• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

saree
ଶାଢ଼ିରେ ଶୋଭା ପାଉଛି ଅଖଣ୍ଡ ଭାରତର ମାନଚିତ୍ର

ସୋନପୁର: ବିଶ୍ୱ ପ୍ରସିଦ୍ଧ ସୁବର୍ଣ୍ଣପୁର ବାନ୍ଧ କଳାର ଆଉ ଏକ ଉତ୍କୃଷ୍ଟ ନିଦର୍ଶନ। ସୂକ୍ଷ୍ମସୂତାରୁ ଶିଳ୍ପୀ ହାତବୁଣା ଶାଢ଼ି କହୁଛି ଦେଶ ପ୍ରେମର କଥା। ଶାଢ଼ିରେ ଶୋଭା ପାଉଛି ଅଖଣ୍ଡ ଭାରତର ମାନଚିତ୍ର। ତା ସହ ୨୮ ରାଜ୍ୟର ନାଁ ଓ ସବୁ ରାଜ୍ୟର ମାନଚିତ୍ର। ବିନା ରଙ୍ଗ...

jagannath-temple
ସପ୍ତାହକୁ ଦିନଟିଏ ବନ୍ଦ ରହିବ ଶ୍ରୀମନ୍ଦିର

ସପ୍ତାହକୁ ଦିନଟିଏ ବନ୍ଦ ରହିବ ଶ୍ରୀମନ୍ଦିର । ସୂଚନା ଦେଲେ ପୁରୀ ଜିଲ୍ଲାପାଳ #Odisha

coronavirus
ନୂଆ ଷ୍ଟ୍ରେନ୍‌ ଚିହ୍ନଟ ନେଇ ଆମେ ଜାଣିଥିଲୁ: ସ୍ୱାସ୍ଥ୍ୟ ଏସିଏସ୍

ଭୁବନେଶ୍ୱର: ଓଡ଼ିଶାରେ ୩ ୟୁକେ ଷ୍ଟ୍ରେନ୍ ଚିହ୍ନଟ ନେଇ ସ୍ୱାସ୍ଥ୍ୟ ACS ଚାଞ୍ଚଲ୍ୟକର ସୂଚନା ଦେଇଛନ୍ତି। ଚିହ୍ନଟ ୩ଟି ଗତ ଡିସେମ୍ବରରେ ଆସିଥିବା ୟୁକେ ଫେରନ୍ତାଙ୍କ ଷ୍ଟ୍ରେନ୍। ICMR ପକ୍ଷରୁ ଜିନୋମ୍ ସିକ୍ୟୁଏନ୍ସିଂ ବେଳେ ଏକଥା ଜାଣିଥିଲୁ, ଲୋକେ ଭୟଭୀତ ହୋଇପଡ଼ିବେ ବୋଲି ପ୍ରକାଶ କରାଯାଉନଥିଲା। ଲୋକେ କୌଣସି...

new-strain
ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ ୟୁକେ ଷ୍ଟ୍ରେନ୍

ଭୁବନେଶ୍ୱର: ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ମଧ୍ୟରେ ୩ଜଣ ୟୁକେ ଷ୍ଟ୍ରେନ୍ ରହିଛି। ୩ ୟୁକେ ଷ୍ଟ୍ରେନ ଚିହ୍ନଟ ନେଇ କେନ୍ଦ୍ର ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ନେସନାଲ ସେଣ୍ଟର ଫର୍ ଡିଜିଜ୍ କଣ୍ଟ୍ରୋଲ ନିର୍ଦ୍ଦେଶକ ଏସ୍.କେ ସିଂହ କହିଛନ୍ତି, ୧୮ଟି ରାଜ୍ୟରୁ ମୋଟ ୭୭୧ ନୂଆ ଷ୍ଟ୍ରେନ୍ ଚିହ୍ନଟ...

holi
ପରସ୍ପର ଉପରେ ରଙ୍ଗ ଅବିର ପକାଇବା ସଂପୂର୍ଣ୍ଣ ମନା

ଜଗତସିଂହପୁର: ଜଗତସିଂହପୁର ଜିଲ୍ଲାରେ ଦୋଳ ଓ ହୋଲି ପାଇଁ ଗାଇଡଲାଇନ ଜାରି ହୋଇଛି। ସର୍ବସାଧାରଣ ସ୍ଥାନରେ ହୋଲି ଖେଳ ମନା କରାଯାଇଛି। କେବଳ ଘରେ ଖେଳିବାକୁ ପରାମର୍ଶ ଦିଆଯାଇଛି। ମନ୍ଦିରରେ ଦୋଳ ନୀତି ସର୍ବାଧିକ ୨୦ ଜଣଙ୍କୁ ନେଇ ପାଳନ କରିପାରିବେ। ଦୋଳ ମେଳଣରେ ମାସ୍କ ବାଧ୍ୟତାମୂଳକ, ୧୦୦...

india
ପୁଣେରେ ମାଟି କାମୁଡ଼ିଲା ଇଂଲଣ୍ଡ: ପ୍ରଥମ ମ୍ୟାଚ୍‌ରେ ଭାରତର ଜବରଦସ୍ତ ବିଜୟ

ପୁଣେ: ଇଂଲଣ୍ଡ ବିପକ୍ଷ ଦ୍ୱିପାକ୍ଷିକ ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଭାରତର ଜବରଦସ୍ତ ବିଜୟ। ପୁଣେରେ ଖେଳାଯାଇଥିବା ଏହି ମ୍ୟାଚକୁ ୬୬ ରନରେ ଜିତି ନେଇଛି ବିରାଟ ବାହିନୀ। ଟସ୍ ହାରି ପ୍ରଥମେ ବ୍ୟାଟିଂ କରିଥିବା ଟିମ୍ ଇଣ୍ଡିଆ ନିର୍ଦ୍ଧାରିତ ୫୦ ଓଭରରେ ୫ ଓ୍ୱିକେଟ୍ ହରାଇ କରିଥିଲା।...

viral-audio
ପୋଲିସ୍‌ଙ୍କୁ ବିଧାୟକଙ୍କ ଧମକ: ଡିଜିଙ୍କୁ କହି ମୋଟୁ ଅଞ୍ଚଳକୁ ଫୋପାଡ଼ି ଦେବି

ଭୁବନେଶ୍ୱର: ଚାନ୍ଦବାଲି ବିଧାୟକ ବ୍ୟୋମକେଶ ରାୟ ପୋଲିସକୁ ଧମକ ଦେଉଥିବା ଅଡ଼ିଓ ଭାଇରାଲ ହେଉଛି। ଭଦ୍ରକ ବାଂଶଡ଼ା ଥାନା ଏଏସ୍ଆଇ ଗୁରୁଚରଣ ବେହେରାଙ୍କୁ ବିଧାୟକ ବ୍ୟୋମକେଶ ରାୟ ଫୋନ୍ ଯୋଗେ ଧମକ ଦେଉଥିବା ଅଡ଼ିଓ ଏବେ ମୋବାଇଲ୍‌ରୁ ମୋବାଇଲ୍‌କୁ ଘୁରି ବୁଲୁଛି। ଡିଜିଙ୍କୁ କହି ମୋଟୁ ଅଞ୍ଚଳକୁ ଫୋପାଡ଼ି...

Corona-new
ଆସିଲା ନୂଆ ଗାଇଡଲାଇନ୍‌: ବାହାଘରରେ ୨ ଶହ, ଶୁଦ୍ଧିକ୍ରିୟାରେ ୫୦ ଜଣଙ୍କୁ ଅନୁମତି

ଭୁବନେଶ୍ୱର: କରୋନା ପାଇଁ ନୂଆ ଗାଇଡଲାଇନ ଜାରି କଲେ ରାଜ୍ୟ ସରକାର। ବାହାଘର ଭଳି ଉତ୍ସବରେ ଲୋକସଂଖ୍ୟା କମାଇବାକୁ ନିର୍ଦ୍ଦେଶ ଦିଆଯାଇଛି। ପୂର୍ବରୁ ସର୍ବାଧିକ ସଂଖ୍ୟା ୫ଶହ ଥିଲା, ଏବେ ୨ଶହକୁ ହ୍ରାସ ହୋଇଛି। ଦଶାହ, ଶୁଦ୍ଧିକ୍ରିୟାରେ ଏଣିକି ୫ଶହ ଜାଗାରେ ୫୦ ଜଣଙ୍କୁ ଅନୁମତି ଦିଆଯାଇଛି। ବାହାଘର,...

maoist landmine blast
ଲ୍ୟାଣ୍ଡ ମାଇନ୍ ବିସ୍ଫୋରଣରେ ୫ ଯବାନ ସହିଦ୍

ମାଲକାନଗିରି: ଲ୍ୟାଣ୍ଡମାଇନ୍ ବିସ୍ଫୋରଣରେ ୫ ଯବାନ ସହିଦ୍ ହୋଇଛନ୍ତି। ଛତିଶଗଡ଼ ନାରାୟଣପୁର ଜିଲ୍ଲା କୋଡେନାର ଜଙ୍ଗଲରେ ବିସ୍ଫୋରଣ ହୋଇଛି। DRG ଯବାନଙ୍କୁ ବସ୍‌ରେ ନେଇ ଯାଉଥିବା ବେଳେ ବିସ୍ଫୋରଣ ଘଟିଥିଲା। ବସ୍‌ରେ ଥିବା ଅନ୍ୟ ୨୧ ଯବାନ ଆହତ ହୋଇଛନ୍ତି। ଏଥିରେ ୬ ଜଣ ଗୁରୁତର ହୋଇଛନ୍ତି। ସେମାନଙ୍କ...

Kangana-ranawat
ଥଲାଇଭିର ଟ୍ରେଲର୍ ରିଲିଜ୍‌ ପରେ ମଞ୍ଚରେ କାନ୍ଦି ପକାଇଲେ କଙ୍ଗନା

ମୁମ୍ୱାଇ: ରିଲିଜ୍ ହୋଇଛି ହିନ୍ଦୀ ଫିଲ୍ମ ଥଲାଇଭିର ଟ୍ରେଲର୍। ସାହାସୀ ଓ ବଳିଷ୍ଠ ଅବତାରରେ ନଜର ଆସିଛନ୍ତି କଙ୍ଗନା ରାଣାୱତ୍। ପୁଣି ଥରେ ପରଦା ଉପରେ କଙ୍ଗନାଙ୍କୁ ଭିନ୍ନ ଅବତାରରେ ଦେଖିବାକୁ ମିଳିବ। ଦିବଂଗତ ତାମିଲନାଡ଼ୁ ମୁଖ୍ୟମନ୍ତ୍ରୀ ଜୟଲଳିତାଙ୍କ କାହାଣୀକୁ ନେଇ ଫିଲ୍ମ ଆଧାରିତ। ଜୟଲଳିତାଙ୍କ ଫିଲ୍ମ, ରାଜନୈତିକ...

bjp
ସରକାରକୁ ଆସିଲେ ୧୦ ଲକ୍ଷ ନିଯୁକ୍ତି ଦେବୁ: ବିଜେପି

ଗୌହାଟୀ: ଆସାମ ନିର୍ବାଚନ ପାଇଁ ବିଜେପି ନିର୍ବାଚନୀ ଇସ୍ତାହାର ଜାରି କରିଛି। ଗୌହାଟୀରେ ଆଜି ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ସଂକଳ୍ପ ପତ୍ର ଜାରି କରି ଆସାମବାସୀଙ୍କୁ ୧୦ଟି ପ୍ରତିଶ୍ରୁତି ଦେଇଛନ୍ତି। ଜଳ, ଜୀବିକା ଓ ଯୁବାବର୍ଗକୁ ଏଥର ସଙ୍କଳ୍ପ ପତ୍ରରେ ଗୁରୁତ୍ୱ ଦିଆଯାଇଛି। ରାଜ୍ୟରେ ୧୦...

injured
ତେଲେଙ୍ଗାନାରେ ଗ୍ୟାଲେରୀ ଭୁଶୁଡ଼ି ୧୦୦ରୁ ଉର୍ଦ୍ଧ୍ୱ ଆହତ

ତେଲେଙ୍ଗାନା(ଯଶୋବନ୍ତ ପାଢୀ): ତେଲେଙ୍ଗାନାରେ ଗ୍ୟାଲେରୀ ଭୁଶୁଡ଼ି ୧୦୦ରୁ ଉର୍ଦ୍ଧ୍ୱ ଆହତ।ସୋମବାର ତେଲେଙ୍ଗାନାର ସୂର୍ଯ୍ୟପେଟରେ ୪୭ ତମ ଜାତୀୟ ଜୁନିଅର କବାଡି ଟୁର୍ଣ୍ଣାମେଣ୍ଟ ପାଇଁ ବହୁ ସଂଖ୍ୟାରେ ଲୋକ ଏକତ୍ରିତ ହୋଇଥିଲେ। ସେହି ସମୟରେ ଏକ ଗ୍ୟାଲେରୀ ଭୁଶୁଡ଼ି ଯାଇଥିଲା। ଆହତମାନଙ୍କୁ ତୁରନ୍ତ ନିକଟସ୍ଥ ଡାକ୍ତରଖାନାକୁ ନିଆଯାଇଥିଲା। ଗୁରୁତର ଅବସ୍ଥାରେ...

cbse
ଡୁପ୍ଲିକେଟ ଡକ୍ୟୁମେଣ୍ଟ୍ ପାଇବା ପାଇଁ କ'ଣ କରିବେ ସିବିଏସ୍‌ଇ ଛାତ୍ରଛାତ୍ରୀ? ଜାଣନ୍ତୁ...

ଭୁବନେଶ୍ୱର: କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍ଇ) ଏକାଦଶ ଏବଂ ଦ୍ୱାଦଶ ଶ୍ରେଣୀ ପାସ୍ କରିବା ପରେ ଛାତ୍ରଛାତ୍ରୀଙ୍କୁ ଡୁପ୍ଲିକେଟ ଡକ୍ୟୁମେଣ୍ଟ୍ ପ୍ରଦାନ ପ୍ରକ୍ରିୟାକୁ ସରଳ କରିବା ପାଇଁ ସ୍ୱତନ୍ତ୍ର ବ୍ୟବସ୍ଥା ଆଣିଛି। ବର୍ତ୍ତମାନ, ବୋର୍ଡ ଛାତ୍ରମାନଙ୍କୁ X ଏବଂ XII ପରୀକ୍ଷାରେ ଉତ୍ତୀର୍ଣ୍ଣ ହେବା ପରେ, ଏହି...

water
ବଣ୍ଡାଘାଟିର ବିକଳ ଚିତ୍ର: ପାଣି ପିଇବ ତ ପାହାଡ଼ ଚଢ଼

ମାଲକାନଗିରି: ଦୁର୍ବିସହ ଜୀବନ ଜିଉଁଛନ୍ତି ମାଲକାନଗିରି ବଣ୍ଡା ଘାଟିର ଲୋକେ। ରାତି ପାହୁ ପାହୁ ମୁନ୍ଦିଏ ପାଣି ପାଇଁ ସଂଘର୍ଷ କରନ୍ତି। ନିତି ଡହଳ ବିକଳ ଅବସ୍ଥା। ଆବଡ଼ା ଖାବଡ଼ା ପଥୁରିଆ ରାସ୍ତାରେ ୨ କିଲୋମିଟର ଦୂର ଯିବାକୁ ପଡ଼େ। ଭରସା କେବଳ ପାହାଡ଼ୀ ଝରଣା। ସେଇଠି ହାତ...

odisha
ଦୁର୍ନୀତି କରି ଚାକିରିରୁ ତଡ଼ା ଖାଇଲେ ସରକାରୀ ବାବୁ

ଭୁବନେଶ୍ୱର: ଦୁର୍ନୀତି ଓ ଅପାରଗ ଅଧିକାରୀଙ୍କ ବିରୋଧରେ କଠୋର ଆଭିମୁଖ୍ୟ ନେଇଛନ୍ତି ରାଜ୍ୟ ସରକାର। ଆଜି ୪ ଜଣ ଅଧିକାରୀଙ୍କ ବିରୋଧରେ କଡ଼ା କାର୍ଯ୍ୟାନୁଷ୍ଠାନ ହୋଇଛି। ୨ ଜଣଙ୍କୁ ଚାକିରିରୁ ବରଖାସ୍ତ କରାଯାଇଥିବା ବେଳେ ଆଉ ୨ ଜଣଙ୍କୁ ପେନ୍‌ସନ୍ ସଂକ୍ରାନ୍ତୀୟ ସୁବିଧାକୁ ପୁରା ବନ୍ଦ କରି ଦେଇଛନ୍ତି...

night-curfew
ଓଡ଼ିଶାର ଏଇ ଜିଲ୍ଲାରେ ନାଇଟ୍‌ କର୍ଫ୍ୟୁ ଘୋଷଣା

ସର୍ବସାଧାରଣ ଜାଗାରେ ଦୋଳ, ହୋଲି ପର୍ବ ପାଳନ ମନା। କୋଭିଡ଼ ଗାଇଡଲାଇନ ମାନି ୫୦ ଜଣରେ ହେବ ଦୋଳ ମେଳ। ସର୍ବସାଧାରଣ ଜାଗାରେ ସର୍ବାଧିକ ୨ଶହ ଲୋକରେ ହେବ ବଡ଼ଯାତ୍ରା। କୋଭିଡ଼ ଗାଇଡଲାଇନ ମାନି ମାସ୍କ, ସାମାଜିକ ଦୂରତାରେ ବଡ଼ଯାତ୍ରା ପାଳନ। ମାଲକାନଗିରି: ପୁଣି ରାଜ୍ୟକୁ ଫେରିଲା ନାଇଟ୍...

bidhansabha
କାଲି ଗାନ୍ଧିମୟ ହେବ ଓଡ଼ିଶା ବିଧାନସଭା

ଭୁବନେଶ୍ୱର: ଆସନ୍ତାକାଲି ଗାନ୍ଧିମୟ ହେବ ଓଡ଼ିଶା ବିଧାନସଭା। ମହାତ୍ମା ଗାନ୍ଧିଙ୍କ ଉପରେ କାଲି ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହେବ। ଗାନ୍ଧିଙ୍କ ଓଡ଼ିଶା ଆଗମନକୁ ଶହେ ବର୍ଷ ପୂର୍ତ୍ତି ଅବସରରେ ଆଲୋଚନା ହେବ। ଗାନ୍ଧିଙ୍କ ଓଡ଼ିଶା ଆଗମନକୁ ଆସନ୍ତାକାଲି ଶହେ ବର୍ଷ ପୂରିବ। ଏନେଇ ବିଧାନସଭାରେ ସ୍ୱତନ୍ତ୍ର ଆଲୋଚନା ହେବ...

top
ଛିଛୋରେ ସର୍ବଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର, କଙ୍ଗନା ଶ୍ରେଷ୍ଠ ଅଭିନେତ୍ରୀ

ମୁମ୍ବାଇ: ୬୭ତମ ଜାତୀୟ ଚଳଚ୍ଚିତ୍ର ପୁରସ୍କାର-୨୦୧୯ ଘୋଷଣା କରାଯାଇଛି। ଛିଛୋରେ ସର୍ବଶ୍ରେଷ୍ଠ ହିନ୍ଦୀ ଚଳଚ୍ଚିତ୍ର ଭାବେ ବିବେଚିତ ହୋଇଛି। ଏହି ଫିଲ୍ମରେ ମୁଖ୍ୟ ନାୟକ ଭାବେ ଅଭିନୟ କରିଥିଲେ ଦିବଂଗତ ଅଭିନେତା ସୁଶାନ୍ତ ସିଂ ରାଜପୁତ। ଫିଲ୍ମ ମଣିକର୍ଣ୍ଣିକା ପାଇଁ କଙ୍ଗନା ରଣାୱତ୍ ଶ୍ରେଷ୍ଠ ଅଭିନେତ୍ରୀ ହୋଇଛନ୍ତି। ସେହିପରି...

bmc
ଭୁବନେଶ୍ୱରର ସ୍ଥିତି ଟିକେ ଚିନ୍ତାଜନକ: କମିଶନର

ଭୁବନେଶ୍ୱର: ଭୁବନେଶ୍ୱରେ ବଢୁଛି କରୋନା ସଂକ୍ରମଣ। ବିଏମ୍‌ସିରେ କୋଭିଡ୍ ସ୍ଥିତି ନେଇ ବିଏମ୍‌ସି କମିଶନର ପ୍ରେମଚନ୍ଦ୍ର ଚୌଧୁରୀ କହିଛନ୍ତି ଯେ ଭୁବନେଶ୍ୱରରେ ଟେଷ୍ଟିଂ ବଢାଯିବ। କଣ୍ଟାକ୍ଟ ଟ୍ରେସିଂ, ଆଇସୋଲେସନ୍ ଉପରେ ଗୁରୁତ୍ୱ ଦିଆଯିବ। ସେହିପରି ଏୟାରପୋର୍ଟ ଓ ଷ୍ଟେସନରେ ଯାଂଚ କଡ଼ାକଡ଼ି କରାଯିବ। RT-PCR ଟେଷ୍ଟ ସଂଖ୍ୟା ବଢାଯିବ...

minor girl raped
ରାଜ୍ୟରେ ବଢୁଛି ସାଇବର ଅପରାଧ ମାମଲା; ଦିନକୁ ୮ ଦୁଷ୍କର୍ମ !

ଭୁବନେଶ୍ୱର: ରାଜ୍ୟରେ ବଢୁଛି ସାଇବର ଅପରାଧ ମାମଲା। ୨୦୧୯ ମସିହାରେ ୧ ହଜାର ୪୭୫ ମାମଲା ରୁଜୁ ହୋଇଥିଲା ହେଲେ ୨୦୨୦ରେ ମାମଲା ସଂଖ୍ୟା ୧ ହଜାର ୯୩୧କୁ ବୃଦ୍ଧି ପାଇଛି। ବିଧାନସଭାରେ ସୌମ୍ୟ ରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ ଏଭଳି ଉତ୍ତର ରଖିଛନ୍ତି ଗୃହ ରାଷ୍ଟ୍ରମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର।...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।