• translate
Rajalaxmi Sahoo

Rajalaxmi Sahoo

Editor

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by Rajalaxmi Sahoo

sambalpur
ସମ୍ବଲପୁରରେ ତ୍ରିମୁଖୀ ଲଢ଼େଇ

ସମ୍ବଲପୁର(ସଞ୍ଜୟ ଜେନା): ଆସନ୍ତା ୨୩ ତାରିଖରେ ସମ୍ବଲପୁରରେ ତୃତୀୟ ପର୍ଯ୍ୟାୟରେ ନିର୍ବାଚନ ହେବ। ଏଥିପାଇଁ ସବୁ ଦଳର ପ୍ରାର୍ଥୀ ସେମାନଙ୍କର ପ୍ରଚାରକୁ ଜୋରଦାର କରିଛନ୍ତି। ୩ ପ୍ରମୁଖ ଦଳ ବିଜେପି, କଂଗ୍ରେସ ଓ ବିଜେଡି ପକ୍ଷରୁ ପ୍ରଚାର ଜୋରଦାର ଚାଲିଛି। ସମ୍ବଲପୁରରେ ବିଜେପିର ଲୋକସଭା ପ୍ରାର୍ଥୀ ନୀତେଶ ଗଙ୍ଗଦେବ ପ୍ରତିଦ୍ୱନ୍ଦ୍ୱିତା...

bus-accident
ଭାରସାମ୍ୟ ହରାଇ ଓଲଟି ପଡ଼ିଲା ଯାତ୍ରୀବାହୀ ବସ୍‌

ବଲାଙ୍ଗିର(ମନୋରଞ୍ଜନ ଯୋଶୀ): ବଲାଙ୍ଗିର ଜିଲ୍ଲା ପୁଇଁତଳା ନିକଟରେ ଏକ ଯାତ୍ରୀବାହୀ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ଭାରସାମ୍ୟ ହରାଇ ବସ୍‌ଟି ରାସ୍ତା କଡ଼କୁ ଓଲଟି ପଡ଼ିବା ଫଳରେ ଡ୍ରାଇଭରଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଆହତ ହୋଇଛନ୍ତି। ଆହତଙ୍କ ମଧ୍ୟରୁ ଜଣଙ୍କର ଅବସ୍ଥା ଗୁରୁତର ଥିବାବେଳେ ଅନ୍ୟ ୫ ଜଣଙ୍କୁ ଭୀମ...

naveen
‘ଡବଲ ଇଞ୍ଜିନ୍‌’ ସରକାରକୁ ନେଇ ବିଜେପିକୁ ନବୀନଙ୍କ କଟାକ୍ଷ

ଭୁବନେଶ୍ୱର: ‘ଡବଲ ଇଞ୍ଜିନ୍‌’ ସରକାରକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବିଜେପିକୁ କଟାକ୍ଷ କରିଛନ୍ତି। କଟକ ବଡ଼ମ୍ବା ନରସିଂହପୁର ନିର୍ବାଚନମଣ୍ଡଳୀରେ ଏକ ନିର୍ବାଚନୀ ସଭାରେ ଯୋଗ ଦେଇ ନବୀନ ବିଜେପିକୁ ସମାଲୋଚନା କରିଥିଲେ। ଡବଲ ଇଞ୍ଜିନ୍‌ କଥା କହୁଥିବା ମୋଦି ସରକାରଙ୍କର ମଧ୍ୟପ୍ରଦେଶ, ଛତିଶଗଡ, ପଞାବ, ରାଜସ୍ଥାନରେ ବିକାଶ...

bjp
ଇଭିଏମ୍ ଭଙ୍ଗାରୁଜା ଘଟଣା: ଜେଲ୍ ଗଲେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀ

ଭଞ୍ଜନଗର (ପ୍ରଦୀପ କୁମାର ସ୍ୱାଇଁ): ଗଞ୍ଜାମ ଜିଲ୍ଲା ସୋରଡ଼ା ନିର୍ବାଚନମଣ୍ଡଳୀରେ ଇଭିଏମ୍ ଭଙ୍ଗାରୁଜା ଘଟଣାରେ ବିଜେପି ବିଧାୟକ ପ୍ରାର୍ଥୀ ନୀଳମଣି ବିଷୋୟୀଙ୍କୁ ଜେଲ୍‌ ଯିବାକୁ ପଡ଼ିଛି। ଗତକାଲି ପୁଲିସ୍ ତାଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା। ସେ ଜାମିନ୍ ଆବେଦନ କରିଥିଲେ। ତେବେ ଜାମିନ୍‌ ଖାରଜ ହୋଇଯିବାରୁ...

bmc
ବକେୟା ଦରମା ଦାବିରେ ରାଜରାସ୍ତାକୁ ଓହ୍ଲାଇଲେ ବିଏମ୍‌ସିର ଠିକା ସଫେଇ କର୍ମଚାରୀ

ଭୁବନେଶ୍ୱର: ବକେୟା ଦରମା ଦାବିରେ ଭୁବନେଶ୍ୱରରେ ବିଏମ୍‌ସିର ଠିକା ସଫେଇ କର୍ମଚାରୀ ରାଜରାସ୍ତାକୁ ଓହ୍ଲାଇଛନ୍ତି। ବକେୟା ଦରମା ନ ମିଳିବାରୁ ଏହାର ପ୍ରତିବାଦ କରି ସଫେଇ କର୍ମଚାରୀମାନେ ଆଜି ସକାଳେ ଜୟଦେବ ବିହାର ଛକରେ ରାସ୍ତା ଉପରେ ବସି ରହିଥିଲେ। ଫଳରେ ଗାଡ଼ି ଚଳାଚଳରେ ବାଧା ସୃଷ୍ଟି ହୋଇଥିଲା। ପ୍ରାୟ ୪୫ ମିନିଟ୍...

elephant.
ହାତୀ ନେଲା ୫ ଜୀବନ

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଜିଲ୍ଲା ତାଳଚେର ଅଞ୍ଚଳରେ ହାତୀ ଆକ୍ରମଣରେ ୫ ଜଣଙ୍କର ମୃତ୍ୟୁ ଘଟିଛି। ଷଣ୍ଡ ଗାଁରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ସନ୍ଥପଡ଼ା ଗାଁରେ ଜଣେ ବୃଦ୍ଧଙ୍କର ମୃତ୍ୟୁ ହୋଇଛି। ଗତକାଲି ବିଳମ୍ବିତ ରାତିରେ ଏହି ଅଭାବନୀୟ ଘଟଣା ଘଟିଛି। ମୃତକ ହେଲେ ଷଣ୍ଡ...

sorada
ସୋରଡ଼ାରେ ବିଜେପି ସମର୍ଥକଙ୍କ ମୃତ୍ୟୁ ଘଟଣାରେ ମୁଖ୍ୟ ଅଭିଯୁକ୍ତ ଗିରଫ

ବ୍ରହ୍ମପୁର: ଗଞ୍ଜାମ ଜିଲ୍ଲା ସୋରଡ଼ାରେ ରାଜନୈତିକ ହିଂସାକୁ ନେଇ ବିଜେପି ସମର୍ଥକଙ୍କ ମୃତ୍ୟୁ ଘଟଣାର  ମୁଖ୍ୟ ଅଭିଯୁକ୍ତକୁ ଗିରଫ କରାଯାଇଛି। ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଏନେଇ ସୂଚନା ଦେଇଛନ୍ତି। ମୃତକ ହେଲେ ସନ୍ତୋଷ ପତି। ତାଙ୍କ ଘର କଦଳୀଝୋଳା ଗାଁରେ ବୋଲି ଜଣାପଡ଼ିଛି। ନିର୍ବାଚନରେ...

vote...
ଦ୍ୱିତୀୟ ପର୍ଯ୍ୟାୟ ଭୋଟ୍‌: ଦିନ ୧ଟା ସୁଦ୍ଧା ୩୩% ମତଦାନ

ଭୁବନେଶ୍ୱର (ଓଡ଼ିଶା ରିପୋର୍ଟର): ରାଜ୍ୟରେ ୫ଟି ଲୋକସଭା ଓ ୩୫ଟି ବିଧାନସଭା ଆସନ ପାଇଁ ଆଜି ଚାଲିଥିବା ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନରେ ଦିନ ୧ଟା ସୁଦ୍ଧା ୩୩ ପ୍ରତିଶତ ମତଦାନ ହୋଇଛି। ରାଜ୍ୟ ନିର୍ବାଚନ ଅଧିକାରୀ ସୁରେନ୍ଦ୍ର କୁମାର ଏକ ସାମ୍ବାଦିକ ସମ୍ମିଳନୀରେ ଏ ସଂପର୍କ ସୂଚନା ଦେଇଛନ୍ତି।...

radharani panda
ବିଧାୟିକା ରାଧାରାଣୀ ପଣ୍ଡାଙ୍କ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ

ବ୍ରଜରାଜନଗର: ବିଧାୟିକା ରାଧାରାଣୀ ପଣ୍ଡାଙ୍କ ସୁରକ୍ଷାକର୍ମୀଙ୍କୁ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଆକ୍ରମଣରେ ସୁରକ୍ଷାକର୍ମୀଙ୍କ ମୁଣ୍ଡରେ ଆଘାତ ଲାଗିଛି ଓ ତାଙ୍କୁ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ଝାରସୁଗୁଡ଼ା ଜିଲ୍ଲା ବ୍ରଜରାଜନଗର ମ୍ୟୁନିସିପାଲ୍‌ଟି ୪ନମ୍ବର ୱାର୍ଡରେ ଆଜି ଏହି  ଆକ୍ରମଣ ହୋଇଛି। ଗଙ୍ଗାନଗରର ଏକ ବୁଥ୍‌କୁ ଯାଇଥିବା ବେଳେ ଆକ୍ରମଣ...

evm
ଇଭିଏମ୍‌ରେ ତ୍ରୁଟି ଯୋଗୁ ମତଦାନ ବାଧାପ୍ରାପ୍ତ

ସୋନପୁର: ସୁବର୍ଣ୍ଣପୁର ଜିଲ୍ଲା ସୋନପୁର ବିଧାନସଭା ନିର୍ବାଚନ ମଣ୍ଡଳୀ ସାଲେପାଲି ଗାଁର ୧୧୮ ନମ୍ବର ବୁଥ୍‌ରେ ମତଦାନ ବାଧାପ୍ରାପ୍ତ ହୋଇଛି। ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଆଜି ସକାଳୁ ଭୋଟ୍‌ ଗ୍ରହଣ ହେବା ପୂର୍ବରୁ ସମସ୍ତ ଦଳର ଏଜେଣ୍ଟ୍‌ମାନଙ୍କୁ ନେଇ ଏକ ମକ୍ ପୋଲ୍‌ ହୋଇଥିଲା। ତେବେ ଏଥିରେ...

maoists
ଟଳିଲେ ୨ ମାଓବାଦୀ

ମାଲକାନଗିରି(ଜିତେନ୍ଦ୍ର ବେଉରା): ମାଲକାନଗିରି ଜିଲ୍ଲା ସୀମାନ୍ତ ଛତିଶଗଡ଼ର ଦନ୍ତେୱାଡାରେ ସୁରକ୍ଷାକର୍ମୀଙ୍କ ଗୁଳିରେ ୨ଜଣ ମାଓବାଦୀ ନିହତ ହୋଇଛନ୍ତି। ମୃତକଙ୍କ ମଧ୍ୟରେ କ୍ୟାଡର୍‌ ମାଓବାଦୀ ବର୍ଗିଜ୍ ରହିଥିବା ବେଳେ ଅନ୍ୟ ଜଣେ ମହିଳା ମାଓବାଦୀ ଥିବା ସୂଚନା ମିଳିଛି। କୁଆକୋଣ୍ଡା ଜଙ୍ଗଲରେ ପୁଲିସ୍‌ ସହ ଗୁଳି ବିନିମୟ ବେଳେ ଏହି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।