• translate
Prangyan Parimita

Prangyan Parimita

Editor

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବର ...more

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।

less

Posts by Prangyan Parimita

vigilance raid
ଭିଜିଲାନ୍ସ ପଞ୍ଝାରେ ୩ ଜଣ ପ୍ରଥମ ଶ୍ରେଣୀ ଅଫିସର : ରେଡ୍ ପରେ ଜବତ ହେଲାଣି ୨୨ ଲକ୍ଷରୁ ଅଧିକ ଟଙ୍କା

ଭିଜିଲାନ୍ସ ପଞ୍ଛାରେ ୩ ପ୍ରଥମ ଶ୍ରେଣୀ ଅଧତ୍କାରୀ ଗିରଫ । ଗତକାଲି ବିପୁଳ ଟଙ୍କା ସହ ଧରାପଡ଼ିଥିବା ୩ ପ୍ରଥମ ଶ୍ରେଣୀ ଅଧତ୍କାରୀଙ୍କୁ ଗିରଫ କରିଛି ଭିଜିଲାନ୍ସ । ୩ ଜଣଙ୍କ ଠାରୁ ୨୨ ଲକ୍ଷ ୬୧ ହଜାର ୪୩୦ ଟଙ୍କା ଜବତ ହୋଇଥିବା ଭିଜିଲାନ୍ସ ଦର୍ଶାଇଛି

Lakhimpur Kheri Violence
ଆଶିଷ ମିଶ୍ରାଙ୍କ ଗୁମର ଖୋଲିଲା ମୋବାଇଲ୍ ନେଟଓ୍ୱର୍କ : ୩ ତାରିଖରେ ଲଖିମପୁର ଖେରିରେ ହିଁ ଥିବା ପୋଲିସ ହାତରେ ପ୍ରମାଣ

ମୋବାଇଲ ଫିଟାଇ ଦେଲା ଗୁମର । ମୋବାଇଲ ହିଁ କେନ୍ଦ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ଦବଙ୍ଗ ପୁଅ ଆଶିଷ ମିଶ୍ରାଙ୍କୁ ଧରାଇ ଦେଇଛି । ଲଖିମପୁର ହିଂସା ନେଇ ଗତକାଲି ତାଙ୍କୁ କ୍ରାଇମବ୍ରାଞ୍ଚ ଗୁଡାଇ ତୁଡାଇ ପ୍ରଶ୍ନ କରିଥିଲା । କିନ୍ତୁ ସେ ଅଧିକାଂଶ ପ୍ରଶ୍ନକୁ ସେ ଏଡ଼ାଇ ଯାଇଥିଲେ...

Coronavirus
ରାଜ୍ୟରେ ସାମାନ୍ୟ ବଢ଼ିଲା ସଂକ୍ରମଣ : ଆଜି ୬୫୨ ସଂକ୍ରମିତ ଚିହ୍ନଟ, ୭ ମୃତ

କିଛି ଦିନ ଫ୍ଲାଟୋ ସ୍ଥିତିରେ ରହିବା ପରେ ଆଜି ପୁଣି ୬୦୦ ଉପରେ ସଂକ୍ରମଣ । ଗତ ୨୪ ଘଣ୍ଟାରେ ୬୫୨ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୭ ଜଣ ଆକ୍ରାନ୍ତ ଜୀବନ ହାରିଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର ୯୨...

murder
ବୀଭତ୍ସ ହତ୍ୟାକାଣ୍ଡ : ଶ୍ୱଶୁର ଘରେ ସ୍ତ୍ରୀର ତଣ୍ଟିକାଟି ହତ୍ୟା କଲା ସ୍ୱାମୀ

ଖୋର୍ଦ୍ଧା ଗୁରୁଜଙ୍ଗରେ ଅଭାବନୀୟ ଘଟଣା । ଶ୍ୱଶୁର ଘରେ ସ୍ତ୍ରୀର ତଣ୍ଟିକାଟି ସ୍ୱାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଗତକାଲି ରାତିରେ କାର୍ତ୍ତିକ ପ୍ରଧାନ ଓ ତାଙ୍କ ସ୍ତ୍ରୀ ଇନ୍ଦିରା ପ୍ରିୟଦର୍ଶିନୀଙ୍କ ମଧ୍ୟରେ ବଚସା ହୋଇଥିଲା। ପରେ କୌଣସି କାରଣକୁ ନେଇ କାର୍ତ୍ତିକ ତାଙ୍କ ସ୍ତ୍ରୀକୁ ହତ୍ୟାକରିଥିବା...

priyanshi
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ଧର୍ମଶାଳାର ୨ବର୍ଷ ୯ମାସର କୁନି ଝିଅ ପ୍ରିୟାଂଶୀ

ପ୍ରିୟାଂଶୀ ନାଥ । ବୟସ ମାତ୍ର ୨ ବର୍ଷ ୯ମାସ । ଏମିତି କୁନି ପିଲାଟିଏ ହୋଇଥିଲେ ମଧ୍ୟ ସେ ପ୍ରଖର ସ୍ମରଣ ଶକ୍ତିର ଅଧିକାରୀ । ନିକଟରେ ଆୟୋଜିତ ଇଣ୍ଡିଆ ବୁକ୍ ଅଫ ରେକର୍ଡର ପ୍ରତିଯୋଗିତାରେ ଭାଗ ନେଇ ସେ ମାନପତ୍ର ଓ ମେଡାଲ ହାସଲ କରିଛନ୍ତି...

Petrol price today on 07 october 2021 hiked in delhi Mumbai Chennai and Kolkata check you city lates
ତୈଳ ଚାବୁକ୍ : ଦିଲ୍ଲୀରେ ୧୦୪ ଟଙ୍କା ଟପିଲା ପେଟ୍ରୋଲ୍ ଲିଟର୍, ମୁମ୍ବାଇରେ ରେକର୍ଡ ଛୁଇଁଲା ଡିଜେଲ ମୂଲ୍ୟ

ପାର୍ବଣ ଋତୁରେ ସାଧାରଣ ଲୋକଙ୍କ ପିଠିରେ ତୈଳ ଚାବୁକ୍ । ପୁଣି ତେଲ ଦର ଆକାଶଛୁଆଁ । ଦେଶରେ ବର୍ତ୍ତମାନ ଖାଦ୍ୟ ସାମଗ୍ରୀ ଠାରୁ ଆରମ୍ଭ କରି ପେଟ୍ରୋଲ-ଡିଜେଲ ଏବଂ ଗ୍ୟାସ ସିଲିଣ୍ଡରରେ ମୂଲ୍ୟ ବୃଦ୍ଧି ପ୍ରକ୍ରିୟା ଥମିବାର ନାଁ ନେଉନାହିଁ ।

 Today Horoscope
Daily Horoscope,10 Oct 2021: ଜାଣନ୍ତୁ ଆଜିର ରାଶିଫଳ…

ଆଜି ହେଉଛି ୨୦୨୧ ମସିହା ଅକ୍ଟୋବର ତା ୧୦ ରିଖ ରବିବାର । କନ୍ୟା ୨୪ ଦିନ ଆଶ୍ୱିନ ମାସ ଶୁକ୍ଳ ପକ୍ଷ ପଞ୍ଚମୀ ତିଥି ଅନୁରାଧା ନକ୍ଷତ୍ର ।

cp
ପାର୍ବଣ ବେଳେ ରାଡାରରେ ରହିବେ ଅପରାଧୀ : ଅଧିକ ଅମାନିଆ ହେଲେ ଗିରଫ୍ କରିବ ପୋଲିସ୍

’ଦୁର୍ଗାପୂଜାରେ ଅମାନିଆ ଲୋକଙ୍କୁ କ୍ଷମା ମିଳିବନି । ନିମୟ ଖିଲାପ କଲେ ଦଣ୍ଡ ।  ମନଇଚ୍ଛା ବୁଲିଲେ ମାମୁଁଘର ଯିବାକୁ ପଡ଼ିବ । ପାର୍ବଣ ବେଳେ ଅପରାଧୀଙ୍କ ଉପରେ ରହିବ କଡ଼ା ନଜର ରଖିବ କମିଶନରେଟ୍ ପୋଲିସ୍ । ଟ୍ୱିନ୍ ସିଟିରେ ପୋଷାଦାର ଅପରାଧୀ ଓ ଅମାନିଆଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ...

Paralakhemundi ACF's Death Case
ପାରଳାଖେମୁଣ୍ଡି ACF ମୃତ୍ୟୁ ମାମଲା : ବିଦ୍ୟାଭାରତୀ ହିଁ ଘଟଣାରେ ଦୋଷୀ

ପାରଳାଖେମୁଣ୍ଡି ACF ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲାରେ ବିଦ୍ୟାଭାରତୀ ହିଁ ଅଭିଯୁକ୍ତ । କ୍ରାଇମବ୍ରାଞ୍ଚ ଏଡିଜି ସଂଜୀବ ପଣ୍ଡା ପ୍ରେସମିଟ୍ ଜରିଆରେ ଏପରି ସୂଚନା ଦେଇଛନ୍ତି। ପାରଳାଖେମୁଣ୍ଡି କୋର୍ଟରେ ବିଦ୍ୟାଭାରତୀଙ୍କ ନାଁରେ ଚାର୍ଜସିଟ୍ ଦାଖଲ ହୋଇଛି

acf-death-case-crime
ଏସିଏଫ ସୌମ୍ୟରଂଜନ ମହାପାତ୍ର ମୃତ୍ୟୁ ମାମଲା : ୩ଶହ ପୃଷ୍ଠାର ଚାର୍ଜସିଟ୍ ଦାଖଲ କଲା କ୍ରାଇମବ୍ରାଞ୍ଚ

ପାରଳାଖେମୁଣ୍ଡି ଏସିଏଫ ସୌମ୍ୟରଂଜନ ମହାପାତ୍ରଙ୍କ ରହସ୍ୟ ଜନକ ମୃତ୍ୟୁ ମାମଲାରେ ଚାର୍ଜସିଟ୍ ଦାଖଲ କରିଛି କ୍ରାଇମବ୍ରାଞ୍ଚ । ୩ଶହ ପୃଷ୍ଠାର ଚାର୍ଜସିରେ ଡିଏଫ୍ଓ ସଂଗ୍ରାମ କେଶରୀ ବେହେରା ଏବଂ ରୋଷେୟା ମନ୍ମଥ କୁମ୍ଭଙ୍କୁ କ୍ଲିନଚିଟ୍ ଦି‌ଆଯିବା ସହ ସୌମ୍ୟରଂଜନଙ୍କ ପତ୍ନୀ ବିଦ୍ୟାଭାରତୀଙ୍କୁ ଘଟଣା ପାଇଁ ଦାୟୀ କରିଛି କ୍ରାଇମବ୍ରାଞ୍ଚ...

 Ashish Mishra
ୟୁପି ଲଖିମପୁର ଖେରି ହିଂସା ମାମଲା : କ୍ରାଇମବ୍ରାଞ୍ଚ୍ ନିକଟରେ ହାଜର ହେଲେ ଆଶିଷ ମିଶ୍ରା

କ୍ରାଇମବ୍ରାଞ୍ଚ ନିକଟରେ ହାଜର ହୋଇଛନ୍ତି କେନ୍ଦ୍ର ଗୃହ ରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରା । ବାପାଙ୍କ ସହ କ୍ରାଇମ ବ୍ରାଞ୍ଚରେ ହାଜର ହୋଇଛନ୍ତି ଆଶିଷ ମିଶ୍ରା 

CORONA
ଖସୁଛି କରୋନା ଗ୍ରାଫ୍ : ରାଜ୍ୟରେ ୨୪ ଘଣ୍ଟାରେ ୫୨୬ ସଂକ୍ରମିତ ଚିହ୍ନଟ; ୪ ମୃତ

ରାଜ୍ୟରେ ଖସୁଛି କରୋନା ଗ୍ରାଫ୍ । ପାର୍ବଣ ଋତୁ ଆସୁଥିବା ବେଳେ ଧୀରେ ଧୀରେ ହ୍ରାସ ପାଉଛି ସଂକ୍ରମଣ । ଗତ ୨୪ ଘଣ୍ଟାରେ ୫୨୬ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣ ପ୍ରାଣ ହରାଇଛନ୍ତି । ଆଜି ଚିହ୍ନଟଙ୍କ ମଧ୍ୟରୁ ୧୮ ବର୍ଷରୁ କମ୍ ବର୍ଗର...

Cyclonic circulation
ଆଣ୍ଡାମାନ ସାଗରରେ ଘୂର୍ଣ୍ଣିବଳୟ : ୪୮ ଘଣ୍ଟା ମଧ୍ୟରେ ସୃଷ୍ଟି ହୋଇପାରେ ଲଘୁଚାପ କ୍ଷେତ୍ର

ଆସିବ କି ବାତ୍ୟା ? ବିଭିନ୍ନ ଘରୋଇ ସଂସ୍ଥାର ଏଭଳି ଆକଳନକୁ ନେଇ ବର୍ତ୍ତମାନ ନା ନା ଚର୍ଚ୍ଚା ଲାଗିରହିଛି । ତେବେ ପାଣିପାଗ ବିଭାଗ ସୂଚନା ଅନୁସାରେ ଉତ୍ତର ଆଣ୍ଡାମାନ ସାଗର ଓ ତାର ପାର୍ଶ୍ୱବର୍ତ୍ତୀ ଅଂଚଳରେ ଗୋଟିଏ ଘୂର୍ଣ୍ଣିବଳୟ ରହିଛି । ଗୋଟିଏ ଘୁର୍ଣ୍ଣିବଳୟ ବାୟୁମଣ୍ଡଳରେ...

Facebook, Instagram, Messenger, and WhatsApp down again for some users
ପୁଣି ଅଚଳ ହେଲା Facebook, Instagram, WhatsApp : ବିଳମ୍ବିତ ରାତ୍ରିରେ ୟୁଜର୍ସଙ୍କୁ କ୍ଷମା ମାଗିଲା ଫେସବୁକ୍

ବୈଷୟିକ ତ୍ରୁଟିର ସମାଧାନ ପରେ ଅନ୍ୟ ଏକ ଟ୍ୱିଟ୍ କରିଥିଲେ ଫେସବୁକ୍ କର୍ତ୍ତୃପକ୍ଷ । ଗତ କିଛି ଘଣ୍ଟା ଧରି ଫେସବୁକ୍ ସେବା ଯୋଗାଇ ପାରିନଥିଲା, ଏଥିପାଇଁ ଆମେ ଦୁଃଖିତ । ପରିବାର ତଥା ବନ୍ଧୁ ପରିଜନଙ୍କ ସହ ଯୋଗାଯୋଗ କରିବା ପାଇଁ ଆପଣ ସୋସିଆଲ ମିଡ଼ିଆରେ ଉପରେ...

 Aryan Khan
ମୁମ୍ବାଇ ଆର୍ଥର ରୋଡ୍ ଜେଲରେ କଟିଲା ଆର୍ୟନ ଖାନଙ୍କ ପ୍ରଥମ ରାତି

ତେବେ ୩ ଅଭିଯୁକ୍ତଙ୍କ ପକ୍ଷରୁ ଦାଖଲ ଜାମିନ ଆବେଦନ ଶୁଣାଣିଯୋଗ୍ୟ ନୁହେଁ ବୋଲି କୋର୍ଟ କହିଥିଲେ । ତେଣେ ୭ ଦିନିଆ ରିମାଣ୍ଡ ଅବଧି ସରିବା ପରେ ଗତକାଲି ଗିରଫ ୧୮ ଜଣଙ୍କ ମଧ୍ୟରୁ ଆର୍ୟନଙ୍କ ସମେତ ୮ ଜଣଙ୍କୁ ୧୪ ଦିନିଆ ବିଚାର ବିଭାଗୀୟ ହାଜତକୁ ପଠାଇଛି...

Wild tusker invades MPC Autonomous college in Baripada
କଲେଜ ପରିସରରେ ଦନ୍ତା ହାତୀ, ଆତଙ୍କିତ ଅବସ୍ଥାରେ ଲୋକେ

ବାରିପଦା ଏମପିସି ଅଟୋନମସ୍ କଲେଜ ପରିସରରେ ଦନ୍ତା ହାତୀ । ଆଜି ସକାଳୁ ଏହି ହାତୀ ବାରିପଦା-ଦେଉଳି ରାସ୍ତା ଆଡୁ ଆସି କଲେଜ ପରିସରରେ ପ୍ରବେଶ କରିଛି । ଯଦିଓ ଦନ୍ତାଟି କାହାରି କିଛି କ୍ଷତି କରି ନାହିଁ, ତେବେ ଲୋକେ ଆତଙ୍କିତ ଅବସ୍ଥାରେ ଅଛନ୍ତି

Family, Locals Block Road
ରୋଗୀ ମୃତ୍ୟୁ ନେଇ ଉତ୍ତେଜନା : ମୃତଦେହ ରଖି ରାସ୍ତା ଅବରୋଧ

ମୃତଦେହ ରଖି ରାସ୍ତା ଅବରୋଧ । କାଲି ରାତିରୁ ବାରିପଦା ଉଦଳା ରାସ୍ତାରେ ଗାଡ଼ି ଚଳାଚଳ ଠପ୍ । ଗତ ୩ ତାରିଖରେ ବାରିପଦା ପିଆରଏମ୍ ମେଡିକାଲରେ ଚିକିତ୍ସାଧୀନ ଥିବା ବେଳେ ଛାତରୁ କଂକ୍ରିଟ ଖସି ଶାମାଖୁଣ୍ଟା ଅଞ୍ଚଳର ଜଣେ ବ୍ୟକ୍ତି ଗୁରୁତର ହୋଇଥିଲେ

police
ସହରରେ ବୁଲୁଛି ମଦୁଆ ଧରା ଗାଡ଼ି : ମାତାଲଙ୍କୁ ଧରିବା ସହ ଫାଇନ୍ କାଟୁଛି ପୋଲିସ

ଛକ ଛକରେ କଡ଼ା ଚେକିଂ । ରାସ୍ତା ଘାଟ ଗଳି କନ୍ଦିରେ ପଇଁତରା ମାରୁଛି ପୋଲିସ । ବ୍ରହ୍ମପୁର ସହରର ସଂଧ୍ୟା ହେଲେ ଘାଇଁ ଘାଇଁ ବୁଲୁଛି ମଦୁଆ ଧରା ଗାଡ଼ି । ସର୍ବସାଧାରଣ ସ୍ଥାନରେ ମଦ ପିଉଥିଲେ କି ମାତାଲ ହୋଇ ଗଡ଼ୁଥିଲେ ତୁରନ୍ତ ସେମାନଙ୍କୁ ଧରି...

India-China face-off
ଉତ୍ତରାଖଣ୍ଡ ପରେ ଅରୁଣାଚଳ ପ୍ରଦେଶ : ପୁଣି ଭାରତ ସୀମା ଭିତରକୁ ପଶିଆସିଲେ ଚୀନ୍ ସୈନ୍ୟ

ବିସ୍ତାରବାଦୀ ଚୀନ୍ ଟାର୍ଗେଟରେ ଭାରତ । ସବୁବେଳେ ନିଜ ଦେଶର ପରିସୀମା ବଢ଼ାଇବା ଚକରରେ ବିସ୍ତାରବାଦୀ ଚୀନର ଟାର୍ଗେଟରେ ଭାରତ । କେଉଁଠି ପାନେ ଖାଉଛି, ତ କେଉଁଠି ଆଲୋଚନାରେ ବସୁଛି । ହେଲେ ବଦଭ୍ୟାସ ଛାଡ଼ି ପାରୁନି ଡ୍ରାଗନ୍ ।

Chilika MLA Prashant Jagdev
କ୍ୟାପିଟାଲ ହସ୍ପିଟାଲରେ ଭର୍ତ୍ତି ହେଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ

ଅସୁସ୍ଥତା ପାଇଁ ଜେଲ ବଦଳରେ ମେଡିକାଲ । ଅସୁସ୍ଥତା କାରଣରୁ ବିଚାର ଜେଲ ବଦଳରେ ମେଡିକାଲ ଗଲେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ । ଗତକାଲି ଜଗଦେବଙ୍କୁ ଖୋର୍ଦ୍ଧା ସବଜେଲରୁ କ୍ୟାପିଟାଲ ହସ୍ପିଟାଲକୁ ନିଆଯାଇଛି । ତାଙ୍କର ହୃଦରୋଗ ସମସ୍ୟା ଥିବାରୁ ଏଡିଜେ-୧ କୋର୍ଟଙ୍କ ଅନୁମତି କ୍ରମେ ଜଗଦେବଙ୍କୁ...

ସୋମାକ ଅନୁଷ୍ଠାନରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ ପରେ ରାଜ୍ୟର ପ୍ରମୁଖ ଖବରକାଗଜ ଟିଭିରେ ଶିକ୍ଷାନବୀଶ ଭାବେ କାର୍ଯ୍ୟାରମ୍ଭ। ଏହାପରେ ଡିଜିଟାଲ ସାମ୍ବାଦିକତା ଦୁନିଆଁରେ ଦୀର୍ଘ ୪ ବର୍ଷ ଧରି ବୃତ୍ତିଗତ ଜୀବନ ଜାରି ରଖିଛନ୍ତି। ଆଞ୍ଚଳିକ ଓ ଦେଶବିଦେଶର ଖବରକୁ ସ୍ୱତନ୍ତ୍ର ଭାବେ ଉପସ୍ଥାପନ କରିବାରେ ଦକ୍ଷତା ରହିଛି।