• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

nayagarh
ଯୁବକଙ୍କୁ ଅପହରଣ ପରେ ହତ୍ୟା ଘଟଣା; ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣଙ୍କ ଆତ୍ମସମର୍ପଣ

ନୟାଗଡ଼: ନୟାଗଡ଼ ଜିଲ୍ଲା ଶରଣକୁଳ ଥାନା ଅନ୍ତର୍ଗତ କଲ୍ୟାଣପୁର ଗାଁରେ ଯୁବକଙ୍କୁ ହତ୍ୟା ପରେ ପୋଡ଼ି ଦେବା ଘଟଣାରେ ମୁଖ୍ୟ ଅଭିଯୁକ୍ତ ସମେତ ୬ ଜଣ ଆତ୍ମସମର୍ପଣ କରିଛନ୍ତି। ମୁଖ୍ୟ ଅଭିଯୁକ୍ତ ହେଲେ ଗୋତିସାହି ପଞ୍ଚାୟତର ସରପଞ୍ଚଙ୍କ ପୁଅ ଜ୍ୟୋର୍ତିମୟ ମହାନ୍ତି ଓରଫ କାଳୁ। ପୂର୍ବରୁ ଏହି ଘଟଣାରେ ପୁଲିସ ବାଳକୃଷ୍ଣ...

maharathi
ମନ୍ତ୍ରୀଙ୍କ କଥା ବାଧିବାରୁ କାଲିଠାରୁ ଖାଇ ନାହାନ୍ତି ମହାରଥୀ!

ଭୁବନେଶ୍ୱର: ମନ୍ତ୍ରୀ ନିରଞ୍ଜନ ପୂଜାରୀଙ୍କ କଥା ବାଧିବାରୁ କାଲିଠାରୁ ଖାଇ ନାହାନ୍ତି ବୋଲି କହିଲେ ବିଜେଡି ବିଧାୟକ ପ୍ରଦୀପ ମହାରଥୀ। ଆଜି ଏପରି କିଛି ଢଙ୍ଗରେ ନିରଞ୍ଜନ ପୂଜାରୀଙ୍କୁ ପ୍ରଦୀପ ମହାରଥୀ ଜବାବ ଦେଇଛନ୍ତି। ଗତକାଲି ବିଧାନସଭା ଗୃହରେ ମହାରଥୀଙ୍କୁ ନିରଞ୍ଜନ ପୂଜାରୀ ସମାଲୋଚନା କରିଥିଲେ। ମନ୍ତ୍ରୀ କହିଥିଲେ,...

admission
ପ୍ରକାଶ ପାଇଲା ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ

ଭୁବନେଶ୍ୱର: ଯୁକ୍ତ ୩ ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ ମାର୍କ ଆଜି ପ୍ରକାଶ ପାଇଛି। ପ୍ରଥମ ପର୍ଯ୍ୟାୟ କଟ୍‌ ଅଫ୍‌ରେ ୧ ଲକ୍ଷ ୮୮ ହଜାର ୨୨୨ ଛାତ୍ରଛାତ୍ରୀଙ୍କ ନାଁ ପ୍ରକାଶ ପାଇଛି। ଚଳିତବର୍ଷ ମୋଟ୍‌ ୨ ଲକ୍ଷ ୧୦ ହଜାର ୪୪୬ ଛାତ୍ରଛାତ୍ରୀ ଯୁକ୍ତ ୩ରେ ନାମ...

chandrayaan 2
୨୨ରେ ଉତ୍‌କ୍ଷେପଣ ହେବ ବହୁ ପ୍ରତୀକ୍ଷିତ ‘ଚନ୍ଦ୍ରଯାନ-୨’

ନୂଆଦିଲ୍ଲୀ: ବହୁ ପ୍ରତୀକ୍ଷିତ ‘ଚନ୍ଦ୍ରଯାନ-୨’ ଚଳିତ ମାସ ୨୨ ତାରିଖରେ ଉତ୍‌କ୍ଷେପଣ ହେବ। ସେହିଦିନ ଅପରାହ୍ନ ୨ଟା ୪୩ ମିନିଟ୍‌ରେ ଇସ୍ରୋ ଏହାକୁ ଲଞ୍ଚ୍‌ କରିବ। ଏନେଇ ‌ଆଜି ଇସ୍ରୋ ବିଧିବଦ୍ଧ ଭାବେ ଟ୍ୱିଟ୍ କରି ସୂଚନା ଦେଇଛି। ଗତ ୧୫ ତାରିଖରେ ‘ଚନ୍ଦ୍ରଯାନ-୨’ର ଉତ୍‌କ୍ଷେପଣ ପାଇଁ ସମସ୍ତ...

bhubaneswar
ବ୍ରାଉନ ସୁଗର ବିକ୍ରି କରିବାକୁ ଆସି ନିର୍ଧୂମ ମାଡ଼ ଖାଇଲେ ବେପାରୀ

ଭୁବନେଶ୍ୱର: ମହଙ୍ଗା ପଡ଼ିଲା ବସ୍ତିରେ ବ୍ରାଉନ ସୁଗର ବିକ୍ରି କରିବା। ବସ୍ତି ବାସିନ୍ଦା ଜଣେ ବେପାରୀଙ୍କୁ ଧରି ନିର୍ଧୂମ ମାଡ଼ ମାରିବା ସହ ପୁଲିସ୍‌ ଜିମା ଦେଇଛନ୍ତି। ରାଜଧାନୀ ଭୁବନେଶ୍ୱର ସ୍ଥିତ ନୀଳଚକ୍ର ବସ୍ତିରେ ଆଜି ସକାଳେ ଏହି ଘଟଣା ଘଟିଛି। ଏହି ଘଟଣାରେ ପୁଲିସ୍ ଦୁଇ ଜଣଙ୍କୁ...

rain
ଆସନ୍ତା ୪୮ ଘଣ୍ଟା ମଧ୍ୟରେ ଘୂର୍ଣ୍ଣିବଳୟ ଲଘୁଚାପର ରୂପ ନେଇପାରେ; ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର: ରାଜ୍ୟର ଅଧିକାଂଶ ସ୍ଥାନରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବାର ସମ୍ଭାବନା ରହିଛି। ଘଡ଼ଘଡ଼ି ମଧ୍ୟ ମାରିବ। ଏଥିସହ ଦକ୍ଷିଣ ଓଡ଼ିଶାର କିଛି ଜିଲ୍ଲାରେ ପ୍ରବଳ ବର୍ଷା ହୋଇପାରେ। ଏହି ଜିଲ୍ଲା ଗୁଡ଼ି ହେଲା- ମାଲକାନଗିରି, କଳାହାଣ୍ଡି, କୋରାପୁଟ, ରାୟଗଡ଼ା, ଗଜପତି, ନବରଙ୍ଗପୁର, କନ୍ଧମାଳ ଓ...

bhadrak
ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ

ଭଦ୍ରକ: ପ୍ରେମୀ ଯୁଗଳଙ୍କ ଆତ୍ମହତ୍ୟା ଉଦ୍ୟମ। ଭଦ୍ରକ ଜିଲ୍ଲାରେ ଏହି ଘଟଣା ଘଟିଛି। ଗୁରୁତର ଅବସ୍ଥାରେ ସେମାନଙ୍କୁ ଭଦ୍ରକ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଏମାନେ ଯାଜପୁରର ବୋଲି ଜଣାପଡ଼ିଛି। ସୂଚନା ଅନୁସାରେ, ଏହି ପ୍ରେମୀ ଯୁଗଳ ୧୦ଦିନ ତଳେ ଫେରାର ହୋଇ ଯାଇଥିଲେ। ଏନେଇ ଝିଅ ଘର ପକ୍ଷରୁ...

baripada
ଭିଜିଲାନ୍ସ ଜାଲରେ ଇଞ୍ଜିନିୟର

ବାରିପଦା(ମାଣିକ ଲାଲ୍ ପାଣି): ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବାରିପଦା କ୍ଷୁଦ୍ର ଜଳସେଚନ ବିଭାଗର ଆସିଷ୍ଟାଣ୍ଟ ଏକ୍‌ଜିକ୍ୟୁଟିଭ ଇଞ୍ଜିନିୟର ହୁଦେଶ୍ୱର ବେହେରାଙ୍କ ଘରେ ଭିଜିଲାନ୍ସ ଚଢ଼ାଉ ହୋଇଛି। ଏକକାଳୀନ ୫ଟି ଜାଗାରେ ଚଢ଼ଉ ଚାଲିଛି। ଭୁବନେଶ୍ୱରରରେ ଏକ ଫ୍ଲାଟ୍‌, ବାରିପଦାରେ ଥିବା ଦୁଇ ମହଲା ଘର, ମୟୂରଭଞ୍ଜ...

IAF Man Donates
ପ୍ରତିରକ୍ଷା ବିଭାଗକୁ ୧ କୋଟି ଦାନ କଲେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ

ନୂଆଦିଲ୍ଲୀ: ଅବସର ନେବାର ଦୀର୍ଘ ୪୦ ବର୍ଷ ପରେ ଜଣେ ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ତାଙ୍କ ଚାକିରି ଜୀବନ କାଳ ମଧ୍ୟରେ ଯାହା ବି ସଞ୍ଚୟ କରିଥିଲେ, ସେସବୁକୁ ପ୍ରତିରକ୍ଷା ବିଭାଗକୁ ଦାନ କରିଛନ୍ତି। ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂଙ୍କୁ ଭେଟି ଅବସରପ୍ରାପ୍ତ ବାୟୁସେନା ଅଧିକାରୀ ସିବିଆର ପ୍ରସାଦ ଏହି ଅର୍ଥ ଦାନ...

kendrapara
କ୍ଷମା ମାଗିଲେ କେନ୍ଦ୍ରାପଡ଼ା ଏସ୍‌ପି

ଭୁବନେଶ୍ୱର: ଜଣେ କର୍ତ୍ତବ୍ୟରତ ସାମ୍ବାଦିକଙ୍କୁ ହାତ ଉଠାଇବା ଘଟଣାରେ କେନ୍ଦ୍ରାପଡ଼ା ଏସ୍‌ପି ନୀତି ଶେଖର କ୍ଷମା ପ୍ରାର୍ଥନା କରିଛନ୍ତି। ଭିଡ଼ ନିୟନ୍ତ୍ରଣ ବେଳେ ସେଠାରେ ଅଧିକ ଶବ୍ଦ ଥିବାରୁ ସେ ଉଚ୍ଚ ଗଳାରେ କଥା ହୋଇଥିଲେ ବୋଲି ଏସ୍‌ପି କହିଛନ୍ତି। ସେ ଆହୁରି କହିଛନ୍ତି, ସାମ୍ବାଦିକଙ୍କୁ ମୁଁ ଯଥେଷ୍ଟ ସମ୍ମାନ ଦିଏ।...

nabarangabur
ନବରଙ୍ଗପୁରରୁ ୧୨ଜଣ ଦାଦନ ଶ୍ରମିକ ଉଦ୍ଧାର

ନବରଙ୍ଗପୁର(ନବଘନ ବିଷୋୟୀ): ନବରଙ୍ଗପୁର ଜିଲ୍ଲାର ବିଭିନ୍ନ ସ୍ଥାନରୁ ବାହାର ରାଜ୍ୟକୁ ଚାଲାଣ ବେଳେ ୧୨ ଜଣ ଦାଦନ ଶ୍ରମିକଙ୍କୁ ନବରଙ୍ଗପୁର ପୁଲିସ୍‌ ଉଦ୍ଧାର କରିଛି। ଉଦ୍ଧାର ହୋଇଥିବା ଶ୍ରମିକଙ୍କ ମଧ୍ୟରେ ୭ ଜଣ ଝିଅ ଓ ୫ ଜଣ ପୁଅ ଅଛନ୍ତି। ସେମାନଙ୍କ ମଧ୍ୟରୁ ୩ ଜଣ ନାବାଳକ...

Capture
ନ୍ୟୁଜ୍‌ ଦେଖିବାକୁ ଯୁବତୀଙ୍କଠୁ ମୋବାଇଲ ମାଗି ‘ଏଚ୍‌ଡି ପର୍ଣ୍ଣ’ ସର୍ଚ୍ଚ କଲେ ଅଜଣା ବ୍ୟକ୍ତି

ମୁମ୍ବାଇ: ମୁମ୍ବାଇ କୋଠା ଭୁଶୁଡ଼ିବା ଘଟଣା ବାବଦରେ ଖବର ଜାଣିବା ନାମରେ ଅଜଣା ଯୁବତୀଙ୍କଠାରୁ ମୋବାଇଲ ମାଗିବା ପରେ ଜଣେ ବ୍ୟକ୍ତି ‘ଏଚ୍‌ଡି ପର୍ଣ୍ଣ’ ସର୍ଚ୍ଚ କରିବା ଘଟଣା ଏବେ ଟ୍ୱିଟରରେ ଚର୍ଚ୍ଚାର ବିଷୟ ପାଲଟିଛି। ସମ୍ପୃକ୍ତ ଯୁବତୀ ଜଣକ ଟ୍ୱିଟର୍‌ରେ ସେଦିନର ଘଟଣା ବାବଦରେ ବଖାଣିବା ପରେ...

accident
ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା; ୨ ମୃତ

କେନ୍ଦ୍ରାପଡ଼ା: କେନ୍ଦ୍ରାପଡ଼ା ସଦର ଥାନା ଅନ୍ତର୍ଗତ ଚାନ୍ଦୋଳ ଛକ ନିକଟରେ ଅଟୋ-ଟ୍ରକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ଜଣଙ୍କ ମୃତ୍ୟୁ ଘଟିଛି। ଏଥିରେ ଜଣେ ଗୁରୁତର ଭାବେ ଆହତ ହୋଇଛନ୍ତି। ତାଙ୍କୁ କେନ୍ଦ୍ରାପଡ଼ା ଜିଲ୍ଲା ମୁଖ୍ୟ ଚିକିତ୍ସାଳୟକୁ ସ୍ଥାନାନ୍ତର କରାଯାଇଛି। ମୃତକ ମାନେ ସ୍ଥାନୀୟ ବାଲିଆ ଅଞ୍ଚଳର ବୋଲି...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।