• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Pradesh Pratyush

Pradesh Pratyush

Editor

Posts by Pradesh Pratyush

school
ମହଙ୍ଗା ପଡ଼ିଲା ୬୦ ହଜାର ଲାଞ୍ଚ, ଚାକିରିରୁ ହେଲେ ବହିଷ୍କୃତ

ସୁନ୍ଦରଗଡ଼  : ମହଙ୍ଗା ପଡ଼ିଲା ୬୦ ହଜାର ଲାଞ୍ଚ । ଆବାସିକ ସ୍କୁଲର ଅଧ୍ୟକ୍ଷଙ୍କ ସମେତ ୨ ଜଣଙ୍କୁ ଚାକିରିରୁ ବହିଷ୍କାର କରାଯାଇଛି । ବହିଷ୍କୃତ ହୋଇଥିବା କର୍ମଚାରୀ ମାନେ ହେଲେ ସୁନ୍ଦରଗଡ଼ ଭବାନୀପୁର ଏକଲବ୍ୟ ଆଦର୍ଶ  ଆବାସିକ ବିଦ୍ୟାଳୟର ଅଧ୍ୟକ୍ଷ ବିଜୟ ବଡ଼ାଇକ ଓ ପିଇଟି ଅମର...

bus stand
ବସ୍‌ଷ୍ଟାଣ୍ଡରେ ମିଳିବ ମଲ୍ଟିପ୍ଲେକ୍ସ ଓ ସପିଂ ମଲ୍‌ର ସୁବିଧା

ଭୁବନେଶ୍ୱର : ରାଜ୍ୟର ସବୁ ବସ୍‌ଷ୍ଟାଣ୍ଡଗୁଡ଼ିକର ହେବ ଉନ୍ନତୀକରଣ । ପ୍ରମୁଖ ବସ୍‌ଷ୍ଟାଣ୍ଡଗୁଡ଼ିକୁ ବିମାନ ବନ୍ଦର ଭଳି ଉନ୍ନତ କରାଯିବ । ସେଠାରେ ମଲ୍ଟିପ୍ଲେକ୍ସ ସହ ସପିଂ ମଲ୍ ସୁବିଧା ଯୋଗାଇ ଦିଆଯିବ। ଆଜି ଏହି ସୂଚନା ଦେଇଛନ୍ତି ନଗର ଉନ୍ନୟନ ମନ୍ତ୍ରୀ ପ୍ରତାପ ଜେନା। ଆଜିଠୁ ଏହି ...

jua
ଜୁଆ ନିଶାରେ ମସଗୁଲ ପୁଲିସ କର୍ମଚାରୀ , ଭିଡ଼ିଓ ଭାଇରାଲ୍‌

ବ୍ରହ୍ମପୁର  : ଜୁଆ ନିଶାରେ ମସଗୁଲ ପୁଲିସ କର୍ମଚାରୀ । ୟୁନିଫର୍ମରେ ଥାଇ ଟଙ୍କା ବାଜି ଲଗାଇ ଜୋରସୋରରେ ଚାଲିଛି ତାସ୍ ଖେଳ । ସୋଶାଲ୍ ମିଡିଆରେ ଭାଇରାଲ୍ ହେଉଥିବା ଏମିତି ଏକ ଭିଡିଓ ଗଞ୍ଜାମ ଜିଲ୍ଲା ଧରାକୋଟ ଥାନା ଅଞ୍ଚଳର ଏବଂ ଖେଳୁଥିବା ଏହି ପୁଲିସ କର୍ମଚାରୀମାନେ...

priyanka daughter
ପ୍ରିୟଙ୍କାଙ୍କ ଝିଅର ଚିକିତ୍ସା ଖର୍ଚ୍ଚ ବହନ କରିବେ ରାଜ୍ୟ ସରକାର

ଭୁବନେଶ୍ୱର :  ଝିଅର ମୃତ୍ୟୁରେ ଭାଙ୍ଗି ପଡ଼ିବା ସତ୍ତ୍ୱେ ତା’ ଅଙ୍ଗ ଦାନ କରି  ଅନ୍ୟମାନଙ୍କ ପାଇଁ ଉଦାହରଣ ପାଲଟିଛନ୍ତି ଗଞ୍ଜାମ ଜିଲ୍ଲାର ପ୍ରିୟଙ୍କାରାଣୀ ପାତ୍ରଙ୍କ ପରିବାର ଲୋକେ। ପ୍ରିୟଙ୍କାଙ୍କ ପରିବାର ସଦସ୍ୟଙ୍କ ନିଷ୍ପତ୍ତି ଯୋଗୁ କିଡନୀ ପ୍ରତିରୋପଣ କ୍ଷେତ୍ରରେ ରାଜ୍ୟରେ ନୂଆ ଅଧ୍ୟାୟ ସୃଷ୍ଟି ହୋଇଛି।  ପ୍ରଥମଥର...

cricet
ପ୍ରଥମ ଦିନିକିଆ : ନ୍ୟୁଜିଲ୍ୟାଣ୍ଡକୁ ୩୪୮ ରନ୍‌ର ଟାର୍ଗେଟ୍‌ ଦେଲା ଭାରତ

ହାମିଲଟନ୍‌ :  ଟି-ଟ୍ୱେଣ୍ଟି ପରେ ଆଜିଠୁ ନ୍ୟୁଜିଲାଣ୍ଡରେ ଆରମ୍ଭ ହୋଇଛି ଭାରତ ଓ ନ୍ୟୁଜିଲ୍ୟାଣ୍ଡ୍ ଦିନିକିଆ ମୁକାବିଲା । ହାମିଲଟନ ସେଡନ୍ ପାର୍କରେ ଖେଳାଯାଉଥିବା ପ୍ରଥମ ମ୍ୟାଚରେ ଟିମ୍ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରି ବ୍ୟାଟିଂ କରି ୫୦ଓଭରରେ ୪ୱିକେଟ ହରାଇ ୩୪୭ କରିଛି । ନ୍ୟୁଜିଲାଣ୍ଡକୁ ୩୪୮ରନ୍‌ର...

maa kali
କାଳୀ ମନ୍ଦିରରେ ଲୁଟ୍‌

ପୁରୀ : ପୁରୀ ଜିଲ୍ଲା ସାକ୍ଷୀଗୋପାଳ ନିକଟ ବୀରଗୋବିନ୍ଦପୁର ଦକ୍ଷିଣକାଳୀ ମନ୍ଦିରରେ ଗତକାଲି ରାତିରେ କେହି କଳାକନା ବୁଲାଇ ଦେଇଥିବା ଅଭିଯୋଗ ହୋଇଛି। ଦୁର୍ବୃତ୍ତମାନେ ମନ୍ଦିରର ତାଲା ଭାଙ୍ଗି ମାଆଙ୍କ ରୁପା ମୁକୁଟ ସହ ଅଳଙ୍କାର ଲୁଟି ନେଇଛନ୍ତି। ଏହାସହ ହୁଣ୍ଡି ଭାଙ୍ଗି ଟଙ୍କା ମଧ୍ୟ ଲୁଟି ନେଇଥିବା...

mid day meal
ମଧ୍ୟାହ୍ନ ଭୋଜନ ରନ୍ଧା ପାତ୍ରରେ ପଡ଼ିଗଲେ ୩ ବର୍ଷୀୟା ସ୍କୁଲ୍‌ ଛାତ୍ରୀ

ଉତ୍ତର ପ୍ରଦେଶ : ମିର୍ଜାପୁର ଅଂଚଳର ଅଟାରି ପ୍ରାଇମେରୀ ସ୍କୁଲ୍‌ରେ ଘଟିଛି ଏକ ଅଭାବନୀୟ ଘଟଣା । ଜଣେ ୩ ବର୍ଷିୟା ଛାତ୍ରୀ ସ୍କୁଲରେ ରୋଷେଇ ଚାଲିଥିବା ମିଡ୍‌ ଡେ ମିଲ୍‌ ରନ୍ଧା ପାତ୍ରରେ ପଡ଼ିଯିବାରୁ ମୃତ୍ୟୁ ହୋଇଛି। ଉକ୍ତ ଘଟଣାଟି ଗତ ରବିବାର ଦିନ ଘଟିଥିଲା ।...

car
ଟ୍ରକ୍‌ ପଛରେ ପିଟି ହେଲା କାର୍‌ !

ପାରାଦୀପ : କଟକ-ପାରାଦୀପ ରାସ୍ତାର ଲୋକନାଥ ଗଡ଼ା ନିକଟରେ ଗତକାଲି ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ଏକ ଟ୍ରକ୍‌ ପଛରେ କାର୍‌ଟିଏ ପିଟି ହେବାରୁ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ତିନି ଜଣ ଆହତ ହୋଇଛନ୍ତି। ମୃତକ ହେଲେ ସାରଦା ପ୍ରସନ୍ନ ସ୍ୱାଇଁ। ତାଙ୍କ ଘର...

weather
ରାଜ୍ୟର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ସମ୍ଭାବନା

ଭୁବନେଶ୍ୱର : ପୁଣି ପାଗରେ ପରିବର୍ତ୍ତନ । ଶୀତ, ବର୍ଷା, ଶୀତ ପରେ ପୁଣି ପାଗ କୋହଲା । ପାଣିପାଗ ବିଭାଗର ସୂଚନା ଆସନ୍ତା ୯ ତାରିଖ ପର୍ଯ୍ୟନ୍ତ ଏଭଳି ପାଗ ଲାଗି ରହିବ।  ଉପକୂଳ ଓ ଉତ୍ତର ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା...

strike
ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ପଶ୍ଚିମ ଓଡ଼ିଶା ବନ୍ଦ

ଭୁବନେଶ୍ୱର : ହାଇକୋର୍ଟ ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ପଶ୍ଚିମ ଓଡ଼ିଶାରେ ବନ୍ଦ ପାଳନ କରାଯାଇଛି। ବଡ଼ି ଭୋରରୁ ହିଁ ଏହାର ପ୍ରଭାବ ସମ୍ବଲପୁର ସମେତ ବୌଦ୍ଧ ଓ ଝାରସୁଗୁଡ଼ାରେ ଦେଖିବାକୁ ମିଳିଛି। ସମ୍ବଲପୁରର କ୍ଷେତରାଜପୁର ରେଳ ଷ୍ଟେସନରେ ଆନ୍ଦୋଳନକାରୀମାନେ ପହଞ୍ଚି ବିକ୍ଷୋଭ କରିବା ସହ ସମ୍ବଲପୁର-ପୁରୀ...

yatra0-1
ଆଜିଠାରୁ କମ୍ପିବ ଖଣ୍ଡଗିରି ମେଳା

ଭୁବନେଶ୍ୱର : ଆଜିଠାରୁ ଦୁଲକିବ ଖଣ୍ଡଗିରି କୁମ୍ଭମେଳା । ରଙ୍ଗୀନ ରଙ୍ଗ ମଞ୍ଚରେ ମଞ୍ଚସ୍ଥ କରିବାକୁ ଯାଉଛନ୍ତି ୨ ସୁନାମ ଧନ୍ୟ ଯାତ୍ରା ପାର୍ଟି । ଆଜି କଳିଙ୍ଗ ଗଣନାଟ୍ୟ ଏବଂ କୋଣାର୍କ ଗଣନାଟ୍ୟ ଚଳିତ ବର୍ଷର ସୁପରହିଟ ନାଟକ ପରିବେଷଣ କରିବେ । ଇନ୍ଦିରା ସାଂସ୍କୃତିକ ଯୁବ...

corona 1
SCBରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି

କଟକ : ଗତକାଲି ବିଳମ୍ବିତ ରାତିରେ SCBରେ ପୁଣି ଜଣେ କରୋନା ସନ୍ଦିଗ୍ଧ ଭର୍ତ୍ତି ହୋଇଛନ୍ତି।  ତାଙ୍କ ଘର ଜଗତସିଂହପୁର ଜିଲ୍ଲାରେ ବୋଲି ସୂଚନା ମିଳିଛି । ସେ  ହଂକଂରେ ଏକ ଘରୋଇ କମ୍ପାନୀରେ ଇଞ୍ଜିନିୟର ଭାବେ କାମ କରୁଥିଲେ । କୌଣସି କାର୍ଯ୍ୟରେ ଚୀନ୍ ଯାଇ ଜାନୁଆରୀ...

mugal garden
ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିଲା ମୋଗଲ ଗାର୍ଡେନ୍

ନୂଆଦିଲ୍ଲୀ : ଆଜିଠୁ ସର୍ବସାଧାରଣଙ୍କ ପାଇଁ ଖୋଲିବ ପ୍ରସିଦ୍ଧ ମୋଗଲ ଗାର୍ଡେନ୍ । ରାଷ୍ଟ୍ରପତି ଭବନ ପରିସରରେ ଥିବା ମୋଗଲ ଗାର୍ଡେନ୍ ମାର୍ଚ୍ଚ ୮ ତାରିଖ ଯାଏ ଖୋଲା ରହିବ । ଏନେଇ ଗତକାଲି ବିଧିବଦ୍ଧ ଭାବେ ଟ୍ୱିଟ୍ ଯୋଗେ ସୂଚନା ଦେଇଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ ।...