• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Otv Khabar Bureau

Otv Khabar Bureau

Editor

Posts by Otv Khabar Bureau

jaga
ଅାସନ୍ତାକାଲି ଦିଲ୍ଲୀ ଏମ୍‌ସ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା

ଭୁବନେଶ୍ୱର : ଜଗା-କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା ନେଇ ଅାସନ୍ତାକାଲି ଦିଲ୍ଲୀ ଏମ୍ସ ଯିବେ ସ୍ୱାସ୍ଥ୍ୟମନ୍ତ୍ରୀ ପ୍ରତାପ ଜେନା। ତାଙ୍କ ସହ ୫ ଜଣିଅା ଡାକ୍ତରୀ ଟିମ୍ ମଧ୍ୟ ଦିଲ୍ଲୀ ଏମ୍ସ ଯାଇ ଜଗା-କାଳିଅାଙ୍କ ସ୍ୱାସ୍ଥ୍ୟାବସ୍ଥା କଥା ବୁଝିବେ। ଡାକ୍ତରଙ୍କ ସହ ଅାଲୋଚନା ପରେ ଡିସ୍‌ଚାର୍ଜ ନେଇ ନିଷ୍ପତ୍ତି ନିଅାଯିବ ବୋଲି...

vlcsnap-error416
ଟିଟୋକୁ ପେଟ୍ରୋଲ ଟାଙ୍କି ମିଳିବା ପ୍ରସଙ୍ଗ: ପ୍ରତିକ୍ରିୟା ରଖିଲେ IOCL ସିଜିଏମ୍

ଭୁବନେଶ୍ୱର: ଗ୍ୟାଙ୍ଗଷ୍ଟର ଟିଟୋକୁ ପେଟ୍ରୋଲ ଟାଙ୍କି ଦେବା ନେଇ ସିବିଆଇ ତଦନ୍ତ ସୁପାରିଶ ପ୍ରସଙ୍ଗରେ ପ୍ରତିକ୍ରିୟା ରଖିଛନ୍ତି IOCL ସିଜିଏମ୍ ପ୍ରୀତୀଶ ଭରତ। ସେ କହିଛନ୍ତି ଯେ, ଟିଟୋକୁ ପେଟ୍ରୋଲ ଟାଙ୍କି ଆବଣ୍ଟନ ପ୍ରକ୍ରିୟାରେ କିଛି ତ୍ରୁଟି ଥିଲା। ଏ ନେଇ ପେଟ୍ରୋଲିୟମ ମନ୍ତ୍ରାଳୟକୁ ଅବଗତ କରାଯାଇଥିଲା। ମନ୍ତ୍ରାଳୟ...

vlcsnap-error572
ହାତୀ ଆକ୍ରମଣରେ ମହିଳାଙ୍କ ମୃତ୍ୟୁକୁ ନେଇ ଉତ୍ତେଜନା

କଟକ: ଚୌଦ୍ୱାର ଅଞ୍ଚଳରେ ହାତୀ ଆତଙ୍କ। ହାତୀ ଆକ୍ରମଣରେ ଟାଙ୍ଗୀ କହ୍ନେଇପୁର ପଞ୍ଚାୟତ ବଡ଼ପୋଖରୀ ଗାଁର ଜଣଙ୍କର ମୃତ୍ୟୁ ହୋଇଥିବା କୁହାଯାଉଛି। ମୃତକ ହେଲେ ରାମ ସିଂଙ୍କ ପତ୍ନୀ ମୀନା ସିଂ। ଏହି ଘଟଣାକୁ କେନ୍ଦ୍ରକରି ସ୍ଥାନୀୟ ଅଞ୍ଚଳରେ ଉତ୍ତେଜନା ପ୍ରକାଶ ପାଇଛି। କ୍ଷତିପୂରଣ ଦାବିରେ ମହିଳାଙ୍କ ମୃତଦେହ...

image
ଭାଲୁ ଆକ୍ରମଣରେ ବୃଦ୍ଧ ଗୁରୁତର

କେନ୍ଦୁଝର: ଭାଲୁ ଆକ୍ରମଣରେ ଜଣେ ବୃଦ୍ଧ ଗୁରୁତର ହୋଇଛନ୍ତି। କେନ୍ଦୁଝର ରାଇଘାଟୀ ପଞ୍ଚାୟତ ମଲ୍ଲୀସାହି ଗାଁର ବବ୍ରୁବାହନ ନାଏକ ଶୌଚ ପାଇଁ ଯାଉଥିବାବେଳେ ପାଖ ଜଙ୍ଗଲରୁ ଏକ ଭାଲୁ ଆସି ତାଙ୍କୁ ଆକ୍ରମଣ କରିଥିଲା। ଭାଲୁ ତାଙ୍କ ଦୁଇ ଗୋଡ଼ ଏବଂ ହାତକୁ ଆକ୍ରମଣ କରିବା ଫଳରେ ସେ...

vlcsnap-error813
ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ

ମାଲକାନଗିରି: ନକ୍ସଲ ପ୍ରବଣ ଅଞ୍ଚଳରେ ଜଣେ ରୋଗୀଙ୍କ ପାଇଁ ଦେବଦୂତ ସାଜିଲେ ଯବାନ। ଯନ୍ତ୍ରଣାରେ ପୀଡ଼ିତ ଜଣେ ଆଦିବାସୀ ମହିଳାଙ୍କୁ ଭାରବାଡ଼ିରେ ବୋହି ଦୀର୍ଘ ୧୦ କିଲୋମିଟର କାଦୁଅ ରାସ୍ତାରେ ନେଲେ ଆଇଟିବିପି ଯବାନ। ମାଲକାନଗିରି ଛତିଶଗଡ଼ ସୀମାନ୍ତ କୋଣ୍ଡାଗା ଓ ଜିଲ୍ଲାରେ ଦେଖିବାକୁ ମିଳିଛି। ଯବାନଙ୍କ ଏଭଳି...

vlcsnap-error887
ସାତକୋଶିଆରେ ମହାବଳ ଛଡ଼ାଯିବା ଘଟଣା: ୨୦ଟି ପଞ୍ଚାୟତର ଲୋକଙ୍କ ଆନ୍ଦୋଳନ

ସାତକୋଶିଆ: ମହାବଳ ଛଡ଼ାଯିବା ନେଇ ସାତକୋଶିଆ କ୍ଷତିଗ୍ରସ୍ତ ପ୍ରଜା ସୁରକ୍ଷା ସମିତି ପକ୍ଷରୁ ବିଶାଳ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ଏନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ଆଗରେ ଅଭୟାରଣ୍ୟ ଅନ୍ତର୍ଗତ ୨୦ଟି ପଞ୍ଚାୟତର ଲୋକ ସାମିଲ ହୋଇଥିଲେ। ବନ ବିଭାଗ ଓ ଜିଲ୍ଲା ପ୍ରଶାସନ ଅଭୟାରଣ୍ୟବାସୀଙ୍କ ସୁରକ୍ଷାକୁ ଅଣଦେଖା କରି ବାଘ...

jay panda
ସାଂସଦ ପଦରୁ ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ଗୃହୀତ

ନୂଆଦିଲ୍ଲୀ: ସାଂସଦ ପଦରୁ ବୈଜୟନ୍ତ ପଣ୍ଡାଙ୍କ ଇସ୍ତଫା ଗୃହୀତ। ବୈଜୟନ୍ତଙ୍କ ଇସ୍ତଫା ବିଷୟରେ ଲୋକସଭା ବାଚସ୍ପତି ସୁମିତ୍ରା ମହାଜନ ଆଜି ଗୃହକୁ ବିଧିବଦ୍ଧ ଭାବେ ଜଣାଇଛନ୍ତିା କେନ୍ଦ୍ରାପଡା ଲୋକସଭା ଆସନରୁ ନିର୍ବାଚିତ ହୋଇଥିବା ବୈଜୟନ୍ତଙ୍କ ଇସ୍ତଫା ପତ୍ରକୁ ଗତକାଲି ସେ ଗ୍ରହଣ କରିଥିବା ନେଇ ସଦସ୍ୟମାନଙ୍କୁ ଜଣାଇଛନ୍ତି। ବୈଜୟନ୍ତଙ୍କ...

mao3
ଛତିଶଗଡ଼ ଦନ୍ତେଓ୍ୱାଡ଼ାରେ ପୋଲିସ-ମାଓବାଦୀ ଗୁଳି ବିନିମୟ

ଛତିଶଗଡ଼: ଦନ୍ତେଓ୍ୱାଡ଼ାରେ ପୋଲିସ-ମାଓବାଦୀ ମଧ୍ୟରେ ଗୁଳି ବିନିମୟ ହୋଇଛି। ଗୁଳି ବିନିମୟ ବେଳେ ତିମେନାର ଜଙ୍ଗଲରେ ପୋଲିସ ଗୁଳିରେ ୭ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ ୩ ମହିଳା ଓ ୪ ପୁରୁଷ ମାଓବାଦୀ ଅଛନ୍ତି। ଏଥିସହ ଘଟଣାସ୍ଥଳରୁ ୨ଟା ଇନସାସ୍, ୨ଟା ଥ୍ରୀ ନଟ୍ ଥ୍ରୀ...

Capture
ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ପ୍ରସଙ୍ଗ: ବିଜେଡି ପକ୍ଷରୁ ହ୍ୱିପ୍ ଜାରି

ନୂଆଦିଲ୍ଲୀ: ବିଜେଡି ପକ୍ଷରୁ ହ୍ୱିପ୍ ଜାରି ହୋଇଛି। ସମସ୍ତ ଦଳୀୟ ସାଂସଦଙ୍କୁ ଉପସ୍ଥିତ ରହିବାକୁ ହ୍ୱିପ୍ ଜାରି କରିଛି ବିଜେଡି। ଆସନ୍ତାକାଲି ସଂସଦରେ ବିରୋଧୀଙ୍କ ଅନାସ୍ଥା ପ୍ରସ୍ତାବ ଉପରେ ଗୃହରେ ନିଷ୍ପତ୍ତି ନିଆଯିବ ବୋଲି ଦଳ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ବିଜେଡି ସଂସଦୀୟ ଦଳ ବୈଠକରେ ଏନେଇ ନିଷ୍ପତ୍ତି...

mahika-sharma-
ରଥଯାତ୍ରା ବେଳେ ଅଭିନେତ୍ରୀଙ୍କୁ ଦୁର୍ବ୍ୟବହାର !

ପୁରୀ: ପୁଣି ବଦ୍‌ନାମ୍‌ ହେଲା ଓଡ଼ିଶା,ବଦ୍‌ନାମ ହେଲା ପୁରୀ ସହର। ଶ୍ରୀଗୁଣ୍ଡିଚାଯାତ୍ରା ଦିନ ହିନ୍ଦୀ ଟେଲି ଅଭିନେତ୍ରୀ ମାହିକା ଶର୍ମାଙ୍କୁ ଦୁର୍ବ୍ୟବହାର ଅଭିଯୋଗ ହୋଇଛି। ଏ ନେଇ ନିଜ କ୍ଷୋଭକୁ ଅଭିନେତ୍ରୀ ମାହିକା ସୋସିଆଲ୍ ସାଇଟ୍‌ରେ ପୋଷ୍ଟ କରିଛନ୍ତି। ଗତ ଶନିବାର ରଥଯାତ୍ରା ଦିନ ତାଙ୍କୁ ଦୁର୍ବ୍ୟବହାର କରାଯାଇଥିବା...

vlcsnap-error553
ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ୧୦ ମୃତ

ଉତ୍ତରାଖଣ୍ଡ: ଉତ୍ତରାଖଣ୍ଡରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଋଷିକେଶ ଗଙ୍ଗୋତ୍ରୀ ଜାତୀୟ ରାଜପଥରେ ଯାଉଥିବା ସମୟରେ ଏକ ଯାତ୍ରୀବାହୀ ବସ ୨୫୦ ମିଟର ତଳକୁ ଖସିପଡ଼ିଛି। ଦୁର୍ଘଟଣାରେ ୧୦ ଜଣଙ୍କ ମୃତ୍ୟୁ ଓ ୯ ଜଣ ଗୁରୁତର ଆହତ ହୋଇଥିବା ସୂଚନା ମିଳିଛି।  ସ୍ଥାନୀୟ ପୁଲିସ ଘଟଣା ସ୍ଥଳରେ...

fish
ସମ୍ବଲପୁରରେ ମାଛରେ ମିଳିଲା ବିଷାକ୍ତ ଫର୍ମାଲିନ୍‌

ସମ୍ବଲପୁର: ମାଛରେ ମିଳିଲା ବିଷାକ୍ତ ଫର୍ମାଲିନ୍‌। ଆଜି ସକାଳୁ ପ୍ରଶାସନ ଏବଂ ମତ୍ସ୍ୟ ବିଭାଗର ଅଧିକାରୀଙ୍କୁ ନେଇ ଗଠିତ ଏକ ଟିମ୍ ଚଢ଼ଉ କରିଥିଲା। ଆଉ ଚଢ଼ଉ ସମୟରେ ଫର୍ମାଲିନ୍ ଥିବା ଜଣାପଡ଼ିଛି। ମତ୍ସ୍ୟ ବିଭାଗ ଓ ମହାନଗର ନିଗମ ପକ୍ଷରୁ ଅଇଁଠାପାଲ୍ଲୀ, ବୁଢ଼ାରାଜା, କମଲୀବଜାର ଓ ଗୋବିନ୍ଦତଲାରେ...

vlcsnap-error548
ବିପଦରେ ନଦୀ ପାର ହେଉଛନ୍ତି ଛାତ୍ରଛାତ୍ରୀ

କୋରାପୁଟ: ପ୍ରବଳ ବର୍ଷା ଯୋଗୁଁ ନଦୀରେ ଜଳସ୍ତର ବଢ଼ିଛି। କିଛି ଅଞ୍ଚଳ ବିଚ୍ଛିନ୍ନ ହୋଇପଡ଼ିଛି। ନଦୀରେ ପୋଲଟିଏ ନଥିବାରୁ କେଉଁଠି ଅସ୍ଥାୟୀ ପୋଲ ଉପରେ ଲୋକ ନିର୍ଭର କରୁଛନ୍ତି, ତ ଆଉ କେଉଁଠି ଲୋକଙ୍କ ପାଇଁ ଅଭ୍ୟାସରେ ପଡ଼ିଗଲାଣି ବିପଦପୂର୍ଣ୍ଣ ଯାତ୍ରା। ପ୍ରଶାସନ କିନ୍ତୁ ପ୍ରତିଶ୍ରୁତି ଦେଇଚାଲିଛି ।...

gurupriya setu
ଉଦ୍‌ଘାଟନ ପୂର୍ବରୁ ଖୋଲିଲା ସମ୍ପର୍କର ସେତୁ ଗୁରୁପ୍ରିୟା

ଚିତ୍ରକୋଣ୍ଡା: ପୂରଣ ହେଲା ବିଚ୍ଛିନ୍ନାଞ୍ଚଳବାସୀଙ୍କ ବର୍ଷ ବର୍ଷର ସ୍ୱପ୍ନ। ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ଉଦ୍‌ଘାଟନ ପୂର୍ବରୁ ବିଚ୍ଛିନ୍ନାଞ୍ଚଳବାସୀଙ୍କ ସୁବିଧା ପାଇଁ ଖୋଲାଯାଇଛି ସମ୍ପର୍କର ସେତୁ ଗୁରୁପ୍ରିୟା। ଆରମ୍ଭ ହୋଇଛି ଯାତାୟାତ। ଫଳରେ ଏବେ ଡଙ୍ଗା ଛାଡ଼ି ସ୍ଥଳପଥରେ ସୁବିଧାରେ ଯାତାୟାତ କରିପାରୁଛନ୍ତି ଲୋକେ। କିଏ ଚାରି ଚକିଆ ତ କିଏ ଦୁଇ...

suicide-
ନାବାଳିକାଙ୍କ ଆତ୍ମହତ୍ୟା ଅଭିଯୋଗ

କଟକ: ଟାଙ୍ଗୀ ବଢ଼େଇସାହିରେ ଜଣେ ନାବାଳିକା ଆତ୍ମହତ୍ୟା କରିଥିବା ଅଭିଯୋଗ ହୋଇଛି। ନାବାଳିକାର ଘର କନମୀରା ଗାଁରେ କିନ୍ତୁ ତାଙ୍କ ପରିବାର ବଢ଼େଇସାହିରେ ଭଡ଼ାଘରେ ରହୁଥିଲେ। ତେବେ ଗତରାତିରେ ଘର ଭିତର ପଙ୍ଖାରେ ଝୁଲି ନାବାଳିକା ଜଣକ ଆତ୍ମହତ୍ୟା କରିଥିବା ପରିବାର ଲୋକେ ଦେଖିବାକୁ ପାଇ ପୁଲିସକୁ ଖବର...

Odisha rain
ପୁଣି ଲଘୁଚାପ, ବଢ଼ିବ ବର୍ଷା

ଭୁବନେଶ୍ୱର: ଆସନ୍ତା ୨୧ ତାରିଖ ଠାରୁ ରାଜ୍ୟରେ ବଢ଼ିବ ବର୍ଷାର ପରିମାଣ। ଉତ୍ତର ବଙ୍ଗୋପସାଗରରେ ଆଉ ଏକ  ଲଘୁଚାପ ସୃଷ୍ଟି ହେବା ନେଇ ପାଣିପାଗ ବିଭାଗ ପୂର୍ବାନୁମାନ କରିଛି। ଏହି ଲଘୁଚାପ ପ୍ରଭାବରେ ବର୍ଷାର ପରିମାଣ ବଢ଼ିବ। ଏହି ସମୟରେ ରାଜ୍ୟର ଉତ୍ତର ଏବଂ ଉପକୂଳ ଓଡିଶାରେ ବର୍ଷାର...

jagannath-rath-yatra
ଆଜି ତିନି ରଥକୁ କରାଯିବ ଦକ୍ଷିଣ ମୋଡ଼

ପୁରୀ: ଗତକାଲି ବିଳମ୍ବିତ ରାତିରେ ଗୁଣ୍ଡିଚା ମନ୍ଦିରରେ ହେରା ପଞ୍ଚମୀ ନୀତି ଅନୁଷ୍ଠିତ ହୋଇଯାଇଛି। ଆଜିଠାରୁ ମହାପ୍ରଭୁଙ୍କ ବାହୁଡ଼ା ଯାତ୍ରାର ପ୍ରସ୍ତୁତି ପର୍ବ ଆରମ୍ଭ ହୋଇଛି। ଆଜି ତିନି ରଥକୁ ଦକ୍ଷିଣ ମୋଡ଼ କରାଯାଇ ନାକଚଣା ଦ୍ୱାର ନିକଟକୁ ଅଣାଯିବ। ବିଧି ମୁତାବକ ସକାଳ ଧୂପ ସରିବା ପରେ...

death
ବିଷ ପିଇ ବୃଦ୍ଧ ଦମ୍ପତିଙ୍କ ଆତ୍ମହତ୍ୟା

ମୟୂରଭଞ୍ଜ: ବୈଶିଙ୍ଗା ଥାନା ଢେଉଁଚାପଦା ଗାଁରେ ଏକ ଅଭାବନୀୟ ଘଟଣା ଘଟିଛି। ଗତକାଲି ରାତିରେ ଘର ଭିତରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ବୃଦ୍ଧ ଦମ୍ପତି ବିଷ ପିଇ ଆତ୍ମହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକମାନେ ହେଲେ ସନିଆ ମୁର୍ମୁ ଓ ତାଙ୍କ ପତ୍ନୀ ସୁମି ମୁର୍ମୁ।...

Capture
ବଦଳିବ ନିଟ୍ ଓ ଜେଇଇ ପରୀକ୍ଷା ପଦ୍ଧତି

ଭୁବନେଶ୍ୱର: ନିଟ୍ ଓ ଜେଇଇ ର ପ୍ରତି ପରୀକ୍ଷାର୍ଥୀଙ୍କୁ ମିଳିପାରେ ୟୁନିକ୍ ସେଟ୍ ଅଫ୍ କୋଶ୍ଚିନ୍। ଏନେଇ ଯୋଜନା ପ୍ରସ୍ତୁତ କରିଛି ନ୍ୟାସ୍‌ନାଲ୍ ଟେଷ୍ଟିଂ ଏଜେନ୍ସି- NTA। ପରୀକ୍ଷା ପଦ୍ଧତିରେ ସ୍ୱଚ୍ଛତା ଅବଲମ୍ବନ ସହ ମେଧାବୀ ଛାତ୍ରଛାତ୍ରୀଙ୍କୁ ସୁଯୋଗ ଦେବା ଲାଗି ଏନ୍‌ଟିଏ ଏପରି ବ୍ଲୁପ୍ରିଣ୍ଟ ପ୍ରସ୍ତୁତ କରିଛି। ...