• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

maha-agadi
ଅନିଲ ଦେଶମୁଖଙ୍କୁ ନେଇ ବ୍ୟାକଫୁଟ୍‌ରେ ମହାଅଘାଡି ସରକାର; ମେଣ୍ଟରେ ଫାଟ ସୃଷ୍ଟି ନେଇ ଚର୍ଚ୍ଚା

ମୁମ୍ବାଇ: ଅମ୍ବାନୀଙ୍କ ଘର ଆଣ୍ଟାଲିଆ ନିକଟରୁ ଜିଲେଟିନ୍ ରଖା ଯାଇଥିବା ଗାଡି ଠାବ ପରେ ମହାରାଷ୍ଟ୍ରରେ ଜାରି ରହିଛି ଘମାସାନ। ମହାରାଷ୍ଟ୍ର ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୁଦ୍ଧରେ ପୂର୍ବତନ ମୁମ୍ବାଇ ଟପ୍ କପ୍ ପରମବୀର ସିଂହଙ୍କ ସାଂଘାତିକ ଅଭିଯୋଗକୁ ନେଇ ମହାରାଷ୍ଟ୍ର ରାଜନୀତିରେ କଂପନ। ନିଜେ ଗୃହମନ୍ତ୍ରୀ, ଟଙ୍କା...

fake-news
ବ୍ରହ୍ମପୁର ସଟ୍‌ଡାଉନ୍ ଖବର ମିଛ: ଓଟିଭି

ଭୁବନେଶ୍ୱର: ଓଟିଭି ଗ୍ରାଫିକ୍ସ ଓ ଲୋଗୋକୁ ବ୍ୟବହାର କରି ସୋସିଆଲ ମିଡିଆରେ ବ୍ରହ୍ମପୁର ସହର ସଟଡାଉନ୍ ନେଇ ପ୍ରସାରିତ ହେଉଛି ମିଛ ଖବର। ଓଟିଭି ଚଳିତ ବର୍ଷ ବ୍ରହ୍ମପୁର ସହର ସଟ୍‌ଡାଉନ୍ ନେଇ କୌଣସି ଖବର ପ୍ରସାରଣ କରିନାହିଁ। #ବ୍ରହ୍ମପୁର_ସଟ୍‌ଡାଉନ୍_ଖବର_ମିଛ#OTV ଗ୍ରାଫିକ୍ସ ଓ ଲୋଗୋକୁ ବ୍ୟବହାର କରି ସୋସିଆଲ...

corona
କରୋନା ଗ୍ରାଫ୍ ଉପରମୁହାଁ: ଦ୍ୱିତୀୟ ଲହର୍‌ ଆସିଯାଇଛି କହିଲେ ବିଶେଷଜ୍ଞ‌

ଭୁବନେଶ୍ୱର: କରୋନାର ଦୈନିକ ସଂକ୍ରମଣ ବଢାଉଛି ଚିନ୍ତା। ରାଜ୍ୟରେ ଗତ ଦୁଇଦିନ ସଂକ୍ରମିତଙ୍କ ସଂଖ୍ୟା ଶହେରୁ ଅଧିକ ରହୁଥିବା ବେଳେ ଆଜି କିନ୍ତୁ ୯୮କୁ ଖସି ଆସିଛି। ତେବେ ୮ ଦିନର ବ୍ୟବଧାନ ପରେ ରାଜ୍ୟରେ ଆଉ ଏକ ଜୀବନ ନେଇଛି କରୋନା। ମୃତକ ଜଣକ ଖୋର୍ଦ୍ଧା ଜିଲ୍ଲାରୁ...

bjp-manifesto
ବିଜେପିର ନିର୍ବାଚନୀ ଇସ୍ତାହାର: ମହିଳାଙ୍କୁ ଚାକିରି, ମାଗଣା ପାଠପଢା

କୋଲକାତା: ପଶ୍ଚିମବଙ୍ଗ ପାଇଁ ନିର୍ବାଚନୀ ଇସ୍ତାହାର ଘୋଷଣା କରିଛନ୍ତି ଗୃହମନ୍ତ୍ରୀ ଅମିତ୍ ଶାହ। ବିଜେପି ଫୋକସ୍‌ରେ ପଶ୍ଚିମବଙ୍ଗର ମହିଳା ଭୋଟର୍। ତେଣୁ ସଙ୍କଳ୍ପ ପତ୍ରରେ ମହିଳାଙ୍କୁ ଆକୃଷ୍ଟ କରିବାକୁ ଘୋଷଣା ହୋଇଛି ଏକାଧିକ ପ୍ରସ୍ତାବ। ରାଜ୍ୟରେ ସରକାରକୁ ଆସିଲେ ମହିଳାଙ୍କୁ ୩୩ ପ୍ରତିଶତ ସରକାରୀ ଚାକିରୀରେ ସରଂକ୍ଷଣ, କେଜିରୁ...

school
କାୟା ମେଲାଉଛି କରୋନା: ଛତିଶଗଡ଼ରେ ସ୍କୁଲ୍, କଲେଜ ବନ୍ଦ

ରାୟପୁର: ଛତିଶଗଡ଼ରେ ସ୍କୁଲ୍, କଲେଜ ଓ ଅଙ୍ଗନବାଡ଼ି ବନ୍ଦ ପାଇଁ ନିଷ୍ପତ୍ତି। କରୋନା ସଂକ୍ରମଣ ବଢ଼ୁଥିବାରୁ ଶିକ୍ଷାନୁଷ୍ଠାନ ବନ୍ଦ ପାଇଁ ଘୋଷଣା କରାଯାଇଛି। ଏନେଇ ଗଣମାଧ୍ୟମକୁ ମନ୍ତ୍ରୀ ରବୀନ୍ଦ୍ର ଚୌବେ ସୂଚନା ଦେଇଛନ୍ତି। ଦେଶର ବିଭିନ୍ନ ସ୍ଥାନରେ ଏବେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ୁଥିବା ଦେଖିବାକୁ ମିଳିଛି। ଏଥିପାଇଁ...

cricket
କୋହଲି ବାହିନୀର କମାଲ: ଟି-ଟ୍ୱେଣ୍ଟି ସିରିଜ କବ୍‌ଜା କଲା ଭାରତ

ଅହମ୍ମଦବାଦ: ମୋଟେରାରେ ଭାରତର ବିଜୟ। ୫ ମ୍ୟାଚ୍ ବିଶିଷ୍ଟ ସିରିଜକୁ ୩-୨ରେ ଜିତିଲା ଭାରତ। ଏଠାରେ ଚାଲିଥିବା ପଞ୍ଚମ ତଥା ଶେଷ ଟି-୨୦ ମ୍ୟାଚ୍‌ ଜିତି ଭାରତ ସିରିଜ୍ ଦଖଲ କରିନେଇଛି। ଏହି ମ୍ୟାଚରେ କୋହଲି ବାହିନୀ ୩୬ ରନରେ ଇଂଲଣ୍ଡକୁ ହରାଇଛି।  ଭାରତ ପ୍ରଥମେ ବ୍ୟାଟିଂ କରି...

smoke
ଟ୍ରେନ୍ ଭିତରେ ଧୂମପାନ କଲେ ହେବେ ଗିରଫ !

ନୂଆଦିଲ୍ଲୀ: ଟ୍ରେନ୍ ଭିତରେ ଧୂମପାନ କଲେ ଧୂମପାନକାରୀଙ୍କ ବିରୋଧରେ ହେବ କଡ଼ା କାର୍ଯ୍ୟାନୁଷ୍ଠାନ। ଧୂମପାନକାରୀ ଧରାପଡ଼ିଲେ ସରକାରୀ ସମ୍ପତ୍ତି ନଷ୍ଟ ଅଭିଯୋଗରେ ସେମାନେ ଗିରଫ ବି ହୋଇପାରନ୍ତି। ନିକଟରେ ଉତ୍ତରାଖଣ୍ଡରେ ଶତାବ୍ଦୀ ଏକ୍ସପ୍ରେସ ଟ୍ରେନରେ ନିଆଁ ଲାଗିବା ପରେ ଏଭଳି ନିଷ୍ପତ୍ତି ନେଇଛି ରେଳ ବିଭାଗ। ବିଡ଼ି କିମ୍ବା...

bhoji
ଭୋଜି ଖାଇ ୨ ଶ୍ରମିକ ମୃତ, ୪ ଗୁରୁତର

ଢେଙ୍କାନାଳ: ଢେଙ୍କାନାଳ ଜିଲ୍ଲା କାମାକ୍ଷାନଗରରେ ଅଭାବନୀୟ ଘଟଣା। ଘର ଛାତ କାମ ବେଳେ ଭୋଜି ଖାଇ ୨ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିବା ସୂଚନା ମିଳିଛି।୧୫ରୁ ଅଧିକ ଅସୁସ୍ଥ ହୋଇଥିବା ବେଳେ ୪ ଜଣଙ୍କ ଅବସ୍ଥା ଗୁରୁତର ଅଛି। ଗୁରୁବାର ବେଢ଼ାପାଳ ଗାଁରେ ଘର ଛାତ କାମ ବେଳେ ଭୋଜି...

driver
ଡ୍ରାଇଭରକୁ ପିଟି ପିଟି ମାରିଦେଲେ ଉତ୍ତ୍ୟକ୍ତ ଲୋକେ

ବ୍ରହ୍ମପୁର: ଦୁର୍ଘଟଣା ପରେ ଟିପ୍ପର ଡ୍ରାଇଭରକୁ ଉତ୍ତ୍ୟକ୍ତ ଲୋକେ ପିଟି ପିଟି ମାରିଦେଲେ। ଗଞ୍ଜାମ ଜିଲ୍ଲା ପାଟପୁର ଡେଙ୍ଗାଡି ଛକରେ ଘଟିଛି ଏଭଳି ଅଭାବନୀୟ ଘଟଣା। ସଂପୃକ୍ତ ଡ୍ରାଇଭର ଜଣକ ଦ୍ରୁତଗତିରେ ଟିପର ଚଲାଇ ଆସୁଥିଲେ। ସେହି ଟିପ୍ପର ଧକ୍କାରେ ଜଣେ ବାଇକ୍ ଆରୋହୀଙ୍କ ମୃତ୍ୟୁ ହୋଇଥିଲା। ମୃତ...

traffic
ବଢ଼ିଲା ଲର୍ଣ୍ଣର୍ସ ଲାଇସେନ୍ସର ବୈଧତା ଅବଧି

ଭୁବନେଶ୍ୱର: ବଢ଼ିଲା ଲର୍ଣ୍ଣର୍ସ ଲାଇସେନ୍ସର ବୈଧତା ଅବଧି। ଲର୍ଣ୍ଣର୍ସ ଲାଇସେନ୍ସର ବୈଧତା ଅବଧି ଆଉ ୩ ମାସ ବଢାଇଲେ ରାଜ୍ୟ ସରକାର। ବୈଧତା ଅବଧିକୁ ୨୦୨୧ ଜୁନ୍‌ ୩୦ ଯାଏଁ ବଢାଯାଇଥିବା ଟ୍ୱିଟ ଯୋଗେ ରାଜ୍ୟ ପରିବହନ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ପୂର୍ବରୁ ମାର୍ଚ୍ଚ ୩୧ ପର୍ଯ୍ୟନ୍ତ...

holi
ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା

ଭୁବନେଶ୍ୱର: ରାଜ୍ୟରେ ସର୍ବସାଧାରଣ ସ୍ଥାନରେ ହୋଲି ଖେଳିବା ଉପରେ କଟକଣା। ଏନେଇ ସ୍ୱତନ୍ତ୍ର ରିଲିଫ୍ କମିଶନରଙ୍କ ପକ୍ଷରୁ ନିର୍ଦ୍ଦେଶ ଜାରି ହୋଇଛି। ଘରେ ରହି ପରିବାର ସହ ହୋଲି ଖେଳିବାକୁ ପରାମର୍ଶ ଦିଆଯାଇଛି। ଏକାଠି ହୋଇ ଦୋଳଯାତ୍ରା ପାଳନକୁ ଅନୁମତି ଦିଆଯିବନି। କୋଭିଡ୍ ନିୟମ ମାନି ଶ୍ରଦ୍ଧାଳୁ ମନ୍ଦିରରେ...

sundari
କାହ୍ନା ଅଭୟାରଣ୍ୟକୁ ଫେରିଯିବ ବାଘୁଣୀ ସୁୁନ୍ଦରୀ

ମଧ୍ୟପ୍ରଦେଶ: ମଧ୍ୟପ୍ରଦେଶର କାହ୍ନା ଅଭୟାରଣ୍ୟକୁ ଫେରିଯିବ ବାଘୁଣୀ ସୁୁନ୍ଦରୀ। ତାକୁ ନେବା ପାଇଁ ସେଠାରୁ ଏକ ଟିମ୍ ଆସନ୍ତାକାଲି ଆସୁଥିବା କାହ୍ନା ବ୍ୟାଘ୍ର ପ୍ରକଳ୍ପର ନିର୍ଦ୍ଦେଶକ ସଂଜୟ ସିଂହ ସୂଚନା ଦେଇଛନ୍ତି। ଏହି ଟିମ୍‌ରେ ଅଛନ୍ତି ଜଣେ ପ୍ରାଣୀ ଚିକିତ୍ସକ, ସହକାରୀ ନିର୍ଦ୍ଦେଶକ ଓ ୫/୬ ଜଣ କର୍ମଚାରୀ।...

mask
ଅଫିସ୍‌ରେ ସବୁ କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ

ଭୁବନେଶ୍ୱର: ରାଜ୍ୟରେ ସଂକ୍ରମଣ ବୃଦ୍ଧି ଆଶଙ୍କାରେ ପୁଣି କଟକଣା କଡ଼ା କଲା ଜିଏ। ଗତ ଜୁନ୍ ମାସରେ ଲାଗୁ ହୋଇଥିବା କଟକଣା ପୁନଃ ଲାଗୁ ନିର୍ଦ୍ଦେଶ ହୋଇଛି। ଅଫିସ ପରିସରରେ ସବୁ କର୍ମଚାରୀ ମାସ୍କ ପିନ୍ଧିବା ବାଧ୍ୟତାମୂଳକ। ଅଫିସ୍‌ରେ କର୍ମଚାରୀଙ୍କ ମଧ୍ୟରେ ଦୁଇ ମିଟର ଦୂରତା ଜରୁରୀ। କରିଡ଼ରରେ...

biswa
ସମାଲୋଚନା ବନାମ ସମ୍ବେଦନଶୀଳତା

(ଆଲେଖ୍ୟ: ବିଶ୍ୱବନ୍ଦିତା ସ୍ୱାଇଁ) ନିକଟରେ ଏକ ସାକ୍ଷାତକାରରେ ବଲିଉଡ୍ ଅଭିନେତ୍ରୀ ତାପସୀ ପନ୍ନୁଙ୍କୁ ପ୍ରଶ୍ନ ପଚରାଯାଇଥିଲା। ଗଣମାଧ୍ୟମ ପ୍ରତିନିଧୀମାନେ ତାପସୀଙ୍କୁ ପଚାରିଥିଲେ, ସାମାଜିକ ଗଣମାଧ୍ୟମ ବା ସୋଶାଲ୍ ମିଡିଆ ତାଙ୍କ ଜୀବନରେ କ’ଣ ଗୁରୁତ୍ୱ ରଖେ ବା ଏହି ପ୍ଲାଟଫର୍ମକୁ ନେଇ ତାଙ୍କର  କ’ଣ ଅନୁଭୂତି ରହିଛି। ଯାହାର...

bjp
ନବୀନ ନିବାସ ଯିବା ଆମର ଭୁଲ ହୋଇଗଲା: ପ୍ରଦୀପ୍ତ

ଭୁବନେଶ୍ୱର: ବିଜେପି କହିଛି ଧାନ କିଣା ପ୍ରସଙ୍ଗରେ ନବୀନ ବାବୁ ଆମକୁ ଠକିଛନ୍ତି। ଖାଦ୍ୟ ଯୋଗାଣ ମନ୍ତ୍ରୀ ଆଜି ଗୃହରେ ମନ୍ତବ୍ୟ ଦେବା ପରେ ଏକଥା ସ୍ପଷ୍ଟ ହୋଇଛି ବୋଲି କହିଛନ୍ତି ବିରୋଧୀ ଦଳ ନେତା ପ୍ରଦୀପ୍ତ ନାୟକ। ଏହାଛଡ଼ା ମନ୍ତ୍ରୀ ପ୍ରତାପ ଜେନା ପାପ ଧୋଇବା ପ୍ରସଙ୍ଗକୁ...

media
ସାମ୍ୱାଦିକଙ୍କୁ କରୋନା ଟିକା ପାଇଁ କେନ୍ଦ୍ରକୁ ଚିଠି

ଭୁବନେଶ୍ୱର: ଗଣମାଧ୍ୟମ ପ୍ରତିନିଧିଙ୍କୁ ଟିକାକରଣରେ ସାମିଲ ପାଇଁ କେନ୍ଦ୍ର ସ୍ୱାସ୍ଥ୍ୟ ସଚିବଙ୍କୁ ଚିଠି କଲେ ସ୍ୱାସ୍ଥ୍ୟ ACS ପ୍ରଦୀପ୍ତ ମହାପାତ୍ର। ସମ୍ମୁଖ ଯୋଦ୍ଧା ଭାବେ କାମ କରୁଥିବା ଆଉ କିଛି ବର୍ଗଙ୍କୁ ସାମିଲ ପାଇଁ ଚିଠି ହୋଇଛି। ଉଭୟ ଛାପା ଓ ବୈଦ୍ୟୁତିକ ଗଣମାଧ୍ୟମ କର୍ମଚାରୀଙ୍କୁ ସାମିଲ ପାଇଁ...

Drdo
DRDOରେ ନିଯୁକ୍ତି ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ନୂଆଦିଲ୍ଲୀ: ପ୍ରତିରକ୍ଷା ଅନୁସନ୍ଧାନ ଏବଂ ବିକାଶ ସଂଗଠନ (DRDO) ଙ୍କ ଅଧୀନରେ ଥିବା ଏକ ପ୍ରମୁଖ ଅନୁଷ୍ଠାନ ନାଭାଲ୍ ସାମଗ୍ରୀ ଅନୁସନ୍ଧାନ ଲାବୋରେଟୋରୀ (NMRL) ଅନ୍ୟମାନଙ୍କ ମଧ୍ୟରେ ITI ଆପ୍ରେଣ୍ଟିସ୍ ଏବଂ ଗ୍ରାଜୁଏଟ୍ ଆପ୍ରେଣ୍ଟିସ୍ ଆବେଦନକୁ ନିମନ୍ତ୍ରଣ କରି ଏକ ବିଜ୍ଞପ୍ତି ପ୍ରକାଶ କରିଛି।  NMRL ତାଲିମ କାର୍ଯ୍ୟକ୍ରମ...

voting
କୋଭିଡ଼ କଟକଣାରେ ଭୋଟ ଗ୍ରହଣ: ମତଦାନ ସମୟରେ ଏସବୁ କରିବା ବାଧ୍ୟତାମୂଳକ

ପିପିଲି: କୋଭିଡ଼ କଟକଣାରେ ଭୋଟ ଗ୍ରହଣ କରାଯିବ। ପିପିଲି ଉପନିର୍ବାଚନ ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଗୋଟିଏ ବୁଥରେ ସର୍ବାଧିକ ୧୦୦୦ ଲୋକ ଭୋଟ ଦେଇପାରିବେ, ବୁଥ୍ ସଂଖ୍ୟା ବୃଦ୍ଧି କରାଯାଇ ଅତିରିକ୍ତ ୭୫ ବୁଥ୍ କରାଯିବା ବ୍ୟବସ୍ଥା କରାଯିବ। ମାସ୍କ,...

pipili
ବିଜେଡି ପ୍ରାର୍ଥୀ ସସପେନ୍ସରେ ପଞ୍ଚ୍ ମାରିଲେ ମହାରଥୀଙ୍କ ସାନ ଭାଇ

ପୁରୀ: କିଏ ହେବ ପିପିଲିର ପରବର୍ତ୍ତୀ ଦାବିଦାର? ମହାରଥୀ ପରିବାରର ରାଜ୍ ଚାଲିବ ନା ଲୋକ ବଦଳାଇବେ ମନ? ସ୍ୱର୍ଗତ ପ୍ରଦୀପ ମହାରଥୀଙ୍କ ବିୟୋଗ ପରେ ଏବେ ଏହାକୁ ନେଇ ଚର୍ଚ୍ଚା ଜୋର ଧରିଛି। ଅନ୍ୟପଟେ ପରିବାର ଭିତରୁ କିଏ ପାଇବ ଟିକେଟ? ତାକୁ ନେଇ ରାଜନୀତି ଆରମ୍ଭ...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।