• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

kalabaissakhi
୫ ମିନିଟ୍‌ରେ‌ ସବୁ ଛିନ୍‌ଛତ୍ର: ଉଡ଼ିଗଲା ଛପର, ଭାଙ୍ଗିଲା ଘର

ଭୁବନେଶ୍ୱର: କଟକ ଭୁବନେଶ୍ୱରରେ କାଳବୈଶାଖୀର ତାଣ୍ଡବ। ଦିନସାରା ପ୍ରବଳ ଗରମ ଗୁଳୁଗୁଳି ପରେ ଆଜି ସଂଧ୍ୟାରେ ହଠାତ୍ ଝଡ଼ବର୍ଷା ହୋଇଥିଲା। ଏହା ଯୋଗୁଁ ଦୁଇ ସହରର ଜୀବନ ଯାତ୍ରା ପ୍ରଭାବିତ ହୋଇଛି। ପ୍ରବଳ ପବନ ଯୋଗୁଁ ଜଗତପୁର ଆଇବି ରୋଡ୍‌ରେ ଥିବା ବିଜୁ କଲୋନୀ ବସ୍ତିରେ ୧୫ରୁ ଅଧିକ...

hasina-modi
ମୋଦିଙ୍କ ବାଂଲାଦେଶ ଗସ୍ତ ଐତିହାସିକ: ହସିନା

ଢାକା: ଭାରତ-ବାଂଲାଦେଶ ମଧ୍ୟରେ ଗୁରୁତ୍ୱପୂର୍ଣ୍ଣ ୫ଟି କ୍ଷେତ୍ରରେ ସହଯୋଗ ଓ ସହଭାଗିତା ଲାଗି ବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଐତିହାସିକ ବାଂଲାଦେଶ ଗସ୍ତର ଅନ୍ତିମ ଦିନରେ ବାଂଲା ପ୍ରତିପକ୍ଷ ଶେଖ୍ ହସିନାଙ୍କ ଉପସ୍ଥିତିରେ ଏହି ରାଜିନାମା ସ୍ୱାକ୍ଷରିତ ହୋଇଛି। ଏହାମଧ୍ୟରେ ରହିଛି ଯୋଗାଯୋଗ, ଶକ୍ତି,...

rajesh-bhusan
ରାଜ୍ୟରେ କରୋନା ଟିକାର ଅଭାବ ଉପରେ ସ୍ଫଷ୍ଟୀକରଣ ରଖିଲା କେନ୍ଦ୍ର

ଭୁବନେଶ୍ୱର: ରାଜ୍ୟରେ କରୋନା ଟିକାର ଅଭାବ ଥିବା ଓ ଟିକା ଯୋଗାଣରେ କେନ୍ଦ୍ର ପାତର ଅନ୍ତର କରୁଥିବା ଅଭିଯୋଗକୁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବ ରାଜେଶ ଭୂଷଣ ଖଣ୍ଡନ କରିଛନ୍ତି। ରାଜ୍ୟ ସ୍ୱାସ୍ଥ୍ୟ ଏସିଏସ୍ ପ୍ରଦୀପ୍ତ ମହାପାତ୍ରଙ୍କୁ ଚିଠି ଲେଖି ରାଜେଶ ଭୂଷଣ କହିଛନ୍ତି, ମାର୍ଚ୍ଚ ୨୭ ସୁଦ୍ଧା ଓଡ଼ିଶାକୁ...

mask--ko
ମ୍ୟୁଟାଣ୍ଟ ଷ୍ଟ୍ରେନ୍‌କୁ ରୋକି ପାରିବ ଡବଲ ମାସ୍କ

ଭୁବନେଶ୍ୱର: ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଛି। କରୋନା ସଂକ୍ରମଣକୁ ନେଇ ସ୍ୱାସ୍ଥ୍ୟ ବିଶେଷଜ୍ଞ ନୀରଜ ମିଶ୍ର ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି। ଦେଶରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଛି। ପ୍ରଥମେ ଏହା ମହାରାଷ୍ଟ୍ର, ଆନ୍ଧ୍ର, ଛିତିଶଗଡ଼ ଓ ପଞ୍ଜାବ ଭଳି ରାଜ୍ୟରେ ଥିଲା। ଏବେ ଆମେ...

murder-in-puri
ମୃତ୍ୟୁ ପରେ ଯୁବତୀଙ୍କୁ ପୋଡ଼ି ଦେବାରୁ ପରିବାରର ୬ ଗିରଫ

ପୁରୀ: ପୁରୀ ଜିଲ୍ଲା ତଳଜଙ୍ଗ ନଈକୂଳସାହିରେ ଯୁବତୀଙ୍କ ସନ୍ଦେହଜନକ ମୃତ୍ୟୁ ଘଟଣାରେ ଯୁବତୀଙ୍କ ପରିବାରର ୬ ଜଣଙ୍କୁ ପୁରୀ ପୋଲିସ ଗିରଫ କରିଛି। ଏନେଇ ପ୍ରେସମିଟରେ ପୁରୀ ଏସ୍‌ଡିପିଓ କିଶୋର କୁମାର ମୁଣ୍ଡ ସୂଚନା ଦେଇଛନ୍ତି। ମୃତ ଯୁବତୀଙ୍କ ଭାଇ, ୩ ଦାଦା ଏବଂ ୨ ଦାଦାପୁଅ ଭାଇଙ୍କୁ...

jharushugufa
ଇଂଜିନିୟରିଂ କଲେଜରୁ ୨୧ କରୋନା ପଜିଟିଭ ଚିହ୍ନଟ

ଝାରସୁଗୁଡ଼ା: ଝାରସୁଗୁଡ଼ା ସରକାରୀ ଇଂଜିନିୟରିଂ କଲେଜରୁ ୨୧ ପଜିଟିଭ ଚିହ୍ନଟ ହୋଇଛନ୍ତି। ୨୧ ଚିହ୍ନଟଙ୍କ ମଧ୍ୟରେ ୮ ଛାତ୍ର, ୧୩ ଶିକ୍ଷକ ଓ କର୍ମଚାରୀ ଅଛନ୍ତି। ଜଣେ ଆକ୍ରାନ୍ତ ଚିହ୍ନଟ ପରେ ୧୦୦ ଜଣଙ୍କ ସାମ୍ପଲ ନିଆଯାଇଥିଲା। ୧୦୦ଟି ସାମ୍ପଲ ଟେଷ୍ଟ ପରେ ୨୧ ପଜିଟିଭ ସୂଚନା ମିଳିଛି।...

electricity
ରାଜ୍ୟରେ ବଢିଲା ବିଦ୍ୟୁତ୍ ଦର

ଭୁବନେଶ୍ୱର: ରାଜ୍ୟରେ ବିଦ୍ୟୁତ ଦର ବୃଦ୍ଧିକୁ OERC ତରଫରୁ ମଂଜୁରୀ ମିଳିଛି। କିଲୋୱାଟ୍ ପିଛା ସର୍ବନିମ୍ନ ୩୦ ପଇସା ବୃଦ୍ଧିକୁ ମଂଜୁରୀ ମିଳିଛି। ବର୍ଦ୍ଧିତ ଶୁଳ୍କ ଏପ୍ରିଲ ୪ରୁ ଲାଗୁ କରାଯିବା ନେଇ ସୂଚନା ଦିଆଯାଇଛି। ବିପିଏଲ୍ ଏବଂ ଜଳସେଚନ ଉପଭୋକ୍ତାଙ୍କ ଦର ଅପରିବର୍ତ୍ତିତ ରହିଲା। ମିଟର ରେଣ୍ଟ,...

night curfew
ମହାରାଷ୍ଟ୍ରରେ କରୋନାର ବିସ୍ଫୋରଣ ! ବଡ଼ ପଦକ୍ଷେପ ନେଲେ ସରକାର

ମୁମ୍ବାଇ: ମହାରାଷ୍ଟ୍ରରେ ନାଇଟ୍ କର୍ଫ୍ୟୁ ଜାରି ହେବାନେଇ ଘୋଷଣା ହୋଇଛି। ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କ କାର୍ଯ୍ୟାଳୟ ପକ୍ଷରୁ ଏହି ଘୋଷଣା କରାଯାଇଛି। ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ଭୟଙ୍କର ରୂପ ନେଉଥିବାରୁ ଏହି ପଦକ୍ଷେପ ନେଇଛନ୍ତି ରାଜ୍ୟ ସରକାର। ଭିଡ଼ ହ୍ରାସ, ଦିନକୁ ଦିନ ବଢଥିବା ସଂକ୍ରମଣକୁ...

modi
ଆସନ୍ତା ୨୫ ବର୍ଷ ବେଶ୍ ଗୁରୁତ୍ୱପୂର୍ଣ୍ଣ, ଚାପ ଆଗରେ ନଇଁବାନି: ମୋଦି

ଢାକା: ବାଂଲାଦେଶ ସ୍ୱାଧୀନତା ସଂଗ୍ରାମରେ ଲଢିଥିବା ମୁକ୍ତିଯୋଦ୍ଧାଙ୍କ ରକ୍ତ ଏବଂ ଭାରତୀୟ ସୈନ୍ୟଙ୍କ ରକ୍ତ ଏକାଠି ବୋହିଛି। ଏହି ରକ୍ତ ଏଭଳି ଏକ ସମ୍ପର୍କ ତିଆରି କରିବ ଯାହା କି କୌଣସି ଚାପ ଆଗେ ନଇଁବନି କି କୂଟନୀତିର ଶିକାର ହେବନି। ଆଜି ଢାକାରେ ବାଂଲାଦେଶ ରାଷ୍ଟ୍ରୀୟ ଦିବସ...

sweta-patra
ରାଜ୍ୟରେ ବେକାବୁ ହେଲାଣି କି ଆଇନଶୃଙ୍ଖଳା?

ଭୁବନେଶ୍ୱର: ରାଜ୍ୟରେ ବେକାବୁ ହେଲାଣି କି ଆଇନଶୃଙ୍ଖଳା? ବିଗିଡ଼ି ଗଲାଣି କି ଅପରାଧ ନିୟନ୍ତ୍ରଣର ହିସାବ କିତାବ? କାରଣ ପ୍ରଥମ ଥର ପାଇଁ ଯେଉଁବର୍ଷରେ କରୋନାର କଷ୍ଟ ସହ ଲୋକେ ଯୁଝୁଥିଲେ, ସେହି ବର୍ଷରେ ବି ଥମିନଥିଲା ନରହତ୍ୟା। ଦୈନିକ ଗଡୁଥିଲା ପ୍ରାୟ ୪ଟି ମୁଣ୍ଡ। ପ୍ରତିଦିନ ସାମ୍ନାକୁ...

suicide
ପୋଲିସ ନିର୍ଯାତନା ସହି ନପାରି ଜଣେ ବ୍ୟକ୍ତିଙ୍କ ଆତ୍ମହତ୍ୟା !

ସାଲେପୁର: ପୋଲିସ ନିର୍ଯାତନା ସହି ନପାରି ଜଣେ ବ୍ୟକ୍ତି ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ମାହାଙ୍ଗା ନଇଗୁଆଁରେ ଜଣେ ବ୍ୟକ୍ତି ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଘଟଣାକୁ ନେଇ ଉତ୍ତେଜନା, ନଇଗୁଁଆ ଛକରେ ଶବ ରଖି ରାସ୍ତାରୋକ କରିଛନ୍ତି। କ୍ଷତିପୂରଣ ଦାବିରେ ସ୍ଥାନୀୟ ଗ୍ରାମବାସୀ ରାସ୍ତାରୋକ କରିଛନ୍ତି। ଘଟଣା...

bmc
ଭୁବନେଶ୍ୱରରେ ବଢୁଛି ସଂକ୍ରମଣ, ଲାଗୁ ହେବ ନୂଆ ନିୟମ !

ଭୁବନେଶ୍ୱର: କୋଭିଡ୍ ସ୍ଥିତି ଉପରେ SRC ଗାଇଡ୍‌ଲାଇନ୍ ଅନୁସାରେ ପରବର୍ତ୍ତୀ ପଦକ୍ଷେପ ନିଆଯିବ ବୋଲି BMC କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି। ଭୁବନେଶ୍ୱରକୁ ରାଜ୍ୟ ଓ ଦେଶ ବାହାରୁ ଆସୁଥିବା ଲୋକଙ୍କ ଉପରେ ନଜର ରଖାଯାଇଛି। ଏଥି ସହିତ ସଚେତନତା ଓ କାର୍ଯ୍ୟାନୁଷ୍ଠାନ ଉପରେ ଗୁରୁତ୍ୱ ଦିଆଯାଉଛି। ଏପ୍ରିଲ...

dmet
ନିୟମ ମାନୁନାହାନ୍ତି, ଏମିତି ହେଲେ ବିପଦକୁ ଟାଣିବ: DMET

ଭୁବନେଶ୍ୱର: ସପ୍ତାହେ ଧରି ଶହେ ଉପରେ ରହୁଥିବା କରୋନା ଗ୍ରାଫ୍ ଦୁଇ ଶହ ପାର୍ କରିଛି। ଆଜି ୨୧୪ ନୂଆ ସଂକ୍ରମିତ ଚିହ୍ନଟ ହୋଇଛନ୍ତି। ଆଜି ଆସିଥିବା ଦୈନିକ ସଂକ୍ରମଣ ତଥ୍ୟରେ ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୩୩ ଜଣ ଅଛନ୍ତି। ସୁନ୍ଦରଗଡ଼ରୁ ୨୭ ଥିବାବେଳେ ବଲାଙ୍ଗିର ଓ କଟକରୁ...

ashrita-pattnaik
ପିପିଲି ପାଇଁ ପ୍ରାର୍ଥୀ ଘୋଷଣା କଲା ବିଜେପି

ଭୁବନେଶ୍ୱର: ପିପିଲି ଉପନିର୍ବାଚନ ଲାଗି ବିଜେପିର ପ୍ରାର୍ଥୀ ଘୋଷଣା କରିଛି। ଆଶ୍ରିତ ପଟ୍ଟନାୟକଙ୍କୁ ପିପିଲି ଲାଗି ବିଜେପିର ପ୍ରାର୍ଥୀ ଘୋଷଣା ହୋଇଛି। ୨୦୧୯ ନିର୍ବାଚନରେ ମଧ୍ୟ ବିଜେପି ଆଶ୍ରିତଙ୍କୁ ପ୍ରାର୍ଥୀ କରିଥିଲା। ସେ ୭୨,୭୩୧ ଖଣ୍ଡ ଭୋଟ ପାଇଥିଲା। ସେତେବେଳେ ବିଜେଡି ପ୍ରାର୍ଥୀ ପ୍ରଦୀପ ମହାରଥୀ ୮୮,୫୧୮ ଖଣ୍ଡ...

school'
କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ

ଭୁବନେଶ୍ୱର: ଭାରତ ବନ୍ଦ ଡାକରା ପରିପ୍ରେକ୍ଷୀରେ କାଲି ରାଜ୍ୟର ସବୁ ଶିକ୍ଷାନୁଷ୍ଠାନ ବନ୍ଦ ରହିବ। ରାଜ୍ୟର ସମସ୍ତ ସରକାରୀ ଓ ଘରୋଇ ସ୍କୁଲ ବନ୍ଦ ରହିବ। ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ମଧ୍ୟ ରହିବ। କାଲି...

jagannatha
ସୁପ୍ରିମକୋର୍ଟ ଗଲା ଜଗା ଜମି ମାମଲା

ପୁରୀ: ସୁପ୍ରିମକୋର୍ଟ ଗଲା ଜଗା ଜମି ମାମଲା। ମହାପ୍ରଭୁ ଜଗନ୍ନାଥଙ୍କ ଜମି ବିକ୍ରିକୁ ବିରୋଧ କରି ସୁପ୍ରିମକୋର୍ଟରେ ମାମଲା ଦାୟର କରାଯାଇଛି। ଜନ ସ୍ୱାଭିମାନ ୱେଲଫେୟାର ସୋସାଇଟି ପକ୍ଷରୁ ମାମଲା ଦାୟର ହୋଇଛି। ମାମଲାରେ କେନ୍ଦ୍ର, ରାଜ୍ୟ ସରକାର ଓ ଶ୍ରୀମନ୍ଦିର ପ୍ରଶାସନକୁ ପକ୍ଷଭୁକ୍ତ କରାଯାଇଛି। ଜଗନ୍ନାଥଙ୍କ ଜମି...

mandap seal
କମ୍ପ୍ଲେକ୍ସ ପରେ କଟକରେ କୋଚିଂ ସେଣ୍ଟର ସିଲ୍

କଟକ: ଚଣ୍ଡି ଛକରେ ଥିବା ଏକ କୋଚିଂ ସେଣ୍ଟର ସିଲ୍। କୋଭିଡ୍‌ ଗାଇଡଲାଇନ ଉଲ୍ଲଂଘନ ଅଭିଯୋଗରେ CMC ସିଲ୍‌ କରିଛି। ସକାଳେ ରାଣୀହାଟରେ ଏକ ସପିଂ କଂପ୍ଲେକ୍ସ ସିଲ୍ କରାଯାଇଥିଲା। ସେପଟେ ଆଜି ଓଡ଼ିଶାରେ ୨୧୪ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ୧୨୬ ଜଣ କ୍ୱାରେଣ୍ଟିନରେ ଥିବାବେଳେ୮୮ ଟି...

ravenshaw
ରେଭେନ୍ସାରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ

କଟକ: ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ୩ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ପିଜି କାଉନସିଲ୍ ଚେୟାରମ୍ୟାନ୍ ସ୍ମୃତିପ୍ରଭା ଦାସ ସୂଚନା ଦେଇଛନ୍ତି। ୩ ଜଣଙ୍କ ମଧ୍ୟରେ ୨ ଅଧ୍ୟାପିକା ଓ ଜଣେ ବିଦ୍ୟାର୍ଥୀ ଅଛନ୍ତି। ସେ କହିଛନ୍ତି ଯେ ଏବେ ପାଠ ପଢ଼ା ଜାରି ରହିବ। ଅଫ୍‌ଲାଇନ୍‌ରେ ନ...

bjp-mla-biranchi
ଭ୍ୟାକ୍ସିନ୍‌ ନେବା ପରେବି ବିଧାୟକଙ୍କୁ କରୋନା

ରାଞ୍ଚି: କରୋନା ଟିକା ନେବା ପରେବି ବିଜେପି ବିଧାୟକଙ୍କୁ କରୋନା। ଝାରଖଣ୍ଡ ବୋକାରୋର ବିଜେପି ବିଧାୟକ ବିରଞ୍ଚି ନାରାୟଣ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ବିଧାନସଭା ବଜେଟ୍‌ ଅଧିବେଶନରେ ଯୋଗଦେବାର ଗୋଟିଏ ଦିନ ପରେ ତାଙ୍କର କରୋନା ରିପୋର୍ଟ ପଜିଟିଭ୍ ଆସିଛି। ସେ ଝାରଖଣ୍ଡ ବିଧାନସଭାର ମୁଖ୍ୟ ସଚେତକ। ସବୁଠାରୁ...

bank
୭ ଦିନ ବନ୍ଦ ରହିବ ବ୍ୟାଙ୍କ୍ !

ନୂଆଦିଲ୍ଲୀ:  ଆସନ୍ତା ୨୭ ତାରିଖରୁ ଏପ୍ରିଲ ୪ ମଧ୍ୟରେ ଦେଶର ସମସ୍ତ ସରକାରୀ ଓ ବେସରକାରୀ ବ୍ୟାଙ୍କଗୁଡ଼ିକ ପ୍ରାୟ ୭ ଦିନ କାଳ ବନ୍ଦ ରହିବ। ପ୍ରଥମେ ମାର୍ଚ୍ଚ ୨୭ରୁ ୨୯ ତାରିଖ ଯାଏ ଲଗାତର ୩ଦିନ ବ୍ୟାଙ୍କ ବନ୍ଦ ରହିବ। କାରଣ ୨୭ ତାରିଖ ହେଉଛି ୪ର୍ଥ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।