• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

chhattisgarh
ବଡ଼ ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ଭଣ୍ଡୁର କଲା ପୁଲିସ୍‌

ରାୟପୁର: ଛତିଶଗଡ଼ ପୁଲିସ୍‌ ଏକ ବଡ଼ ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ଭଣ୍ଡୁର କରିଛି। ମିଳିଥିବା ସୂଚନା ଅନୁସାରେ, ସେଣ୍ଟ୍ରାଲ ରିଜର୍ଭ ପୋଲିସ ଫୋର୍ସ (ସିଆର୍‌ପିଏଫ୍‌)ର ୨୩୧ ବାଟାଲିୟନର କ୍ୟାମ୍ପ୍‌ ଠାରୁ ମାତ୍ର ୪ଶହ ମିଟର ଦୂରରେ ଏକ ଆଇଇଡି ପ୍ଲାଣ୍ଟ୍‌ କରାଯାଇଥିଲା। ଆଉ ଟାର୍ଗେଟ୍‌ରେ ଥିଲା ଏହି...

rayagada
ରାୟଗଡ଼ା ରେଳ ଷ୍ଟେସନରୁ ୨୭ଜଣ ଦାଦନ ଶ୍ରମିକ ଉଦ୍ଧାର

ରାୟଗଡ଼ା: ରାୟଗଡ଼ା ରେଳ ଷ୍ଟେସନରୁ ୨୭ଜଣ ଦାଦନ ଶ୍ରମିକଙ୍କୁ ଜିଆର୍‌ପି ଓ ରାୟଗଡ଼ା ପୁଲିସ୍‌ ଉଦ୍ଧାର କରିଛି। ସେମାନଙ୍କ ମଧ୍ୟରୁ  ୭ଜଣ ନାବାଳିକା ଥିବାବେଳେ ୧୮ ଜଣ ମହିଳା ଓ ୨ ଜଣ ପୁରୁଷ ଅଛନ୍ତି। ବିଳାସପୁର-ତିରୁପତି ଏକ୍ସପ୍ରେସ୍‌ରୁ ସମସ୍ତ ଶ୍ରମିକଙ୍କୁ ଉଦ୍ଧାର କରାଯାଇଛି। ଶ୍ରମିକଙ୍କୁ ଚାଲାଣ କରୁଥିବା ଅଭିଯୋଗରେ...

Capture
ଭାରତ-ୱେଷ୍ଟଇଣ୍ଡିଜ୍‌ ସିରିଜ୍‌: ଟିମ୍‌ ଇଣ୍ଡିଆ ଖେଳାଳି ଘୋଷଣା

ନୂଆଦିଲ୍ଲୀ: ଭାରତ-ୱେଷ୍ଟଇଣ୍ଡିଜ୍‌ ସିରିଜ୍‌ ଲାଗି ଆଜି ଭାରତୀୟ ଦଳ ଘୋଷଣା ହୋଇଛି। ବିରାଟ କୋହଲି ହିଁ ଅଧିନାୟକ ଭାର ତୁଲାଇବେ। ବିଶ୍ୱକପ୍‌ରେ ଆହତ ହୋଇଥିବା ଶିଖର ଧାୱନ୍‌ ଫିଟ୍ ହୋଇ ଦଳକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ୱିକେଟ୍ କିପର୍‌ ଭାବେ ଋଷଭ ପନ୍ତଙ୍କୁ ଟିମ୍‌ରେ ସ୍ଥାନ ମିଳିଛି। ଟିମ୍‌ରେ ଶ୍ରେୟାସ...

UP
୧୨୮ କୋଟି ଟଙ୍କାର ବିଦ୍ୟୁତ୍‌ ବିଲ୍‌ ଦେଖିଲା ପରେ....

ଲକ୍ଷ୍ନୌ: ଉତ୍ତର ପ୍ରଦେଶର ଜଣେ ବ୍ୟକ୍ତିଙ୍କ ନିକଟକୁ ଏତେ ଟଙ୍କାର ବିଦ୍ୟୁତ୍‌ ବିଲ୍‌ ଆସିଛି ଯାହା ଜାଣିଲେ ଆପଣ ଖାଲି ଆଶ୍ଚର୍ଯ୍ୟ ହେବେ ନାହିଁ ବରଂ ମୁଣ୍ଡରେ ହାତ ଦେବେ। ପରିବାର କହିଲେ ସ୍ୱାମୀ, ସ୍ତ୍ରୀ ମାତ୍ର ୨ଜଣ ରୁହନ୍ତି। ହେଲେ ବିଲ୍‌ ଆସିଛି ୧୨୮ କୋଟିରୁ ଅଧିକ...

vision shelter home
ଭିଜନ୍ ଆଶ୍ରୟ ଗୃହ ଅନ୍ତେବାସୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣା: ନିର୍ଦ୍ଦେଶକ ଅଟକ

କଳାହାଣ୍ଡି: କଳାହାଣ୍ଡି ଜିଲ୍ଲା ଭବାନୀପାଟଣା ସ୍ଥିତ ଶମ୍ଭୁନଗର ପଡ଼ାରେ ଥିବା ପ୍ରୟାସ ବା ଭିଜନ୍ ଆଶ୍ରୟ ଗୃହରେ ନାବାଳିକା ଅନ୍ତେବାସୀଙ୍କୁ ଅସଦାଚରଣ ଅଭିଯୋଗ ଘଟଣାରେ ପୁଲିସ ସଂସ୍ଥାର ନିର୍ଦ୍ଦେଶକଙ୍କୁ ଅଟକ ରଖିଛି। ଛାତ୍ରୀଙ୍କ ମାଆ କରିଥିବା ଅଭିଯୋଗ ଆଧାରରେ ପୁଲିସ ନିର୍ଦ୍ଦେଶକ ସରୋଜ ଦାସଙ୍କୁ ଅଟକ ରଖି ପଚରାଉଚୁରା...

mla
ହାତରେ କୋଦାଳ ଧରି ଗାଁ ରାସ୍ତା ସମତୁଲ କଲେ ବିଧାୟକ

ନବରଙ୍ଗପୁର: ନବରଙ୍ଗପୁର ଜିଲ୍ଲା ଡାବୁଗାଁ ବିଧାୟକ ମନୋହର ରନ୍ଧାରୀଙ୍କ ହାତରେ ପୁଣି କୋଦାଳ ! ହଁ, ଏମିତି କିଛି ଦୃଶ୍ୟ ଦେଖିବାକୁ ମିଳିଛି। ବିଧାୟକ ହାତରେ କୋଦାଳ ଧରି ଗାଁର ମାଟି ରାସ୍ତାକୁ ସମତୁଲ କରୁଛନ୍ତି । ବିଧାୟକଙ୍କର ଏହି କାମକୁ ନେଇ ଏବେ ଚାରିଆଡ଼େ ଚର୍ଚ୍ଚା। ବର୍ଷା...

accident
ପୁଲିସ୍‌ କନଷ୍ଟେବଲ୍‌ଙ୍କ ଉପରେ ଚଢ଼ିଗଲା ପିକ୍‌ଅପ୍ ଭ୍ୟାନ୍

ଭଦ୍ରକ(ତପନ ସ୍ୱାଇଁ): ଭଦ୍ରକ ଜିଲ୍ଲାରେ ଜଣେ ପୁଲିସ୍‌ କନଷ୍ଟେବଲ୍‌ଙ୍କ ଉପରେ ଏକ କୋଇଲା ବୋଝେଇ ପିକ୍ଅପ୍ ଭ୍ୟାନ୍‌ ଚଢ଼ିଯିବାରୁ ସେ ଗୁରୁତର ଆହତ ହୋଇଛନ୍ତି। ତାଙ୍କ ନାଁ ରଜତ ପାଣିଗ୍ରାହୀ। ତାଙ୍କୁ କଟକ ବଡ଼ ଡାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଛି। ସେ ସାରବଙ୍ଗ ଫାଣ୍ଡିର କନଷ୍ଟେବଲ୍‌। ଆଜି ଭୋର ୫ଟାରୁ ସାଢ଼େ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।