• translate
Prangyan Parimita

Prangyan Parimita

Editor

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by Prangyan Parimita

Mukesh Ambani
ଦେଶର ୧ ନମ୍ବର ଧନୀ ତାଲିକାରେ ମୁକେଶ ଅମ୍ବାନୀ, ଦ୍ୱିତୀୟ ସ୍ଥାନରେ ଗୌତମ ଅଦାନୀ

ଦେଶର ଧନୀ ତାଲିକାରେ ପୁଣି ଏକ ନମ୍ବର ସ୍ଥାନ ବଜାୟ ରଖିଲେ ରିଲାଏନ୍ସ ମୁଖ୍ୟ ମୁକେଶ ଅମ୍ବାନୀ । ଗତ ବର୍ଷକ ମଧ୍ୟରେ ଅମ୍ବାନୀଙ୍କ ଆୟ ୪ ବିଲିୟନ ଆମେରିକୀୟ ଡଲାର ବୃଦ୍ଧି ପାଇଛି । ୯୯ ଦଶମିକ ୭ ବିଲିୟନ ଆମେରିକୀୟ ଡଲାରର ସମ୍ପତ୍ତି ସହ ଲଗାତାର...

Mundali Boat Tragedy
ମହାନଦୀ ଟ୍ରାଜେଡି: କାର୍ଡିଆକ୍ ସକ୍‌ରୁ ହାତୀ ମୃତ

ହୃଦଘାତରେ ଜୀବନ ହାରିଲା ନୀରିହ ପଶୁ । ମହାନଦୀ ମୁଣ୍ଡଳି ବ୍ୟାରେଜରେ ବୋଟ୍ ଟ୍ରାଜେଡି ଓ ହାତୀ ମୃତ୍ୟୁ ଘଟଣା ସମ୍ପର୍କରେ ପ୍ରାଥମିକ ରିପୋର୍ଟ ମିଳିଛି । ଆଜି ଆସିଛି ଶବ ବ୍ୟବଚ୍ଛେଦ ରିପୋର୍ଟ । ମୃତ ହାତୀର ପୋଷ୍ଟମର୍ଟମ ରିପୋର୍ଟ ଅନୁସାରେ କାର୍ଡିଆକ୍ ସକ୍‌ରୁ ବା ହୃଦଘାତ...

Successful farmer
ସ୍ୱତନ୍ତ୍ର ପରିଚୟ ଦେଇଛି ଜିଆ ଖତ ଚାଷ, ଅଳ୍ପ ଖର୍ଚ୍ଚରେ ଅଧିକ ରୋଜଗାର କରୁଛନ୍ତି ଦାମୋଦର

ଚାଷରେ ଲାଭକ୍ଷତି ଅଛି ହେଲେ ଜିଆ ଖତ ଚାଷରେ କ୍ଷତିର ଆଶଙ୍କା ନାହିଁ । ଏଥିପାଇଁ କେବଳ ଭଲ ଭାବରେ ମାର୍କେଟିଂର ଆବଶ୍ୟକତା ରହିଛି । ବର୍ତ୍ତମାନ ଯେପରି ଭାବେ ରାସାୟନିକ ସାରର ବ୍ୟବହାର କରାଯାଉଛି, ସେଥିରୁ ରକ୍ଷା ପାଇବା ସହ ସଫଳ ହୋଇଛନ୍ତି ଜିଆ ଖତ ଜାଷୀ...

EOW arrests a LIC agent of Puri  for swindling money
ମୃତ ବ୍ୟକ୍ତିଙ୍କ ନାଁରେ ବୀମା ଟଙ୍କା ହଡ଼ପ ଅଭିଯୋଗରେ LIC ଏଜେଣ୍ଟ ଗିରଫ

ଭୁବନେଶ୍ୱର ଶାଖା ପ୍ରାଥମିକ ତଦନ୍ତରୁ ଜଣା ପଡ଼ିଛି ଯେ, ୨୦୦୩ରୁ ରୁ ଏଲଆଇସିର ବିମା ଏଜେଣ୍ଟ ଭାବେ କାମ କରୁଥିଲେ । ୨୦୧୩ରୁ ୨୦୧୯ ମଧ୍ୟରେ ସେ ଜାଲିଆତି କରି ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ସେମାନଙ୍କ ବୀମା ରାଶି ପ୍ରଦାନ କରିବା ସହ ମାଚୁରିଟି ସମୟରେ ତାକୁ...

7 dead in Karnataka after house collapses
ପ୍ରବଳ ବର୍ଷା ଯୋଗୁଁ ଭୁଶୁଡ଼ିଲା ଘର, ଦୁଇ ଶିଶୁ ସମେତ ୭ ମୃତ

ଗତକାଲି ରାତି ପ୍ରାୟ ୯ଟା ସମୟରେ କର୍ଣ୍ଣାଟକର ବେଲଗାଡ଼ିର ବାରାଲା ଅଙ୍କଲଗି ଗ୍ରାମରେ ପ୍ରବଳ ବର୍ଷା ହେତୁ ଗୋଟିଏ ଘର ଭୁଶୁଡ଼ି ପଡ଼ିବାରୁ ଦୁଇ ଶିଶୁଙ୍କ ସମେତ ସାତଜଣଙ୍କର ମୃତ୍ୟୁ ଘଟିଛି।

Nabarangpur
ବିଶ୍ୱାସ ନା ଅନ୍ଧବିଶ୍ୱାସ ? ପୂଜାପାଠ ସାଙ୍ଗକୁ ଚାଲିଛି ମନ୍ତ୍ରପଢ଼ା, ସ୍ୱପ୍ନାଦେଶ ପରେ ଜଙ୍ଗଲ ଭିତରେ ତପସ୍ୟାରେ ବସିଛନ୍ତି ମହିଳା

ଦଳେଇଗୁଡା ଗ୍ରାମର ସିଙ୍ଗି ହରିଜନଙ୍କ ପତ୍ନୀ ବାଲମତି ହରିଜନ l ଗତ ଶନିବାର ରାତି ୨ ଟାରୁ ହଠାତ୍ ଘରୁ ପଳାଇ ଆସିଥିଲେ । ଆଉ ଏବେ ଜଙ୍ଗଲରେ ତପସ୍ୟାରତ ଅଛନ୍ତି । ସକାଳୁ ସକାଳୁ ଘର ଲୋକ ତାଙ୍କୁ ଖୋଜାଖୋଜି କରିବାପରେ ପାଇନଥିଲେ l ପରେ ନିକଟସ୍ଥ...

Coronavirus
ତଳମୁହାଁ ସଂକ୍ରମଣ ଗ୍ରାଫ୍ : ୨୪ ଘଣ୍ଟାରେ ୫୮୨ ସଂକ୍ରମିତ ଚିହ୍ନଟ, ୭ ମୃତ

ରାଜ୍ୟବାସୀଙ୍କ ପାଇଁ ଆଶ୍ୱସ୍ତି । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ଖସୁଛି ସଂକ୍ରମଣ ଗ୍ରାଫ୍ । ଦୁଇ ଦିନ ହେବ ରାଜ୍ୟରେ ୫୦୦ ଉପର ରହୁଛି ସଂକ୍ରମଣ । ଗତକାଲି ୫୯୩ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଜି ୫୮୨ ସଂକ୍ରମିତ ଚିହ୍ନଟ ହୋଇଛନ୍ତି ।

onion
ରାଜ୍ୟରେ ପିଆଜ ଦର ଅଣାୟତ୍ତ : ଦୁଇ ଦିନ ଭିତରେ କିଲୋ ଉପରେ ୨୦ ଟଙ୍କା ବୃଦ୍ଧି

ପୁଣି ବଢ଼ିଲା ପିଆଜ ଦର । ଅକ୍ଟୋବର ଆରମ୍ଭରୁ ତଥା ପାର୍ବଣ ଋତୁ ଆରମ୍ଭ ହେବା ପୂର୍ବରୁ ପୁଣି ବଢ଼ିଲା ପିଆଜ ଦର । ତୈଳ ଦର ପରେ କନ୍ଦାଇଲା ପିଆଜ । ଗତ ୨ ଦିନ ଭିତରେ ପିଆଜ କିଲୋ ଉପରେ ୨୦ ଟଙ୍କା ବୃଦ୍ଧି...

toy train
୭ ବର୍ଷ ପରେ ନନ୍ଦନକାନନରେ ଗଡ଼ିବ ଟଏ ଟ୍ରେନ୍ : ଜୀବଜନ୍ତୁଙ୍କ ଗହଣରେ ଟ୍ରେନ୍ ସଫାରୀର ମଜା ନେବେ ପର୍ଯ୍ୟଟକ

ଶୁକ୍ରବାର ଠାରୁ ନନ୍ଦନକାନନର ନୂଆ ରୋପ୍ ୱେର ବି ଶିଳାନ୍ୟାସ ହେବ । ୧୮ ମାସ ପରେ ପର୍ଯ୍ୟଟକ ଏହାର ଅନୁଭୂତି ନେଇପାରିବେ । ୧୩ କୋଟି ଟଙ୍କା ବ୍ୟୟରେ ପିପିପି ମୋଡରେ ନିର୍ମାଣ ହେବାକୁ ଥିବା ରୋପ୍ ୱେର ମୁଖ୍ୟ ଷ୍ଟେସନ୍ ଟଏ ଟ୍ରେନ୍ ଓ ବୋଟ୍...

DURGA PUJA
ଦୁର୍ଗାପୂଜାକୁ ନେଇ ଉତ୍ସବମୁଖର ପଶ୍ଚିମବଙ୍ଗ : ମଣ୍ଡପରେ ସାଜସଜ୍ଜା ସାଙ୍ଗକୁ ସୁଉଚ୍ଚ ତୋରଣ

ଓଡ଼ିଶାରେ ନିରାଡ଼ମ୍ବର ଭାବେ ବିନା ସାଜସଜ୍ଜା ଓ ସୁଉଚ୍ଚ ପ୍ରତିମାରେ ଦୁର୍ଗାପୂଜା ଅନୁଷ୍ଠିତ ହେବାକୁ ଥିବା ବେଳେ ପଡ଼ୋଶୀ ପଶ୍ଚିମବଙ୍ଗ କିନ୍ତୁ ମହାମାୟାଙ୍କ ଆବାହନ ପାଇଁ ସଜେଇ ହେଲାଣି । କୋଲକାତାରେ ପୂର୍ବଭଳି ବିଶାଳ ଆକର୍ଷଣୀୟ ତୋରଣ, ସୁଉଚ୍ଚ ମୃଣ୍ମୟୀ ମୂର୍ତ୍ତି ଶୋଭା ପାଇଲାଣି । ସହରର ପ୍ରସିଦ୍ଧ...

Supreme Court
ଲଖିମପୁର୍ ଖେରି ହିଂସା ମାମଲା : ଆଜି ସୁପ୍ରିମକୋର୍ଟରେ ଶୁଣାଣି

ଉତ୍ତର ପ୍ରଦେଶ ଲଖିମପୁର ଖେରି ହିଂସା ମାମଲାରେ ଆଜି ହେବ ସୁପ୍ରିମକୋର୍ଟରେ ଶୁଣାଣି । ସୁପ୍ରିମକୋର୍ଟ ପ୍ରଧାନ ବିଚାରପତି ଏନ୍. ଭି. ରମନ୍ନାଙ୍କ ନେତୃତ୍ୱରେ ତିନି ଜଣିଆ ଖଣ୍ଡପୀଠ ଆଜି ମାମଲାର ଶୁଣାଣି କରିବେ ।

hanging death
ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ଚାଞ୍ଚଲ୍ୟ : ତୃତୀୟ ବର୍ଷ ଡାକ୍ତରୀ ଛାତ୍ରୀଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର

ଡାକ୍ତରୀ ଛାତ୍ରୀଙ୍କ ସନ୍ଦେହଜନକ ମୃତ୍ୟୁ । ବଲାଙ୍ଗିର ଭୀମଭୋଇ ମେଡିକାଲ କଲେଜ ହସପିଟାଲରେ ତୃତୀୟ ବର୍ଷର ଡାକ୍ତରୀ ଛାତ୍ରୀଙ୍କର ସନ୍ଦେହ ଜନକ ମୃତ୍ୟୁ ହୋଇଛି । ଲେଡିଜ ହଷ୍ଟେଲ ଝରକାରେ ଛାତ୍ରୀ ଜଣକ ଝୁଲିପଡିଥିବା ନେଇ କଲେଜ କର୍ତ୍ତୃପକ୍ଷ ପରିବାର ଲୋକଙ୍କୁ ଖବର ଦେଇଥିଲେ । ପରିବାର...

Eviction Drive
କାହାର ବଢିଲା ଝିଅ, କାହା କୋଳରେ ଛୋଟ ଛୁଆ : ଉଚ୍ଛେଦ ପରେ କୁଆଡ଼େ ଯିବେ ବସ୍ତିବାସିନ୍ଦା?

ବ୍ରହ୍ମପୁର ମିଲିଟାରି ଲାଇନ୍ ନିକଟରେ ଥିବା ମୁକ୍ତେଶ୍ୱର ମନ୍ଦିର ପାଖ ବସ୍ତି ଉଚ୍ଛେଦ କରାଯାଉଛି । ବ୍ରହ୍ମପୁର ମହାନଗର ନିଗମ ଡେପୁଟି କମିଶନରଙ୍କ ନେତୃତ୍ୱରେ, ବ୍ୟାପକ ପୋଲିସ ଫୋର୍ସ ଉପସ୍ଥିତିରେ ଭଙ୍ଗାଯାଇଛି ଘର । ମାତ୍ର ୫ ଦିନ ତଳେ ନୋଟିସ୍ ଦେଇ ପ୍ରଶାସନ ଘର ଭାଙ୍ଗୁଥିବାରୁ ପ୍ରଥମେ...

rotten eggs
କଟକରୁ ଜବତ ହେଲା ୧୦ ପେଟି ପଚା ଅଣ୍ଡା  

ଲୋକଙ୍କ ଜୀବନ ସହିତ ଖେଳ । କଟକରୁ ୧୦ ପେଟି ପଚା ଅଣ୍ଡା ଜବତ କଲା କଟକ ମହାନଗର ନିଗମ । ଆଠଗଡ଼ରୁ କଟକ ସାଆନ୍ତ ସାହି ଚାଲାଣ ବେଳେ ପଚା ଅଣ୍ଡା ପେଟି  ଜବତ ହୋଇଛି  ।

russian-film-the-challenge
ମହାକାଶରେ ଶୁଭିବ ଲାଇଟ୍-କ୍ୟାମେରା-ଆକ୍ସନ : ଜିରୋ-ଗ୍ରାଭିଟିରେ ଭାସିଭାସି ଅଭିନୟ କରିବେ ଅଭିନେତା ଓ ଅଭିନେତ୍ରୀ

ଫିଲ୍ମ ସୁଟିଂ ସବୁବେଳେ ଷ୍ଟୁଡିଓ ଭିତରେ ସମ୍ଭବ ହୋଇନଥାଏ । ଚଳଚ୍ଚିତ୍ର କାହାଣୀର ଆବଶ୍ୟକତା ଅନୁସାରେ, ବିଭିନ୍ନ ଲୋକେସନକୁ ଯାଇ ସୁଟିଂ କରିଥାନ୍ତି ଫିଲ୍ମ ନିର୍ମାତା । କେତେବେଳେ ବଣ ପାହାଡ଼ରେ ତ କେତେବେଳେ ସମୁଦ୍ରରେ ଅବା ମରୁଭୂମିରେ ସୁଟ୍ ହୁଏ ବିଭିନ୍ନ ସିନ୍ । ତେବେ ଜାଣିଛନ୍ତି...

Coronavirus
ରାଜ୍ୟରେ ୨୪ ଘଣ୍ଟାରେ ୫୯୩ ସଂକ୍ରମିତ ଚିହ୍ନଟ; ୪ ମୃତ

ସବୁଦିନ ପରି ଆଜି ବି ଖୋର୍ଦ୍ଧାରୁ ସର୍ବାଧିକ ଆକ୍ରାନ୍ତ ବାହାରିଛନ୍ତି । ଜିଲ୍ଲାରୁ ୨୯୦ ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ନୂଆ ଆକ୍ରାନ୍ତ ସହ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୦ ଲକ୍ଷ ୨୯ ହଜାର ୪୧୨କୁ ବୃଦ୍ଧି ବୃଦ୍ଧି ପାଇଛି । ଅନ୍ୟପକ୍ଷରେ ଆଜି କଟକ...

mumbai-cruise-drugs-bust-
’ପୁଅ ଠାରୁ ଜବତ ହୋଇଛି ମାତ୍ର ୨.୪ ଗ୍ରାମ ଗଂଜେଇ, ହାଇଲାଇଟ୍ ହେଲାଭଳି କୌଣସି ଅପରାଧ କରିନି ’

ପୁଅ ଠାରୁ ମାତ୍ର ୨.୪ ଗ୍ରାମ ଗଂଜେଇ ଜବତ ହୋଇଛି । ମୁମ୍ବାଇ ବୁଲିବାକୁ ଯାଇଥିଲା ପୁଅ । ସମୁଦ୍ର ଭିତରେ କ୍ରୁଜରେ ରେଭ୍ ପାର୍ଟି ମାମଲା ଗିରଫ ରାଉରକେଲା ଯୁବକ ମନୀଷ ରାଜଗରିଆଙ୍କ ବାପାଙ୍କ ଏପରି ପ୍ରତିକ୍ରିୟା ଦେଇଛନ୍ତି । ସେ କହିଛନ୍ତି ମନୀଷ କେବଳ ଗୋଟିଏ...

Horoscope Today
Daily Horoscope, 6 Oct 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ୬ ରିଖ ବୁଧବାର । କନ୍ୟା ୨୦ ଦିନ, ଆଶ୍ୱିନ ମାସ କୃଷ୍ଣ ପକ୍ଷ ଅମାବାସ୍ୟା ତିଥି ହସ୍ତା ନକ୍ଷତ୍ର । ଆଜିର ନିଷେଧ ଖାଦ୍ୟ: ଆମିଷ । ଆଜି ମହାଳୟା ଶ୍ରାଦ୍ଧ ଓ ନବରାତ୍ରୀ ପୂଜାରମ୍ଭ ।

BMC Restricts 'Mahalaya' Celebration
ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ

ବିନ୍ଦୁସାଗରରେ ମହାଳୟା ପାଳନ ଉପରେ ସଂପୂର୍ଣ୍ଣ ବାରଣ କରାଯାଇଛି । ବ୍ରାହ୍ମଣ ଭୋଜନ ସହ ନୀତିକାନ୍ତି ପାଳିବାକୁ ସଂପୂର୍ଣ୍ଣ ବାରଣ କରିଛି ବିଏମସି । କୋଭିଡ୍ ସ୍ଥିତିକୁ ଦୃଷ୍ଟିରେ ଭୁବନେଶ୍ୱର ମହାନଗର ନିଗମ ଏଭଳି ନିଷ୍ପତ୍ତି ନେଇଛି । ତେବେ ବିବାହ, ବ୍ରତ, ଶୁଦ୍ଧିକାର୍ଯ୍ୟ ପାଇଁ BMC ଜାରି...

coruption
ଜଳେଶ୍ୱରରେ ସରକାରୀ ଯୋଜନାରେ ବ୍ୟାପକ ଦୁର୍ନୀତି ଅଭିଯୋଗ : କାମ ନହୋଇ ଉଠାଯାଇଛି ପ୍ରାୟ ୩୫ ଲକ୍ଷ ଟଙ୍କା

ଗ୍ରାମାଞ୍ଚଳରେ ସରକାରୀ ଅର୍ଥ କେମିତି ଆତ୍ମସାତ୍ କରାଯାଉଛି ତାର ଆଉ ଏକ ଉଦାହରଣ ଦେଖିବାକୁ ମିଳିଛି । ବାଲେଶ୍ୱର ଜିଲ୍ଲା ଜଳେଶ୍ୱର ବ୍ଲକ କଳମା ଗ୍ରାମ ପଞ୍ଚାୟତରେ ମହାତ୍ମାଗାନ୍ଧୀ ଜାତୀୟ ନିଶ୍ଚିତ କର୍ମ ନିଯୁକ୍ତି ସହ ବିଭିନ୍ନ ଯୋଜନାରେ ବ୍ୟାପକ ହେରଫେର ଅଭିଯୋଗ ଆସିଛି ।

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।