• translate
Minati Mishra

Minati Mishra

Editor

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

hhhhhhhhhhhhhh
ଜଳୁଛି ସାରା ଦେଶ, ରାଜସ୍ଥାନରେ ତାପମାତ୍ରା ୫୦ ଡିଗ୍ରୀ ଛୁଇଁଲା

ଭୁବନେଶ୍ୱର:ଶୁକବ୍ରାର ରାତିରେ ବର୍ଷା ଓ ପବନ ପରେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହରୁ ସାମାନ୍ୟ ଆଶସ୍ତ ମିଳିଛି ଓଡ଼ିଶାବାସୀଙ୍କୁ । ଆଜି ପାଗ ସାମାନ୍ୟ ଥଣ୍ଡା ଥିବା ବେଳେ ତାପମାତ୍ରା ହ୍ରାସ ପାଇଛି। ଅନ୍ୟପକ୍ଷେ ପ୍ରଚଣ୍ଡ ଗ୍ରୀଷ୍ମ ପ୍ରବାହ ସାଙ୍ଗକୁ ଗୁଳୁଗୁଳିରେ ସାରା ଦେଶ ଜଳୁଛି। ଆଜି ଦେଶର ଅନେକ...

yyyyyyyyyy
ସରକାରୀ ବୈଠକରେ ମୋବାଇଲ୍‌ ଫୋନ୍‌ ବ୍ୟାନ୍‌

ଲକ୍ଷ୍ନୌ: ଏଣିକି ଉତ୍ତର ପ୍ରଦେଶ ସରକାରଙ୍କ ପକ୍ଷରୁ ହେଉଥିବା ଯେକୌଣସି ବୈଠକରେ ଯୋଗଦେବା ବେଳେ ମନ୍ତ୍ରୀ କିମ୍ବା ସରକାରୀ ବାବୁମାନେ ସାଙ୍ଗରେ ମୋବାଇଲ୍ ଫୋନ ନେଇ ପାରିବେ ନାହିଁ। କ୍ୟାବିନେଟ୍‌ ମିଟିଂ ବେଳେ ମଧ୍ୟ ଏଭଳି ନିୟମ ଲାଗୁ ହେବ। ଆଜି ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ...

A
୫ ଟୁରିଷ୍ଟଙ୍କୁ ବଞ୍ଚାଇକୁ ଯାଇ ଜୀବନ ହରାଇଲେ ଗାଇଡ୍‌

ଅନନ୍ତନାଗ: ମୃତ୍ୟୁ ପାଖରେ ସମସ୍ତେ ହାର ମାନନ୍ତି । ହେଲେ ଏମିତି ମଣିଷ ଅଛନ୍ତି ଯେଉଁମାନଙ୍କ ପାଖେ ମୃତ୍ୟୁ ହାର ମାନେ। ସେମାନେ ମରି ବି ହୁଅନ୍ତ ଅମର। ସେମିତି ଜଣେ ବ୍ୟକ୍ତି ରୋହୁ ଅହମଦ ଦାର ଯିଏ ଅନ୍ୟମାନଙ୍କ ପାଇଁ ନିଜ ଜୀବନକୁ ହସି ହସି ଉତ୍ସର୍ଗ କରିଦେଇଛନ୍ତି।...

346145-bihar14.04.15
ଗୃହମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କଲେ ଅମିତ ଓ ରାଜନାଥ

ନୂଆଦିଲ୍ଲୀ: ଶୁକ୍ରବାର ମନ୍ତ୍ରୀ ପଦ ପାଇଥିବା ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ଓ ବରିଷ୍ଠ ନେତା ରାଜନାଥ ସିଂହ ଆଜି ନର୍ଥ ବ୍ଲକ ଯାଇ ନିଜ ନିଜ ଦାୟତ୍ୱ ନେଇଛନ୍ତି। ମୋଦି-୨ ସରକାରରେ ଅମିତ ଶାହ ସ୍ୱରାଷ୍ଟ୍ର ମନ୍ତ୍ରୀ ହୋଇଥିବା ବେଳେ ରାଜନାଥ ପ୍ରତିରକ୍ଷା ମନ୍ତ୍ରୀ ହୋଇଛନ୍ତି।...

12
୧୦୮ ଆମ୍ବୁଲାନ୍ସ: ଗୋଟିଏ ଦିନରେ ୨ ଦୁର୍ଘଟଣା, ଜଣେ ମୃତ, ୨ ଗୁରୁତର

ଭୁବନେଶ୍ୱର: ମୃତ୍ୟୁ ସହ ସଂଘର୍ଷ କରୁଥିବା ମଣିଷ ପାଇଁ ଏକ ଆଶ୍ୱାସନା  ଆମ୍ବୁଲାନ୍ସ। କାରଣ ରୋଗୀକୁ ସୁରକ୍ଷିତ ଭାବେ ଏବଂ ତୁରନ୍ତ ଡାକ୍ତରଖାନାରେ ପହଞ୍ଚାଇ ଦେଇଥାଏ ଆମ୍ବୁଲାନ୍ସ । ହେଲେ ଏବେ ଦେଖିବାକୁ ମିଳୁଛି, ଆମ୍ବୁଲାନ୍ସ ଗୁରୁତର ରୋଗୀ ଓ ସେମାନଙ୍କ ପରିବାର ପାଇଁ ଏକ ଅଜଣା ଭୟ...

jaisanker
ମନ୍ତ୍ରୀ ହେବା ପରେ ପ୍ରଥମ ଟ୍ୱିଟରେ କ’ଣ କହିଲେ ଜୟଶଙ୍କର

ନୂଆଦିଲ୍ଲୀ: ମୋଦି-ଶାହ ଯୋଡ଼ିଙ୍କ ସରପ୍ରାଇଜ୍‌ ପ୍ୟାକେଜ୍‌ ପୂର୍ବତନ ବୈଦେଶିକ ସଚିବ ଏସ୍‌ ଜୟଶଙ୍କରଙ୍କୁ କ୍ୟାବିନେଟ୍‌ ମନ୍ତ୍ରୀ କରିବା ଘଟଣାକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ଗୁରୁବାର କ୍ୟାବିନେଟ୍‌ ମନ୍ତ୍ରୀ ଭାବେ ଶପଥ ନେଇଥିବା ଜୟଶଙ୍କରଙ୍କୁ ଶୁକ୍ରବାର ବୈଦେଶିକ ମନ୍ତ୍ରଣାଳୟ ମିଳିଛି। ଏସ୍‌ ଜୟଶଙ୍କର ଦାୟିତ୍ୱ ଗ୍ରହଣ କରିବା କ୍ଷଣି...

labourer
ଦୁବାଇରେ ନିର୍ଯାତିତ ଦାଦନଙ୍କୁ ଉଦ୍ଧାର ପାଇଁ ତତ୍ପରତା, ପରିବାରକୁ ଭେଟିଲେ ସହକାରୀ ଅଧିକାରୀ

ନୟାଗଡ଼: ନୟାଗଡ଼ ଜିଲ୍ଲାର କିଛି ଶ୍ରମିକ ଦୁବାଇରେ ଫସି ରହିଥିବା ନେଇ ଗଣମାଧ୍ୟମରେ ଖବର ପ୍ରସାରଣ ହେବା ପରେ ତତ୍ପରତା ପ୍ରକାଶ କରିଛି ଜିଲ୍ଲା ଶ୍ରମ ବିଭାଗ। ଫସି ରହିଥିବା ଶ୍ରମିକଙ୍କ ଘରକୁ ଆଜି ଯାଇଛନ୍ତି ଜିଲ୍ଲା ସହକାରୀ ଶ୍ରମ ଅଧିକାରୀ।  ସେମାନଙ୍କ ପରିବାର ଲୋକଙ୍କୁ ଭେଟି ଶ୍ରମିକଙ୍କ...

Jaga-and-Kalia
ଜୁନ୍‌ରେ ଘରକୁ ଫେରିବେ ଜଗା-କାଳିଆ

ଭୁବନେଶ୍ୱର: ଦିଲ୍ଲୀ ଏମ୍ସରେ ଅସ୍ତ୍ରୋପଚାର ପରେ ଅଲଗା ହୋଇଥିବା କନ୍ଧମାଳର ଯୋଡ଼ାମୁଣ୍ଡ ଶିଶୁ ଜଗା-କାଳିଆ ଏବେ ସମ୍ପୂର୍ଣ୍ଣ ସୁସ୍ଥ । ଆଇସିୟୁ କିମ୍ବା ସ୍ୱତନ୍ତ୍ର ଚିକିତ୍ସା ତାଙ୍କର ଆଉ ଆବଶ୍ୟକ ନାହିଁ। ସେ ଏବେ ଘରକୁ ଫେରିପାରିବେ। ଏକଥା କହିଛନ୍ତି ଦିଲ୍ଲୀ ଏମ୍ସରେ ଉଭୟଙ୍କୁ ଚିକିତ୍ସା କରୁଥିବା ଡାକ୍ତର।...

fp-1
ମୋଦିଙ୍କ ମନ୍ତ୍ରିମଣ୍ଡଳରେ ରହିପାରନ୍ତି ଧର୍ମେନ୍ଦ୍ର ଓ ପ୍ରତାପ

ନୂଆଦିଲ୍ଲୀ: ଆଉ ମାତ୍ର କିଛି ଘଣ୍ଟାର ଅପେକ୍ଷା। ସନ୍ଧ୍ୟା ୭ଟାରେ ନରେନ୍ଦ୍ର ମୋଦି ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ତେବେ ମୋଦିଙ୍କ ମନ୍ତ୍ରିମଣ୍ଡଳରେ କେଉଁମାନେ ରହିବେ, ତା’ହା ଧୀରେଧୀରେ ସ୍ପଷ୍ଟ ହେବାରେ ଲାଗିଛି। ମୋଦି ପାର୍ଟ-୧ ସରକାରରେ ମନ୍ତ୍ରୀ ଥିବା ଏକାଧିକ ସାଂସଦ ମୋଦି-୨ରେ ମଧ୍ୟ ରହିବେ।...

oval
କାହାକୁ ମିଳିବ ଓ୍ୱାର୍ଲଡ କପ୍ ଟାଇଟଲ ତାଜ୍

ଓଭାଲ : ଆଜିଠାରୁ ଆରମ୍ଭ ହେଉଛି କ୍ରିକେଟ ବିଶ୍ୱ ମହାକୁମ୍ଭ। ପ୍ରଥମ ମ୍ୟାଚରେ ମୁକାବଲା କରୁଛନ୍ତି ସାଉଥ୍ ଆଫ୍ରିକା ଓ ଇଂଲଣ୍ଡ। ଓଭାଲରେ ଖେଳା ଯାଉଥିବା ଏହି ମ୍ୟାଚରେ ୧୦ ଦଳ ଭାଗ ନେଉଛନ୍ତି  ପ୍ରମୁଖ ଦାବିଦାର ହେଉଛନ୍ତି ଭାରତ, ଅଷ୍ଟ୍ରେଲିଆ, ଇଂଲଣ୍ଡ ଓ ସାଉଥ ଆଫ୍ରିକା। ୪...

Imran tahir
ବିଶ୍ୱକପର ପ୍ରଥମ ୱିକେଟ୍ ନେଲେ ଏଇ ଖେଳାଳି

ଲଣ୍ଡନ୍: ବିଶ୍ୱକପର ଉଦଘାଟନୀ ମ୍ୟାଚ୍ ଆରମ୍ଭରୁ ରୋମାଞ୍ଚକର ହୋଇଛି। ଚଳିତ ବିଶ୍ୱକପର ପ୍ରଥମ ୱିକେଟ୍ ଦକ୍ଷିଣ ଆଫ୍ରିକାର ଭେଟେରାନ୍ ସ୍ପିନର ଇମ୍ରାନ୍ ତାହିରଙ୍କ ନାମରେ ରହିଛି। ଦକ୍ଷିଣ ଆଫ୍ରିକା କ୍ୟାପଟେନ୍ ଫାଫ୍ ଡ୍ୟୁପ୍ଲେସିସ୍ ପ୍ରଥମ ଓଭରରେ ସ୍ପିନର ତାହିରଙ୍କୁ ବୋଲିଂ କରିବାକୁ ଦେଇ ସାହସିକ ନିଷ୍ପତ୍ତି ନିଷ୍ପତ୍ତି ନେଇଛନ୍ତି।...

download-1
ବିଶ୍ୱକପ୍ ଉଦଘାଟନୀ ମ୍ୟାଚରେ ଟସ୍ ଜିତିଲା ଦକ୍ଷିଣ ଆଫ୍ରିକା

ଲଣ୍ଡନ: ବହୁ ପ୍ରତୀକ୍ଷିତ ଆଇସିସି ବିଶ୍ୱକପ ଦ୍ୱାଦଶ ସଂସ୍କରଣର ପ୍ରଥମ ମ୍ୟାଚ୍ ଇଂଲଣ୍ଡ ଓ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆରମ୍ଭ ହୋଇଛି। ଏହି ମ୍ୟାଚରେ ଦକ୍ଷିଣ ଆଫ୍ରିକା ଟିମ୍ କ୍ୟାପଟେନ୍ ଫାଫ୍ ଡ୍ୟୁପ୍ଲେସିସ୍ ଟସ୍ ଜିତି ପ୍ରଥମେ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଫଳରେ ଆୟୋଜକ ଟିମ୍ ପ୍ରଥମେ...

wwwwwwwwwwwwwww
ଏଥର ହତାଶ କରିବ ମୌସୁମୀ. ଜୁନରେ କମ୍ ବର୍ଷିବ

ନୂଆଦିଲ୍ଲୀ: ଧୁ ଧୁ ଖରାରେ ସିଝୁଛି ସାରା ଦେଶ। ସମସ୍ତଙ୍କର ଅପେକ୍ଷା ମୌସୁମୀକୁ । ପାଣିପାଗ ବିଶେଷଜ୍ଞଙ୍କ ଅନୁମାନ,  ଆଉ କିଛି ଦିନ ପରେ ସ୍ଥଳଭାଗ ଛୁଇଁବ ମୌସୁମୀ । ହେଲେ ଏଥର ଗ୍ରୀଷ୍ମଜନିତ କଷ୍ଟରୁ ନିସ୍ତାର ଦେଇପାରିବ ନାହିଁ ମୌସୁମୀ। କାରଣ ଏଥର ଜୁନ୍‌ରେ କମ୍‌ ବର୍ଷା...

narendra
ମୋଦିଙ୍କ ଶପଥ ଗ୍ରହଣ ଉତ୍ସବକୁ କିଏ ଆସିବେ, କିଏ ଆସିବେନି ?

ନୂଆଦିଲ୍ଲୀ: ଆଉ କେଇ ଘଣ୍ଟାର ଅପେକ୍ଷା । ତା ପରେ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ଦେଶର ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଏଥିସହିତ ତାଙ୍କ ନୂଆ ଟିମ୍‌ର ମନ୍ତ୍ରୀମାନେ ମଧ୍ୟ ଶପଥ ନେବେ। ରାଷ୍ଟ୍ରପତି ଭବନରେ ଆୟୋଜନ କରାଯାଇଛି ଭବ୍ୟ ସମାରୋହ। ପ୍ରାୟ ୬ ହଜାରରୁ...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।