• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

fire
ରାଜଧାନୀର ରାସ୍ତା ମଝିରେ ଜଳିଗଲା ଚଳନ୍ତା ଭ୍ୟାନ୍

ଭୁବନେଶ୍ୱର: ରାଜଧାନୀ ଭୁବନେଶ୍ୱରର ରାସ୍ତା ମଝିରେ ହୁତୁହୁତୁ ହୋଇ ଜଳିଗଲା ଚଳନ୍ତା ଭ୍ୟାନ୍। କିମ୍‌ସ୍‌ ହସ୍ପିଟାଲ ପଛପଟ ରାସ୍ତାରେ ଏକ ଚଳନ୍ତା ଭ୍ୟାନ୍‌ରେ ଏହି ନିଆଁ ଲାଗି ଯାଇଛି। ଆଜି ଅପରାହ୍ଣ ପ୍ରାୟ୧ଟା ବେଳେ ଏହି ଅଗ୍ନିକାଣ୍ଡ ଘଟିଛି। ସୂଚନ ଅନୁସାରେ, ହଠାତ୍‌ ରାସ୍ତା ଉପରେ ଭ୍ୟାନ୍‌ଟିରେ ନିଆଁ...

odisha
ଗଣେଶ ଭସାଣି ବେଳେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ବୀରମହାରାଜପୁର ବ୍ଲକ୍‌ ମୁର୍ଷୁଣ୍ଢି ଗାଁରେ ଗଣେଶ ପୂଜା ଭସାଣି ସମୟରେ ୨ ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ହୋଇଛି। ଏଥିରେ ଉଭୟ ପକ୍ଷରୁ ୧୫ରୁ ଅଧିକ ଆହତ ହୋଇଛନ୍ତି। ବୀରମହାରାଜପୁର ଡାକ୍ତରଖାନାରେ ପ୍ରାଥମିକ ଚିକିତ୍ସା ପରେ ସେମାନେ ଘରକୁ ଫେରିଛନ୍ତି। ସୂଚନା ଅନୁସାରେ, ଗତକାଲି ମୁର୍ଷୁଣ୍ଢି...

accident
ଟ୍ରକ୍‌ ଧକ୍କାରେ ବାପା ମୃତ, ପୁଅ ଗୁରୁତର

କୋଣାର୍କ(ସଞ୍ଜୟ ପତି): ଟ୍ରକ୍‌ ଧକ୍କାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଥିବା ବେଳେ ତାଙ୍କ ପୁଅ ଗୁରୁତର ଆହତ ହୋଇଛନ୍ତି। ପୁରୀ ଜିଲ୍ଲା ବଳଙ୍ଗା ଥାନା ଅନ୍ତର୍ଗତ ବାଣୀଶ୍ରୀ କଲେଜ୍‌ ନିକଟରେ ଆଜି ସକାଳେ ଏହି ଦୁର୍ଘଟଣା ଘଟିଛି। ମୃତକଙ୍କ ନାଁ କୈଳାସ ଚନ୍ଦ୍ର ବିଶ୍ୱାଳ। ତାଙ୍କ ଘର କାଜିପୁର...

heavy rainfall
ଓଡ଼ିଶାର ବିଭିନ୍ନ ସ୍ଥାନରେ ଆଜି ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଓଡ଼ିଶାର ଅଧିକାଂଶ ସ୍ଥାନରେ ଆଜି ଘଡ଼ଘଡ଼ି ସହ ବର୍ଷା ହେବାର ସମ୍ଭାବନା ରହିଛି। ଏହାସହ କିଛି ସ୍ଥାନରେ ପ୍ରବଳରୁ ଅତି ପ୍ରବଳ ବର୍ଷା ମଧ୍ୟ ହୋଇପାରେ। ଏହି ଜିଲ୍ଲା ଗୁଡ଼ିକ ହେଲା- କଳାହାଣ୍ଡି, ବରଗଡ଼, ବଲାଙ୍ଗିର। ସେହିପରି ଜଗତସିଂହପୁର, କେନ୍ଦ୍ରାପଡ଼ା, କଟକ, ଅନୁଗୁଳ, ଢେଙ୍କାନାଳ, ଝାରସୁଗୁଡ଼ା ଓ...

odisha
ଖୋର୍ଦ୍ଧାରେ ଏନ୍‌କାଉଣ୍ଟର; ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ ଆହତ

ଖୋର୍ଦ୍ଧା(ବଳରାମ ଲେଙ୍କା): ଖୋର୍ଦ୍ଧା ଜିଲ୍ଲା ରାମେଶ୍ୱର ନିକଟରେ ଏନ୍‌କାଉଣ୍ଟର। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ଜାମସେଦ୍‌ ଖାନ୍‌ ଆହତ ହୋଇଛି। ତା’ର ବାମ ଗୋଡ଼ରେ ଗୁଳି ବାଜିଛି। ପ୍ରଥମେ ତାକୁ ଖୋର୍ଦ୍ଧା ଡାକ୍ତରଖାନାରେ ଭର୍ତ୍ତି କରାଯାଇଥିଲା। ଏହାପରେ ଭୁବନେଶ୍ୱର ସ୍ଥିତ ଏମସ୍‌କୁ ସ୍ଥାନାନ୍ତର କରାଯାଇଛି। ଗତକାଲି ବିଳମ୍ବିତ ରାତିରେ ଏହି...

astrology
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ସେପ୍ଟେମ୍ବର ମାସ ୫ ତାରିଖ, ଗୁରୁବାର, ସିଂହ ୨୦ଦିନ, ଭାଦ୍ରବ ମାସ, ଶୁକ୍ଳ ପକ୍ଷ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

odisha
ସାର୍‌ ହେବ ତ ଏମିତି; ଯାହାଙ୍କ ପାଇଁ ସ୍କୁଲ୍‌ ହିଁ ସବୁକିଛି, ଛାତ୍ରଛାତ୍ରୀ ହେଉଛନ୍ତି ନିଜ ସନ୍ତାନ ପରି

ରାଉରକେଲା(ପୱନ ତିୱାରି): ଆଜି ଗୁରୁ ଦିବସ। ଆଜି ହେଉଛି ଭାରତର ପୂର୍ବତନ ରାଷ୍ଟ୍ରପତି ଡଃ ସର୍ବପଲ୍ଲୀ ରାଧାକ୍ରିଷ୍ଣନଙ୍କ ଜନ୍ମଦିନ। ଏହି ଅବସରରେ ଆଜିର ଦିନକୁ ପ୍ରତିବର୍ଷ ସାରା ଦେଶରେ ଗୁରୁ ଦିବସ ଭାବେ ପାଳନ କରାଯାଏ। ଏଥିପାଇଁ ବିଭିନ୍ନ ଶିକ୍ଷାନୁଷ୍ଠାନରେ ଗୁରୁଙ୍କ ସମ୍ମାନାର୍ଥେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଛି।...

bjp
‘ସେବା ସପ୍ତାହ’ ପାଳନ କରିବ ବିଜେପି

ଭୁବନେଶ୍ୱର: ଆସନ୍ତା ୧୪ ରୁ ୨୦ ତାରିଖ ପର୍ଯ୍ୟନ୍ତ ସାରା ଦେଶରେ ‘ସେବା ସପ୍ତାହ’ ପାଳନ କରିବ ବିଜେପି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଜନ୍ମ ଦିବସ ଅବସରରେ ଏହି ସେବା ସପ୍ତାହ ପାଳନ କରାଯିବ। ଏହି କାର୍ଯ୍ୟକ୍ରମରେ ରାଜ୍ୟର ବିବିନ୍ନ ସ୍ଥାନରେ ରକ୍ତଦାନ ଶିବିର, ମାଗଣା ସ୍ୱାସ୍ଥ୍ୟ ପରୀକ୍ଷା,...

bbsr
ଭୁବନେଶ୍ୱରରେ ଏନ୍‌କାଉଣ୍ଟର; ଦୁର୍ଦ୍ଦାନ୍ତ ଅପରାଧୀ ଆହତ

ଭୁବନେଶ୍ୱର: ରାଜଧାନୀରେ ପୁଣି ଏନ୍‌କାଉଣ୍ଟର। କଳିଙ୍ଗନଗର କେ-୭ ଅଞ୍ଚଳରେ ଆଜି ଭୋର ସମୟରେ ଏହି ଏନ୍‌କାଉଣ୍ଟର ହୋଇଛି। ଏଥିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ମାଝୀ ଗୁରୁତର ଆହତ ହୋଇଛି। ତା’ର ବାମ ଗୋଡ଼ର ଆଣ୍ଠୁ ତଳକୁ ଗୁଳି ବାଜିଛି। ସୂଚନା ଅନୁସାରେ, ଡକାୟତି ପାଇଁ ସୁଶାନ୍ତ ନୟାଗଡ଼ରୁ ଭୁବନେଶ୍ୱର...

auto driver
ରାଜଧାନୀର ଅଟୋ ଚାଳକଙ୍କ ଉପରେ ମୋଟା ଅଙ୍କର ଜରିମାନା

ଭୁବନେଶ୍ୱର: ନୂଆ ମୋଟରଯାନ ଆଇନ୍‌ ଲାଗୁ ହେବାର ୩ ଦିନ ପରେ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ ଅଭିଯୋଗରେ ରାଜଧାନୀ ଭୁବନେଶ୍ୱରର ଜଣେ ଅଟୋ ଚାଳକଙ୍କୁ ମୋଟା ଅଙ୍କର ଜରିମାନା ଦେବାକୁ ପଡ଼ିଛି। ଗୋଟିଏ ନୁହେଁ, ଏକାଧିକ ଟ୍ରାଫିକ୍‌ ନିୟମ ଉଲ୍ଲଂଘନ କରିଥିବା ଅଭିଯୋଗରେ ରାଜଧାନୀର ଏହି ଅଟୋ ଚାଳକଙ୍କୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।