• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

Chandrayaan 2
ଚନ୍ଦ୍ରଯାନ-୨: ଟ୍ୱିଟ୍‌ କରି ଇସ୍ରୋ ବୈଜ୍ଞାନିକଙ୍କ ମନୋବଳ ବଢ଼ାଇଲେ ରାଷ୍ଟ୍ରପତି, ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ର ଅବତରଣର ଶେଷ ମୁହୁର୍ତ୍ତରେ ହିଁ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମର ସମ୍ପର୍କ ଛିନ୍ନ ହେବାପରେ ଇସ୍ରୋ ବୈଜ୍ଞାନିକମାନଙ୍କୁ ଆଶା ଓ ଆଶଙ୍କାରେ ଦେଖିବାକୁ ମିଳିଥିଲା। ଏହା ପରେ କିଛି ସମୟ ପାଇଁ ଇସ୍ରୋ ମୁଖ୍ୟାଳୟରେ ନିରାଶ ଖେଳି ଯାଇଥିଲା। ଚନ୍ଦ୍ରପୃଷ୍ଠରୁ ୨.୧ କିଲୋମିଟର ଦୂରତା...

jaga-kalia-2
ଆଜି କଟକରେ ପହଞ୍ଚିବେ ଜଗା, କାଳିଆ

ଭୁବନେଶ୍ୱର: ପ୍ରାୟ ୨ ବର୍ଷ ପରେ ଆଜି ଓଡ଼ିଶା ଫେରିବେ ଜଗା-କାଳିଆ। ଅପରାହ୍ନରେ ସେମାନେ କଟକରେ ପହଞ୍ଚିବା ପରେ ଏକ ସ୍ୱତନ୍ତ୍ର ଆମ୍ବୁଲାନ୍ସରେ ଉଭୟଙ୍କୁ ଏସ୍‌ସିବିକୁ ନିଆଯିବ। ଏସ୍‌ସିବିରେ ଜଗା,କାଳିଆଙ୍କ ପାଇଁ ଆଇସିୟୁ ସୁବିଧା ଥିବା ଦୁଇ ଶଯ୍ୟା ବିଶିଷ୍ଟ କୋଠରୀର ବ୍ୟବସ୍ଥା ହୋଇଛି। ଚିକିତ୍ସା ପାଇଁ ୧୬...

pm modi
ଚନ୍ଦ୍ରଯାନ-୨: ଲ୍ୟାଣ୍ଡର ବିକ୍ରମ ସହ ଯୋଗାଯୋଗ ବିଚ୍ଛିନ୍ନ, ସାହସ ଦେଲେ ପ୍ରଧାନମନ୍ତ୍ରୀ

ବେଙ୍ଗାଲୁରୁ: ଚନ୍ଦ୍ରପୃଷ୍ଠରେ ଚନ୍ଦ୍ରଯାନ-୨ ଅବତରଣର ଶେଷ ମୁହୁର୍ତ୍ତରେ ହିଁ ଇସ୍ରୋ ସହ ଲ୍ୟାଣ୍ଡର ବିକ୍ରମର ସମ୍ପର୍କ ଛିନ୍ନ ହୋଇଛି। ଇସ୍ରୋ ଅଧ୍ୟକ୍ଷ କେ. ଶିବନଙ୍କ ସୂଚନା ଅନୁସାରେ ଚନ୍ଦ୍ର ପୃଷ୍ଠରୁ ୨.୧ କିଲୋମିଟର ଦୂରତା ଯାଏ ଲ୍ୟାଣ୍ଡର ସ୍ୱାଭାବିକ ଭାବେ କାର୍ଯ୍ୟ କରିଥିଲା। ତା’ ପରେ ଲ୍ୟାଣ୍ଡର ପାଖରୁ...

odisha
୬ ଉପଦେଷ୍ଟାଙ୍କୁ ମିଳିଲା ‘ରାଷ୍ଟ୍ରମନ୍ତ୍ରୀ’ ପାହ୍ୟା

ଭୁବନେଶ୍ୱର: ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗରେ ନବନିଯୁକ୍ତ ଉପଦେଷ୍ଟାଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ପ୍ରଦାନ କରାଯାଇଛି। ମିଶନ ଶକ୍ତି ଉପଦେଷ୍ଟା ଲୋପାମୁଦ୍ରା ବକ୍ସିପାତ୍ରଙ୍କୁ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି।  ସେହିପରି ସୁଧୀର ଦାସ ଓ ମୁନ୍ନା ଖାଁଙ୍କୁ ମଧ୍ୟ ରାଷ୍ଟ୍ରମନ୍ତ୍ରୀ ପାହ୍ୟା ମିଳିଛି। ଅନୁଭବ ପଟ୍ଟନାୟକ, କୃତିବାସ ପାତ୍ର, ରାମଚନ୍ଦ୍ର ପଣ୍ଡାଙ୍କୁ...

Sushant Singh
ନୂଆ ମୋଟରଯାନ ଆଇନ୍‌କୁ ମନ୍ତ୍ରୀ ସୁଶାନ୍ତ ସିଂଙ୍କ ନାପସନ୍ଦ

ଭୁବନେଶ୍ୱର: ଦେଶରେ ନୂଆ ମୋଟରଯାନ ଆଇନ୍ ଲାଗୁ ହେବା ପରେ ରାଜ୍ୟରେ ଜୋରଦାର ଚେକିଂ ଚାଲିଛି। ବିଶେଷ କରି ରାଜଧାନୀ ଭୁବନେଶ୍ୱରରେ କଡ଼ାକଡ଼ି ଭାବେ ଏହାକୁ ପାଳନ କରାଯାଉଛି ଅନ୍ୟପକ୍ଷରେ ଏହି ସଂଶୋଧିତ ଆଇନ୍‌କୁ ମନ୍ତ୍ରୀ ସୁଶାନ୍ତ ସିଂ ନାପସନ୍ଦ କରିଛନ୍ତି। ସେ କହିଛନ୍ତି,‘୨ ଚକିଆ ଯାନରେ ଗଲେ...

odisha
ଗାଡ଼ି ଚାଳକଙ୍କୁ ସାମାନ୍ୟ ଆଶ୍ୱସ୍ତି; ମାସେ ଯାଏ ପଲ୍ୟୁସନ୍‌ ଚେକିଂ କୋହଳ

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବାପରେ ଟ୍ରାଫିକ୍‌ ନିୟମକୁ କଡ଼ାକଡ଼ି କରାଯାଇଛି। ଚାରିଆଡ଼େ ଜୋରଦାର ଚେକିଂ ଚାଲିଛି। ତେବେ ଏସବୁ ଭିତରେ ଗାଡ଼ି ଚାଳକଙ୍କ ପାଇଁ ଏକ ଖୁସି ଖବର ଆସିଛି। ମାସେ ଯାଏ ପଲ୍ୟୁସନ୍‌ ଚେକିଂ କୋହଳ କରିବାକୁ ରାଜ୍ୟ ସରକାର ନିଷ୍ପତ୍ତି ନେଇଛନ୍ତି। ଏନେଇ...

odisha
ଦୁଷ୍କର୍ମ ଘଟଣା ଚପାଇ ଦେବାକୁ ଉଦ୍ୟମ: ଅଭିଯୁକ୍ତଙ୍କ ସମେତ ବନ୍ଧା ହେଲେ ୧୨

ବାଲିଗୁଡ଼ା(ଅଜିତ ନାୟକ): ଏକ ଦୁଷ୍କର୍ମ ଘଟଣାକୁ ଚପାଇବାକୁ ଗାଁର ଖାପ୍ ପଞ୍ଚାୟତରେ ଉଦ୍ୟମ ହୋଇଥିବା ଅଭିଯୋଗ ହୋଇଛି। ଏଭଳି ଲଜ୍ଜାକର ଘଟଣା ଘଟିଛି କନ୍ଧମାଳ ଜିଲ୍ଲାରେ । ଅଭିଯୋଗକୁ ଭିତ୍ତି କରି ରାଇକିଆ ଥାନା  ପୁଲିସ୍ ଅଭିଯୁକ୍ତଙ୍କ ସମେତ ୧୨ ଜଣଙ୍କୁ ଗିରଫ କରିଛି। ଅଭିଯୁକ୍ତଙ୍କ ନାଁ ଶିବାନୀ...

odisha
ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି

ଭୁବନେଶ୍ୱର: ଲଗାଣ ବର୍ଷା ଯୋଗୁ ବିଭିନ୍ନ ନଦୀରେ ଜଳସ୍ତର ବୃଦ୍ଧି ପାଇବାରେ ଲାଗିଛି। ଲମତାପୁଟ ଅଞ୍ଚଳରେ ଥିବା ମାଛକୁଣ୍ଡ ନଦୀର ଜଳସ୍ତର ବିପଦ ସଙ୍କେତ ଟପିଛି। ମାଛକୁଣ୍ଡର ଜଲାପୁଟ ଡ୍ୟାମ୍‌ର ୮ଟିରୁ ୩ଟି ଗେଟ୍ ଖୋଲା ଯାଇଛି। ଏବେ ୨୨ରୁ ୨୩ ହଜାର କ୍ୟୁସେକ୍‌ ଜଳ ଡ୍ୟାମ୍ ଭିତରକୁ...

representational image
ନାବାଳିକାଙ୍କ ଉପରେ ଚଢ଼ିଗଲା ଟ୍ରକ୍

ଭବାନୀପାଟଣା: କଳାହାଣ୍ଡି ଜିଲ୍ଲାର ନୁନମାଠ ଗାଁ ଛକରେ ଜଣେ ନାବାଳିକାଙ୍କ ଉପରେ ଟ୍ରକ୍ ଚଢ଼ିଯିବାରୁ ତାଙ୍କର ମୃତ୍ୟୁ ଘଟିଛି। ତାଙ୍କ ନାଁ ସସ୍ମିତା ସାହୁ। ତାଙ୍କ ଘର କେସିଙ୍ଗା ଥାନା ଅନ୍ତର୍ଗତ ବୋଗାଡ଼ରେ। ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ସୂଚନା ଅନୁସାରେ, ସସ୍ମିତା ତାଙ୍କ ବାପାଙ୍କ ସହିତ...

rainfall
୧୪ ଜିଲ୍ଲାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଓଡ଼ିଶାର ଅଧିକାଂଶ ସ୍ଥାନରେ ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇପାରେ। ସେହିପରି ପ୍ରବଳରୁ ଅତି ପ୍ରବଳ ବର୍ଷା ନେଇ ୭ଟି ଜିଲ୍ଲାକୁ ଅରେଞ୍ଜ୍‌ ୱାର୍ଣିଂ ଜାରି କରାଯାଇଛି। ଏହି ଜିଲ୍ଲା ଗୁଡ଼ିକ ହେଲା- ନୂଆପଡ଼ା, ବଲାଙ୍ଗିର, ବରଗଡ଼, ନବରଙ୍ଗପୁର, ସୋନପୁର, କଳାହାଣ୍ଡି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।