• translate
Chandan Shishu

Chandan Shishu

Editor

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by Chandan Shishu

spread
କରୋନା ଭାଇରସ୍ ବ୍ୟାପିବାର ଅଧିକ ବିପଦ ରହିଛି କେଉଁଠି?

ଭୁବନେଶ୍ୱର: କରୋନା ଭାଇରସ୍‌ ବ୍ୟାପିବାର ଏକମାତ୍ର ମାଧ୍ୟମ ହେଉଛି କଣ୍ଟାକ୍ଟ । ଯାହାକୁ ଓଡ଼ିଆରେ ଆମେ ସମ୍ପର୍କ ବୋଲି କହିଥାଉ। ସାଧାରଣତଃ ଯଦି କୌଣସି ସୁସ୍ଥ ବ୍ୟକ୍ତି କରୋନା ଆକ୍ରାନ୍ତଙ୍କ କଣ୍ଟାକ୍ଟ ବା ସମ୍ପର୍କରେ ଆସନ୍ତି, ତେବେ ସମ୍ପୃକ୍ତ ସୁସ୍ଥ ବ୍ୟକ୍ତିଙ୍କୁ କରୋନା ଭୂତାଣୁ ସଂକ୍ରମିତ କରିବାର ଯଥେଷ୍ଟ...

patho-detect
ଅଢ଼େଇ ଘଣ୍ଟାରେ କରୋନା ଭୂତାଣୁ ଚିହ୍ନଟ କରିବ 'ପାଥୋ ଡିଟେକ୍ଟ'

ପୁଣେ: ଚିକିତ୍ସା ବିଜ୍ଞାନରେ ଭାରତକୁ ଏକ ବଡ଼ ସଫଳତା। ମାତ୍ର ୧୨ଶହ ଟଙ୍କାରେ ହୋଇପାରିବ କରୋନା ଟେଷ୍ଟ। ଆଉ ୭ ନୁହେଁ ଅଢ଼େଇ ଘଣ୍ଟାରେ ବି ଚିହ୍ନଟ ହୋଇଯିବ କୋଭିଡ଼-୧୯ ଭୂତାଣୁ। ଏଭଳି ଏକ ଟେଷ୍ଟିଂ କିଟ୍ ବାହାରିଛି ଯାହାର ନାଁ ପାଥୋ ଡିଟେକ୍ଟ। ମହାରାଷ୍ଟ୍ର ପୁଣେ ସ୍ଥିତ...

contact
ତୃତୀୟ କରୋନାଙ୍କ ଆକ୍ରାନ୍ତଙ୍କ ସଂସ୍ପର୍ଶରେ ଥିବା ସନ୍ଦିଗ୍ଧଙ୍କ ଆସିଲା ରିପୋର୍ଟ

ଭୁବନେଶ୍ୱର: ଭୁବନେଶ୍ୱର ତୃତୀୟ ‘କରୋନା’ ଆକ୍ରାନ୍ତ ସମ୍ପର୍କରେ ଅଧିକ ତଥ୍ୟ ଦେଇଛନ୍ତି କୋଭିଡ୍‌-୧୯ ମୁଖପାତ୍ର ସୁବ୍ରତ ବାଗ୍‌ଚୀ।ଦିଲ୍ଲୀରୁ ଘର ଓ ଅଫିସ୍ କ୍ଲିନିକ ପର୍ଯ୍ୟନ୍ତ ସେ ୧୧୨ ଜଣଙ୍କ ସଂସ୍ପର୍ଶରେ ଆସିଛନ୍ତି। ସେମାନଙ୍କ ଭିତରୁ ବର୍ତ୍ତମାନ ସୁଦ୍ଧା ୧୫ ଜଣଙ୍କ ପତ୍ତା ମିଳିନି। ତେବେ ଚିହ୍ନଟ ହୋଇଥିବା ସନ୍ଦିଗ୍ଧଙ୍କ...

mid-day-meal
ଜୁନ ୧୫ରୁ ସ୍କୁଲରେ ମିଳିବ ମଧ୍ୟାହ୍ନ ଭୋଜନ

ଭୁବନେଶ୍ୱର: କରୋନା ଭୟାବହତା କମିବା ପରେ ସ୍କୁଲ ଛାତ୍ରଛାତ୍ରୀଙ୍କୁ ବହି ଦିଆଯିବ। ଆସନ୍ତା ଜୁନ ୧୫ରୁ ସ୍କୁଲରେ ମଧ୍ୟାହ୍ନ ଭୋଜନ ଦିଆଯିବ ବୋଲି ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ଦାଶ କହିଛନ୍ତି। ସେ କହିଛନ୍ତି ଯେ ଆସନ୍ତା ଜୁନ୍ ୧୫ରୁ ସ୍କୁଲରେ ପୁଣି ମଧ୍ୟାହ୍ନ ଭୋଜନ ଆରମ୍ଭ...

voluntary
କୋଭିଡ୍-୧୯ ପରିଚାଳନା ପାଇଁ ଅଭିଜ୍ଞଙ୍କ ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର: କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ଯୁଦ୍ଧକାଳୀନ ଭିତ୍ତିରେ ସ୍ୱାସ୍ଥ୍ୟସେବାକୁ ତ୍ୱରାନ୍ୱିତ କରୁଛନ୍ତି। ରାଜ୍ୟର ୨ ମେଡିକାଲରେ କୋଭିଡ-୧୯ ୱାର୍ଡ ୧୫ ଦିନ ମଧ୍ୟରେ ନିର୍ମାଣ ହେବାକୁ ଥିବାବେଳେ ଡ୍ରିମ୍ସ କଲେଜରେ ଅସ୍ଥାୟୀ ଭାବେ କୋଭିଡ-୧୯ ହସ୍ପିଟାଲ ନିର୍ମାଣ ହେବ। ତେବେ କୋଭିଡ୍-୧୯ ପରିଚାଳନାରେ ସହାୟତା ପାଇଁ...

micro
ନିଯୁକ୍ତି ପାଇବେ ମାଇକ୍ରୋ ବାୟୋଲୋଜିଷ୍ଟ

ଭୁବନେଶ୍ୱର: କୋଭିଡ-୧୯ DPHL ଓ ସ୍ୱାବ୍ ନମୁନା ସଂଗ୍ରହ ପାଇଁ ବିଜ୍ଞାପନ ଦେଇଛି ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ମାଇକ୍ରୋ ବାୟୋଲୋଜିଷ୍ଟ ନିଯୁକ୍ତି ପାଇଁ ଅସ୍ଥାୟୀ ଭାବେ ସ୍ୱଳ୍ପ ମିଆଦ ଭିତ୍ତିରେ ଉଭୟ ମେଡିକୋ ଓ ନନ୍ ମେଡିକୋଙ୍କୁ ନିଯୁକ୍ତି ଦିଆଯିବ। ମେଡିକୋ ମାଇକ୍ରୋ ବାଓଲୋଜିଷ୍ଟଙ୍କୁ...

driems
ରାଜ୍ୟରେ ଖୋଲିବ ଆଉ ଏକ କୋଭିଡ୍ ହସ୍ପିଟାଲ

ଭୁବନେଶ୍ୱର: ରାଜ୍ୟରେ ‘କୋଭିଡ-୧୯’ ଭୂତାଣୁ ଏବେ ତୃତୀୟ ପର୍ଯ୍ୟାୟରେ ପହଞ୍ଚିବାର ଆଶଙ୍କା କରାଯାଉଛି । କରୋନା ସଂକ୍ରମଣର ସ୍ଥିତି ମୁକାବିଲା କରିବା ଲାଗି ସ୍ୱତନ୍ତ୍ର କୋଭିଡ୍-୧୯ ହସ୍ପିଟାଲ କାର୍ଯ୍ୟକ୍ଷମ ହେବ। ସ୍ଥିତିର ମୁକାବିଲା ପାଇଁ ସରକାର ଆଜି ଆଉ ୬୦୦ ବେଡ୍ ବିଶିଷ୍ଟ କୋଭିଡ୍ ହସ୍ପିଟାଲ ସ୍ଥାପନ ନିମନ୍ତେ...

beggar
ମାଗଣାରେ ରନ୍ଧା ଖାଦ୍ୟ ଖାଇବେ ବାସହରା ଓ ଭିକାରୀ

ଭୁବନେଶ୍ୱର: ସହରରେ ଥିବା ଭିକାରୀ, ବେସାହାରା, ବାସହରା ଓ ଖାଇବାକୁ ପାଉନଥିବା ଲୋକଙ୍କୁ ମାଗଣା ରନ୍ଧା ଖାଦ୍ୟ ଯୋଗାଇବେ ରାଜ୍ୟ ସରକାର। ଆଜି ଏନେଇ ଆଜି ରାଜ୍ୟ ନଗର ଉନ୍ନୟନ ବିଭାଗର ଅତିରିକ୍ତ ସଚିବ ସଂଗ୍ରାମଜିତ୍ ନାୟକ ସମସ୍ତ ଜିଲ୍ଲାପାଳଙ୍କୁ ଚିଠି ଲେଖି ଜଣାଇଛନ୍ତି। ଆହାର କେନ୍ଦ୍ର ବନ୍ଦ...

doctor
କରୋନା ସଂକ୍ରମିତଙ୍କ ତଥ୍ୟ ଲୁଚାଇବା ଡାକ୍ତରଙ୍କୁ ମହଙ୍ଗା ପଡ଼ିଲା

ଭୁବନେଶ୍ୱର: କରୋନା ସମ୍ପର୍କିତ ତଥ୍ୟ ଲୁଚାଇବା ଅଭିଯୋଗରେ ଭୁବନେଶ୍ୱରର ଜଣେ ଡାକ୍ତରଙ୍କୁ ନିଲମ୍ବିତ କରାଯାଇଛି। ବିଧାନସଭା ଡିସପେନସାରୀର ମୁଖ୍ୟ ମେଡିକାଲ ଅଫିସର ଡାକ୍ତର ଲଳିତ ବେହେରାଙ୍କୁ ଆଜି ସରକାରୀ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ରାଜ୍ୟରେ କରୋନା ସଂକ୍ରମଣର ଶିକାର ହୋଇଥିବା ତୃତୀୟ ରୋଗୀଙ୍କ ସଂସ୍ପର୍ଶରେ ଆସି ସେ ତଥ୍ୟ...

commissioner
ପୁଲିସ କମିଶନର କହିଲେ, ଲକ୍‌ଡାଉନ୍‌ରେ ଜରୁରୀ କାମ ପାଇଁ ଯିବେ କେମିତି

ଭୁବନେଶ୍ୱର: ଲକଡାଉନ୍ ସମୟରେ ବାହାରକୁ ଆସିଲେ ଯଦି ସମସ୍ୟାରେ ପଡନ୍ତି, ତେବେ ୧୦୦କୁ ଡାଏଲ କରି ପୋଲିସଙ୍କ ଠାରୁ ସାହାଯ୍ୟ ନିଅନ୍ତୁ। ଲକ୍‌ଡାଉନ୍‌ ବେଳେ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଥିବାରୁ ଲୋକେ ନାନା ଅସୁବିଧାରେ ସମ୍ମୁଖୀନ ହେଉଛନ୍ତି। ସାଧାରଣ ଲୋକ ଭୋଗୁଥିବା ସମସ୍ୟା ସମାଧାନ ପାଇଁ ବାଟ ବତାଇଛନ୍ତି...

nagchi
ସଚେତନ ରୁହ, ସୁପର ସ୍ପ୍ରେଡର୍ ପରି ଲଜ୍ଜିତ ହୁଅନାହିଁ

ଭୁବନେଶ୍ୱର: ସଚେତନ ହୁଅନ୍ତୁ କିନ୍ତୁ ଅପମାନିତ ହୁଅନ୍ତୁ ନାହିଁ। ଜଣେ କରୋନା ଆକ୍ରାନ୍ତ ମହିଳା ନିଜ ଦାୟିତ୍ୱହୀନତା ପାଇଁ କିପରି ଅପଖ୍ୟାତି ଅର୍ଜନ କରିଛନ୍ତି, ସେବିଷୟରେ ଉଦାହରଣ ଦେଇ ଜନସାଧାରଣଙ୍କୁ ସଚେତନ କରିଛନ୍ତି ରାଜ୍ୟ କୋଭିଡ୍-୧୯ ମୁଖପାତ୍ର ସୁବ୍ରତ ବାଗଚୀ। କରୋନା ସଂକ୍ରମଣ ବ୍ୟାପିବାକୁ ନେଇ ସେ ଦକ୍ଷିଣ...

surya
କ୍ୱାରେଣ୍ଟାଇନରେ ରହିବେ ବିଧାନସଭାର ସବୁ କର୍ମଚାରୀ

ଭୁବନେଶ୍ୱର: ରାଜ୍ୟରେ ତୃତୀୟ ପଜିଟିଭଙ୍କ ସଂସ୍ପର୍ଶରେ ବିଧାନସଭାର ଜଣେ କର୍ମଚାରୀ ଆସିଛନ୍ତି। ତେଣୁ ବିଧାନସଭାର ସମସ୍ତ କର୍ମଚାରୀଙ୍କୁ କ୍ୱାରେଣ୍ଟାଇନରେ ରଖାଯିବ ବୋଲି କହିଛନ୍ତି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର। ଲୋକସେବା ଭବନ କନଭେନସନ୍ ହଲରେ ଏବେ ବିଧାନସଭା କାର୍ଯ୍ୟ ହେବ। ବଜେଟ ଅଧିବେଶନର ବାକି କାର୍ଯ୍ୟ ଦିବସ କନଭେନସନ...

naveen
ଗରିବ, ଖଟିଖିଆ ଓ ଶ୍ରମିକଙ୍କ ପାଇଁ ଆର୍ଥିକ ସହାୟତା ଘୋଷଣା

ଭୁବନେଶ୍ୱର: ରାଜ୍ୟର ୯୪ ଲକ୍ଷ ପରିବାରକୁ  ମିଳିବ ୧ ହଜାର ଟଙ୍କା ସହାୟତା। ବୃଦ୍ଧବୃଦ୍ଧା, ବିଧବା ଓ ଭିନ୍ନକ୍ଷମଙ୍କୁ ମିଳିବ ୪ ମାସର ଭତ୍ତା। ନିର୍ମାଣ ଶ୍ରମିକଙ୍କୁ  ୧୫ ଶହ ଟଙ୍କା ଲେଖାଏଁ ସହାୟତା ମିଳିବ ବୋଲି ମୁଖ୍ୟମନ୍ତ୍ରୀ ଘୋଷଣା କରିଛନ୍ତି। ‘କରୋନା’ ମୁକାବିଲା ପାଇଁ ମୁଖ୍ୟମନ୍ତ୍ରୀ ନବୀନ...

odisha
'ଓଡ଼ିଶାରେ ଷ୍ଟେଜ-ଥ୍ରୀର ଆଶଙ୍କା, ବେଳହୁଁ ସତର୍କ ରୁହ'

ଭୁବନେଶ୍ୱର: ଓଡ଼ିଶାରେ ତୃତୀୟ କରୋନା ପଜିଟିଭ୍ ଚିହ୍ନଟ ହେବା ପରେ ଏହି ମହାମାରୀର ଷ୍ଟେଜ- ଥ୍ରୀର ଆଶଙ୍କା ଦେଖାଦେଇଛି। ଏଭଳି କଥା କହିଛନ୍ତି ରାଜ୍ୟସରକାରଙ୍କ କୋଭିଡ୍-୧୯ର ମୁଖ୍ୟ ମୁଖପାତ୍ର ସୁବ୍ରତ ବାଗଚୀ। ସେ କହିଛନ୍ତି ପୂର୍ବରୁ ବିଦେଶରୁ ଆସୁଥିବା ବ୍ୟକ୍ତି ସଂକ୍ରମଣର ଶିକାର ହେଉଥିଲେ। ବିଦେଶରୁ ଆସୁଥିବା ବ୍ୟକ୍ତିଙ୍କ...

chhtra
ବାଦାମବାଡ଼ି-ମଧୁପାଟଣା ରାସ୍ତାକୁ ଉଠି ଆସିଲା ଛତ୍ରବଜାର ଖୁଚୁରା ହାଟ

କଟକ: ରାଜଧାନୀର ଏକ ନମ୍ବର ହାଟ ପରେ କଟକ ଛତ୍ରବଜାର ଖୁଚୁରା ହାଟକୁ ସ୍ଥାନାନ୍ତର କରିବା ପାଇଁ ନିଷ୍ପତ୍ତି ହୋଇଛି। କରୋନା ଯୋଗୁଁ ସାମାଜିକ ଦୂରତ୍ୱ ରକ୍ଷା ତଥା ହାଟରେ ଅତ୍ୟଧିକ ଭିଡ଼କୁ ଏଡାଇବା ପାଇଁ  ଏପରି ନିଷ୍ପତ୍ତି ନିଆଯାଇଛି। କଟକ ଛତ୍ରବଜାର ଖୁଚୁରା ହାଟକୁ ବାଦାମବାଡ଼ି-ମଧୁପାଟଣା ରାସ୍ତାର...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।