• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

udala
ଡାକ୍ତର ଓ ସୁରକ୍ଷା କର୍ମୀଙ୍କୁ ମାଡ଼ ପ୍ରତିବାଦରେ ଧାରଣା

ଉଦଳା(ମାନସ ପାଣି): ମୟୂରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନାରେ ଡାକ୍ତର ଓ ସୁରକ୍ଷା କର୍ମୀଙ୍କୁ ମାଡ଼ ଘଟଣାର ପ୍ରତିବାଦରେ ଆଜି ଆଉଟ୍‌ଡୋର୍‌ ଆଗରେ ଡାକ୍ତରଙ୍କ ସମେତ ହସ୍ପିଟାଲ କର୍ମଚାରୀ ଧାରଣା ଦେଇଥିଲେ। ଫଳରେ ଆଉଟ୍‌ଡୋର୍‌ ସମ୍ପୂର୍ଣ୍ଣ ବନ୍ଦ ରହିବା ସହ ରୋଗୀ ସେବା ବାଧାପ୍ରାପ୍ତ ହୋଇଥିଲା। ଅଭିଯୁକ୍ତଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଦାବି ହୋଇଥିଲା। ଘଟଣାସ୍ଥଳରେ...

union minister
ଝାଡ଼ୁ ମାରିଲେ କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ

ନୀଳଗିରି: କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀଙ୍କ ସ୍ୱଚ୍ଛ ଅଭିଯାନ। ବାଲେଶ୍ୱର ଜିଲ୍ଲା ଔପଦା ବ୍ଲକ୍‌ର ପର୍ଯ୍ୟଟନ ସ୍ଥଳ ପଞ୍ଚଲିଙ୍ଗେଶ୍ୱରରେ ସ୍ୱଚ୍ଛ ଭାରତ ଅଭିଯାନରେ ପ୍ରତାପ ଷଡ଼ଙ୍ଗୀ ସାମିଲ ହୋଇଛନ୍ତି। ଆଜି ସକାଳୁ କେନ୍ଦ୍ରମନ୍ତ୍ରୀ ପଞ୍ଚଲିଙ୍ଗେଶ୍ୱର ବସ୍‌ଷ୍ଟାଣ୍ଡର ବିଭିନ୍ନ ଅଞ୍ଚଳରେ ଝାଡୁ ମାରି ସଫେଇ କରିଥିଲେ। ଏଥିରେ ତାଙ୍କ ସହ ନୀଳଗିରି...

Sheila Dikshi
ଦିବଙ୍ଗତ ନେତ୍ରୀ ଶୀଲା ଦୀକ୍ଷିତଙ୍କ ଆଜି ହେବ ଶେଷକୃତ୍ୟ

ନୂଆଦିଲ୍ଲୀ: ଦିବଙ୍ଗତ ନେତ୍ରୀ ତଥା ଦିଲ୍ଲୀର ପୂର୍ବତନ ମୁଖ୍ୟମନ୍ତ୍ରୀ ଶୀଲା ଦୀକ୍ଷିତଙ୍କ ଶେଷକୃତ୍ୟ ଆଜି ନୂଆଦିଲ୍ଲୀରେ ସମ୍ପନ୍ନ ହେବ। ଏନେଇ ନିଗମ୍‌ ବୋଧ୍‌ ଘାଟରେ ସମସ୍ତ ପ୍ରକାର ପ୍ରସ୍ତୁତି କରାଯାଇଛି। ତାଙ୍କ ପାର୍ଥିବ ଶରୀରକୁ କଂଗ୍ରେସ ମୁଖ୍ୟାଳୟ ନେବା ପୂର୍ବରୁ ଲୋକଙ୍କ ଶେଷ ଦର୍ଶନ ପାଇଁ ଦିଲ୍ଲୀର ନିଜାମୁଦ୍ଦିନ୍‌...

minor rape
୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ଅଭିଯୋଗ; ମୁମୂର୍ଷୁ ଅବସ୍ଥାରେ ଅଳିଆଗଦାରୁ ଉଦ୍ଧାର

ଅନୁଗୁଳ: ୮ ବର୍ଷର ନାବାଳିକାକୁ ଦୁଷ୍କର୍ମ ପରେ ଅଳିଆଗଦାରେ ଫୋପାଡ଼ି ଚାଲିଗଲା ଦୁର୍ବୃତ୍ତ! ଅନୁଗୁଳ ଜିଲ୍ଲାରେ ଏହି ଲଜ୍ଜାକର ଘଟଣା ଘଟିଛି। ଅନୁଗୁଳ ବସ୍‌ଷ୍ଟାଣ୍ଡ ନିକଟ ଏକ ଆହାର କେନ୍ଦ୍ର ପାଖରେ ଥିବା ଅଳିଆଗଦାରୁ ମୁମୂର୍ଷୁ ଅବସ୍ଥାରେ ନାବାଳିକାକୁ ଉଦ୍ଧାର କରାଯାଇଛି। ଅଭିଯୋଗ ଅନୁଯାୟୀ, ମହାରାଷ୍ଟ୍ରରୁ ଏକ ଯାଯାବର...

Chandrayaan 2
ଆସନ୍ତାକାଲି ଉତ୍‌କ୍ଷେପଣ ହେବ ‘ଚନ୍ଦ୍ରଯାନ-୨’

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ‘ଚନ୍ଦ୍ରଯାନ-୨’ ଆସନ୍ତାକାଲି ଉତ୍‌କ୍ଷେପଣ ହେବ। ଅପରାହ୍ନ ୨ଟା ୪୩ ମିନିଟ୍‌ରେ ଇସ୍ରୋ ଏହାକୁ ଲଞ୍ଚ୍‌ କରିବ। ଏନେଇ ‌ସମସ୍ତ ପ୍ରକାରର ପ୍ରସ୍ତୁତି ସରିଥିବା ଇସ୍ରୋ ପକ୍ଷରୁ ସୂଚନା ଦିଆଯାଇଛି। ଏଥର ‘ଚନ୍ଦ୍ରଯାନ-୨’ର ପ୍ରଣାଳୀ ଏବଂ ଯାନ୍ତ୍ରିକ ସ୍ତରରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି।...

exam
ଆଜି ସ୍ପେଶାଲ୍‌ OJEE: ୨୦ଟି ସହରର ୩୧ଟି ପରୀକ୍ଷା କେନ୍ଦ୍ରରେ ପରୀକ୍ଷା ଅନୁଷ୍ଠିତ

ଭୁବନେଶ୍ୱର: ସ୍ପେଶାଲ୍‌ ଓଜେଇଇ (ଓଡ଼ିଶା ଜଏଣ୍ଟ୍‌ ଏଣ୍ଟ୍ରାନ୍ସ ଏକଜାମିନେସନ୍‌ ) ଆଜି ଅନୁଷ୍ଠିତ ହୋଇଛି। ରାଜ୍ୟର ୨୦ଟି ସହରର ୩୧ଟି ପରୀକ୍ଷା କେନ୍ଦ୍ରରେ ଛାତ୍ରଛାତ୍ରୀ ଏହି ପରୀକ୍ଷା ଦେଇଛନ୍ତି। ଏହି ପରୀକ୍ଷା ପାଇଁ ମୋଟ ୧୭ ହଜାର ୬୭୯ ଜଣ ଛାତ୍ରଛାତ୍ରୀ ଆବେଦନ କରିଥିଲେ।  ବି.ଟେକ୍, ବି.ଫାର୍ମ, ଏମ୍‌ସିଏ...

udala
ରାତି ଅଧରେ ଡାକ୍ତରଖାନାରେ ଲଙ୍କାକାଣ୍ଡ

ଉଦଳା: ରାତି ଅଧରେ ଡାକ୍ତରଖାନାରେ ଲଙ୍କାକାଣ୍ଡ। ଡାକ୍ତରଖାନାକୁ ଚିକତ୍ସା ଲାଗି ଆସିଥିବା ୩ ଯୁବକଙ୍କୁ ନାଁ ପଚାରିବାରୁ ସେମାନେ ମେଡିକାଲ୍‌ ପରିସରରେ ଗଣ୍ଡଗୋଳ କରିଥିବା ଅଭିଯୋଗ ହୋଇଛି। ମୟୂରଭଞ୍ଜ ଜିଲ୍ଲା ଉଦଳା ଡାକ୍ତରଖାନାରେ ଏଭଳି ଘଟଣା ଘଟିଛି। ଗତକାଲି ରାତିରେ ତିନି ଜଣ ଯୁବକ ଦୁର୍ଘଟଣା ପରେ ଡାକ୍ତରଖାନା...

patkura
ପାଟକୁରାରେ ଭୋଟ୍‌ ଗ୍ରହଣ ପରେ ଉତ୍ତେଜନା

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ଆସନ ପାଇଁ ଗତକାଲି ଭୋଟ୍‌ ଗ୍ରହଣ ପରେ ଉତ୍ତେଜନା ପ୍ରକାଶ ପାଇଛି। ଗତକାଲି ରାତିରେ କେନ୍ଦ୍ରାପଡ଼ା କଲେଜ୍‌ରେ ହୋଇଥିବା ଷ୍ଟ୍ରଙ୍ଗ ରୁମ୍‌ରେ ଏହି ଉତ୍ତେଜନା ଦେଖିବାକୁ ମିଳିଛି। ସୂଚନା ଅନୁସାରେ, ଷ୍ଟ୍ରଙ୍ଗ ରୁମ୍‌ରେ ଇଭିଏମ୍ ଓ VVPAT ରଖିବା ପାଇଁ ପୋଲିଂ ଅଧିକାରୀ ପହଞ୍ଚିଥିଲେ।...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।