• translate
Rajalaxmi Sahoo

Rajalaxmi Sahoo

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by Rajalaxmi Sahoo

Air Force Chief
ମହିଳା ବାୟୁସେନା ଅଧିକାରୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲା:୨ ଫିଙ୍ଗର ଟେଷ୍ଟକୁ ଖଣ୍ଡନ କଲେ ବାୟୁସେନା ମୁଖ୍ୟ

କୋଏମ୍ବାଟୁରରେ ମହିଳା ବାୟୁସେନା ଅଧିକାରୀଙ୍କୁ ଦୁଷ୍କର୍ମ ଅଭିଯୋଗ ମାମଲାରେ ପୀଡ଼ିତାଙ୍କ ୨ ଫିଙ୍ଗର ଟେଷ୍ଟ କରାଯାଇନି। ଏନେଇ  ଗଣମାଧ୍ୟମରେ ପ୍ରକାଶିତ ଖବରକୁ ଖଣ୍ଡନ କରିଛନ୍ତି ବାୟୁସେନା ମୁଖ୍ୟ ଏୟାର ଚିଫ୍ ମାର୍ଶାଲ ଭି.ଆର୍. ଚୌଧୁରୀ।

Gold Ornaments
ଶସ୍ତା ହେଲା ସୁନା

ଭାରତୀୟ ବଜାରରେ ଆଜି ସୁନା ଓ ରୂପା ଦର ହ୍ରାସ ପାଇଛି। Multi Commodity Exchange(MCX)ରେ ସୁନା ପ୍ରତି ୧୦ ଗ୍ରାମକୁ ୦.୨୩% ହ୍ରାସ ସହ ୪୬,୭୭୯ ଟଙ୍କାରେ କାରବାର ଚାଲିଛି।

SBI PO Recruitment
SBI PO Recruitment 2021: ଖାଲି ପଡ଼ିଥିବା ୨ ହଜାରରୁ ଅଧିକ ପଦବୀ ପାଇଁ ବାହାରିଲା ବିଜ୍ଞପ୍ତି

SBI ଖାଲି ପଡ଼ିଥିବା ୨,୦୫୬ଟି  Probationary Officers (PO) ପଦବୀ ପାଇଁ ବିଜ୍ଞପ୍ତି ପ୍ରକାଶ କରିଛି। ଇଚ୍ଛୁକ/ ଆଶାୟୀ ପ୍ରାର୍ଥୀ ଅକ୍ଟୋବର ୨୫ ସୁଦ୍ଧା ଅନ୍‌ଲାଇନ୍‌ରେ ଆବେଦନ କରିପାରିବେ। 

Compulsory Retirement
ଆଉ ୪ ସରକାରୀ ଅଧିକାରୀଙ୍କୁ ଦିଆଗଲା ବାଧ୍ୟତାମୂଳକ ଅବସର

ଦୁର୍ନୀତି ଓ ଅପାରଗତା ପାଇଁ ଏହି ୪ ସରକାରୀ ଅଧିକାରୀଙ୍କୁ ବାଧ୍ୟତାମୂଳକ ଅବସର ଦିଆଯାଇଛି। ରାଜ୍ୟରେ ଏଯାବତ୍‌ ୧୨୨ ଜଣଙ୍କୁ ବାଧ୍ୟତାମୂଳକ ଅବସର ଦିଆଗଲାଣି।

Mumbai Cruise Rave Party
କ୍ରୁଜ୍‌ ରେଭ୍‌ ପାର୍ଟିର ଓଡ଼ିଶା ଲିଙ୍କ୍‌ !

ମୁମ୍ବାଇ କ୍ରୁଜ୍‌ ପାର୍ଟିର ଖିଅ କେଉଁ ଯାଏ ଲମ୍ବିଛି ? ଡ୍ରଗ୍ସ କେଉଁଠୁ ଆସିଛି ? ଆର୍ୟନ ସାମିଲ ହୋଇଥିବା ଡ୍ରଗ୍ସ ପାର୍ଟିର ଲିଙ୍କ୍ ଖୋଜିବାକୁ ବାହାରିଥିବା ଏନ୍‌ସିବି ହାତରେ ଲାଗିଛି ଏବେ ଗୁରୁତ୍ୱପୂର୍ଣ୍ଣ ତଥ୍ୟ।

Aryan Khan
ଶାହରୁଖଙ୍କ ପୁଅ ଆର୍ୟନଙ୍କ ପାଇଁ ବଢ଼ିପାରେ ଅଡ଼ୁଆ

ଆର୍ୟନଙ୍କ ମୋବାଇଲ ଫୋନରୁ କିଛି ସନ୍ଦେହଜନକ ତଥ୍ୟ ମିଳିଥିବା ଜଣାପଡିଛି।  ଆର୍ୟନଙ୍କ ଫୋନ୍‌କୁ ଏନ୍‌ସିବି ଜବତ କରିଛି। ଫୋନ୍‌ରେ ଥିବା ତଥ୍ୟରୁ ଆର୍ୟନଙ୍କ ଅନ୍ତର୍ଜାତୀୟ ଡ୍ରଗ୍ସ ପେଡଲର୍ଙ୍କ ସହ ମମ୍ପର୍କ ଥିବା ସନ୍ଦେହ କରାଯାଉଛି। ଆର୍ୟନଙ୍କ ମୋବାଇଲ୍‌ରୁ ମିଳିଥିବା ବିଦେଶ ଲିଙ୍କ୍ ମାମଲାରେ ବି ଖୋଳତାଡ଼ ହେବ ବୋଲି...

Petrol Prices Hiked Again
ମହଙ୍ଗା ମାଡ଼, ପୁଣି ବଢ଼ିଲା ପେଟ୍ରୋଲ ଓ ଡିଜେଲ ଦର

ଦେଶରେ ଆକାଶ ଛୁଆଁ ତୈଳ ଦରକୁ ନେଇ ଚିନ୍ତାରେ ଲୋକେ। ଆଜି ପେଟ୍ରୋଲ ଓ ଡିଜେଲ ଦର ଲିଟର ପ୍ରତି ଯଥାକ୍ରମେ ୨୫ ପଇସା ଓ ୩୦ ପଇସା ବୃଦ୍ଧି ପାଇଛି। ଫଳରେ ଦିଲ୍ଲୀରେ ପେଟ୍ରୋଲ ଲିଟର ପ୍ରତି ୧୦୨ ଟଙ୍କା ୬୪ ପଇସାରେ ପହଞ୍ଚିଥିବା ବେଳେ ମୁମ୍ବାଇରେ...

Manipur’s ‘Iron Man’
କମ୍ପ୍ୟୁଟର ଗ୍ରାଫିକ୍ସ ନୁହେଁ, କି କାଳ୍ପନିକ ସିନ୍ ନୁହେଁ; ଗାଁରେ ବୁଲୁଛି ରିୟଲ୍‌ ଆଇରନ୍‌ ମ୍ୟାନ୍‌

ରିଲ୍‌ରେ ଆଇରନ୍ ମ୍ୟାନ୍‌କୁ ତ ସମସ୍ତେ ଦେଖିଛନ୍ତି, ହେଲେ ଆପଣ କେବେ ରିୟଲ୍‌ରେ ଆଇରନ୍‌ ମ୍ୟାନ୍‌କୁ ଦେଖିଛନ୍ତି କି ? ଆମେ ଆପଣଙ୍କୁ ଏମିତି ଜଣେ ଆଇରନ୍‌ ମ୍ୟାନ୍‌ଙ୍କ କଥା କହିବା, ଯାହା କୌଣସି କମ୍ପ୍ୟୁଟର ଗ୍ରାଫିକ୍ସ ନୁହେଁ, କି କାଳ୍ପନିକ ସିନ୍ ନୁହେଁ। ମଣିପୁରର ଏକ ଛୋଟିଆ...

UP Violence
ୟୁପି ହିଂସା: ଆସିଲା ପୋଷ୍ଟମର୍ଟମ ରିପୋର୍ଟ, ହେଲା ଏମିତି ଖୁଲାସା....

ଉତ୍ତରପ୍ରଦେଶ ଲଖିମପୁର ଖେରିରେ ହୋଇଥିବା ହିଂସାକାଣ୍ଡ ଘଟଣାରେ ମୃତ୍ୟୁବରଣ କରିଥିବା ୮ ଜଣଙ୍କ ପୋଷ୍ଟମର୍ଟମ ରିପୋର୍ଟ ସାମ୍ନାକୁ ଆସିଛି। ହଠାତ୍‌ ଝଟ୍‌କା ଲାଗିବା ଯୋଗୁ କିଛି ଲୋକଙ୍କ ମୃତ୍ୟୁ ହୋଇଥିବା ବେଳେ ଆଉ କିଛି ଲୋକଙ୍କ ମୃତ୍ୟୁ ପ୍ରବଳ ରକ୍ତସ୍ରାବ ଯୋଗୁ ହୋଇଛି।

Facebook Outage
୬ ଘଣ୍ଟାରେ ଫେସ୍‌ବୁକ୍‌ ସହିଲା ୫୨ ହଜାର କୋଟି ଟଙ୍କାର ଘାଟା, ୫% ଶେଆର ହ୍ରାସ

୬ ଘଣ୍ଟାର ଅଚଳାବସ୍ଥା ଯୋଗୁ ଫେସ୍‌ବୁକର ଶେଆର ପ୍ରାୟ ୫% ହ୍ରାସ ପାଇଛି। ଏଥିପାଇଁ କମ୍ପାନୀକୁ ୭ ବିଲିୟନ ଡଲାର ବା ୫୨,୧୦୦ କୋଟି ଟଙ୍କାର ଝଟ୍‌କା ଲାଗିଛି। ୨୦୦୮ ପରଠାରୁ କେବେ ହେଲେ ଫେସ୍‌ବୁକ ଏପରି ବଡ଼ଧରଣର ଟେକ୍ନିକାଲ ସମସ୍ୟାର ସମ୍ମୁଖୀନ ହୋଇ ନଥିଲା।

Farmers Being Run Over By SUV
ଆନ୍ଦୋଳନରତ ଚାଷୀଙ୍କ ଉପରେ ଏସ୍‌ୟୁଭି ମାଡ଼ିଯିବା ଦୃଶ୍ୟ ଭାଇରାଲ୍‌

ଉତ୍ତରପ୍ରଦେଶ ଲଖିମପୁର ଖେରିରେ ଆନ୍ଦୋଳନ କରୁଥିବା ଚାଷୀଙ୍କ ଉପରେ ଏକ ଏସ୍‌ୟୁଭି ଗାଡ଼ି ମାଡ଼ି ଯିବା ଦୃଶ୍ୟ ଏବେ ସୋସିଆଲ ମିଡିଆରେ ଭାଇରାଲ୍‌ ହେବାରେ ଲାଗିଛି। ଗତ ରବିବାର କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରାଙ୍କ ପୁଅ ଆଶିଷ ମିଶ୍ରାଙ୍କ ଗାଡ଼ି ଗାଷୀଙ୍କ ମାଡ଼ି ଯାଇଥିଲା। ଏଥିରେ ୪ ଜଣ...

Highcourt
ବରଗଡ଼ରେ ପୋଲିସ ହେପାଜତରେ ଅଭିଯୁକ୍ତଙ୍କ ମୃତ୍ୟୁ ଘଟଣା: ହାଇକୋର୍ଟରେ ମାମଲା ଦାଏର

ବରଗଡ଼ ପୋଲିସ୍ ହେପାଜତରେ ଗୋବିନ୍ଦ କୁମ୍ଭାର ମୃତ୍ୟୁ ମାମଲାକୁ ନେଇ ଭାରତ ବିକାଶ ପରିଷଦ ପକ୍ଷରୁ ହାଇକୋର୍ଟରେ ମାମଲା ଦାଏର କରାଯାଇଛି। ଏଥିରେ କେନ୍ଦ୍ର ଓ ରାଜ୍ୟ ସରକାର, ଡିଜିପି, ବରଗଡ଼ ଏସ୍‌ପି, ଥାନା IICଙ୍କୁ ପକ୍ଷଭୁକ୍ତ କରାଯାଇଛି।

Youths Allegedly Being Beaten Up By Police
ଚୋରି ଅଭିଯୋଗରେ ଉଠାଇ ଆଣିଥିଲେ, ଅଟକ ରଖି ନିର୍ଧୂମ ମାଡ଼ ମାରିଲା ପୋଲିସ୍‌ !

ଚୋରି ଅଭିଯୋଗରେ ଅଟକ ୨ ଯୁବକଙ୍କୁ ପୋଲିସ୍‌ ନିସ୍ତୁକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ଦୁଇ ଯୁବକଙ୍କୁ ୩ ଦିନ ଧରି ଥାନାରେ ଅଟକ ରଖି ନିର୍ଧୂମ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି।

Pandora Paper Leak
ପାଣ୍ଡୋରା ପେପର୍ସ ଲିକ୍‌: ତାଲିକାରେ ରହିଛି ବିଶ୍ୱର ବହୁ ଚର୍ଚ୍ଚିତ ବ୍ୟକ୍ତିଙ୍କ ସମେତ ୩୦୦ ଭାରତୀୟଙ୍କ ନାଁ

ପାନାମା ପେପର୍ସ ପରେ ଏବେ ପାଣ୍ଡୋରା ପେପର୍ସରେ ତଥ୍ୟ ଲିକ୍ ଘଟଣା ସାମ୍ନାକୁ ଆସିଛି। ଏଥିରେ ଗୁପ୍ତ ଆର୍ଥିକ କାରବାର ଓ ବ୍ୟବସାୟ ଭଳି କାର୍ଯ୍ୟରେ ଲିପ୍ତ ଥିବା ବିଶ୍ୱର ଅନେକ ଚର୍ଚ୍ଚିତ ବ୍ୟକ୍ତିଙ୍କ ନାଁ ରହିଛି। ଯେଉଁଥିରେ  ୩୦୦ ଭାରତୀୟଙ୍କ ନାଁ ରହିଛି।

Akhilesh Yadav Detained
ୟୁପି ହିଂସା: ବାସଭବନ ସାମ୍ନାରେ ଧାରଣା ଦେଇଥିବା ଅଖିଳେଶ ଯାଦବଙ୍କୁ ଅଟକ ରଖିଲା ପୋଲିସ୍‌

ଉତ୍ତରପ୍ରଦେଶ ଲକ୍ଷ୍ନୌରେ ସମାଜବାଦୀ ପାର୍ଟି ନେତା ଅଖିଳେଶ ଯାଦବଙ୍କୁ ପୋଲିସ ନିଜ ହେପାଜତକୁ ନେଇଛି। ନିଜ ବାସଭବନ ଆଗରେ ଧାରଣା ଦେଇଥିବା ଅଖିଳେଶଙ୍କୁ ପୋଲିସ ନିଜ ହେପାଜତକୁ ନେଇ ଅଟକ ରଖିଛି।

Aryan Khan
ଜେରା ବେଳେ କାନ୍ଦି ପକାଇଲେ ଆର୍ୟନ, କଲେ ଏମତି ଖୁଲାସା...

ମୁମ୍ବାଇରେ କ୍ରୁଜ୍‌ ଜାହାଜରେ ହୋଇଥିବା ଡ୍ରଗ୍ସ ପାର୍ଟି ମାମଲାରେ କିଙ୍ଗଖାନ୍‌ ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କୁ ଗିରଫ କରାଯାଇଛି। ଏନ୍‌ସିବି ଗତକାଲି ତାଙ୍କୁ ହେପାଜତକୁ ନେବା ସହ ଡ୍ରଗ୍ସ ମାମଲାରେ ପଚରାଉଚରା ଚଳାଇଛି। ପଚରାଉଚରା ବେଳେ ଆର୍ୟନ ଦୁଃଖରେ ପୁରାପୂରି ଭାଙ୍ଗି ପଡ଼ିବା ସହ କାନ୍ଦି ପକାଇଥିବା ଜଣାପଡ଼ିଛି। 

Redmi Smart TV
କମ୍‌ ଦାମ୍‌ରେ କିଣନ୍ତୁ ସ୍ମାର୍ଟ ଟିଭି ଓ ସ୍ମାର୍ଟ ଫୋନ୍‌

Xiaomi ଦିୱାଲି ୱିଥ୍‌ ଏମ୍‌ଆଇ (Diwali with Mi) ସେଲ୍‌ ଅକ୍ଟୋବର ୩ ତାରିଖରୁ ଆରମ୍ଭ ହୋଇଛି। ଏହି ସେଲ୍‌ରେ ଗ୍ରାହକ ଟିଭି, ଫୋନ୍‌ ଓ ଅନ୍ୟାନ୍ୟ ଇଲେକ୍ଟ୍ରୋନିକ୍ସ ସାମଗ୍ରୀ କମ୍‌ ଟଙ୍କାରେ କିଣିପାରିବେ। କମ୍ପାନୀ ପକ୍ଷରୁ ଗ୍ରାହକଙ୍କୁ ଏହି ଡିସ୍‌କାଉଣ୍ଟ ଦିଆଯାଉଛି।

Murder Case Against Union Minister's Son
ୟୁପି ହିଂସା: କେନ୍ଦ୍ରମନ୍ତ୍ରୀ ପୁଅଙ୍କ ବିରୋଧରେ ହତ୍ୟା ମାମଲା ରୁଜୁ

ଉତ୍ତରପ୍ରଦେଶ ଲଖିମପୁର ଖେରି ଜିଲ୍ଲାରେ ଆନ୍ଦୋଳନରତ କୃଷକଙ୍କ ଉପରେ ଏସ୍‌ୟୁଭି ଚଢ଼ାଇ ଦେବା ଅଭିଯୋଗରେ କେନ୍ଦ୍ର ଗୃହରାଷ୍ଟ୍ରମନ୍ତ୍ରୀ ଅଜୟ ମିଶ୍ରଙ୍କ ପୁଅ ଆଶିଷ ମିଶ୍ରଙ୍କ ବିରୋଧରେ ଏକ ହତ୍ୟା ମାମଲା ରୁଜୁ କରାଯାଇଛି।

Priyanka Gandhi
‘ଦମ୍‌ ଅଛି ତ ଛୁଇଁକି ଦେଖାଅ...’ ପୋଲିସ୍‌କୁ ଆଇନ୍‌ ଶିଖାଇଲେ ପ୍ରିୟଙ୍କା !

ମୃତ ଚାଷୀଙ୍କ ପରିବାରକୁ ଭେଟିବାକୁ ଆସିଥିବା କଂଗ୍ରେସ ନେତ୍ରୀ ପ୍ରିୟଙ୍କା ଗାନ୍ଧିଙ୍କୁ ସୀତାପୁର ହରଗାଁଓ ନିକଟରେ ପୋଲିସ୍‌ ଗିରଫ କରିଥିବା ନେଇ ଜାତୀୟ ଯୁବ କଂଗ୍ରେସ ସଭାପତି ଶ୍ରୀନିବାସ ବିଭି ସୂଚନା ଦେଇଛନ୍ତି। ଏହି ସମୟରେ ପ୍ରିୟଙ୍କା ଗାନ୍ଧି ଓ ପୋଲିସ ମଧ୍ୟରେ ଦୀର୍ଘ ସମୟ ଧରି ଯୁକ୍ତିତର୍କ...

Aryan Khan
ଜାହାଜରେ ଡ୍ରଗ୍ସ ପାର୍ଟି: ରେଡ୍‌ ବେଳେ ଶାହରୁଖଙ୍କ ପୁଅ ଆର୍ୟନଙ୍କ ପାଖରୁ ମିଳିଥିଲା ଏମିତି ଜିନିଷ...

ଡ୍ରଗ୍ସ ମାମଲାରେ ଫସିଥିବା କିଙ୍ଗ ଖାନ୍‌ ଶାହରୁଖ ଖାନ୍‌ଙ୍କ ପୁଅ ଆର୍ୟନଙ୍କ ଠାରୁ ଆଜି ତଥ୍ୟ ଓଗାଳିବାକୁ ଏନ୍‌ସିବି ଚେଷ୍ଟା କରିବ। ଗତକାଲି  ଆର୍ୟନଙ୍କ ସମେତ ୭ଜଣଙ୍କୁ ଗିରଫ କରାଯାଇଥିଲା। ପଚରାଉଚରା ବେଳେ ସେମାନଙ୍କ ଠାରୁ ଅନେକ ଗୁରୁତ୍ୱପୂର୍ଣ୍ଣ ତଥ୍ୟ ହାସଲ ହୋଇଛି।

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।