ଜାନୁଆରୀ ୨୯, ସୋମବାର: ଜାଣନ୍ତୁ ଆଜି କେଉଁ ରାଶିର ଲୋକେ ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନନେଲେ ଭଲ

ମେଷ: ମନ ଚଞ୍ଚଳ ରହିବ। ସେଥିପାଇଁ ଯେ କୌଣସି ନିଷ୍ପତ୍ତି ନେବାରେ ଆପଣଙ୍କୁ ସମସ୍ୟା ହେବ। ନୂଆ କାର୍ଯ୍ୟ କରିବା ପାଇଁ ପ୍ରେରଣା ମିଳିବ। ବୃଷ: ସ୍ଥିର…