• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

rainfall
ଲଘୁଚାପ ହେଲେ ୨୫, ୨୬ରେ ପ୍ରବଳ ବର୍ଷିବ

ଭୁବନେଶ୍ୱର: ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ ଓଡ଼ିଶାରେ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ୩୧...

lawyer
ସାମ୍ନାକୁ ଆସିଲା ବଡ଼ ଖୁଲାସା: ଧାରା ୩୭୭ ବିରୋଧରେ ଲଢ଼ୁଥିବା ଓକିଲ ମହିଳା ଦମ୍ପତି

ନୂଆଦିଲ୍ଲୀ: ଆଇପିସି ଧାରା ୩୭୭କୁ ନେଇ ଗତବର୍ଷ ସେପ୍ଟେମ୍ବରରେ ସୁପ୍ରିମକୋର୍ଟ ଏକ ଐତିହାସିକ ରାୟ ଶୁଣାଇଥିଲେ। ସମଲିଙ୍ଗୀ ସମ୍ପର୍କ ଅପରାଧ ନୁହେଁ। ସମଲିଙ୍ଗୀମାନଙ୍କର ବି ସମ୍ମାନର ସହ ବଞ୍ଚିବାର ଅଧିକାର ଅଛି ବୋଲି ସୁପ୍ରିମକୋର୍ଟ କହିଥିଲେ। ଆଇପିସି ଧାରା ୩୭୭କୁ ଉଚ୍ଛେଦ ନେଇ ୨ଜଣ ଭାରତୀୟ ମହିଳା ଓକିଲ...

kalahandi
ଓଡ଼ିଆ ଯୁବକ ହେଲେ ଆଇରନ୍‌ ମ୍ୟାନ୍‌

କଳାହାଣ୍ଡି: ସୁଇଜରଲାଣ୍ଡରେ ଅନୁଷ୍ଠିତ ଆଇରନ୍‌ ମ୍ୟାନ୍‌ ପ୍ରତିଯୋଗିତାରେ କଳାହାଣ୍ଡିର ଅଭିଷେକ ପାଟ୍ଟଯୋଶୀ ଚାମ୍ପିଅନ ହୋଇଛନ୍ତି। ଓ୍ୱାର୍ଲଡ୍ ଟ୍ରାଇଆଥଲନ କର୍ପୋରେସନ ପକ୍ଷରୁ ଆୟୋଜିତ ଏହି ପ୍ରତିଯୋଗିତାରେ ଅଂଶଗ୍ରହଣ କରିଥିବା ଶହ ଶହ ଖେଳାଳିଙ୍କୁ ପଛରେ ପକାଇ ଅଭିଷେକ ଏହି ସଫଳତା ପାଇଛନ୍ତି। ପ୍ରତିଯୋଗୀଙ୍କୁ ୧୮ ଘଣ୍ଟା ଭିତରେ ସମୁଦ୍ରରେ ୩.୮...

patkura elections
ପାଟକୁରା ନିର୍ବାଚନ: ଆସନ୍ତାକାଲି ହେବ ଭୋଟ୍ ଗଣତି

ପାଟକୁରା: ପାଟକୁରା ବିଧାନସଭା ଆସନ ପାଇଁ ହୋଇଥିବା ନିର୍ବାଚନର ଭୋଟ୍‌ ଗଣତି ଆସନ୍ତାକାଲି ହେବ। ଏନେଇ ପ୍ରଶାସନ ପକ୍ଷରୁ ସମସ୍ତ ପ୍ରକାର ପ୍ରସ୍ତୁତି ପ୍ରାୟ ଶେଷ ହୋଇଛି। ମୋଟ୍‌ ୧୮ଟି ରାଉଣ୍ଡରେ ଭୋଟ୍‌ ଗଣତି ହେବ।  ଏଥିଲାଗି ୧୮ଟି ଟେବୁଲ୍‌ ବ୍ୟବସ୍ଥା କରାଯାଇଛି। କେନ୍ଦ୍ରାପଡ଼ା ଅଟୋନମସ୍‌ କଲେଜରେ ଇଭିଏମ୍‌...

udala
ଅଧ୍ୟକ୍ଷଙ୍କ ବିରୋଧରେ ଅସଦାଚରଣ ଅଭିଯୋଗ ଆଣିଲେ ଅଧ୍ୟାପିକା

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳାରେ ଥିବା ଲାଲମୋହନ ସଂସ୍କୃତ ମହାବିଦ୍ୟାଳୟର ଅଧ୍ୟକ୍ଷଙ୍କ ବିରୋଧରେ ଜଣେ ଅଧ୍ୟାପିକା ଅସଦାଚରଣ ଅଭିଯୋଗ ଆଣିଛନ୍ତି। ଅଧ୍ୟକ୍ଷଙ୍କ ନାଁ କମଳାକାନ୍ତ ବେହେରା। ଅଧ୍ୟକ୍ଷ କମଳାକାନ୍ତ ତାଙ୍କୁ ଦୁର୍ବ‍୍ୟବହାର ଓ ଅସଦାଚରଣ କରିଥିବା ନେଇ ଅଧ୍ୟାପିକା ଥାନାରେ ଅଭିଯୋଗ କରିଛନ୍ତି। ପରୀକ୍ଷା ଖାତା ଦେଖାଯିବ...

pm modi
କଶ୍ମୀର ମାମଲାରେ ଟ୍ରମ୍ପଙ୍କ ବୟାନକୁ ଭାରତର ଖଣ୍ଡନ

ନୂଆଦିଲ୍ଲୀ: କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ନେଇ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ବିବୃତିକୁ ଭାରତ ଦୃଢ଼ତାର ସହ ଖଣ୍ଡନ କରିଛି। ଏନେଇ ବୈଦେଶିକ ବ୍ୟାପାର ମନ୍ତ୍ରାଳୟର ମୁଖପାତ୍ର ରଵୀଶ କୁମାର ଟ୍ୱିଟ୍‌ କରି ସ୍ପଷ୍ଟ କହିଛନ୍ତି ଯେ, ‘ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେବେ ବି ଏନେଇ ଟ୍ରମ୍ପଙ୍କୁ କିଛି...

nayagarh
ସୋଶାଲ୍‌ ମିଡିଆରେ ପତ୍ନୀଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ କଲେ ସ୍ୱାମୀ

ନୟାଗଡ଼: ସୋଶାଲ୍‌ ମିଡିଆରେ ପତ୍ନୀଙ୍କ ଅଶ୍ଳୀଳ ଫଟୋ ଓ ଭିଡିଓ ଭାଇରାଲ୍ କଲେ ସ୍ୱାମୀ। ନୟାଗଡ଼ ଜିଲ୍ଲାରୁ ଏଭଳି ଅଭିଯୋଗ ଆସିଛି। ଏନେଇ ସ୍ୱାମୀଙ୍କ ବିରୋଧରେ ନୂ‌ଆଗାଁ ଥାନାରେ ପତ୍ନୀ ଅଭିଯୋଗ କରିଛନ୍ତି। ପତ୍ନୀଙ୍କ  ଅଭିଯୋଗ ଅନୁସାରେ, ସ୍ୱାମୀ ଅଧିକ ଯୌତୁକ ଦାବି କରି ମହିଳାଙ୍କୁ ବାରମ୍ବାର ଶାରୀରିକ ନିର୍ଯାତନା...

representational image
କଟକ ତାଳଦଣ୍ଡା କେନାଲ୍ ରାସ୍ତାକଡ଼ରୁ ମୃତଦେହ ଉଦ୍ଧାର

କଟକ: କଟକ ରାଣୀହାଟ ପୋଲ ନିକଟ ତାଳଦଣ୍ଡା କେନାଲ ରାସ୍ତା କଡ଼ରୁ ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଆଜି ସକାଳେ ପୁଲିସ୍ ଏହି ମୃତଦେହକୁ ଉଦ୍ଧାର କରିଛି। ମୃତକଙ୍କ ମୁଣ୍ଡରେ ଗଭୀର କ୍ଷତ ଥିବାରୁ ତାଙ୍କୁ ହତ୍ୟା କରାଯାଇଥିବା ଅନୁମାନ କରାଯାଉଛି। ଖବର ପାଇ ଘଟଣାସ୍ଥଳରେ ମଙ୍ଗଳାବାଗ ପୁଲିସ୍‌, ସାଇଣ୍ଟିକ୍‌ଫିକ ଟିମ୍‌...

rain
କମିଛି ମୌସୁମୀ ବର୍ଷା; ଓଡ଼ିଶାରେ ସ୍ୱାଭାବିକ ଠାରୁ ୩୧ ପ୍ରତିଶତ କମ୍ ବର୍ଷା

ନୂଆଦିଲ୍ଲୀ/ଭୁବନେଶ୍ୱର: ସାରା ଦେଶକୁ ମୌସୁମୀ ଛୁଇଁଥିଲେ ବି ଆଶାନୁରୂପ ବର୍ଷା ହୋଇନି। ଦେଶରେ ମୌସୁମୀ ବର୍ଷାର ପରିମାଣ ସ୍ୱାଭାବିକ ଠାରୁ ହାରାହାରି ୧୯ ପ୍ରତିଶତ କମ୍ ଥିବା ଭାରତୀୟ ପାଣିପାଗ ବିଭାଗ ସୂଚନା ଦେଇଛି। ପାଣିପାଗ ବିଭାଗର ସୂଚନା ଅନୁସାରେ, ଦେଶର ୧୫ଟି ସ୍ଥାନରେ ସ୍ୱାଭାବିକ ବର୍ଷା ହୋଇଥିବା...

vlcsnap-error804
ଅସୁବିଧାରେ ସ୍ପେଶାଲ ବି.ଇ.ଡି ଛାତ୍ରଛାତ୍ରୀ; ପୂରଣ କରି ପାରୁ ନାହାନ୍ତି OTET ଫର୍ମ

କଟକ: ଓ.ଟି.ଇ.ଟି ପାଇଁ ଅନ୍‌ଲାଇନରେ ଏବେ ଫର୍ମ ଫିଲପ୍‌ ଚାଲିଛି। ତେବେ ସ୍ପେଶାଲ ବି.ଇ.ଡି ଛାତ୍ରଛାତ୍ରୀ ଏହି ଫର୍ମପୂରଣ କରିବାରେ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। କାହିଁକି ନା ଫର୍ମପୂରଣ ସମୟରେ ସ୍ପେଶାଲ ବି.ଇ.ଡି ଛାତ୍ରଛାତ୍ରୀଙ୍କ ପାଇଁ ଅନଲାଇନ୍‌ରେ କୌଣସି ଅପସନ୍ ନାହିଁ। ଫଳରେ ଛାତ୍ରଛାତ୍ରୀଙ୍କୁ ଏଭଳି ଅସୁବିଧାର ସମ୍ମୁଖୀନ...

trump
କଶ୍ମୀର ପ୍ରସଙ୍ଗରେ ମଧ୍ୟସ୍ଥତା ପାଇଁ ଟ୍ରମ୍ପଙ୍କ ପ୍ରସ୍ତାବ

ୱାଶିଂଟନ୍‌: କଶ୍ମୀର ପ୍ରସଙ୍ଗରେ ଭାରତ ଓ ପାକିସ୍ତାନ ମଧ୍ୟରେ ମଧ୍ୟସ୍ଥତା ପାଇଁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଆଗ୍ରହୀ। ଆମେରିକା ଗସ୍ତରେ ଥିବା ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ୍ ଖାନ୍‌ଙ୍କ ସହ ହ୍ୱାଇଟ୍‌ ହାଉସରେ ଆଲୋଚନା ବେଳେ ଆମେରିକା ରାଷ୍ଟ୍ରପତି ଏହି ମଧ୍ୟସ୍ଥତା ପ୍ରସ୍ତାବ ଦେଇଛନ୍ତି। ଉଭୟ ନେତାଙ୍କ ମଧ୍ୟରେ ଆଲୋଚନା...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।