• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

killed
ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସ୍ୱାମୀ, ସ୍ତ୍ରୀ ମୃତ

ବଲାଙ୍ଗିର: ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ସ୍ୱାମୀ ଓ ସ୍ତ୍ରୀଙ୍କ ମୃତ୍ୟୁ। ବଲାଙ୍ଗିର ଜିଲ୍ଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ଲୁଗା ଶୁଖାଉ ଥିବା ବେଳେ ପ୍ରଥମେ ସ୍ତ୍ରୀଙ୍କୁ କରେଣ୍ଟ ମାରିଥିଲା। ସ୍ତ୍ରୀଙ୍କୁ ବଞ୍ଚାଇବାକୁ ଯାଇ ସ୍ୱାମୀ ବି ବିଦ୍ୟୁତ୍‌ ସଂସ୍ପର୍ଶରେ...

representational image
ଭଉଣୀକୁ ବଞ୍ଚାଇବାକୁ ଯାଇ ଭାଇର ମୃତ୍ୟୁ

କଣ୍ଟାବାଞ୍ଜି: ସାନ ଭଉଣୀକୁ ବଞ୍ଚାଇବାକୁ ଯାଇ ବଡ଼ ଭାଇର ମୃତ୍ୟୁ। ବଲାଙ୍ଗିର ଜିଲ୍ଲା କଣ୍ଟାବାଞ୍ଜି ମୁରିବାହାଲ ଥାନା ଅନ୍ତର୍ଗତ ଗୁରୁଣ୍ଡା ଗାଁରେ ଏହି ଦୁଃଖଦ ଘଟଣା ଘଟିଛି। ମୃତକ ହେଲେ କର୍ଣ୍ଣଦାନୀ ସରାଫ। ଆଜି ସକାଳେ ସାନ ଭଉଣୀ ପ୍ରେମଲତା ଘର ବାହାରେ ଝାଡୁ କରିବା ବେଳେ ଗଣେଶ...

flood water
ସୁବର୍ଣ୍ଣପୁରରେ ବନ୍ୟା ପରିସ୍ଥିତି; ଗାଁରେ ପଶିଲା ପାଣି

ସୋନପୁର(ରବୀନ୍ଦ୍ର ହୋତା): ଲଗାଣ ବର୍ଷା ଯୋଗୁ ସୁବର୍ଣ୍ଣପୁର ଜିଲ୍ଲାରେ ବନ୍ୟା ପରିସ୍ଥିତି ଦେଖା ଦେଇଛି। ସୋନପୁର ବ୍ଲକ୍‌ ପାଇକବାହଲ ଗାଁ ନିକଟରେ ଥିବା ରାକ୍ଷସ ନାଳରେ ବନ୍ୟା ପାଣି ପ୍ରବାହିତ ହେଉଛି। ୩ ଫୁଟ ଉଚ୍ଚର ବନ୍ୟାପାଣି ଗାଁ ଭିତର ଦେଇ ପ୍ରବାହିତ ହେଉଛି। ସେହିପରି ବୀରମହାରାଜପୁର ବ୍ଲକର...

astrology
ଜାଣନ୍ତୁ କେମିତି କଟିବ ଆଜି ଆପଣଙ୍କର ଦିନ

ଆଜି ୨୦୧୯ ମସିହା, ସେପ୍ଟେମ୍ବର ମାସ ୪ ତାରିଖ, ବୁଧବାର, ସିଂହ ୧୯ଦିନ, ଭାଦ୍ରବ ମାସ, ଶୁକ୍ଳ ପକ୍ଷ। ଜାଣନ୍ତୁ ଆଜି ଦିନଟି ଆପଣଙ୍କର କେମିତି କଟିବ…

bjd
ବିଧିବଦ୍ଧ ଭାବେ ଆରମ୍ଭ ହେଲା ବିଜେଡିର ସଭ୍ୟ ସଂଗ୍ରହ ଅଭିଯାନ

ଭୁବନେଶ୍ୱର: ଆଜିଠୁ ବିଧିବଦ୍ଧ ଭାବେ ବିଜେଡି ସଭ୍ୟ ସଂଗ୍ରହ ଅଭିଯାନ ଆରମ୍ଭ କରିଛି। ଦଳୀୟ ମୁଖ୍ୟାଳୟରେ ଦଳର ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କାର୍ଯ୍ୟକ୍ରମର ଶୁଭାରମ୍ଭ କରିଛନ୍ତି। ଏହି ଅଭିଯାନ ପାଇଁ ଦଳ ପକ୍ଷରୁ ଏକ କମିଟି ଗଠନ କରାଯାଇଛି। ଆବାହକ ଦେବୀ ମିଶ୍ରଙ୍କ ନେତୃତ୍ୱରେ କମିଟି...

lightning
ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା; ୧୧ ଜିଲ୍ଲାକୁ ସତର୍କ ସୂଚନା

ଭୁବନେଶ୍ୱର: ରାଜ୍ୟର କିଛି ଜିଲ୍ଲାରେ ଆଜି ଘଡ଼ଘଡ଼ି ସହ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ୧୧ଟି ଜିଲ୍ଲା ପାଇଁ ସତର୍କ ସୂଚନା ଜାରି କରାଯାଇଛି। ଏହି ଜିଲ୍ଲାଗୁଡ଼ିକ ହେଉଛି- ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଯାଜପୁର,  ଜଗତସିଂହପୁର,...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।