• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

criminal
ଏନ୍‌କାଉଣ୍ଟରରେ ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ଆହତ

କଟକ: କଟକ ସିଡିଏ ସେକ୍ଟର-୧୩ରେ ଏନ୍‌କାଉଣ୍ଟର। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ତଥା ଗ୍ୟାଙ୍ଗଷ୍ଟର ଟିଟୋର ସହଯୋଗୀ ବୁଧିଆ ଦାସ ଆହତ ହୋଇଛି। ତାର ଡାହାଣ ଗୋଡରେ ଗୁଳି ବାଜିଛି। ଗୁରୁତର ଅବସ୍ଥାରେ ତାକୁ ଏସ୍‌ସିବିରେ ଭର୍ତ୍ତି କରାଯାଇଛି। ବୁଧିଆକୁ ଧରିବା ପାଇଁ ଗତକାଲି ବିଳମ୍ବିତ ରାତିରେ ଚାଉଳିଆଗଞ୍ଜ ପୁଲିସ୍‌...

school
ସ୍କୁଲ୍‌ ପିଲାଙ୍କ ବ୍ୟାଗ୍‌ ଓଜନ ପରଖିବ ସ୍ପେଶାଲ ସ୍କ୍ୱାଡ୍‌

ଭୁବନେଶ୍ୱର: ଭୁବନେଶ୍ୱର ସମେତ ଖୋର୍ଦ୍ଧା ଜିଲ୍ଲାରେ ସ୍କୁଲ୍‌ ପିଲାଙ୍କ ବ୍ୟାଗ୍ ଓଜନ ପରଖିବାକୁ ସ୍ପେଶାଲ ସ୍କ୍ୱାଡ୍‌ ଟିମ୍‌ ଗଠନ ହୋଇଛି। ଏନେଇ ଖୋର୍ଦ୍ଧା ଜିଲ୍ଲାପାଳ ୩ଟି ଜିଲ୍ଲା ସ୍ତରୀୟ ସ୍କ୍ୱାଡ୍‌ ଗଠନ କରିଛନ୍ତି। ଏହି ସ୍କ୍ୱାଡ୍‌ର ସଦସ୍ୟମାନେ ଅଚାନକ ବିଭିନ୍ନ ସ୍କୁଲକୁ ପରିଦର୍ଶନରେ ଯାଇ ପିଲାମାନଙ୍କ ବ୍ୟାଗ୍ ଓଜନ...

lightning
୧୨ ଜିଲ୍ଲାରେ ବର୍ଷା ସହ ବଜ୍ରପାତ ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ଏଥିସହ ଘଡ଼ଘଡ଼ି ବି ମାରିବ। ଏନେଇ ଦିନ ୧୦ଟା ୪୫ ଯାଏ ସତର୍କ ରହିବାକୁ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ପରାମର୍ଶ ଦିଆଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ଅନୁଗୁଳ, ଢେଙ୍କାନାଳ,...

odisha
ଭୁବନେଶ୍ୱରରେ ତାତିଲେ ଲୋକେ; ଅଟକାଇଲେ ସରକାରୀ ଗାଡ଼ି, ଲାଠି ମାଡ଼ କଲା ପୁଲିସ୍‌

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରରେ ତାତିଲେ ଲୋକେ। ଜରିମାନା ଆଦାୟ ନ କରାଯାଇ ସରକାରୀ ଗାଡ଼ିକୁ ଛାଡ଼ି ଦିଆଯାଉଥିବା ଅଭିଯୋଗ କରି ଲୋକମାନେ ତାତିଛନ୍ତି। ଆଜି ରାଜମହଲ ଛକରେ ଉତ୍ତ୍ୟକ୍ତ ଲୋକେ ୩ଟି ସରକାରୀ ଗାଡ଼ି ଅଟକାଇ ହୋହଲ୍ଲା କରିଛନ୍ତି। ଉତ୍ତ୍ୟକ୍ତ ଲୋକେ ମୋ ବସ୍, ବିଏମ୍‌ସି ଗାଡ଼ି ଓ...

odisha
ବିଲରୁ ମହିଳାଙ୍କ କଟାମୁଣ୍ଡ ଉଦ୍ଧାର

କରଞ୍ଜିଆ: ମୟୂରଭଞ୍ଜ ଜିଲ୍ଲା କରଞ୍ଜିଆ ଥାନା ଅନ୍ତର୍ଗତ ପାଟୁଳିଡିହି ଗାଁରେ ଜଣେ ମହିଳାଙ୍କୁ ବୀଭତ୍ସ ଭାବେ ହତ୍ୟା କରାଯାଇଛି। ମହିଳାଙ୍କ କଟାମୁଣ୍ଡ ବିଲରୁ ଉଦ୍ଧାର କରାଯାଇଥିବା ବେଳେ ମହିଳାଙ୍କ ବାକି ଶରୀର ନିଜ ଘର ପାଖରେ ପଡ଼ିଛି। ଆଜି ମହିଳାଙ୍କ ମୁଣ୍ଡ ବିଲରେ ପଡ଼ିଥିବା ସ୍ଥାନୀୟ ଲୋକେ ଦେଖି ପୁଲିସ୍‌କୁ...

odisha
ଘରୋଇ କ୍ଲିନିକ୍ ଲାଗି ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ

ଭୁବନେଶ୍ୱର: ରାଜ୍ୟରେ ଥିବା ଘରୋଇ କ୍ଲିନିକ୍ ଲାଗି ଅନଲାଇନ୍ ରେଜିଷ୍ଟ୍ରେସନ ଆରମ୍ଭ ହୋଇଛି।ଏହାଦ୍ୱାରା ପ୍ରାୟ ୧୮ ଶହ ଘରୋଇ କ୍ଳିନିକ୍  ଉପକୃତ ହେବେ। ରାଜ୍ୟରେ କ୍ଲିନିକାଲ୍‌ ଏଷ୍ଟାବ୍ଲିସମେଣ୍ଟ ଆକ୍ଟ୍‌ ୧୯୯୦ ମସିହାରେ ଆରମ୍ଭ ହୋଇ ଥିବାବେଳେ ବର୍ତ୍ତମାନ ସୁଦ୍ଧା ୧୮୦୦ଟି କ୍ଲିନିକାଲ୍‌ ଏଷ୍ଟାବ୍ଲିସମେଣ୍ଟକୁ ପଞ୍ଜୀକୃତ କରାଯାଇଛି। ଅନଲାଇନ୍ ବ୍ୟବସ୍ଥା...

Chandrayaan 2
ମିଶନ ଚନ୍ଦ୍ରଯାନ ୨ ବିଫଳ ନୁହେଁ! ସାମ୍ନାକୁ ଆସିପାରିବ ଚନ୍ଦ୍ରପୃଷ୍ଠର ଅନେକ ତଥ୍ୟ

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଅବତରଣର ଶେଷ ମୁହୁର୍ତ୍ତରେ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମରୁ କୌଣସି ପ୍ରକାର ସିଗନାଲ୍ ମିଳୁ ନ ଥିଲେ ମଧ୍ୟ ଅର୍ବିଟର ତା’ର କାର୍ଯ୍ୟ ଜାରି ରଖିଛି। ଚନ୍ଦ୍ରଯାନ-୨ ଅର୍ବିଟର ଏବେବି ଚନ୍ଦ୍ରକୁ ସଫଳତାର ସହ ପରିକ୍ରମା କରୁଛି। ଏହି ମିଶନ ୧ ବର୍ଷ ଧରି...

toll gate
ଟୋଲ୍‌ଗେଟ୍‌ରେ ଚେକିଂ କଡ଼ାକଡ଼ି

ଭୁବନେଶ୍ୱର: ରାଜ୍ୟରେ ଦୁର୍ଘଟଣା ରୋକିବାକୁ ଯାନବାହାନକୁ କଡ଼ାକଡ଼ି ଭାବେ ଯାଞ୍ଚ କରାଯାଉଛି। ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଳାଉଥିବା ଡ୍ରାଇଭରଙ୍କୁ ଧରିବା ପାଇଁ ଟୋଲ୍‌ଗେଟ୍‌ରେ ଚେକିଂ ଆରମ୍ଭ ହୋଇଛି। ରାଜ୍ୟର ୧୪ଟି ଟୋଲ୍‌ଗେଟ୍‌ରେ ଏହି ଚେକିଂ ବ୍ୟବସ୍ଥା ଆରମ୍ଭ ହୋଇଛି। ଯେଉଁ ଗାଡ଼ି ଚାଳକମାନେ ନିଶାସକ୍ତ ଅବସ୍ଥାରେ ଗାଡ଼ି ଚଲାଉଛନ୍ତି...

crocodile
ଯୁବକଙ୍କୁ ଟାଣିନେଲା କୁମ୍ଭୀର

ଭଦ୍ରକ: ଭଦ୍ରକ ଜିଲ୍ଲା ଚାନ୍ଦବାଲି ବ୍ଲକ୍‌ ଅଞ୍ଚଳ ବୈତରଣୀ ନଦୀରେ ନେଢ଼ୁଆଳି ଗାଁର ଜଣେ ଯୁବକଙ୍କୁ କୁମ୍ଭୀର ଟାଣି ନେଇଛି। ମୃତ ଯୁବକଙ୍କ ନାଁ ହେମନ୍ତ ମାଝୀ। ତାଙ୍କ ଘର ନେଢ଼ୁଆଳି ଗାଁରେ। ଗତକାଲି ସକାଳେ ହେମନ୍ତ ନଦୀ ପାଖ ବିଲକୁ ଧାନ ରୋଇବା ପାଇଁ ଯାଇଥିଲେ। ହେଲେ...

pm modi
କୋହ ସମ୍ଭାଳି ନ ପାରି କାନ୍ଦି ପକାଇଲେ ଇସ୍ରୋ ମୁଖ୍ୟ

ନୂଆଦିଲ୍ଲୀ: ଚନ୍ଦ୍ର ଅଭିଯାନରେ ଯାଇଥିବା ଚନ୍ଦ୍ରଯାନ-୨ ଚନ୍ଦ୍ରପୃଷ୍ଠରେ ଅବତରଣ କରିବାର ଶେଷ ମୁହୂର୍ତ୍ତରେ ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ ହେବା ପରେ ଇସ୍ରୋର ବୈଜ୍ଞାନିକମାନେ ନିରାଶ ହୋଇପଡ଼ିଛନ୍ତି। ଏପରିକି ଇସ୍ରୋ ମୁଖ୍ୟ କେ ସିବନ ବି ଭାଙ୍ଗି ପଡ଼ିଛନ୍ତି। ଗତକାଲି ଲ୍ୟାଣ୍ଡର ବିକ୍ରମ୍‌ ସହ ଯୋଗାଯୋଗ ବିଚ୍ଛିନ୍ନ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।