• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Mihir Pattnayak

Mihir Pattnayak

Editor

ଶିକ୍ଷାଗତ ଯୋଗ୍ୟତା ଅର୍ଥନୀତିରେ ସ୍ନାତକ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ସ୍ନାତକୋତ୍ ...more

ଶିକ୍ଷାଗତ ଯୋଗ୍ୟତା ଅର୍ଥନୀତିରେ ସ୍ନାତକ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ସ୍ନାତକୋତ୍ତର। ଉତ୍କଳ ବିଶ୍ବ ବିଦ୍ୟାଳୟରୁ ସାମ୍ବାଦିକତା ଡିଗ୍ରୀ ହାସଲ ପରେ, ଏକ ଘରୋଇ ସଫ୍ଟ.ୱେର କମ୍ପାନୀରେ କଣ୍ଟେଟ ରାଇଟର ଭାବେ କାର୍ଯ୍ୟାରମ୍ଭ। ପରେ ପରେ ସକ୍ରିୟ ଗଣମାଧ୍ୟମକୁ ପ୍ରବେଶ। ବୃତ୍ତିଗତ ସାମ୍ବାଦିକ ଭାବେ ୨୦୧୦ରେ ଧରତ୍ରୀରେ ଯୋଗଦାନ। ସହ ସମ୍ପାଦକ ଓ ବରିଷ୍ଟ ସହ ସମ୍ପାଦକ ଭାବେ ଏଠାରେ ୭ ବର୍ଷ କାର୍ଯ୍ୟ କରିବା ପରେ ସମ୍ବାଦ ଡିଜିଟାଲରେ ଯୋଗଦାନ। ପରବର୍ତ୍ତି ସମୟରେ ଓଟିଭି, ଓଡିଶା ରିପୋର୍ଟର ଓ ଅର୍ଗସ ନ୍ୟୁଜରେ କାର୍ଯ୍ୟ କରି ସମ୍ପ୍ରତି ଓଟିଭି ଡିଜିଟାଲ(ଖବର) ମୁଖ୍ୟ ଭାବେ କାର୍ଯ୍ୟରତ।

less

Posts by Mihir Pattnayak

nb
ଫୋନି ବାତ୍ୟାରେ ଗୃହଶୂନ୍ୟଙ୍କୁ ମିଳିବ ପକ୍କା ଘର

ଭୁବନେଶ୍ୱର: ଫୋନି ବାତ୍ୟାରେ ଗୃହଶୂନ୍ୟଙ୍କୁ ମିଳିବ ପକ୍କା ଘର । ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ଏହି ଘୋଷଣା କରିଛନ୍ତି । ଯେଉଁମାନଙ୍କ ଘର ଧ୍ୱଂସ ପାଇଥିବ ବା ସଂପୂର୍ଣ୍ଣ ରୂପେ ନଷ୍ଟ ହୋଇଯାଇଥିବା ସେମାନେ ଏହି ସୁବିଧା ପାଇବେ । ଏଥିପାଇଁ ଆସନ୍ତା ୧୫ ତାରିଖରୁ କ୍ଷୟକ୍ଷତି...

1
ମିଛ କହୁଛନ୍ତି ସରକାର, ବିଜୁଳି ଯୋଗାଣ ପାଇଁ ଏ ଯାଏଁ ସମ୍ପୁର୍ଣ୍ଣ ହୋଇନି ଭିତ୍ତିଭୂମି

ଭୁବନେଶ୍ୱର: ବିଦ୍ୟୁତ୍‌ ପୁନଃସଂଯୋଗ ନେଇ ସରକାରଙ୍କ କଥା ଓ କାମର ଗୁମର ଖୋଲିଲେ ଖୋଦ୍ ବିଭାଗୀୟ କର୍ମଚାରୀ। ରାଜଧାନୀର ଯେଉଁ ଗୁରୁତ୍ୱପୂର୍ଣ ସ୍ଥାନଗୁ଼ଡିକୁ ବିଜୁଳି ଦେଇଥିବାର ଦାବି କରାଯାଉଥିଲା ସେଇ ସ୍ଥାନରେ ହିଁ କାମ ସରି ନ ଥିବା ଚିତ୍ର ସାମନାକୁ ଆସିଛି।  ଏହାପରେ ଆଜି ସୁଦ୍ଧା ଭୁବନେଶ୍ୱରରେ...

yu
କଡ଼ା ସୁରକ୍ଷା ବ୍ୟବସ୍ଥା ମଧ୍ୟରେ ସରିଲା ୬ଷ୍ଠ ପର୍ଯ୍ୟାୟ ମତଦାନ, ସନ୍ଧ୍ୟା ୪ଟା ସୁଦ୍ଧା ୫୦.୭୭ ପ୍ରତିଶତ ମତଦାନ

ନୂଆଦିଲ୍ଲୀ: ୬ଷ୍ଠ ପର୍ଯ୍ୟାୟରେ ଆଜି ୭ଟି ରାଜ୍ୟର ୫୯ଟି ଲୋକସଭା ନିର୍ବାଚନମଣ୍ଡଳୀରେ ମତଦାନ ହୋଇଛି। ମୋଟ୍ ୯୭୯ ଜଣ ପ୍ରାର୍ଥୀଙ୍କ ଭାଗ୍ୟ ଇଭିଏମ୍‌ରେ ସିଲ୍ ହୋଇଛି । ଦିଲ୍ଲୀର ସମସ୍ତ ୭ଟି ଆସନ, ଉତ୍ତରପ୍ରଦେଶର ୧୪, ହରିଆଣାର ୧୦, ବିହାର, ମଧ୍ୟପ୍ରଦେଶ ଓ ପଶ୍ଚିମବଙ୍ଗର ୮ଟି ଲେଖାଏଁ ଆସନ...

maa
ନିଜ କଷ୍ଟ ଭୁଲି ପରିଣତ ବୟସରେ ପୁଅ ସେବାରେ ଲାଗିଛନ୍ତି ସୋମବାରୀ

ବାରିପଦା: ମା’ ସ୍ୱର୍ଗଠାରୁ ବଡ଼, ଈଶ୍ୱରଙ୍କଠାରୁ ମହାନ । ତାର ମମତା ଅମୂଲ, ତାର ଭଲ ପାଇବା ସୀମାହୀନ ସାଗର। ନିଜର ଦୁଃଖକଷ୍ଟ ଭୁଲି ସନ୍ତାନ ପାଇଁ ସେ ବାର ମାସରେ ତେର ବ୍ରତ କରେ । ପିଲାଙ୍କ ମଙ୍ଗଳ ପାଇଁ ସବୁ ଝଡ଼ଝଞ୍ଜାକୁ  ହସିହସି ସହିଯାଏ। ଏମିତି...

77
ବିଦ୍ୟୁତ୍‌ ଖୁଣ୍ଟ ପଡ଼ି ନାବାଳକ ମୃତ

କଟକ: ମରଣ କେମିତି ଆସେ କହିବା ମୁସ୍‌କିଲ୍‌। ଠିକ୍‌ ଆଜି ଯେମିତି ମୃତ୍ୟୁବରଣ କରିଛି ଛୋଟ ପିଲାଟିଏ। ବିଦ୍ୟୁତ୍‌ ଖୁଣ୍ଟ ପଡ଼ିଯିବାରୁ ନାବାଳକ ମୃତ୍ୟୁ ହୋଇଛି। ଏଭଳି ଦୁଃଖଦ ଘଟଣା ଘଟିଛି, କଟକ ସଦର ଥାନା ନୂଆଗଡ଼ ଗାଁରେ । ଗ୍ରାମବାସୀଙ୍କ ଉଦ୍ୟମରେ ବିଦ୍ୟୁତ୍‌  ଖୁଣ୍ଟ ପୋତା ଯାଉଥିବା...

bb
ଘର ପୋଡ଼ିଲା, ଜଳିଗଲେ ନବବଧୂ

ଭଦ୍ରକ: ୮ ବଖରା ଘର ଜଳିଗଲା। ଅଗ୍ନିକାଣ୍ଡରେ ଜଳିଗଲେ ନବବଧୂ । ଭଦ୍ରକ ଜିଲ୍ଲା ଗ୍ରାମାଞ୍ଚଳ ଥାନା ଓଗାଳପୁର ଗ୍ରାମର ଦୁର୍ଗା ଚରଣ ଟୁଡୁଙ୍କ ଘରେ ଆଜି ମଧ୍ୟାହ୍ନରେ ହଠାତ୍ ନିଆଁ ଲାଗିଯିବା ଫଳରେ ଘର ଭିତରେ ଥିବା ନବବିବାହିତ ଦୁର୍ଗାଙ୍କ ପତ୍ନୀ ପଙ୍କଜିନି ଜୀବନ୍ତ ଦଗ୍ଧ ହୋଇଯାଇଛନ୍ତି।...

y7
ଶିକାର କରିବାକୁ ଯାଇ ନିଜ ଗୁଳିରେ ନିଜେ ହେଲେ ଶିକାର

ସମ୍ବଲପୁର: ଶିକାର କରିବାକୁ ଯାଇ ଶିକାର ହୋଇଗଲା ଶିକାରୀ । ନିଜ ଗୁଳିର ଶିକାର ସେ ନିଜେ ହେଲେ। ଘଟଣା ଘଟିଛି ସମ୍ବଲପୁର ଜିଲ୍ଲା କିସିଣ୍ଡା ଥାନା ଗଂଜାବାହାଲ ଗାଁରେ।  ମୃତକ ହେଲେ ବାହାଦୁର ସିଂ।  ଗତ ଶୁକ୍ରବାର ସେ ନିଜର ୩ ସହଯୋଗୀଙ୍କ ସହିତ ଜଙ୍ଗଲକୁ ଶିକାର...

67
ବୀମା ଟଙ୍କା ନ ମିଳିବାରୁ ରାଜରାସ୍ତାରେ ଚାଷୀ

ଭବାନୀପାଟଣା: ବୀମା ଟଙ୍କା ନ ମିଳିବାରୁ ରାଜରାସ୍ତାରେ ବସିଛନ୍ତି ଚାଷୀ । କଳାହାଣ୍ଡି ଜିଲ୍ଲା ଗୋଲାମୁଣ୍ଡା ମୁଖ୍ୟ ରାସ୍ତାରେ ଟାୟାର ଜାଳି ରାସ୍ତା ଅବରୋଧ କରିଛନ୍ତି ସମସ୍ତ ଚାଷୀ। ରାସ୍ତାରୋକ ଯୋଗୁଁ ଧର୍ମଗଡ଼-ଖରିଆର ମଧ୍ୟରେ ଗାଡି ଚଳାଚଳ ବାଧାପ୍ରାପ୍ତ ହୋଇଛି ।…

OTV-portal-jagannath
ଜଗନ୍ନାଥଙ୍କୁ ନେଇ ରାଜନୀତି ହେବନି କ’ଣ ପାଇଁ ?

କିଛି ଦିନ ହେବ ଗୋଟିଏ କଥା ମନକୁ ଆସୁଛି। ଖବରଟିଏ ପ୍ରସ୍ତୁତ କଲାବେଳେ ଆମେ ଯତ୍ନବାନ୍ ହୋଇ ଏହାକୁ ଲେଖୁ। ଦୃଶ୍ୟଶ୍ରାବ୍ୟ ମାଧ୍ୟମରେ ଏହାକୁ ପ୍ରକାଶ କରିବା ବେଳେ ବାରମ୍ବାର ତର୍ଜମା କରୁ। ଏହି ଲେଖାଲେଖି, ଦେଖାଦେଖି ଭିତରେ ଗୋଟିଏ ଶବ୍ଦ…

jagannath
ଦୋଳିରୁ ପଡ଼ି ହାତ ଭାଙ୍ଗିଲେ ବଡ଼ ଠାକୁର

୧୪୮୨ ଶକାବ୍ଦ। ଉତ୍କଳରେ ଗଉଡ଼ିଆ ଗୋବିନ୍ଦ ଦେବଙ୍କ ଶାସନ କାଳ। ସାରା ଶ୍ରୀକ୍ଷେତ୍ର ଅବିର ରଙ୍ଗରେ ରଙ୍ଗମୟ। ବଡ଼ ଦେଉଳରେ ସବୁ ଉପକ୍ରମ ସାରି ଦିଅଁ ଦୋଳମଣ୍ଡପ ସାହିକୁ ପହଣ୍ଡି ବିଜେ କରନ୍ତି। ଦୋଳି ପ୍ରସ୍ତୁତ ହୋଇ ରହିଥାଏ, ତା ବଡ଼…

ଶିକ୍ଷାଗତ ଯୋଗ୍ୟତା ଅର୍ଥନୀତିରେ ସ୍ନାତକ, ସାମ୍ବାଦିକତା ଓ ଗଣଯୋଗାଯୋଗରେ ସ୍ନାତକୋତ୍ତର। ଉତ୍କଳ ବିଶ୍ବ ବିଦ୍ୟାଳୟରୁ ସାମ୍ବାଦିକତା ଡିଗ୍ରୀ ହାସଲ ପରେ, ଏକ ଘରୋଇ ସଫ୍ଟ.ୱେର କମ୍ପାନୀରେ କଣ୍ଟେଟ ରାଇଟର ଭାବେ କାର୍ଯ୍ୟାରମ୍ଭ। ପରେ ପରେ ସକ୍ରିୟ ଗଣମାଧ୍ୟମକୁ ପ୍ରବେଶ। ବୃତ୍ତିଗତ ସାମ୍ବାଦିକ ଭାବେ ୨୦୧୦ରେ ଧରତ୍ରୀରେ ଯୋଗଦାନ। ସହ ସମ୍ପାଦକ ଓ ବରିଷ୍ଟ ସହ ସମ୍ପାଦକ ଭାବେ ଏଠାରେ ୭ ବର୍ଷ କାର୍ଯ୍ୟ କରିବା ପରେ ସମ୍ବାଦ ଡିଜିଟାଲରେ ଯୋଗଦାନ। ପରବର୍ତ୍ତି ସମୟରେ ଓଟିଭି, ଓଡିଶା ରିପୋର୍ଟର ଓ ଅର୍ଗସ ନ୍ୟୁଜରେ କାର୍ଯ୍ୟ କରି ସମ୍ପ୍ରତି ଓଟିଭି ଡିଜିଟାଲ(ଖବର) ମୁଖ୍ୟ ଭାବେ କାର୍ଯ୍ୟରତ।