• translate
Mahasweta Baral

Mahasweta Baral

Editor

Posts by Mahasweta Baral

birds
ସୀମାରୁ ମିଳିଲା ୧୫ଲକ୍ଷ ଟଙ୍କାର ବିରଳ ପ୍ରଜାତିର ପକ୍ଷୀ!

ଢାକା: ବାଂଲାଦେଶ ସୀମାରେ ଦେଖିବାକୁ ମିଳିଛି ଅଜବ ଦୃଶ୍ୟ। ସୀମାରେ ଗୁପ୍ତଚର ଭାବେ କାର୍ଯ୍ୟ କରୁଥିବା ବିଏସଏଫ୍ କର୍ମଚାରୀ ଖବର ପାଇ ସେଠାରେ ପହଞ୍ଚିଥିଲେ। ଯାହା ପରେ ସେମାନେ ଦେଖିବାକୁ ପାଇଲେ ଯେ ସେଠାରେ ଉପସ୍ଥିତ ଥିବା ସନ୍ଦିଗ୍ଧ ଲୋକମାନେ ଏକ ପଞ୍ଜୁରୀକୁ ଫୋପାଡ଼ି ଦେଇ ପଳାଇ ଯାଇଛନ୍ତି। ସେହି...

rto
ଖୋଲିବ ଆରଟିଓ ଅଫିସ୍

ଭୁବନେଶ୍ୱର : ରାଜ୍ୟରେ RTOରେ ଚାଲିବ କାମ। ରାଜ୍ୟର ସମସ୍ତ RTO ଅଫିସ୍‌ରେ କାମ ଚାଲୁ ପାଇଁ ନିର୍ଦ୍ଦେଶ ହୋଇଛି। ଅନୁମତି ପ୍ରାପ୍ତ କର୍ମଚାରୀଙ୍କୁ ନେଇ ଅଫିସ ଖୋଲିବାକୁ ନିର୍ଦ୍ଦେଶ ହୋଇଛି। ଏନେଇ ନିର୍ଦ୍ଦେଶନାମା ଜାରି କଲେ ପରିବହନ କମିଶନର। ନିର୍ଦ୍ଦେଶ ସଂପର୍କରେ ପରିବହନ ମନ୍ତ୍ରୀ ପଦ୍ମନାଭ ବେହେରାଙ୍କ...

74i
ସ୍ୱାଧୀନତା ଦିବସ ପାଇଁ ଫୁଲଡ୍ରେସ ରିହରସଲ ଶେଷ

ଭୁବନେଶ୍ୱର: ଆସନ୍ତାକାଲି ସ୍ୱାଧୀନତା ଦିବସ। ସାରା ଦେଶ ୭୪ତମ ସ୍ୱାଧୀନତା ଦିବସ ପାଳନ କରିବ। ତେବେ ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ ନିରାଡ଼ମ୍ବର ଭାବେ ପାଳନ ପାଇଁ ନିଷ୍ପତ୍ତି ହୋଇଛି। ଏଥିପାଇଁ ପ୍ରସ୍ତୁତି ଶେଷ ପର୍ଯ୍ୟାରେ ପହଞ୍ଚିଛି। ଏଥର ରାଜ୍ୟସ୍ତରୀୟ ସ୍ୱାଧୀନତା ଦିବସ କାର୍ଯ୍ୟକ୍ରମ ରାଜଧାନୀର ପ୍ରଦର୍ଶନୀ ପଡିଆରେ ଅନୁଷ୍ଠିତ...

krisna
ଏଥର ଜନ୍ମାଷ୍ଟମୀରେ କୃଷ୍ଣ ପିନ୍ଧିଥିଲେ ପିପିଇ କିଟ୍ ଓ ମାସ୍କ

ବାରାଣାସୀ : କରୋନା ଭାଇରସ ଯୋଗୁ ଏଥର ଜନ୍ମାଷ୍ଟମୀ ଫିକା ପଡ଼ିଯାଇଛି। ମୁଣ୍ଡରେ କରୋନାରୁ ରକ୍ଷା ପାଇବା ପାଇଁ ପଗଡ଼ି, ଶରୀରରେ ପିପିଇ କିଟ୍ ଓ ମୁହଁରେ ମାସ୍କ। ଜନ୍ମାଷ୍ଟମୀରେ ଏଭଳି ଭାବେ ସଜେଇ ହୋଇଥିଲେ ଭଗବାନ କୃଷ୍ଣ। ଏମିତି ଦୃଶ୍ୟ ଦେଖିବାକୁ ମିଳିଛ ବାରାଣାସୀର ଏକ ମନ୍ଦିରରେ।...

halua
ସ୍ୱାଧୀନତା ଦିବସରେ ଘରେ ରହି ପ୍ରସ୍ତୁତ କରନ୍ତୁ ଟେଷ୍ଟି ‘ତ୍ରିରଙ୍ଗା ହାଲୱା’ | Tiranga Halwa Recipe

କରୋନା ଯୋଗୁ ଏଥର ସ୍ୱାଧିନତା ଦିବସ ୨୦୨୦କୁ ଦେଶବାସୀ ଘରେ ରହି ପାଳନ କରିବେ। ଭାଇରସ ଯୋଗୁ ସ୍ୱାଧନତା ଦିବସର ରଙ୍ଗ ଟିକେ ଫିକା ପଡ଼ିଯିବ। ଲକ୍‌ଡାଉନ୍‌ ଯୋଗୁଁ ଲୋକମାନେ ସାମାଜିକ ଦୂରତାକୁ ମାନି ଘରେ ରହିବେ। ଏଭଳି ପରସ୍ଥିତିରେ ଆପଣମାନେ ଘରେ ରହି ପିଲାମାନଙ୍କ ପାଇଁ ତ୍ରିରଙ୍ଗା...

kendrapada
ଜମିବାଡ଼ିକୁ ନେଇ ବିବାଦ, ୬ ଗୁରୁତର

କେନ୍ଦ୍ରାପଡା: ଜମିବାଡ଼ି ବିବାଦକୁ ନେଇ ମରଣାନ୍ତକ ଆକ୍ରମଣ।  ଆକ୍ରମଣରେ ୬ ଗୁରୁତର ହୋଇ ମେଡିକାଲରେ ଭର୍ତ୍ତି ହୋଇଛନ୍ତି।  ଘଟଣା ଘଟିଛି କେନ୍ଦ୍ରାପଡା ଜିଲ୍ଲା  ପାଟକୁରା ଥାନା ଶାଶିନୀପଡା ଗାଁରେ। ଖବର ଅନୁଯାୟୀ, ଦୁଇ ପରିବାର ମଧ୍ୟରେ ଜମିବାଡ଼ି ବିବାଦକୁ ନେଇ ଏଭଳି କାଣ୍ଡ ଘଟିଥିବା ଜଣାପଡ଼ିଛି।  ଏଥିରେ ଆହତ...

madua
ମଦୁଆ ସ୍ୱାମୀକୁ ହାଣିଦେଲା ସ୍ତ୍ରୀ

ଜଗତସିଂହପୁର: ସ୍ୱାମୀକୁ ହାଣି ମାରି ଦେଲା ସ୍ତ୍ରୀ। ଏଭଳି ଘଟଣା ଘଟିଛି ଜଗତସିଂହପୁର ଜିଲ୍ଲା ବାଲିକୁଦା ଥାନା ଅନ୍ତର୍ଗତ ସଦେଇପୁର ଗାଁରେ । ମୃତକ ଜଣକ ହେଲେ ସୁଶାନ୍ତ ସାମଲ। ତାଙ୍କ ସ୍ତ୍ରୀଙ୍କ ନାଁ କବିତା ସାମଲ। ପୋଲିସର ଖବର ଅନୁଯାୟୀ, ଗତକାଲି କୌଣସି କଥାକୁ ନେଇ ସ୍ୱାମୀ-ସ୍ତ୍ରୀଙ୍କ...

udalll
ଡାଆଣୀ କହି ମହିଳାଙ୍କୁ ଆକ୍ରମଣ

ଉଦଳା: ମୟୂରଭଞ୍ଜରେ ଏକ ଅନ୍ଧବିଶ୍ୱାସର ଚିତ୍ର ଦେଖିବାକୁ ମିଳୁଛି। ଡାଆଣୀ ସନ୍ଦେହରେ ମହିଳାଙ୍କୁ ମରଣାନ୍ତକ ଆକ୍ରମଣ କରାଯାଇଛି।  ଘଟଣାଟି କପ୍ତିପଦା ଥାନା ତୋଟାସାହି ଗାଁର। ଖବର ଅନୁଯାୟୀ, ଜଣେ ମହିଳାଙ୍କୁ ଡାଆଣୀ ସନ୍ଦେହ କରି ତାଙ୍କ ଦିଅର ଓ ଦେଢଶୁର ମରଣାନ୍ତକ ଆକ୍ରମଣ କରିଛନ୍ତି। ଗୁରୁତର ଅବସ୍ଥାରେ ମହିଳାଙ୍କୁ...

karina
ପୁଣି ମା’ ହେବେ କରୀନା

ମୁମ୍ୱାଇ: ବଲିଉଡ ଅଭିନେତ୍ରୀ କରୀନା କପୁର ଖାନ୍ ଦ୍ୱିତୀୟ ଥର ମା’ ହେବାକୁ ଯାଉଛନ୍ତି। ଗତକାଲି ସୈଫ୍ ଅଲ୍ଲୀ ଖାନ୍‌ ଓ କରୀନା ଏହାକୁ ଆନୁଷ୍ଠାନିକ ଭାବେ ଘୋଷଣା କରିଛନ୍ତି। କରୀନା ମା’ ହେବା କଥା ଶୁଣି ସମସ୍ତେ ତାଙ୍କୁ ଅଭିନନ୍ଦନ ଜଣାଉଛନ୍ତି। ଏନେଇ ତାଙ୍କ ଭଉଣୀ ଓ...

snake
ଜୋତା ଭିତରେ ସାପ, ଅଳ୍ପକେ ବର୍ତ୍ତିଲେ ଏସ୍‌ପି

ଭୋପାଳ: ମଧ୍ୟପ୍ରଦେଶର ପନ୍ନା ଅଞ୍ଚଳରେ ଏକ ଲୋମଟାଙ୍କୁରା ଦୃଶ୍ୟ ଦେଖିବାକୁ ମିଳିଛି। ଏହି ଅଞ୍ଚଳର ଏସ୍‌ପି ମୟଙ୍କ ଅୱସ୍ତି ଅଳ୍ପକେ ମୃତ୍ୟୁମୁଖରୁ ବଞ୍ଚିଯାଇଛନ୍ତି। ଏସିପ୍‌ଙ୍କ ଜୋତା ଭିତରେ ଏକ ବିଷାକ୍ତ ସାପ ଲୁଚି ରହିଥିଲା। ଜୋତା ଭିତରୁ ମୋଜାକୁ ବାହାର କରିବା ପାଇଁ ସେ ଯେତେବେଳେ ଜୋତା ଭିତରେ...

krusna
୧୦୦କୋଟି ମୂଲ୍ୟର ସୁନା ଗହଣାରେ ସଜେଇ ହେଲେ ଠାକୁର

ଗ୍ୱାଲିଅର: ସିନ୍ଧିଆ ରାଜବଂଶର ୨୦୦ ବର୍ଷର ପୁରୁଣା ଅଳଙ୍କାରକୁ ଜନ୍ମାଷ୍ଟମୀ ଅବସରରେ ଗ୍ୱାଲିଅରର ଏହି ମନ୍ଦିରକୁ ସଜାଯାଇଥାଏ। ଏହି ଅଳଙ୍କାରର ମୂଲ୍ୟ ପ୍ରାୟ ୧୦୦ କୋଟି ବୋଲି ଜଣାପଡ଼ିଛି। କରୋନା ଭାଇରସ ଯୋଗୁ ଏଥର ଅନ୍‌ଲାଇନ୍‌ରେ ଭକ୍ତମାନେ ଭଗବାନଙ୍କୁ ଦର୍ଶନ କରିଛନ୍ତି। ଏହି ମନ୍ଦିରର ନାଁ ଗୋପଳ ମନ୍ଦିର।...

nabalika
ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ମାମଲାରେ ତଦନ୍ତ ଆରମ୍ଭ କଲା କ୍ରାଇମବ୍ରାଞ୍ଚ

ରାଉଲକେଲା: ବୀରମିତ୍ରପୁର ନାବାଳିକା ଦୁଷ୍କର୍ମ ଓ ଗର୍ଭପାତ ଘଟଣାରେ ତନାଘନା ଚଳାଇଛି କ୍ରାଇମବ୍ରାଞ୍ଚ। ଘଟଣାର ତଦନ୍ତ କରିବା ପାଇଁ ସୁନ୍ଦରଗଡ଼ରେ ପହଞ୍ଚିଛି କ୍ରାଇମବ୍ରାଞ୍ଚର ୨ ଜଣିଆ ଟିମ୍। ଏହି ଘଟଣାରେ ସମ୍ପୃକ୍ତ ବହିଷ୍କୃତ ଥାନା ଅଧିକାରୀ ଓ ଡାକ୍ତରଙ୍କୁ ଜେରା କରିପାରେ କ୍ରାଇମବ୍ରାଞ୍ଚ। ଘଟଣାରେ ଆଉ କାହାର ହାତ...

nilagiri
୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ

ନୀଳଗିରି: ୧୨ ଘଣ୍ଟାର କସରତ ପରେ ଗିରଫ ହେଲା ଅଭିଯୁକ୍ତ। ବାଲେଶ୍ୱର ନୀଳଗିରି ନିଛନ୍ଦପୁର ଗାଁରୁ ଅଭିଯୁକ୍ତ ରାଜା ଦଲେଇକୁ ନିଜ ହେପାଜତକୁ ନେଲା ପୋଲିସ୍। ଗ୍ରାମବାସୀଙ୍କୁ ବୁଝାସୁଝା ପରେ ପୋଲିସ ଅଭିଯୁକ୍ତ ଓ ତାଙ୍କ ମାଆଙ୍କୁ ହେପାଜତକୁ ନେଇଛି। ଅଭିଯୁକ୍ତକୁ ନେଇ ନିଛନ୍ଦପୁର ଗାଁରେ ଉତ୍ତେଜନା ଦେଖା...

12boys
ଅନ୍ୟର ଜୀବନ ବଞ୍ଚାଇବାକୁ ଯାଇ ନଦୀକୁ ଡେଇଁ ପଡ଼ିଲେ ୧୨ ବର୍ଷର ବାଳକ, ଆଉ ତା’ପରେ...  

ଡେରାଡୁନ୍‌: ଉତ୍ତରାଖଣ୍ଡର ରାମନଗରରେ ରହୁଥିବା ୧୨ ବର୍ଷର ସନ୍ନି ଏବେ ଲୋକମାନଙ୍କ ପାଇଁ ଉଦାହରଣ ପାଲଟିଛି। ବାହାଦୂର ସନ୍ନି ପାଣିରେ ଭାସିଯାଉଥିବା ଜଣେ ଯୁବକଙ୍କ ଜୀବନ ରକ୍ଷା କରି ଚର୍ଚ୍ଚାରେ ଆସିଛନ୍ତି। ଖବର ଅନୁଯାୟୀ, ଘଟଣାଟି ଗତ ରବିବାର ଦିନ ଘଟିଥିଲା। ଯୁବକ ଜଣଙ୍କ ବେକାରୀ ଥିବାରୁ ବିଭିନ୍ନ...

susanta
ଭାଇ ଭଉଣୀଙ୍କ ସର୍ମ୍ପକକୁ ଭାଙ୍ଗିବାକୁ ଚାହୁଁଥିଲେ ରିୟା

ନୂଆଦିଲ୍ଲୀ: ଅଭିନେତା ସୁଶାନ୍ତଙ୍କ ମୃତ୍ୟୁକୁ ନେଇ ତାଙ୍କ ପିତାଙ୍କ ଓକିଲ ବିକାଶ ସିଂ ରିୟା ଚକ୍ରବର୍ତ୍ତୀଙ୍କ ଉପରେ ସଙ୍ଗୀନ ଅଭିଯୋଗ କରିଥିଲେ। ଓକିଲ କହିଥିଲେ ରିୟା ସୁଶାନ୍ତଙ୍କୁ ତାଙ୍କ ପରିବାର ଠାରୁ ଅଲଗା ରଖିବାକୁ ଚାହୁଁଥିଲେ। ରିୟା ସୁଶାନ୍ତ ଓ ତାଙ୍କ ଭଉଣୀ ପ୍ରିୟଙ୍କାଙ୍କ ସହ ପ୍ରଥମ ସାକ୍ଷାତ...

golddddddd
ନଦୀରୁ ବାହାରିଲା ପୁଳାପୁଳା ସୁନା!

ରାୟପୁର: ଛତିଶଗଡ଼ର ଯଶପୁରରେ ସୁନା ଖଣି ମିଳିବାର ସମ୍ଭାବନା ରହିଛି। ଶତାବ୍ଦୀ ଧରି ଏଠାରେ ଥିବା ଦୁଇଟି ନଦୀରୁ ସୁନା ବାହାରୁଥିବାର ଦେଖିବାକୁ ମିଳୁଛି। ଏନେଇ ସେଠାରେ ଖୁବ୍‌ ଶୀଘ୍ର ସୁନା ଖଣି ପ୍ରସ୍ତୁତ କରାଯିବ ବୋଲି ଜଣାପଡ଼ୁଛି। ଏହା ହେଉଛି ପ୍ରାଥମିକ ତଦନ୍ତ। କିନ୍ତୁ ସେଠାରେ ସୁନା...

jail
ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ ଚିହ୍ନଟ

ରାଉରକେଲା: ରାଉରକେଲା ସ୍ୱତନ୍ତ୍ର ଜେଲରେ ୪୫ କରୋନା ଆକ୍ରାନ୍ତ। ଚିହ୍ନଟ କରୋନା ସନ୍ଦେହରେ ଜେଲରେ ୬୪ ଜଣଙ୍କ ନମୁନା ପରୀକ୍ଷା କରାଯାଇଥିଲା। ଟେଷ୍ଟ ନମୁନାରୁ ୪୨ ଅନ୍ତେବାସୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ଜେଲରେ ଅନ୍ୟ ୩ ଜଣ ମଧ୍ୟ କରୋନା ଆକ୍ରାନ୍ତ ହୋଇଥିବା ସୂଚନା ଦେଇଛନ୍ତି ସ୍ୱତନ୍ତ୍ର ଜେଲର।...