• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

vlcsnap-error598
ସେଲ୍‌ ଅଧ୍ୟକ୍ଷଙ୍କୁ ମରଣାନ୍ତକ ଆକ୍ରମଣ

ରାଉରକେଲା(ସତ୍ୟାନନ୍ଦ ମହାନ୍ତି): ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ ଲିମିଟେଡ୍‌ ବା ସେଲ୍ ଅଧ୍ୟକ୍ଷ ଅନୀଲ କୁମାର ଚୌଧୁରୀଙ୍କୁ ଦିଲ୍ଲୀରେ ମରଣାନ୍ତକ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ସେ ନିଜ କାରରେ ଘରକୁ ଫେରୁଥିବା ବେଳେ ଆକ୍ରମଣ ହୋଇଥିବା ଅଭିଯୋଗ ହୋଇଛି। ହୁଡ୍‌କୋ ଛକ ନିକଟରେ ଚାରି...

Capture
ଝୁଲନ୍ତା ଅବସ୍ଥାରେ ‘ବାହୁବଳୀ’ ଅଭିନେତାଙ୍କ ପତ୍ନୀଙ୍କ ମୃତଦେହ ଉଦ୍ଧାର

ହାଇଦ୍ରାବାଦ: ଫିଲ୍ମ ‘ବାହୁବଳୀ’ରେ ଅଭିନୟ କରିଥିବା ମଧୁପ୍ରକାଶଙ୍କ ପତ୍ନୀ ଭାରତୀଙ୍କ ମୃତଦେହକୁ ଝୁଲନ୍ତା ଅବସ୍ଥାରେ ଉଦ୍ଧାର କରାଯାଇଛି। ମଙ୍ଗଳବାର ତାଙ୍କ ନିଜ ଘରୁ ପୁଲିସ୍‌ ଭାରତୀଙ୍କ ମୃତଦେହକୁ ଉଦ୍ଧାର କରିଥିଲା। ଏହି ଘଟଣାରେ ଅଭିନେତା ମଧୁଙ୍କ ସମ୍ପୃକ୍ତି  ଥିବା ନେଇ ଗତକାଲି ଭାରତୀଙ୍କ ପରିବାର ପକ୍ଷରୁ ଅଭିଯୋଗ ହୋଇଥିଲା। ପୁଲିସ ...

Capture
ରେକର୍ଡ ଭାଙ୍ଗିଲା ସୁନା ଦର

ନୂଆଦିଲ୍ଲୀ: ଲଗାତାର ଭାବେ ସୁନା ଦର ବଢ଼ିବାରେ ଲାଗିଛି। ଆଜି ଭାରତୀୟ ବଜାରରେ ସୁନା ଦର ସବୁଠୁ ରେକର୍ଡ ଭାଙ୍ଗି ୩୮ ହଜାରରେ ପହଞ୍ଚିଛି। ସପ୍ତାହେ ଧରି ସୁନା ଦର ବଢ଼ିବାରେ ଲାଗିଛି। ମୁମ୍ବାଇ ବଜାରରେ ସୁନା ଦର ଆଜି ୧୦ ଗ୍ରାମ ପ୍ରତି ୩୮ ହଜାରରୁ ଅଧିକ...

vlcsnap-error129
ପୁଲିସ୍‌ ଡିଜି ଭାବେ ଅତିରିକ୍ତ ଦାୟିତ୍ୱ ଗ୍ରହଣ କଲେ ବିଜୟ କୁମାର ଶର୍ମା

କଟକ: ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ପୁଲିସ୍‌ ଡିଜି ଭାବେ ଆଜି ଅତିରିକ୍ତ ଦାୟିତ୍ୱ ଗ୍ରହଣ କରିଛନ୍ତି। କଟକ ପୁଲିସ୍‌ ମୁଖ୍ୟାଳୟରେ ବିଧିବଦ୍ଧ ଭାବେ ସେ ଦାୟିତ୍ୱ ଗ୍ରହଣ କରିଛନ୍ତି। ବରିଷ୍ଠ ଆଇପିଏସ୍‌ ଅଧିକାରୀ ବିଜୟ କୁମାର ଶର୍ମା ପୂର୍ବତନ ପୁଲିସ୍‌ ଡିଜି ରାଜେନ୍ଦ୍ର ପ୍ରସାଦ ଶର୍ମାଙ୍କଠାରୁ ଏହି ଅତିରିକ୍ତ...

vlcsnap-error462
ବନ୍ୟା ସ୍ଥିତିରେ ଆସୁଛି ସୁଧାର; କମୁଛି ନଦୀର ଜଳସ୍ତର

ରାୟଗଡ଼ା/କଳାହାଣ୍ଡି: ରାୟଗଡ଼ା ଓ କଳାହାଣ୍ଡି ଜିଲ୍ଲାରେ ବନ୍ୟା ସ୍ଥିତିରେ ସୁଧାର ଆସିଛି। ଫଳରେ ରାୟଗଡ଼ା ଜିଲ୍ଲାର କଲ୍ୟାଣସିଂହପୁର, ଗୁଣୁପୁର, ବିଷମକଟକ, କାଶୀପୁର ଓ ମୁନିଗୁଡ଼ା ବ୍ଲକରେ ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି। ତେବେ କିଛି ଅଞ୍ଚଳରେ ବ୍ରିଜ୍ ଭାଙ୍ଗିଯିବା ସହ ରାସ୍ତା ଧୋଇଯାଇ ଥିବାରୁ ଗମନାଗମନ ବାଧାପ୍ରାପ୍ତ ହୋଇଛି। ଏବେବି ଲୋକେ...

vlcsnap-error090
ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଧସିଲା ମାଟି

ରାୟଗଡ଼ା: ଲଗାଣ ବର୍ଷା ଯୋଗୁ ପାହାଡ଼ରୁ ଧସିଲା ମାଟି। ରାୟଗ଼଼ଡା ଜିଲ୍ଲା କାଶୀପୁର ବ୍ଲକ୍‌ ଅନ୍ତର୍ଗତ କଡ଼ିଗୁଡ଼ା ଗାଁ ନିକଟ ମରାନିଯୋଡ଼ି ପାହାଡ଼ରୁ ମାଟି ଅତଡ଼ା ଧସି ହୋଇଯାଇଥିବା ସୂଚନା ମିଳିଛି। ଲଗାଣ ବର୍ଷା ହେବା ଫଳରେ ମାଟି ଅତଡ଼ା ଧସି ହୋଇଥିବା ଜଣାପଡ଼ିଛି। ଫଳରେ ପାହାଡ଼ ତଳେ ଥିବା...

vlcsnap-error037
୬ଟି ଜିଲ୍ଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଡିପ୍ରେସନ୍‌ରୁ ଡିପ୍ ଡିପ୍ରେସନ୍‌ରୁ ପରିଣତ ହୋଇଥିଲା। ବର୍ତ୍ତମାନ ଏହି ଡିପ୍‌ ଡିପ୍ରେସନ୍‌ କ୍ରମଶଃ ଦୁର୍ବଳ ହୋଇ ଡିପ୍ରେସନ୍‌ରେ ପରିଣତ ହୋଇଛି। ଯାହା ବର୍ତ୍ତମାନ ଉତ୍ତରପୂର୍ବ ଛତିଶଗଡ଼ ଉପରେ ଅଛି। ଏହାର ପ୍ରଭାବରେ ଆଭ୍ୟନ୍ତରୀଣ ଓଡିଶାର ୬ଟି ଜିଲ୍ଲାରେ ଆଜି ପ୍ରବଳ ବର୍ଷା...

jammu
୧୪୪ ଧାରା ଲାଗୁ ସତ୍ତ୍ୱେ ସ୍ୱାଭାବିକ ହେଉଛି ଜମ୍ମୁ ଓ କଶ୍ମୀରର ସ୍ଥିତି

ଶ୍ରୀନଗର: ଧୀରେ ଧୀରେ ଜମ୍ମୁ ଓ କଶ୍ମୀରରେ ସ୍ଥିତି ସ୍ୱାଭାବିକ ହେବାରେ ଲାଗିଛି। ସୋମବାର ଦିନ ଧାରା ୩୭୦ ପ୍ରତ୍ୟାହାର ନେଇ ରାଜ୍ୟସଭାରେ ବିଲ୍ ଆଗତ ପୂର୍ବରୁ  ସାରା ଜମ୍ମୁ ଓ କଶ୍ମୀରରେ ୧୪୪ ଧାରା ଲାଗୁ ହୋଇଥିଲା। ତେବେ ୧୪୪ ଧାରା ଲାଗୁ ହେବା ସତ୍ତ୍ୱେ ଜମ୍ମୁରେ...

wall collapse
ଲଗାଣ ବର୍ଷାରେ ଭୁଶୁଡ଼ି ପଡ଼ିଲା କାନ୍ଥ, ଆଖି ବୁଜିଲା ୨ ମାସର ଶିଶୁ

ଅନୁଗୁଳ(ବିରଜା ପ୍ରସାଦ ଦାସ): ଅନୁଗୁଳ ଜିଲ୍ଲା କିଆକଟା ପଞ୍ଚାୟତର ହେଲେଇ ଗାଁରେ କାନ୍ଥ ଭୁଶୁଡ଼ି ଦୁଇ ମାସ ଶିଶୁପୁତ୍ରର ମୃତ୍ୟୁ ଘଟିଛି। ଏଥିରେ ଶିଶୁଟିର ମା’ ଓ ୩ ବର୍ଷର ଭଉଣୀ ଗୁରୁତର ଭାବେ ଆହତ ହୋଇଛନ୍ତି। ସେମାନଙ୍କୁ ବୌଦ୍ଧ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ଗତକାଲି ରାତିରେ ସୁଶୀଲ ହାତୀଙ୍କ...

representational image
ଜନ୍ମ ଦେଇ ଛାଡ଼ି ପଳାଇଲା ମା’!

ମୋହନା: ପୁଣି ଅଲୋଡ଼ା ଶିଶୁକନ୍ୟା। ଗଜପତି ଜିଲ୍ଲା ଅଡ଼ବା ଗାଁ ନିକଟ ଜଙ୍ଗଲରୁ ଜଣେ ନବଜାତ ଶିଶୁ କନ୍ୟାକୁ ଉଦ୍ଧାର କରାଯାଇଛି। ନବଜାତକୁ କେହି ଜଙ୍ଗଲରେ ପକାଇ ପଳାଇଥିବା ସନ୍ଦେହ କରାଯାଉଛି। ସ୍ଥାନୀୟ ଗାଈ ଚରାଳୀମାନେ ଶିଶୁଟିକୁ ଉଦ୍ଧାର କରି ପ୍ରଥମେ ଅଡ଼ବା ଡାକ୍ତରଖାନାକୁ ଆଣିଥିଲେ। ଏହାପରେ ସ୍ୱାସ୍ଥ୍ୟକର୍ମୀ ଶିଶୁଟିକୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।