• translate
Minati Mishra

Minati Mishra

Editor

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକ ...more

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।

less

Posts by Minati Mishra

auto-parts-factory-fire
ଫ୍ୟାକ୍ଟ୍ରିରେ ଲାଗିଗଲା ନିଆଁ, ୨୫ ଦମକଳ ଲାଗି ଲିଭାଇଲେ

ନୂଆଦିଲ୍ଲୀ: ଦିଲ୍ଲୀରେ ଥିବା ଏକ ଅଟୋ ପାର୍ଟସ ଫ୍ୟାକ୍ଟ୍ରିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ କୋଟି କୋଟି ଟଙ୍କାର ଅଟୋ ପାର୍ଟସ ପୋଡ଼ି ନଷ୍ଟ ହୋଇଯାଇଛି। ନିଆଁ ଏତେ ଭୟାନକ ଥିଲା ଯେ,  ଲିଭାଇବା ପାଇଁ ଦମକଳ ବିଭାଗ ନାକେଦମ ହୋଇପଡ଼ିଥିଲା। ଶେଷରେ ୨୫ଟି ଦମକଳ ଟିମ୍ ନିୟୋଜିତ ହୋଇ...

z11-2
ମୋଦିଙ୍କ ‘ଅଭିନନ୍ଦନ’ ଶବ୍ଦକୁ ଏମିତି ଭୁଲ୍‌ ବୁଝି ଟ୍ରୋଲ୍ ହେଲେ ପାକିସ୍ତାନ ଆଙ୍କର

ନୂଆଦିଲ୍ଲୀ: ଚଳିତ ବର୍ଷ ନିର୍ବାଚନରେ ପୂର୍ଣ୍ଣ ବହୁମତ ସହ ନରେନ୍ଦ୍ର ମୋଦି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହେବାକୁ ଯାଉଛନ୍ତି। ନିର୍ବାଚନ ଜିତିଲା ପରେ ମୋଦି ୩୫୩ ସାଂସଦଙ୍କୁ ସଂସଦର ସେଣ୍ଟାଲ୍‌ ହଲ୍‌ରେ ସମ୍ବୋଧିତ କରିଥିଲେ। ସମ୍ବୋଧନ ଅବସରରେ ସେ ସମସ୍ତଙ୍କୁ ‘ଅଭିନନ୍ଦନ’ ଜଣାଇଥିଲେ। ମୋଦି ଜିତିଥିବା ସାଂସଦଙ୍କୁ...

neta-ji_1460043334 (1)
ସବୁଠୁ ଧନୀ ବିଧାୟକଙ୍କୁ ଚିହ୍ନନ୍ତୁ

ଭୁବନେଶ୍ୱର: ଲଗାତାର ୫ମ ଥର ପାଇଁ ମୁଖ୍ୟମନ୍ତ୍ରୀ ହୋଇ ଏକ ରେକର୍ଡ ସୃଷ୍ଟି କରିଛନ୍ତି ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ। ଏହାଛଡା ବିଧାନସଭାରେ ସେ ଆଉ ଏକ ରେକର୍ଡ ମଧ୍ୟ ସୃଷ୍ଟି କରିଛନ୍ତି। ଏଥର ବିଧାନସଭାର ସବୁଠାରୁ ଧନୀ ବିଧାୟକ ମାନ୍ୟତା ମଧ୍ୟ ମିଳିଛି ନବୀନ ପଟ୍ଟନାୟକଙ୍କୁ। ମୁଖ୍ୟମନ୍ତ୍ରୀ...

pm modi
ବାରଣାସୀରେ କାଶୀ ବିଶ୍ୱନାଥଙ୍କ ଦର୍ଶନ କଲେ ମୋଦି

ବାରଣାସୀ: ଉତ୍ତର ପ୍ରଦେଶ ବାରଣାସୀ ଲୋକସଭା ଆସନରୁ ସାଂସଦ ଭାବେ ନିର୍ବାଚିତ ହେବା ପରେ ନିଜ ସଂସଦୀୟ କ୍ଷେତ୍ରକୁ ଆଜି ପ୍ରଧାନମନ୍ତ୍ରୀ ଆସିଛନ୍ତି। ତାଙ୍କ ସହ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହ ମଧ୍ୟ ଅଛନ୍ତି। ପ୍ରଧାନମନ୍ତ୍ରୀ କାଶୀ ବିଶ୍ୱନାଥ ମନ୍ଦିରରେ ପହଞ୍ଚି ଭଗବାନ ଶିବଙ୍କର ପୂଜାର୍ଚ୍ଚନା କରିବା...

jo
ବଢୁଛି କୋଟିପତି ବିଧାୟକଙ୍କ ସଂଖ୍ୟା, କଂଗ୍ରେସରେ ସର୍ବାଧିକ

ଭୁବନେଶ୍ୱର:୨୦୧୯ ସାଧାରଣ ନିର୍ବାଚନ ଫଳାଫଳ ପ୍ରକାଶ ପାଇ ସାରିଛି। ରାଜ୍ୟବାସୀ କେଉଁ ଦଳକୁ କେତେ ସମର୍ଥନ କଲେ ତାହା ସ୍ପଷ୍ଟ ହୋଇଯାଇଛି। ଏବେ ନଜର କିଏ ମନ୍ତ୍ରୀ ହେବ, କାହାକୁ କେଉଁ ବିଭାଗ ମିଳିବ । ତେବେ ଏହି ବିଧାୟକ ତାଲିକାରୁ ଗୋଟଏ କଥା ସ୍ପଷ୍ଟ ହୋଇଛି ଯେ,...

aaaaaaaaaaaaaaaaaaaaaaaaaaaaa
ମୃତ୍ୟୁ ମୁହଁରୁ ଛଡ଼ାଇ ଆଣିଲେ ୫ ଜୀବନ, ହେଲେ ଫସିଗଲେ ନିଜେ

ସୁରତ୍‌: ସୁରତ ତକ୍ଷଶୀଳାର ସେହି ରାତି ଥିଲା ଏକ ଭୟଙ୍କର ରାତି। ଗୋଟିଏ ବିଜୁଳି ଖୁଣ୍ଟି ରାତିକରେ ନେଇଗଲା ୨୨ ଜୀବନ। ଏହି ବିଦ୍ୟୁତ ଖୁଣ୍ଟରେ ସର୍ଟ ସର୍କିଟ ହୋଇଥିଲା। ସେହି ନିଆଁ ଲାଗିଗଲା ୪ ମହଲା ବିଶିଷ୍ଟ କୋଚିଂ ସେଣ୍ଟରରେ। କିଏ ଜଳିଗଲା, କିଏ ଜୀବନ ବଞ୍ଚାଇବାକୁ...

2j
ଓଡ଼ିଶାରେ ବିଜେପି ହାରିନି ବରଂ ବଢୁଛି, କହିଲେ ବୈଜୟନ୍ତ

ଭୁବନେଶ୍ୱର: ସବୁ ବିରୋଧି ଦଳଙ୍କର ନିର୍ବାଚନୀ ନାରା ଥିଲା ‘ମୋଦି ହଟାଅ’। ଦେଶର ସମସ୍ୟା, ସମାଧାନ, ଉନ୍ନତି ଏହାକୁ ସେମାନେ ପ୍ରସଙ୍ଗ କରି ନ ଥିଲେ। ଭୋଟର ଏକଥା ମଧ୍ୟ ବୁଝି ପାରିଥିଲେ ଯେ, ବିରୋଧୀଙ୍କ ପାଖେ ଆଉ କିଛି ଇସ୍ୟୁ ନାହିଁ। ତେଣୁ ଭୋଟର ଏଥର ନିର୍ବାଚନରେ...

aaaaaaaaaaaaaaaa
ମା’ଙ୍କ ଆଶୀର୍ବାଦ ନେବାକୁ ଗୁଜୁରାଟ ଯିବେ ମୋଦି

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ଭାବରେ  ଶପଥ ନେବା ପୂର୍ବରୁ ମୋଦି ପ୍ରଥମେ ତାଙ୍କ ମା ହୀରା ବେନଙ୍କୁ ଭେଟି ଆଶୀର୍ବାଦ ନେବେ। ଆସନ୍ତାକାଲି ଏଥିପାଇଁ ଗୁଜରାଟ ଯିବେ ବୋଲି ଟ୍ୱିଟ୍ କରି କହିଛନ୍ତି ମୋଦି। ଏହାପରେ ସୋମବାର ତାଙ୍କ ନିର୍ବାଚନମଣ୍ଡଳୀ ବନାରସ ଯାଇ ଲୋକଙ୍କୁ ଧନ୍ୟବାଦ ଦେବେ ବୋଲି ସେ...

tttttttttttuuuuuuuuuuuuuuuu-750x407
ଜୁନ୍‌ ପହିଲାରୁ ଝାରସୁଗୁଡାରୁ ଉଡ଼ିବ ବିମାନ

ଭୁବେନଶ୍ୱର: ଝାରସୁଗୁଡ଼ାକୁ ବିମାନ ସେବା ଯୋଗାଇଦେବ ଆଲିଏନ୍ସ ଏୟାର୍ । ଜୁନ ପହିଲାରୁ ଏହା କାର୍ଯ୍ୟକାରୀ ହେବ।  ଏହାପରେ ଝାରସୁଗୁଡାରୁ  ଭୁବନେଶ୍ୱର ଓ ରାୟପୁରକୁ ଉଡିବ ବିମାନ। ସେହିପରି ଝାରସୁଗୁଡ଼ା-କୋଲକାତା ରୁଟ୍‌ରେ ବିମାନ ଚଳାଚଳ କରିବ । ଏ ସଂପର୍କରେ ସୂଚନା ଦେଇଛନ୍ତି ଝାରସୁଗୁଡ଼ା ଏୟାରପୋର୍ଟର ନିର୍ଦ୍ଦେଶକ ସୁଦେଶ...

tds
ଟିଡିଏସ୍‌ ଦାଖଲ ପ୍ରକ୍ରିୟା ମେ ୨୦ ପର୍ଯ୍ୟନ୍ତ ବୃଦ୍ଧି

ଭୁବନେଶ୍ୱର: ଫୋନି ଯୋଗୁଁ ଯୋଗାଯୋଗ ବ୍ୟବସ୍ଥା ବିଚ୍ଛିନ୍ନ ହେବାସହ ସାଧାରଣ ଲୋକଙ୍କ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଥିଲା। ଏହାକୁ ନଜରରେ ରଖି ଏପ୍ରିଲ ମାସର ଟିଡିଏସ ଦାଖଲ ପ୍ରକ୍ରିୟା ମେ’ ୨୦ ପର୍ଯ୍ୟନ୍ତ  ବୃଦ୍ଧି କରାଯାଇଛି। ଟିଡିଏସ୍‌ ଦାଖଲ ପାଇଁ ପୂର୍ବରୁ ଶେଷ ତାରିଖ ଥିଲା ମେ ୭।...

modi-imran-khan
ମୋଦିଙ୍କ ବିଜୟକୁ ଏମିତି ସମାଲୋଚନା କଲା ପାକିସ୍ତାନ ଖବରକାଗଜ

ଭୁବନେଶ୍ୱର: ଦ୍ୱିତୀୟ ଥର ପାଇଁ ନରେନ୍ଦ୍ର ମୋଦି ପ୍ରଧାନମନ୍ତ୍ରୀ ଭାବେ ନିର୍ବାଚିତ ହେବା ପରେ ବିଭିନ୍ନ ଦେଶରୁ ଛୁଟିଛି ଶୁଭେଛାର ବାର୍ତ୍ତା। ଏହି ଧାରାରୁ ପାକିସ୍ତାନ ବି ବାଦ ପଡ଼ିନି।  ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାଁ ମଧ୍ୟ ଟ୍ୱିଟ୍ କରି ମୋଦିଙ୍କୁ ଶୁଭେଛା ଜଣାଇଛନ୍ତି। ଇମ୍ରାନ ଖାନ୍ ଶୁଭେଛା...

ଓଡ଼ିଆ ସାମ୍ବାଦିକତା କ୍ଷେତ୍ରରେ ୨୦ ବର୍ଷର ଅଭିଜ୍ଞତା। ଓଡ଼ିଶାର ଦୁଇଟି ଆଗଧାଡ଼ିର ଖବରକାଗଜରେ ବହୁବର୍ଷ ଧରି କାମ କରିବା ପରେ ଓଟିଭି ସହ ଆରମ୍ଭ କରିଛନ୍ତି ଡିଜିଟାଲ ସାମ୍ବାଦିକତା। ବିଭିନ୍ନ ଜାତୀୟ ଅନ୍ତର୍ଜାତୀୟ ତଥା ମାନବିକ ଅଧିକାର ସମ୍ବଳିତ ଖବର ପରିବେଷଣ ଏବଂ ଫିଚର ଲେଖାରେ ବିଶେଷ ଦକ୍ଷତା। ଏକ ବହୁଳପ୍ରସାରିତ ଖବରକାଗଜରେ ସଂସ୍କରଣ ମୁଖ୍ୟ ଭାବେ କାମ କରିବା ସହ ଦୀର୍ଘଦିନ ଧରି ରବିବାର ସ୍ୱତନ୍ତ୍ର ସଂସ୍କରଣ ଦାୟିତ୍ୱରେ ଥିଲେ।