• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ...more

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।

less

Posts by

padma
୬ ଓଡ଼ିଆ ପାଇବେ ପଦ୍ମ ପୁରସ୍କାର

ନୂଆଦିଲ୍ଲୀ: ୨୦୨୧ ବର୍ଷ ପାଇଁ ପଦ୍ମ ପୁରସ୍କାର ଘୋଷଣା କରାଯାଇଛି। ଏଥର ୭ ଜଣଙ୍କୁ ମିଳିବ ପଦ୍ମ ବିଭୂଷଣ ପୁରସ୍କାର ମିଳିବ। ସେହିପରି ୧୦ ଜଣଙ୍କୁ ପଦ୍ମ ଭୂଷଣ, ୧୦୨ ଜଣଙ୍କୁ ମଳିବ ପଦ୍ମଶ୍ରୀ ମିଳିବ। ଓଡ଼ିଆ ଭାସ୍କର୍ଯ୍ୟ ଶିଳ୍ପୀ ସୁଦର୍ଶନ ସାହୁ ପଦ୍ମ ବିଭୂଷଣ ପାଇବେ। ସାହିତ୍ୟ...

sex-racket
ସେକ୍ସ ରାକେଟ୍‌ର ତଦନ୍ତ ଆରମ୍ଭ, ଅଧା କର୍ମଚାରୀଙ୍କ ମିଳୁନି ପତ୍ତା

ଭୁବନେଶ୍ୱର: ଭୁବନେଶ୍ୱର ପଲାସପଲ୍ଲୀ ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ସେକ୍ସ ରାକେଟ ଅଭିଯୋଗର ତଦନ୍ତ ଆରମ୍ଭ ହୋଇଛି। ଭିନ୍ନକ୍ଷମ କମିଶନ ଅଧ୍ୟକ୍ଷା ସୁଲୋଚନା ଦାସ ଆଜି ତାଲିମ କେନ୍ଦ୍ରରେ ପହଞ୍ଚି କର୍ମଚାରୀ ଏବଂ ଅନ୍ତେବାସୀଙ୍କୁ ପଚରାଉଚରା କରିଥିଲେ। ପ୍ରାୟ ୧୦ ମିନିଟ ପଚରାଉଚରା କରିବା ପରେ ଫେରିଆସିଥିଲେ କିନ୍ତୁ ଏବେ...

pihu
ସମୟ ନେଲେ, କିନ୍ତୁ ରଖିଲେନି ପ୍ରତିଶ୍ରୁତି: ତଦନ୍ତ ନାଁରେ ଭୁଆଁ ବୁଲାଉଛି ପୋଲିସ୍

ଯାଜପୁର(ଗୁଲାମ୍ ଗସ୍):  ଯାଜପୁର ଜିଲ୍ଲା ବିଂଝାରପୁର ଥାନା ମଧୁସୁଦନପୁର ଗ୍ରାମର 2 ବର୍ଷର ଝିଅ ପିହୁ ନିଖୋଜକୁ  ପାଖାପାଖି ୬ ମାସ ହେବାକୁ ଯାଉଛି। ହେଲେ ଅଦ୍ୟାବଧି ତାର କୌଣସି ପତ୍ତା ମିଳୁ ନାହିଁ। ପୋଲିସ ଠାରୁ ବିଫଳ ହେବା ପରେ ପରିବାର ଲୋକେ ଜିଲ୍ଲାପାଳଙ୍କ ଅଫିସରେ ଧାରଣା...

oli
ନିଜ ଦଳରୁ ବହିଷ୍କୃତ ହେଲେ ଓଲି

କାଠମାଣ୍ଡୁ: ନେପାଳରେ ଘନଉଛି ରାଜନୈତିକ ସଂକଟ। ନିଜ ଦଳରୁ ବହିଷ୍କୃତ ହେଲେ ନେପାଳର କାମଚଳା ପ୍ରଧାନମନ୍ତ୍ରୀ କେ.ପି ଶର୍ମା ଓଲି। ଶାସକ ନେପାଳ କମ୍ୟୁନିଷ୍ଟ ପାର୍ଟିର କେନ୍ଦ୍ରୀୟ କମିଟି ବୈଠକରେ ଓଲିଙ୍କ ବହିଷ୍କାର ନେଇ ନିଷ୍ପତ୍ତି ହୋଇଛି। ଏଥିସହ ତାଙ୍କ ସଦସ୍ୟ ପଦ ମଧ୍ୟ ରଦ୍ଦ କରିଛି କେନ୍ଦ୍ରୀୟ...

srusti
କଲେଜ ଛାତ୍ରୀ ହେଲେ ଉତ୍ତରାଖଣ୍ଡର ପ୍ରଥମ ମହିଳା ମୁଖ୍ୟମନ୍ତ୍ରୀ !

ନାୟକ ଫିଲ୍ମର ରୋମାଞ୍ଚକର କାହାଣୀ, ସତ ହୋଇଛି ହରିଦ୍ୱାରର କଲେଜ ଛାତ୍ରୀ ସୃଷ୍ଟି ଗୋସ୍ୱାମୀଙ୍କ ଜୀବନରେ। ଆଜି ଦିନକ ପାଇଁ ଉତ୍ତରାଖଣ୍ଡର ମୁଖ୍ୟମନ୍ତ୍ରୀ ବନିଛନ୍ତି ୨୦ ବର୍ଷୀୟା ସୃଷ୍ଟି। ବିଧାନସଭାରେ ସମୀକ୍ଷା କରିଛନ୍ତି ବିଭିନ୍ନ ବିଭାଗର ବିକାଶମୂଳକ କାର୍ଯ୍ୟର। ରୁର୍କିରେ କୃଷିରେ ସ୍ନାତକ କରୁଥିବା ସ୍ରିଷ୍ଟିଙ୍କ ବାପା ଜଣେ...

day-n-night
ହାଇ ପ୍ରୋଫାଇଲ ସେକ୍ସ ରାକେଟ୍‌ର ପର୍ଦ୍ଦାଫାଶ: ଦିନରେ ୨୫ ଶହ, ରାତି ପାଇଁ ୫ ହଜାର

ଭୁବନେଶ୍ୱର: ଭିନ୍ନକ୍ଷମ ତାଲିମ କେନ୍ଦ୍ରରେ ସେକ୍ସ ରାକେଟ। ଭିନ୍ନକ୍ଷମ ଯୁବତୀଙ୍କୁ ଯୌନ ଶୋଷଣ। ଏମିତି ସାଂଘାତିକ ଅଭିଯୋଗ ଆସିଛି ଭୁବନେଶ୍ୱର ପଳାଶପଲ୍ଲୀରେ ଥିବା ନିଖିଳ ଓଡ଼ିଶା ଶାରୀରିକ ଭିନ୍ନକ୍ଷମ କଲ୍ୟାଣ ମହାସଂଘରେ। ଏସବୁ କାରବାରର ଭିଡିଓ ଭାଇରାଲ୍ ହେବା ପରେ ଖୋଲିଛି କେଳେଙ୍କାରୀର ଗୁମର। କେବଳ ଗରାଖ ନୁହେଁ,...

dense fog
୨ ଦିନ ଯାଏଁ ୯ ଜିଲ୍ଲାକୁ ଘନ କୁହୁଡ଼ି ୱାର୍ଣ୍ଣିଂ

ଭୁବନେଶ୍ୱର: ମାଡ଼ି ଆସୁଛି ଘନ କୁହୁଡ଼ି। ସତର୍କ କରାଇଲା ପାଣିପାଗ ବିଭାଗ। ରାଜ୍ୟର ଅନେକ ଜିଲ୍ଲାରେ ଆଜି ଘନ କୁହୁଡ଼ିର ଆସ୍ତରଣ ଦେଖିବାକୁ ମିଳିଥିବା ବେଳେ ଆସନ୍ତାକାଲି ମଧ୍ୟ କିଛି ଜିଲ୍ଲାରେ ଏଭଳି ସ୍ଥିତି ଦେଖାଯିବ। ଆଜି ରାତିରୁ କାଲି ସକାଳ ପର୍ଯ୍ୟନ୍ତ ୯ ଜିଲ୍ଲାକୁ ଘନ କୁହୁଡ଼ି...

maobadi
'ମହିଳା ମାଓବାଦୀଙ୍କୁ ଦିଆଯାଉଛି ନିର୍ଯାତନା'

ମାଲକାନଗିରି: ଭୁଶୁଡୁଛି ଲାଲ ଦୁର୍ଗ। ମାଲକାନଗିରି ଏସ୍‌ପିଙ୍କ ନିକଟରେ ଆତ୍ମସମର୍ପଣ କଲେ ମହିଳା ମାଓବାଦୀ। ଆନ୍ଧ୍ର ଓଡ଼ିଶା ବର୍ଡର କମିଟିର ପାର୍ଟି ସଦସ୍ୟ ନଛି ଖରା ଆଜି ଆତ୍ମସମର୍ପଣ କରିଛି।  ସ୍ୱାଭିମାନ ଅଞ୍ଚଳ ମୁକୁଟିପାଲିର ମହିଳା ମାଓବାଦୀ ୨ ବର୍ଷ ହେଲା ବିଭିନ୍ନ ମାଓ ହିଂସାରେ ସାମିଲ ଥିବା...

didi
'ଦେଶର ଗୋଟିଏ ନୁହେଁ, ୪ଟି ରାଜଧାନୀ ପ୍ରତିଷ୍ଠା ହେଉ'

କୋଲକାତା: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପୂର୍ବରୁ ରାଜନୈତିକ ପାଣିପାଗରେ ସତେ ଯେମିତି ଉଷ୍ମତା ଭରିଛି। ନେତାଜୀ ସୁଭାଷ ଚନ୍ଦ୍ର ବୋଷଙ୍କ ୧୨୫ତମ ଜୟନ୍ତୀ ଉତ୍ସବ ପ୍ରଧାନନ୍ତ୍ରୀ ନରେନ୍ଦ୍ର ମୋଦି ଆଜି କୋଲକାତା ଗସ୍ତରେ ଯାଇ ନେତାଜୀଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ନ୍ୟାସନାଲ ଲାଇବ୍ରେରୀ, ନେତାଜୀ ଭବନ, ଭିକ୍ଟୋରିଆ ମେମୋରିଆଲ୍‌ରେ ମୋଦି,...

air-marshal
ଡ୍ରାଗନ୍‌କୁ ସାମ୍‌ନା କରିବାକୁ ଭାରତ ବି ନେବ ଆକ୍ରମଣାତ୍ମକ ପଦକ୍ଷେପ

ନୂଆଦିଲ୍ଲୀ: ଭାରତ-ଚୀନ ସୀମା ବିବାଦ ମଧ୍ୟରେ ଭାରତୀୟ ବାୟୁସେନା ମୁଖ୍ୟ ରଖିଛନ୍ତି ଗୁରୁତ୍ୱପୂର୍ଣ୍ଣ ବୟାନ। ବାୟୁସେନା ମୁଖ୍ୟ RKS ଭଦୋରିଆ କହିଛନ୍ତି ଯେ, LACରେ ଯଦି ଚୀନ୍ ସେନା ଆକ୍ରମଣାତ୍ମକ ହେବ, ତେବେ ଭାରତ ପଛଘୁଞ୍ଚା ଦେବ ନାହିଁ। ଚୀନ୍ ସେନାକୁ ସାମ୍ନା କରିବାକୁ ଭାରତ ବି ଆକ୍ରମଣାତ୍ମକ...

modi
ପରାକ୍ରମ ଦିବସରେ କଣ କହିଲେ ମୋଦି?

କୋଲକାତା: ଆଜି ନେତାଜୀ ନୁହେଁ, ଭାରତର ଆତ୍ମଗୌରବ ଜନ୍ମ ନେଇଥିଲା। ନେତାଜୀଙ୍କ ବିଷୟରେ ବ୍ୟାଖ୍ୟା କଲେ ଶବ୍ଦର ଅଭାବ ପଡ଼ିଯିବ। ଏକଥା କହିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି। ନେତାଜୀଙ୍କ ୧୨୫ ଜୟନ୍ତୀ ସମାରୋହ ଅବସରରେ କୋଲକାତାର ଭିକ୍ଟୋରିଆଲ ମେମୋରିଆଲରେ ଯୋଗ ଦେଇ ମୋଦି କହିଛନ୍ତି ଯେ ଆଜି କୋଲକାତା...

biden
ବାଇଡେନ୍-ହାରିସ୍‌ଙ୍କ ସୁରକ୍ଷାକୁ ନେଇ ବଢିଲା ଚିନ୍ତା

ୱାସିଂଟନ୍: ବାଇଡେନ୍-ହାରିସଙ୍କ ସୁରକ୍ଷାକୁ ନେଇ ବଢିଛି ଚିନ୍ତା। ପୂର୍ବତନ ଭାରତୀୟ ପ୍ରଧାନମନ୍ତ୍ରୀ ଇନ୍ଦିରା ଗାନ୍ଧିଙ୍କ ହତ୍ୟା ଶୈଳୀରେ ବାଇଡେନଙ୍କ ଉପରେ ଅନ୍ତର୍ଘାତୀ ଆକ୍ରମଣ ହୋଇପାରେ ବୋଲି ଆଶଙ୍କା କରାଯାଉଛି। ଏହାକୁ ଦୃଷ୍ଟିରେ ରଖି ଗୁଇନ୍ଦା ସଂସ୍ଥା ଏଫ୍‌ଟିଆଇ ଓ ଆମେରିକା ପ୍ରତିରକ୍ଷା ବିଭାଗ ଅଭୂତପୂର୍ବ ସୁରକ୍ଷା ବନ୍ଦୋବସ୍ତ କରିଛନ୍ତି।...

police
ଝିଅର ବୟସକୁ ନେଇ ଦିନରେ ଲଣ୍ଠନ ଦେଖାଇଥିଲା ପୋଲିସ୍ !

ଭୁବନେଶ୍ୱର: ନାବାଳିକାକୁ ସାବାଳିକା ଦର୍ଶାଇ ଜଣେ ୮ ବର୍ଷର ଝିଅ ବିରୋଧରେ ୧୦୭ ଦଫା ଲଗାଇଲା ପୋଲିସ। ଏକ ଜମିବାଡି ବିବାଦ ମାମଲାରେ ନାବାଳିକାଙ୍କୁ ୧୯ ବର୍ଷିୟା ଦର୍ଶାଇ କମିଶନରେଟ୍ ପୋଲିସର ବନମାଳୀପୁର ଫାଣ୍ଡି ୧୦୭ ଦଫାରେ ମାମଲା ରୁଜୁ କରିଛି। ଏଭଳି ଭୁଲ୍ କରି ତଦନ୍ତକୁ ବିଭ୍ରାନ୍ତି...

ଢେଙ୍କାନାଳସ୍ଥିତ IIMCରୁ ସାମ୍ବାଦିକତା ପଢ଼ିବା ପରେ ଓଡ଼ିଆ ଗଣମାଧ୍ୟମରେ ବୃତ୍ତିଗତ ଜୀବନ ଆରମ୍ଭ କରନ୍ତି। ଏହାପରେ କିଛି ଅଗ୍ରଣୀ ଖବରକାଗଜରେ କିଛିବର୍ଷ କାମ କରି ଏବେ ଓଟିଭିର ଡିଜିଟାଲ ବିଭାଗରେ କପିଏଡିଟର ଭାବେ କାର୍ଯ୍ୟରତ। ରିପୋର୍ଟିଂ ସହିତ ଜାତୀୟ, ଅନ୍ତର୍ଜାତୀୟ, କ୍ରୀଡ଼ା ଓ ରାଜନୀତି ଖବର ପରିବେଷଣରେ ବିଶେଷ ଋଚି। ଏଥିସହିତ ସାମୟିକ ଭାବେ ଖବରକାଗଜରେ ସ୍ତମ୍ଭ ଲେଖା ଜାରି ରହିଛି।