• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

Varun Dhawan
ନୂଆ ସିନେମା ପାଇଁ ପ୍ରସ୍ତୁତି: ବରୁଣ କରୁଛନ୍ତି ଆନିମଲ୍ ଫ୍ଲୋ ୱାର୍କଆଉଟ୍

ମୁମ୍ୱାଇ: ଚଳିତ ମାସ ଜାନୁଆରୀ ୨୪ରେ ନତାଶା ଦଲାଲଙ୍କ ସହ ବିବାହ ବନ୍ଧନରେ ବାନ୍ଧିହୋଇଛନ୍ତି ବଲିଉଡର ଚକୋଲେଟ୍ ହୀରୋ ବରୁନ ଧାୱନ୍। ବିବାହର କିଛି ମାସ ପରେ ସେ ପୁନର୍ବାର ଫେରିଆସିଛନ୍ତି ତାଙ୍କ କର୍ମମୟ ଜୀବନକୁ। ଅମର କୌଶିକଙ୍କ ନିର୍ଦ୍ଦେଶନାରେ ହେବାକୁ ଯାଉଥିବା ସିନେମା ପାଇଁ ବରୁନ ଜୋରଦାର...

lockdown
କରୋନାକୁ ରୋକିବା ପାଇଁ ଲକ୍‌ଡାଉନ୍ ଛଡ଼ା ଅନ୍ୟ ବିକଳ୍ପ କଣ ?

ମୁମ୍ବାଇ: ମହାରାଷ୍ଟ୍ରରେ ମହାମାରୀ କରୋନାର ପୁଣି ଭୟଙ୍କର ରୂପ। ଦିନକୁ ଦିନ ସାଂଘାତିକ ସ୍ଥିତି ଆଡ଼କୁ ଯାଉଛି ସଂକ୍ରମଣ ଟ୍ରେଣ୍ଡ୍। କେବଳ ମୁମ୍ବାଇରେ ଆଜି ଚିହ୍ନଟ ହୋଇଛନ୍ତି ୮୬୪୬ ନୂଆ ପଜିଟିଭ୍। ଏହାକୁ ମିଶାଇ ଗତ ୨୪ ଘଣ୍ଟାରେ ମହାରାଷ୍ଟ୍ରରୁ ବାହାରିଛନ୍ତି ୪୩ ହଜାରରୁ ଅଧିକ ସଂକ୍ରମିତ। ଯଦି...

Hero---ko
ପିପିଲି ପାଇଁ ଷ୍ଟାର ପ୍ରଚାରକ ତାଲିକାରେ ଅନୁଭବ ହଜିଗଲେ, ଅରିନ୍ଦମ ଆସିଲେ

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ପାଇଁ ୩୦ ଜଣିଆ ଷ୍ଟାର ପ୍ରଚାରକ ତାଲିକା ଦେଇଛନ୍ତି ବିଜେଡି ଓ କଂଗ୍ରେସ। ବିଜେଡି ତାଲିକାରେ ମୁଖ୍ୟମନ୍ତ୍ରୀ ନବୀନ ତାଲିକାର ପ୍ରଥମ ସ୍ଥାନରେ ରହିଛନ୍ତି। ଦେବୀ ମିଶ୍ର, ମହେଶ୍ୱର ମହାନ୍ତି, ସମୀର ଦାଶ, ପ୍ରଣବ ପ୍ରକାଶ ଦାସ, ପିନାକୀ ମିଶ୍ର, ପ୍ରତାପ ଦେବ, ଅତନୁ...

market
ଏଇ ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ

ଝାରସୁଗୁଡ଼ା: ଝାରସୁଗୁଡ଼ା ଜିଲ୍ଲାରେ ସମସ୍ତ ସାପ୍ତାହିକ ହାଟ ବନ୍ଦ। ଏହି ନିଷ୍ପତ୍ତି ନେଇଛି ଜିଲ୍ଲା ପ୍ରଶାସନ। ଆସନ୍ତା ୩ ସପ୍ତାହ ପାଇଁ ଜିଲ୍ଲାର ସମସ୍ତ ସାପ୍ତାହିକ ହାଟ ବନ୍ଦ ରହିବ। କରୋନା ସଂକ୍ରମଣ ବୃଦ୍ଧି ପରେ ଜିଲ୍ଲା ପ୍ରଶାସନ ନିଷ୍ପତ୍ତି ନେଇଛି। ଏନେଇ ଟ୍ୱିଟ୍ କରି ଝାରସୁଗୁଡ଼ା ଜିଲ୍ଲାପାଳ...

mobile-game
ମୋବାଇଲ ଗେମ୍ ନିଶା: ନିଜ ଘରେ ଏମିତି କଲା ୧୨ ବର୍ଷର ପୁଅ

ପାରାଦୀପ: ମୋବାଇଲ ଗେମ୍ ନିଶାରେ ପଡି ନିଜ ଘରେ କଳାକନା ବୁଲାଇଛି ୧୨ ବର୍ଷର ବାଳକ। ଦୁଇ ସପ୍ତାହ ମଧ୍ୟରେ ନଗଦ ୧୩ ହଜାର ଟଙ୍କା ସହ ପ୍ରାୟ ୫ ଲକ୍ଷରୁ ଅଧିକ ଟଙ୍କାର ସୁନାଗହଣା ଲୁଚାଇ ନେଇ ପଡୋଶୀଙ୍କୁ ଦେଇଛି। ପାରାଦୀପରେ ଘଟିଛି ଏଭଳି ଘଟଣା। ପାରାଦୀପ...

maharstra
ବିଗୁଡୁଛି ମହାରାଷ୍ଟ୍ରର ସ୍ଥିତି: ଦିନକରେ ୪୦ ହଜାର ନୂଆ ପଜିଟିଭ୍

ଭୁବନେଶ୍ୱର: ରେକର୍ଡ ପରେ ରେକର୍ଡ କରୁଛି ଦୈନିକ ସଂକ୍ରମଣ। ୪୦୦ ମୁହାଁ ରାଜ୍ୟର କରୋନା ଗ୍ରାଫ୍। ଗତ ୨୪ ଘଣ୍ଟାରେ ରାଜ୍ୟରେ ଚିହ୍ନଟ ହୋଇଛନ୍ତି ୩୯୪ ନୂଆ ପଜିଟିଭ୍। ଚଳିତ ବର୍ଷର ଏହା ହେଉଛି ସର୍ବାଧିକ ଦୈନିକ ସଂକ୍ରମଣ। ସବୁଠାରୁ ଅଧିକ ୭୦ ପଜିଟିଭ୍ ଚିହ୍ନଟ ହୋଇଛନ୍ତି ଖୋର୍ଦ୍ଧା...

kalia
ଚାଷୀଙ୍କ ଖାତାକୁ ଗଲା 'କାଳିଆ' ଟଙ୍କା

ଭୁବନେଶ୍ୱର: ଚାଷୀଙ୍କ ପାଇଁ ଖୁସି ଖବର। ଖାତାକୁ ଗଲା କାଳିଆ ଅନୁଦାନ ଟଙ୍କା। ୩୪ ଲକ୍ଷରୁ ଅଧିକ ଚାଷୀଙ୍କ ଖାତାକୁ ୬୩୯.୯୪ କୋଟି ଟଙ୍କା ଯାଇଛି। କାଳିଆ ଟଙ୍କା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। କାଳିଆ ଯୋଜନାରେ ୩ ବର୍ଷରେ ବ୍ୟୟ ହୋଇଛି ୬,୬୯୦ କୋଟି ଟଙ୍କା। ...

soumya
ସରପଞ୍ଚ ସୌମ୍ୟଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ

ଭୁବନେଶ୍ୱର: ସରପଞ୍ଚ ସୌମ୍ୟଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ। ନୟାଗଡ଼ ଜିଲ୍ଲା ଲକ୍ଷ୍ମୀପ୍ରସାଦ ପଞ୍ଚାୟତର ସରପଞ୍ଚଙ୍କ ନାଁରେ ଅନାସ୍ଥା ପ୍ରସ୍ତାବ ଆଗତ ହୋଇଛି। ସରପଞ୍ଚ ସୌମ୍ୟରଂଜନ ପ୍ରଧାନଙ୍କ ନାଁରେ ଅନାସ୍ଥା ଆଣିଲେ ୱାର୍ଡ ସଭ୍ୟ। ପଞ୍ଚାୟତର ଏକ ତୃତୀୟାଂଶ ୱାର୍ଡ ସଭ୍ୟ ଅନାସ୍ଥା ଆଣିଥିବା ସୂଚନା ମିଳିଛି। ପଞ୍ଚାୟତର ୧୫...

weather updates in odisha
୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ

ଭୁବନେଶ୍ୱର: ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ନେଇ ୧୬ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ। ସେହି ଜିଲ୍ଲାଗୁଡ଼ିକ ହେଲା- ବାଲେଶ୍ୱର, ଭଦ୍ରକ, ଯାଜପୁର, କଟକ, ନୟାଗଡ଼, ବୌଦ୍ଧ, ସୋନପୁର, ବଲାଙ୍ଗିର, କନ୍ଧମାଳ, କେନ୍ଦୁଝର, ମୟୂରଭଂଜ, ଦେବଗଡ଼, ସମ୍ବଲପୁର, ନୂଆପଡ଼ା, ଅନୁଗୁଳ, ଢେଙ୍କାନାଳ। ଅନୁଗୁଳ ଓ ବୌଦ୍ଧର...

mamata-saha
ପରିବର୍ତ୍ତନ ଆଣିବାର ସହଜ ଉପାୟ ହେଉଛି ମମତାଙ୍କ ପରାଜୟ: ଶାହା

କୋଲକାତା: ନନ୍ଦିଗ୍ରାମ ରଣାଙ୍ଗନରେ ରଥି ମହାରଥୀଙ୍କ ଭିଡ଼। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଓ ପ୍ରତିଦ୍ୱନ୍ଦ୍ୱୀ ଶୁଭେନ୍ଦୁ ଅଧିକାରୀଙ୍କ ଘମାଘୋଟ ପ୍ରଚାର। ଉଠୁଛି ପଡୁଛି ପ୍ରଚାର ମୈଦାନ। ବିରାଟ ଶୋଭାଯାତ୍ରାରେ ଶୁଭେନ୍ଦୁଙ୍କ ପାଇଁ ଭୋଟ୍ ମାଗିଛନ୍ତି କେନ୍ଦ୍ରମନ୍ତ୍ରୀ ଅମିତ ଶାହା। କହିଛନ୍ତି, ପଶ୍ଚିମବଙ୍ଗରେ ପରିବର୍ତ୍ତନ ଆଣିବାର ସହଜ ଉପାୟ ହେଉଛି...

corona-danger
କିଛି ଜିଲ୍ଲା ପାଇଁ ସାରା ଦେଶ ଏବେ ସଙ୍କଟରେ

ନୂଆଦିଲ୍ଲୀ: କିଛି ଜିଲ୍ଲା ପାଇଁ ଦେଶ ସଂକଟରେ। ଏକଥା କହିଛନ୍ତି ଡାକ୍ତର ଭିକେ ପଲ୍‌। ଦେଶରେ କରୋନା ସ୍ଥିତି ନେଇ ନୀତି ଆୟୋଗ ସଦସ୍ୟ ଡାକ୍ତର ଭିକେ ପଲ୍‌ କହିଛନ୍ତି ଦେଶର କିଛି ଜିଲ୍ଲାରେ ଅବସ୍ଥା ଚିନ୍ତାଜନକ। କିଛି ଜିଲ୍ଲା ପାଇଁ ସାରା ଦେଶ ସଂକଟରେ ପଡ଼ିବା ଆଶଙ୍କା...

wave
ଅସହ୍ୟ ତାତିରେ କୁହୁଳିବ ଅଧା ଓଡ଼ିଶା

ଭୁବନେଶ୍ୱର: ରାଜ୍ୟରେ ଗ୍ରୀଷ୍ମପ୍ରବାହ ନେଇ ପାଣିପାଗ ବିଭାଗର ସତର୍କ ସୂଚନା ଜାରି କରିଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଦିନ ତାପମାତ୍ରା ୨ ଡିଗ୍ରୀ ବୃଦ୍ଧି ପାଇପାରେ। ଗ୍ରୀଷ୍ମ ପ୍ରବାହ ନେଇ ଏପ୍ରିଲ ୨ ଯାଏଁ ୨୦ଟି ଜିଲ୍ଲାକୁ ୟେଲୋ ଓ୍ୱାର୍ଣ୍ଣିଂ ଜାରି କରାଯାଇଛି। ସେହି ଜିଲ୍ଲାଗୁଡ଼ିକ ହେଲା-...

pipili
ନୋମିନେସନ୍‌ ଫାଇଲ୍‌ କଲେ ରୁଦ୍ର, ଅଜିତ୍

ପୁରୀ: ପିପିଲି ଉପନିର୍ବାଚନ ପାଇଁ ଆଜି ନାମାଙ୍କନର ଶେଷ ଦିନ ଥିବା ବେଳେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ। ପିପିଲିରୁ ନିଜ ସମର୍ଥକଙ୍କ ଗହଣରେ ଶୋଭାଯାତ୍ରାରେ ଯାଇ ପୁରୀରେ ପ୍ରାର୍ଥିପତ୍ର ଦାଖଲ କରିଛନ୍ତି ରୁଦ୍ର। ପୁରୀ ଅତିରିକ୍ତ ଜିଲ୍ଲାପାଳଙ୍କ ନିକଟରେ ସେ ନୋମିନେସନ...

vaccanation
ଓଡିଶାରେ କେତେ ମହଜୁଦ ଅଛି କରୋନା ଟିକା?

ଭୁବନେଶ୍ୱର: ରାଜ୍ୟରେ ଚାଲିଛି କୋଭିଡ୍ ଟିକାକରଣ। ଜାନୁଆରୀରୁ ଆଜି ପର୍ଯ୍ୟନ୍ତ ମୋଟ ୨୨ ଲକ୍ଷ ୩୬ ହଜାର ୬୧୫ ଜଣଙ୍କୁ ଟିକାକରଣ ହୋଇଛି। ଏହା ମଧ୍ୟରୁ ୧୩ ଲକ୍ଷ ୪୭ ହଜାର ୭୮୭  ଜଣ ବରିଷ୍ଠ ଏବଂ ବହୁବିଧ ରୋଗାକ୍ରାନ୍ତ ଅଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦ ଲକ୍ଷ କୋଭିସିଲ୍ଡ...

who
ଉହାନ୍ ଲାବ୍‌ରୁ କରୋନା ଭୂତାଣୁ ଲିକ୍ ଆଶଙ୍କା ଅତି କ୍ଷୀଣ

ଉହାନ୍: ଚୀନ୍‌ର ଉହାନ୍ ଲାବ୍‌ରୁ କରୋନା ଭୂତାଣୁ ଲିକ୍ ଆଶଙ୍କା ଅତି କ୍ଷୀଣ। ବହୁ ପ୍ରତୀକ୍ଷିତ କୋଭିଡ୍ ଉତ୍ପତ୍ତିସ୍ଥଳ ସଂପର୍କିତ ରିପୋର୍ଟରେ ବିଶ୍ୱ ସ୍ୱାସ୍ଥ୍ୟ ସଂଗଠନ ଏହା ଉଲ୍ଲେଖ କରିଥିବା ଅନ୍ତର୍ଜାତୀୟ ଗଣମାଧ୍ୟମରେ ଖବର ପ୍ରକାଶ ପାଇଛି। ପ୍ରଥମେ ଉହାନ୍ ଆମିଷ ମାର୍କେଟ୍ ଏବଂ ପରେ ସେଠାରେ ଥିବା...

police
ଚେକିଂ ଆଳରେ ଦବଙ୍ଗଗିରି: ପୋଲିସ ବାଡ଼ିରେ ମୁଣ୍ଡ ଫାଟିଗଲା !

ବାରିପଦା: ପୋଲିସ ଅମାନୁଷିକତାର ମାତ୍ର ୨୪ ଘଣ୍ଟା ନପୁରୁଣୁ ପୁଣି ସେହି ମୟୂରଭଞ୍ଜରେ ଅନୁରୂପ ଘଟଣା। ହେଲମେଟ୍ ଓ ମାସ୍କ ଚେକିଂ ବେଳେ ପୋଲିସ ମାଡ଼ରେ ଲହୁ ଲୁହାଣ ହେଲେ ଯୁବକ। କରଞ୍ଜିଆ ଥାନା ସାହାରାପଡ଼ା ବାଇପାସ ଛକ ନିକଟରେ ଆଜି ପୋଲିସର ରୁଲବାଡ଼ି ମାଡ଼ରେ ଜଣେ ଯୁବକଙ୍କ...

Corona
କରୋନାର ହଟ୍‌ସ୍ପଟ୍‌ ପାଲଟିବ କି ଓଡ଼ିଶାର ଏଇ ଜିଲ୍ଲା?

ଭୁବନେଶ୍ୱର: ୫ ଦିନ ହେବ ୨ଶହ ଉପରେ ଟ୍ରେଣ୍ଡ ରାଜ୍ୟରେ ବଢି ଚାଲିଥିବା କରୋନାର ଦୈନିକ ସଂକ୍ରମଣ ହାର ଚିନ୍ତା ବଢାଇଛି। ଆଜି ଚିହ୍ନଟ ୨୦୮ ଜଣଙ୍କ ମଧ୍ୟରୁ ୩୬ ଜଣ କେବଳ ନୂଆପଡ଼ା ଜିଲ୍ଲାର ଛତିଶଗଡ ସୀମାକୁ ଲାଗିଥିବା ନୂଆପଡା ଜିଲ୍ଲା ଧୀରେ ଧୀରେ ହଟ୍‌ସ୍ପଟ୍ ପାଲଟିବାରେ...

pragati
ପ୍ରଗତି କଲେଜକୁ କଣ୍ଟେନ୍‌ମେଣ୍ଟ ଜୋନ ଘୋଷଣା

ଭବାନୀପାଟଣା: ଭବାନୀପାଟଣାରେ ଏକ ଘରୋଇ କଲେଜ(ପ୍ରଗତି କଲେଜ)ରେ ୩୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଭବାନୀପାଟଣା ସ୍ଥିତ ପ୍ରଗତି କଲେଜର ୩୨ ପିଲା ପଜିଟିଭ ଚିହ୍ନଟ ହୋଇଛନ୍ତି। ଆଣ୍ଟିଜେନ୍ ଟେଷ୍ଟରେ ସମସ୍ତେ ପଜିଟିଭ ଚିହ୍ନଟ ହୋଇଥିବା ସୂଚନା ମିଳିଛି। କଳାହାଣ୍ଡି ଜିଲ୍ଲା ମୁଖ୍ୟ ଚିକିତ୍ସାଧିକାରୀ ସୂଚନା ଦେଇଛନ୍ତି। କରୋନା...

boming
ସୂଚନା ଅଧିକାର କର୍ମୀଙ୍କ ଗାଡ଼ିକୁ ବୋମାମାଡ଼

ଯାଜପୁର: ସୂଚନା ଅଧିକାର କର୍ମୀଙ୍କ ଗାଡ଼ିକୁ ବୋମାମାଡ଼। ଯାଜପୁର ଇମାନନଗରେ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେଉରିଆଙ୍କ ଗାଡିକୁ ବୋମାମାଡ଼ ହୋଇଛି। ବୋମାମାଡ଼ରେ ସୂଚନା ଅଧିକାର କର୍ମୀ ସର୍ବେଶ୍ୱର ବେଉରିଆ ଆହତ ହୋଇଛନ୍ତି। ତାଙ୍କୁ ଗୁରୁତର ଅବସ୍ଥାରେ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବୋମାମାଡ଼ରେ ସର୍ବେଶ୍ୱରଙ୍କ ଗାଡିଟି ମଧ୍ୟ କ୍ଷତିଗ୍ରସ୍ତ...

pallavi
‘ମନଉଣା’ ଚର୍ଚ୍ଚା ଉପରେ ପୂର୍ଣ୍ଣଚ୍ଛେଦ ପକାଇଲେ ପ୍ରଦୀପ ମହାରଥୀଙ୍କ ଝିଅ ଓ ଜ୍ୱାଇଁ

ଭୁବନେଶ୍ୱର: ପୁଅ ରୁଦ୍ରଙ୍କୁ ବିଜେଡି ଟିକେଟ୍ ମିଳିବା ପରେ ବି ମହାରଥୀ ପରିବାରରେ ଆସିପାରୁନି କି ସହମତି ? ଟିକେଟ୍ ନପାଇ ମନ ଊଣା କରିଛନ୍ତି କି ମା ପ୍ରତିଭା ମହାରଥୀ? ପୁଅକୁ ଯୋଦ୍ଧା କରାଯିବାରୁ ଦଳ ଉପରେ ମାନ କରିଛନ୍ତି କି ମା? ଏବେ ଚର୍ଚ୍ଚା ଏୟା...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।