• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

student
ଛାତ୍ରୀଙ୍କ ହାତଗୋଡ଼ ବାନ୍ଧି ଜାଳିଦେଲେ !

କଟକ(ଦେବାଶିଷ ମହାନ୍ତି): ଚଳନ୍ତା ଘର ଭିତରୁ ଗୁରୁତର ଅବସ୍ଥାରେ ଜଣେ ଯୁବତୀଙ୍କୁ ଉଦ୍ଧାର କରାଯାଇଛି। କଟକ ମାନସିଂପାଟଣାରେ ଜଳୁଥିବା ଏକ ଘର ଭିତରୁ ଯୁବତୀ ଜଣଙ୍କୁ ଉଦ୍ଧାର କରାଯାଇଛି। ଘର ଭିତରୁ ଉଦ୍ଧାର ଯୁବତୀଙ୍କ ହାତଗୋଡ଼ ବନ୍ଧା ଯାଇଥିବା ଦେଖାଯାଇଛି। ଗୁରୁତର ଯୁବତୀଙ୍କୁ SCB ସ୍ଥାନାନ୍ତର କରାଯାଇଛି। ଅଗ୍ନିକାଣ୍ଡର...

khabar-odisha-boma-1
କେତେ ନିର୍ଦ୍ଦୟ ଏ ମଣିଷ ! ଖାଦ୍ୟ ବଦଳରେ ରଖିଦେଲା ବୋମା

ଭୁବନେଶ୍ୱର: ବାରହା ଶିକାର ପାଇଁ ରଖାଯାଇଥିବା ବୋମା ଚୋବେଇ ବଳଦ ଗୁରୁତର। ପାଲଲହଡା ବ୍ଲକ ବାରକୋଟିଆ ଗାଁରେ ଏହି ଘଟଣା ଦେଖିବାକୁ ମିଳିଛି। ଗାଁର ଚନ୍ଦ୍ରମଣି ବେହେରାଙ୍କ ବଳଦ ଜଙ୍ଗଲରେ ଚରୁଥିବାବେଳେ ଘାସ ପୁଡିଆକୁ ଚୋବେଇବା ଦ୍ୱାରା ଏହା ଭିତରେ ଥିବା ବୋମା ଫାଟିଯାଇଥିଲା। ଫଳରେ ବିସ୍ଫୋରଣ ଘଟି...

narasingh
କୋଟିଆକୁ ନେଇ ସରକାରଙ୍କ ପଦକ୍ଷେପ କେବଳ ଲୋକ ଦେଖାଣିଆ: ନରସିଂହ

ଭୁବନେଶ୍ୱର: କୋଟିଆ ଓ ଚାଷୀ ପ୍ରସଙ୍ଗକୁ ନେଇ ଗୃହରେ କଂଗ୍ରେସ ସଦସ୍ୟ ହଟ୍ଟଗୋଳ କରିଛନ୍ତି।ଅପରାହ୍ନ ୪ଟା ପର୍ଯ୍ୟନ୍ତ ଗୃହ ମୁଲତବୀ ଶୂନ୍ୟକାଳରେ କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର କୋଟିଆ ପ୍ରସଙ୍ଗ ଉଠାଇ ରାଜ୍ୟ ସରକାର ଯାହା ପଦକ୍ଷେପ ନେଇଛନ୍ତି ତାହା କେବଳ ଲୋକଦେଖାଣିଆ ବୋଲି କହିଥିଲେ।...

tarabahinipati-
ନିର୍ବାଚନ ଜିତିବା ପାଇଁ ହୋଇଥିଲା କାଳିଆ ଯୋଜନା: ତାରା

ଭୁବନେଶ୍ୱର: କାଳିଆ ଯୋଜନାରେ ଅଯୋଗ୍ୟଙ୍କ ସଂଖ୍ୟା ଲକ୍ଷେ ଟପିଛି। ଆଜି ବିଧାସନଭାରେ ବିଧାୟକ ସୌମ୍ୟରଞ୍ଜନ ପଟ୍ଟନାୟକଙ୍କ ପ୍ରଶ୍ନରେ କୃଷି ମନ୍ତ୍ରୀ ଅରୁଣ ସାହୁ ଏହି ଉତ୍ତର ରଖିଛନ୍ତି। କାଳିଆରେ ମୋଟ ୧ ଲକ୍ଷ ୪ ହଜାର ୭୬ ଜଣ ଅଯୋଗ୍ୟ ଘୋଷିତ ହୋଇଥିବା ମନ୍ତ୍ରୀ ଉତ୍ତର ରଖିଛନ୍ତି। ସେହିପରି...

corona-desk
ଦେଶରେ ପୁଣି ବେକାବୁ ହେଉଛି କରୋନା !

ଭୁବନେଶ୍ୱର: ଦେଶରେ ପୁଣି ବେକାବୁ ହେବାକୁ ବସିଲାଣି କି କରୋନା? ମହାରାଷ୍ଟ୍ର, କେରଳ, ଛତିଶଗଡ଼, ମଧ୍ୟପ୍ରଦେଶ, ଗୁଜରାଟ, ପଞ୍ଜାବ, କର୍ଣ୍ଣାଟକ, ତାମିଲନାଡ଼ୁ, ପଶ୍ଚିମବଙ୍ଗ, ଜାମ୍ମୁ ଓ କାଶ୍ମୀର , ଏହି ୧୦ ରାଜ୍ୟରେ ପୁଣି ନିୟନ୍ତ୍ରଣ ବାହାରକୁ ଯାଉଛି କି କରୋନା? ସଂକ୍ରମଣ ରୋକିବାକୁ ଏହି ସବୁ ରାଜ୍ୟ...

heat
୪୦ ଡିଗ୍ରୀ ଆଡ଼କୁ ମୁହାଁଇଲାଣି ପାରଦ, ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ଆସିଲା SRCଙ୍କ ଗାଇଡ୍‌ଲାଇନ୍

ଭୁବନେଶ୍ୱର: ଗ୍ରୀଷ୍ମ ପ୍ରବାହକୁ ଦୃଷ୍ଟିରେ ରଖି ସ୍ୱତନ୍ତ୍ର ରିଲିଫ୍ କମିଶନର ପ୍ରଦୀପ ଜେନା ସବୁ ଜିଲ୍ଲାପାଳଙ୍କୁ ଚିଠି ଲେଖିଛନ୍ତି। ଗ୍ରୀଷ୍ମ ପ୍ରବାହ ଜନିତ ଅସୁସ୍ଥତା ସଂପର୍କରେ ଲୋକଙ୍କୁ ସଚେତନ କରିବାକୁ ଉଲ୍ଲେଖ ରହିଛି। ସଚେତନତା କାର୍ଯ୍ୟରେ ସାମାଜିକ ସଂସ୍ଥାକୁ ସାମିଲ ଲାଗି ପରାମର୍ଶ ଦେଇଛନ୍ତି। ସେହିପରି ଜଳାଭାବ ସମ୍ଭାବନା...

corona
ମାର୍ଚ୍ଚ ପହିଲାରୁ ବୟସ୍କମାନଙ୍କୁ ଟିକାକରଣ

ଭୁବନେଶ୍ୱର: ମାର୍ଚ୍ଚ ପହିଲାରୁ ବୟସ୍କମାନଙ୍କୁ ଟିକାକରଣ ଆରମ୍ଭ ହେବ। ଏନେଇ ପ୍ରେସମିଟରେ କେନ୍ଦ୍ରମନ୍ତ୍ରୀ ପ୍ରକାଶ ଜାଭଡ଼େକର ସୂଚନା ଦେଇଛନ୍ତି। ମନ୍ତ୍ରୀଙ୍କ କହିବାନୁସାରେ, ୬୦ ବର୍ଷରୁ ଅଧିକ ବୟସ୍କ ବ୍ୟକ୍ତିଙ୍କୁ କରୋନା ଟିକାକରଣ କରାଯିବ। ବହୁବିଧ ରୋଗାକ୍ରାନ୍ତ ୪୫ ବର୍ଷରୁ ଅଧିକ ବୟସ୍କଙ୍କୁ ବି ଟିକାକରଣ କରାଯିବ। ୧୦ ହଜାର...

pradeep-panigrahi
ପ୍ରଦୀପ ପାଣିଗ୍ରାହୀଙ୍କୁ ମିଳିଲା ଜାମିନ

ଭୁବନେଶ୍ୱର:  ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କୁ ସର୍ତ୍ତମୂଳକ ଜାମିନ ମିଳିଛି। କ୍ରାଇମବ୍ରାଞ୍ଚ ମାମଲାରେ ହାଇକୋର୍ଟ ଜାମିନ ପ୍ରଦାନ  କରିଛନ୍ତି। ୫ ଲକ୍ଷ ଟଙ୍କା ଲେଖାଏଁ ୨ ଜଣ ଜାମିନଦାରଙ୍କ ବଦଳରେ ଜାମିନ ମିଳିଛି। ୨୪ ଲକ୍ଷ ଟଙ୍କା କ୍ୟାସ୍ ସ୍ୟୁରିଟି ଜମା କରିବାକୁ ମଧ୍ୟ ନିର୍ଦ୍ଦେଶ ଦିଆଯାଇଛି। କିନ୍ତୁ ତାଙ୍କ...

andhra
କୋଟିଆ ପରେ କାଶୀନଗରରେ ରାସ୍ତା ର୍ନିମାଣ କଲା ଆନ୍ଧ୍ର

ଗଜପତି: ଗଜପତି ଜିଲ୍ଲା କାଶୀନଗର ବ୍ଲକ ଛଅ ମାଇଲ ନିକଟରେ ଆନ୍ଧ୍ର ରାସ୍ତା ର୍ନିମାଣ କରୁଛି। ଆନ୍ଧ୍ର ପ୍ରଦେଶ ଶ୍ରୀକାକୁଲମ ଜିଲ୍ଲାର କତୁରୁ ରାଜସ୍ୱ ମଣ୍ଡଳର ଆଳତି ଗାଁକୁ ଆନ୍ଧ୍ର ପ୍ରଶାସନ ରାସ୍ତା କରୁଛି। ତେବେ ଏହି ରାସ୍ତାର ପ୍ରାୟ ଏକ କିଲୋମିଟର ଓଡ଼ିଶା ମଧ୍ୟରେ ରହିଛି। ଗଜପତି...

Prahallad-singh-patel
ଓଡ଼ିଶାରେ NMAର ଚିଠା ଅଧିନିୟମ ପ୍ରସ୍ତାବ ସ୍ଥଗିତ

ଭୁବନେଶ୍ୱର: ଓଡ଼ିଶାରେ NMAର ଚିଠା ଅଧିନିୟମ ପ୍ରସ୍ତାବ ସ୍ଥଗିତ ରହିଲା। ଏଥିପାଇଁ ସଂପୃକ୍ତ ଅଧିକାରୀଙ୍କୁ ନିର୍ଦ୍ଦେଶ ଦିଆଯାଇଥିବା କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହ୍ଲାଦ ସିଂହ ପଟେଲ ଚିଠି ଲେଖି କେନ୍ଦ୍ର ମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କୁ ଅବଗତ କରିଛନ୍ତି। ରାଜ୍ୟର ବିଭିନ୍ନ ଐତିହ୍ୟସ୍ଥଳୀ ପାଇଁ NMAର ଚିଠା...

Kotia-12-pm
କୋଟିଆ ପ୍ରସଙ୍ଗ: ଓଡ଼ିଶା ସରକାରଙ୍କୁ ୪ ସପ୍ତାହ ସମୟ ଦେଲେ ସୁପ୍ରିମ୍‌କୋର୍ଟ

ଭୁବନେଶ୍ୱର: ସୁପ୍ରିମ୍‌କୋର୍ଟରେ କୋଟିଆ ପ୍ରସଙ୍ଗ ରେ  ସୁପ୍ରିମ୍‌କୋର୍ଟ ଶୁଣାଣି କରିଛନ୍ତି। ପ୍ରତି ଜବାବ ଲାଗି ଓଡ଼ିଶା ସରକାରଙ୍କୁ ୪ ସପ୍ତାହ ସମୟ ସୁପ୍ରିମ୍‌କୋର୍ଟ ଦେଇଛନ୍ତି। ଓଡ଼ିଶାକୁ ସମୟ ମିଳିବା ପରେ ଓଡ଼ିଶା ପକ୍ଷ ଓକିଲ ଶିବଶଙ୍କର ମିଶ୍ର କହିଛନ୍ତି ଯେ ଆମ ପାଖରେ ପର୍ଯ୍ୟାପ୍ତ ଡକ୍ୟୁମେଣ୍ଟ ରହିଛି। ୧୯୩୬...

Fasi-KO
ରାଜକ୍ଷମା ଆବେଦନ କଲେ ସବନମ୍‌, ବଞ୍ଚିବା ପାଇଁ ଏବେ ଆଉ ୨ଟି ରାସ୍ତା !

ଲକ୍ଷ୍ନୌ: ୭ ଜଣଙ୍କୁ ହତ୍ୟା ମାମଲାର ଦୋଷୀ ଉତ୍ତର ପ୍ରଦେଶ ଆମରୋହର ସବନମ୍ ରାଜକ୍ଷମା ଆବେଦନ କରିଛନ୍ତି। ଉତ୍ତରପ୍ରଦେଶ ରାଜ୍ୟପାଳଙ୍କ ପାଖରେ ସବନମ୍ କ୍ଷମା ପ୍ରାର୍ଥନା କରିଛନ୍ତି। ରାଜ୍ୟପାଳ ଆନନ୍ଦୀବେନ୍ ପଟେଲଙ୍କ ପାଖରେ କ୍ଷମା ଆବେଦନ କରିଛନ୍ତି। ପୂର୍ବରୁ ରାଷ୍ଟ୍ରପତିଙ୍କ ପାଖରେ ରାଜକ୍ଷମା ଆବେଦନ ଖାରଜ ହୋଇଛି। ସବନମ୍‌ଙ୍କ...

vaccine
ହୋମିଓପାଥି ଓ ଆୟୁର୍ବେଦ ଡାକ୍ତରଙ୍କୁ ମିଳିନି କରୋନା ଟିକା

ଭୁବନେଶ୍ୱର: ଖୋର୍ଦ୍ଧା, ପୁରୀ ଓ ନୟାଗଡ଼ ଜିଲ୍ଲାରେ ହୋମିଓପାଥି ଓ ଆୟୁର୍ବେଦ ଡାକ୍ତରଙ୍କୁ କରୋନା ଟିକା ମିଳିନି। କରୋନା କାଳ ରେ ଜୀବନକୁ ବାଜି ଲଗାଇ ରୋଗୀ ସେବା କରିଥିବା ଏହି ଡାକ୍ତରଙ୍କୁ ସରକାର ଭୁଲି ଯାଇଥିବା ଅଭିଯୋଗ ହୋଇଛି। ପ୍ରଥମ ପର୍ଯ୍ୟାୟରେ ଡାକ୍ତର ଓ ସ୍ୱାସ୍ଥ୍ୟ କର୍ମୀଙ୍କୁ...

ppe-kit-yodha
ରାଜରାସ୍ତାରେ ପିପିଇ କିଟ୍ ପିନ୍ଧି ଭିକ ମାଗିଲେ କୋଭିଡ ଯୋଦ୍ଧା

ଭୁବନେଶ୍ୱର: ରାଜଧାନୀରେ କୋଭିଡ ଯୋଦ୍ଧା ଅଭିନବ ଉପାୟରେ ପ୍ରତିବାଦ କରିଛନ୍ତି। ରାଜରାସ୍ତାରେ ପିପିଇ କିଟ୍ ପିନ୍ଧି କୋଭିଡ ଯୋଦ୍ଧା ଭିକ ମାଗିଛନ୍ତି। ଭୁବନେଶ୍ୱର ଲୋୟର ପିଏମ୍‌ଜି, ମାଷ୍ଟର କ୍ୟାଣ୍ଟିନ ଓ ଜନପଥରେ ବୁଲି ବୁଲି ପାରା ମେଡିକାଲ ଷ୍ଟାଫ ଭିକ ମାଗିଛନ୍ତି। କୋଭିଡ ସମୟରେ ଏମାନେ ନିଯୁକ୍ତି ପାଇଥିଲେ।...

nayagarh
ଆଇନ୍‌ଜୀବୀଙ୍କ ମତ: ପୋଲିସ୍ ଆଗରେ ସ୍ୱୀକାରୋକ୍ତି କୋର୍ଟରେ ଗ୍ରହଣୀୟ ନୁହେଁ

ନୟାଗଡ଼: ନୟାଗଡ଼ ନାବାଳିକା ହତ୍ୟା ମାମଲା ରେ ବିଭିନ୍ନ ଗଣମାଧ୍ୟମରେ ଅଭିଯୁକ୍ତ ନାବାଳକର ଏକ ଭିଡିଓ ଫୁଟେଜ୍ ପ୍ରସାରିତ ହେଉଛି। ଯେଉଁଥିରେ ଜଣେ ଅଧିକାରୀ ଅଭିଯୁକ୍ତକୁ ପ୍ରଶ୍ନ କରୁଛନ୍ତି, ଏବଂ ତାର ଉତ୍ତରରେ ଅଭିଯୁକ୍ତ ଜଣଙ୍କ ନାବାଳିକାକୁ ହତ୍ୟା କରିଛି ବୋଲି ସ୍ୱୀକାର କରୁଥିବା ଦେଖିବାକୁ ମିଳୁଛି। ଭାଇରାଲ...

chris
IPL ନିଲାମ: କ୍ରିସ୍‌ ମୋରିସ୍ ସବୁଠୁ ଦାମୀ ଖେଳାଳି

ଚେନ୍ନାଇ: ଚେନ୍ନାଇରେ ୨୦୨୧ ଆଇପିଏଲ ସଂସ୍କରଣ ପାଇଁ ନିଲାମ ଆରମ୍ଭ ହୋଇଛି। ୨୦୨୧ ଆଇପିଏଲ୍ ନିଲାମରେ ସବୁଠାରୁ ଦାମି କ୍ରିକେଟର ହୋଇଛନ୍ତି କ୍ରିସ ମୋରିସ। ତାଙ୍କୁ ୧୬ କୋଟି ୨୫ ଲକ୍ଷରେ ରାଜସ୍ଥାନ ରୟାଲ୍ସ କିଣିଛି। ଦ୍ୱିତୀୟ ସର୍ବାଧିକ ନିଲାମି କାଇଲ୍ ଜେମିସନଙ୍କ ନାଁରେ ଲାଗିଛି। ତାଙ୍କୁ ବାଙ୍ଗାଲୋର...

assembly
ଏଥର ବଜେଟ୍‌ ହେବ ସରଗରମ: ବିଧାନସଭା ଅପେକ୍ଷାରେ ପ୍ରସଙ୍ଗର ଲମ୍ବା ତାଲିକା

ଭୁବନେଶ୍ୱର: ବିଧାନସଭା ଅପେକ୍ଷାରେ ପ୍ରସଙ୍ଗର ଲମ୍ବା ତାଲିକା, ଯାହାକୁ ନେଇ ବଜେଟ୍ ଅଧିବେଶନ ସରଗରମ ହେବ। ସରକାରଙ୍କୁ ଘେରିବା ପାଇଁ ବିଜେପି ବିଧାୟକ ଦଳ ବୈଠକରେ ରଣନୀତି ପ୍ରସ୍ତୁତ ହୋଇଛି। କୋଟିଆ ବିବାଦ ସହ ସୀମାବର୍ତ୍ତୀ ଗାଁରେ ଆନ୍ଧ୍ରର ପଞ୍ଚାୟତ ନିର୍ବାଚନ, ମଣ୍ଡି ଅବ୍ୟବସ୍ଥା, ଟୋକନ୍ ସମସ୍ୟା, ପରୀ...

police
ବିଧାନସଭାକୁ ସଂଯୋଗ କରୁଥିବା ରାସ୍ତା 'ନୋ ମ୍ୟାନ୍‌ ଏରିଆ'

ଭୁବନେଶ୍ୱର: ବିଧାନସଭା ଆଗରେ ଆଜିର ଆତ୍ମଦାହ ଉଦ୍ୟମ ଏବଂ ଗତ ଅଧିବେଶନ ବେଳେ ଯେଉଁଭଳି ଢଙ୍ଗରେ ଗୋଟିଏ ପରେ ଗୋଟିଏ ଆତ୍ମଦାହ ଉଦ୍ୟମ ହୋଇଥିଲା। ତାକୁ ରୋକିବା ଏବେ କମିଶନରେଟ୍ ପୋଲିସ୍ ପାଇଁ ବଡ଼ ଚ୍ୟାଲେଞ୍ଜ ହୋଇଛି। ଏଥର ଅଧିବେଶନ ସମୟରେ ସେଭଳି ଅପ୍ରୀତିକର ସ୍ଥିତି ରୋକିବାକୁ ପୋଲିସ...

tulasi-munda
ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ

କେଉଁଝର: ବିଶିଷ୍ଟ ସମାଜସେବୀ ପଦ୍ମଶ୍ରୀ ତୁଳସୀ ମୁଣ୍ଡା ଅସୁସ୍ଥ ହୋଇ ପଡିଛନ୍ତି। ଅସୁସ୍ଥ ତୁଳସୀ ମୁଣ୍ଡା ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ଖବର ନେଇ ରାଜ୍ୟପାଳ ଚିନ୍ତା ପ୍ରକଟ କରିଛନ୍ତି। ପଦ୍ମଶ୍ରୀ ତୁଳସୀ ମୁଣ୍ଡାଙ୍କ ଅସୁସ୍ଥତା ବିଷୟରେ ଅବଗତ ହୋଇ ମାନ୍ୟବର...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।