମହାରାଷ୍ଟ୍ରରେ କଠୋର ହୋଇଛି କଟକଣା। ରାଜ୍ୟରେ ସଂପୂର୍ଣ୍ଣ ଲକ୍‌ଡାଉନ୍ ଜାରି ହୋଇନଥିଲେ ବି ଓ୍ୱିକ୍ ଏଣ୍ଡ ଲକ୍‌ଡାଉନ୍ ଜାରି ହୋଇଛି। ଅର୍ଥାତ ଶୁକ୍ରବାର ରାତି ୮ଟାରୁ ସୋମବାର ସକାଳ ୬ଟା ପର୍ଯ୍ୟନ୍ତ ସଂପୂର୍ଣ୍ଣ ଲକ୍‌ଡାଉନ୍...

majhi-ghraiani
ସପ୍ତାହକୁ ୩ ଦିନ ବନ୍ଦ ରହିବ ମା' ମଝିଘରିଆଣି ମନ୍ଦିର

ରାୟଗଡ଼ା: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତି ପୀଠ ରାୟଗଡାର ମା ମଝି ଘରିଆଣିଙ୍କ ମନ୍ଦିର ବନ୍ଦ ରଖିବାକୁ ନିଷ୍ପତ୍ତି ନେଇଛି ରାୟଗଡା ଜିଲ୍ଲା ପ୍ରଶାସନ। ଜିଲ୍ଲାପାଳଙ୍କ ପକ୍ଷରୁ ଜାରି ହୋଇଥିବା ଆଦେଶ ଅନୁଯାୟୀ ପ୍ରତ୍ୟେକ ମଙ୍ଗଳବାର, ବୁଧବାର ଓ ରବିବାର ସର୍ବସାଧାରଣଙ୍କ ଦର୍ଶନ ବନ୍ଦ ରହିବ। କିନ୍ତୁ ମନ୍ଦିରର...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।