• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bjd
ପାଟକୁରା ନିର୍ବାଚନ ଫଳାଫଳ: ୧୨ତମ ରାଉଣ୍ଡ୍‌ ଶେଷ ସୁଦ୍ଧା ବିଜେଡି ଆଗୁଆ

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୧୨ ରାଉଣ୍ଡ ଶେଷ ସୁଦ୍ଧା ୧୬, ୧୪୪ ଭୋଟ୍‌ରେ ବିଜେଡି ଆଗୁଆ ରହିଛି।  ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍‌ଙ୍କୁ ୬୯, ୬୯୬ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି...

vvpat
ପାଟକୁରା ନିର୍ବାଚନ ଫଳାଫଳ: ୧୦ମ ରାଉଣ୍ଡ୍‌ ଶେଷ ସୁଦ୍ଧା ବିଜେଡି ଆଗୁଆ

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ତେବେ ୧୦ମ ରାଉଣ୍ଡ ଶେଷ ସୁଦ୍ଧା ୧୪, ୯୫୮ ଭୋଟ୍‌ରେ ବିଜେଡି ଆଗୁଆ ରହିଛି। ୧୦ମ ରାଉଣ୍ଡ୍‌ରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍‌ଙ୍କୁ ୫୮, ୯୧୯ ଖଣ୍ଡ ଭୋଟ୍ ମିଳିଛି। ସେହିପରି...

bjd
ପାଟକୁରା ନିର୍ବାଚନ ଫଳାଫଳ: ୫ମ ରାଉଣ୍ଡ୍‌ ଶେଷ ସୁଦ୍ଧା ବିଜେଡି ଆଗୁଆ

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ତେବେ ୫ମ ରାଉଣ୍ଡ ଶେଷ ସୁଦ୍ଧା ୮୬୭୩ ଭୋଟ୍‌ରେ ବିଜେଡି ଆଗୁଆ ରହିଛି। ଏହି ରାଉଣ୍ଡରେ ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍‌ଙ୍କୁ ୩୦, ୬୦୦ ଖଣ୍ଡ ଭୋଟ୍ ମିଳିଛି। ସେହିପରି ବିଜେପି...

ctc
କଟକରେ ଫୁଟିଲା ବୋମା

କଟକ: କଟକ ଖାନନଗର ପୂଜା ମଣ୍ଡପ ନିକଟରେ ଥିବା ଏକ ମିଠା ଦୋକାନ ଉପରକୁ ବୋମାମାଡ଼ ହୋଇଛି। ଆଜି ସକାଳେ ଏହି ବୋମାମାଡ଼ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଦୁଇ ଜଣ ଦୁର୍ବୃତ୍ତ ବାଇକ୍‌ରେ ଆସି ମିଠା ଦୋକାନ ଉପରକୁ ବୋମା ଫିଙ୍ଗି ଫେରାର ହୋଇଯାଇଥିଲେ। ତେବେ କେଉଁ...

representational image
୨୪ ଘଣ୍ଟା ମଧ୍ୟରେ କଟକରେ ଡବଲ୍‌ ମର୍ଡର

କଟକ: ଗତ ୨୪ ଘଣ୍ଟା ମଧ୍ୟରେ କଟକରେ ୨ଜଣଙ୍କୁ ହତ୍ୟା କରାଯାଇଛି। ଏଥିସହ ଜଣଙ୍କୁ ହତ୍ୟା ଉଦ୍ୟମ ମଧ୍ୟ କରାଯାଇଛି। ଗତକାଲି ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଥିବା ବେଳେ ଆଜି ଆଉ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ଓଏମ୍‌ପି ବ୍ରିଜ୍‌ ତଳୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର...

patkura
ପାଟକୁରା ନିର୍ବାଚନ ଫଳାଫଳ: ପ୍ରଥମ ରାଉଣ୍ଡ୍‌ରେ ବିଜେଡି ଆଗୁଆ

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ଲାଗି ଆଜି ସକାଳ ୮ଟାରୁ ଭୋଟ୍‌ ଗଣତି ଆରମ୍ଭ ହୋଇଛି। ୩୦୯ଟି ବୁଥ୍ ପାଇଁ ୧୭ ରାଉଣ୍ଡ୍‌ରେ ଭୋଟ୍‌ ଗଣତି ଚାଲିଛି। ତେବେ ପ୍ରଥମ ରାଉଣ୍ଡ୍‌ ଭୋଟ୍‌ ଗଣତି ସରିଛି। ଏହି ରାଉଣ୍ଡ୍‌ର ଶେଷ ସୁଦ୍ଧା ବିଜେଡି ପ୍ରାର୍ଥୀ ସାବିତ୍ରୀ ଅଗ୍ରୱାଲ୍‌ ଆଗୁଆ ଅଛନ୍ତି।...

patkura
ଆରମ୍ଭ ହେଲା ପାଟକୁରା ବିଧାନସଭା ଆସନ ଲାଗି ଭୋଟ୍‌ ଗଣତି

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ନିର୍ବାଚନର ଫଳାଫଳ ଆଜି ପ୍ରକାଶ ପାଇବ। କେନ୍ଦ୍ରାପଡ଼ା ସ୍ୱୟଂ ଶାସିତ କଲେଜରେ ହୋଇଥିବା ଗଣତି କେନ୍ଦ୍ରରେ ଆଜି ସକାଳର ୮ଟାରୁ ଭୋଟ୍‌ ଗଣତି ଆରମ୍ଭ  ହୋଇଛି। ଭୋଟ୍‌ ଗଣତି ପାଇଁ ୧୮ଟି ଟେବୁଲ୍‌ର ବ୍ୟବସ୍ଥା କରାଯାଇଛି। ୩୦୯ଟି ବୁଥ୍ ପାଇଁ ୧୭ ରାଉଣ୍ଡ ଗଣତି...

ugc
ଜାଲ୍‌ ବିଶ୍ୱବିଦ୍ୟାଳୟ ତାଲିକାରେ ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ

ନୂଆଦିଲ୍ଲୀ/ଭୁବନେଶ୍ୱର: ଜାଲ୍‌ ବିଶ୍ୱ ବିଦ୍ୟାଳୟ ତାଲିକାରେ ଓଡ଼ିଶାର ଦୁଇଟି ଶିକ୍ଷାନୁଷ୍ଠାନ ନାମ ରହିଛି। ଏହି ୨ଟି ଶିକ୍ଷାନୁଷ୍ଠାନ ହେଲା- ବାରିପଦା ସ୍ଥିତ ନର୍ଥ ଓଡ଼ିଶା ୟୁନିଭର୍ସିଟି ଅଫ୍ ଏଗ୍ରିକଲ୍‌ଚର ଏଣ୍ଡ୍‌ ଟେକ୍ନୋଲୋଜି ଏବଂ ରାଉରକେଲା ସ୍ଥିତ ନବ ଭାରତ ଶିକ୍ଷା ପରିଷଦ। ସାରା ଦେଶରେ ଚାଲିଥିବା ଜାଲ୍ ବିଶ୍ୱବିଦ୍ୟାଳୟକୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।