• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

odisha assembly
ବିଧାନସଭାରେ ପାଟକୁରା ନିର୍ବାଚନର ପ୍ରଭାବ: ଗୃହରେ ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ

ଭୁବନେଶ୍ୱର: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଆଜି ପ୍ରଚାର କରୁଥିବା ବେଳେ ଅଧିକାଂଶ ବିଧାୟକ, ମନ୍ତ୍ରୀ ଏଥିରେ ସାମିଲ ହୋଇଛନ୍ତି। ଫଳରେ  ବିଧାନସଭାରେ ଆଜି ଅଧିକାଂଶ ମନ୍ତ୍ରୀ, ବିଧାୟକ ଅନୁପସ୍ଥିତ ଅଛନ୍ତି। ଶାସକ ଦଳ ସଦସ୍ୟ ବସୁଥିବା ଅନେକ ଚେୟାର ଖାଲି ପଡ଼ିଛି। ଏପରିକି ମନ୍ତ୍ରୀମାନଙ୍କର...

mumbai
ମୁମ୍ବାଇରେ ୪ ମହଲା କୋଠା ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ିବା ଘଟଣାରେ ମୃତକଙ୍କ ସଂଖ୍ୟା ୧୪କୁ ବୃଦ୍ଧି ପାଇଛି। ଆହୁରି ଅନେକ ଲୋକେ ଫସି ରହିଥିବା ଆଶଙ୍କା କରାଯାଉଛି। ଫସି ରହିଥିବା ଲୋକଙ୍କୁ ଉଦ୍ଧାର ପାଇଁ ଗତକାଲି ରାତି ସାରା ଉଦ୍ଧାର କାର୍ଯ୍ୟ ଜାରି ରହିଥିଲା। ...

accident
କୋଲକାତାରେ ୫ ଓଡ଼ିଆ ଯୁବକଙ୍କ ମୃତ୍ୟୁ

କୋଲକାତା/ଭୁବନେଶ୍ୱର: କୋଲକାତା ଧୂଲାଗଡ଼ ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୫ଜଣ ଓଡ଼ିଆ ଯୁବକଙ୍କ ମୃତ୍ୟୁ ହୋଇଥିବା ସୂଚନା ମିଳିଛି। ଦୁର୍ଘଟଣାରେ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ସ୍ଥାନୀୟ ଏକ ମେଡିକାଲ୍‌ରେ ଭର୍ତ୍ତି କରାଯାଇଛି। ସମସ୍ତ ମୃତାହତ ଯାଜପୁର ଓ ଭଦ୍ରକ ଅଞ୍ଚଳର ବୋଲି ସୂଚନା ମିଳିଛି।...

bjp congress
ଶ୍ରୀଲଙ୍କାରେ ପ୍ରସ୍ତାବିତ ମାତା ସୀତାଙ୍କ ମନ୍ଦିର ନିର୍ମାଣକୁ ନେଇ ବିଜେପି-କଂଗ୍ରେସ ମୁହାଁମୁହିଁ

ଭୋପାଲ: ଶ୍ରୀଲଙ୍କାରେ ପ୍ରସ୍ତାବିତ ମାତା ସୀତାଙ୍କ ମନ୍ଦିର ନିର୍ମାଣ ନେଇ ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂହ ଚୌହ୍ୱାନ ଓ ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ କମଲନାଥଙ୍କ ମଧ୍ୟରେ କଥା କଟାକଟି ପରିସ୍ଥିତି ସୃଷ୍ଟି ହୋଇଛି। ମାତା ସୀତା ଅପହରଣ ହୋଇଥିଲେ କି ନାହିଁ, ତା’ର ତଦନ୍ତ କରିବାକୁ ଶ୍ରୀଲଙ୍କାକୁ ମଧ୍ୟ ପ୍ରଦେଶର କମଲନାଥ...

hi tech
ହାଇଟେକ୍ ଜମି ଠକେଇ ମାମଲା: କ୍ଷତିଗ୍ରସ୍ତଙ୍କୁ ମିଳିବ ଜମା ଟଙ୍କା

କଟକ: ହାଇଟେକ୍ ଜମି ଠକେଇ ମାମଲାରେ କ୍ଷତିଗ୍ରସ୍ତଙ୍କୁ ଜମା ଟଙ୍କା ମିଳିବ। ସଂସ୍ଥାର ଜମା ଥିବା ୬୩ କୋଟି ୫୫ ଲକ୍ଷ ୪୯ ହଜାର ଟଙ୍କା କ୍ଷତିଗ୍ରସ୍ତଙ୍କ ମଧ୍ୟରେ ବାଣ୍ଟିବାକୁ କଟକର ସ୍ୱତନ୍ତ୍ର ଚିଟ୍‌ଫଣ୍ଡ ଅଦାଲତ ନିର୍ଦ୍ଦେଶ ଦେଇଛନ୍ତି। ହାଇଟେକ୍ କମ୍ପାନୀ ଦ୍ୱାରା ଠକେଇର ଶିକାର ହୋଇଥିବା ୨୧...

bolangir
ଗିରଫ ହେଲେ ଦବଙ୍ଗ କନଷ୍ଟେବଲ୍‌; ଥାନାରେ ମହିଳାଙ୍କୁ ମାଡ଼ ମାରିଥିବା ଅଭିଯୋଗ

ବଲାଙ୍ଗିର: ବଲାଙ୍ଗିରରେ ପୁଲିସ୍‌ କନଷ୍ଟେବଲଙ୍କ ଦବଙ୍ଗଗିରି ଦେଖିବାକୁ ମିଳିଛି। ଜମି ବିବାଦକୁ ନେଇ ଜଣେ ବିଧବା ମହିଳାଙ୍କୁ ଥାନାରେ ମାଡ଼ ମରାଯାଇଥିବା ଅଭିଯୋଗ ହୋଇଛି। ଗତକାଲି ରାତିରେ ବଲାଙ୍ଗିର ଟାଉନ୍ ଥାନାରେ ଏହି ଘଟଣା ଘଟିଛି। ଆକ୍ରମଣର ଶିକାର ହୋଇଥିବା ମହିଳା ଏନେଇ ଥାନାରେ ଅଭିଯୋଗ କରିଛନ୍ତି। ଏହି...

encounter
ଜୟପୁରରେ ଏନ୍‌କାଉଣ୍ଟର; କୁଖ୍ୟାତ ଅପରାଧୀ ଆହତ

ଜୟପୁର(ଟି.ଗୌରିଶଙ୍କର): ଜୟପୁର ଟାଉନ ଥାନା ଅନ୍ତର୍ଗତ ହାତୀଶାଳ ଛକରେ ପୁଲିସ୍‌ ଏନକାଉଣ୍ଟରରେ କୁଖ୍ୟାତ ଅପରାଧୀ କାବୁଲ୍‌ ଖରା ଆହତ ହୋଇଛି। ତା’ର ଡାହାଣ ଗୋଡ଼ରେ ଗୁଳି ବାଜିଛି। ତାକୁ ଜୟପୁର ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଆଜି ଭୋର୍‌ ପ୍ରାୟ ସାଢ଼େ ୪ଟା ସମୟରେ ଏହି ଏନକାଉଣ୍ଟର ହୋଇଥିଲା।...

golden man
ଚର୍ଚ୍ଚାରେ ପୁନେର ଏହି ଗୋଲ୍ଡ ମ୍ୟାନ୍‌

ପୁନେ: ମହାରାଷ୍ଟ୍ର ପୁନେର ଗୋଲ୍ଡ ମ୍ୟାନ୍‌ ପ୍ରଶାନ୍ତ ସପକଲ୍‌ଙ୍କୁ ନେଇ ଏବେ ଚର୍ଚ୍ଚା।  ସେ ପିନ୍ଧୁଥିବା ସୁନା ଅଳଙ୍କାରକୁ ନେଇ ଏବେ ସମସ୍ତଙ୍କ ଚର୍ଚ୍ଚାକୁ ଆସିଛନ୍ତି। ବଲିଉଡ ସଙ୍ଗୀତ ନିର୍ଦ୍ଦେଶକ ବାପି ଲହରୀଙ୍କ ଠାରୁ ଅନୁପ୍ରାଣିତ ହୋଇ ସେ ଏତେ ପରିମାଣର ସୁନା ପିନ୍ଧୁଥିବା କହିଛନ୍ତି। ପିନ୍ଧୁଥିବା ସୁନାର...

rain
ବର୍ଷା ସହ ବଜ୍ରପାତ ସମ୍ଭାବନା ନେଇ ସତର୍କ କଲା ପାଣିପାଗ ବିଭାଗ

ଭୁବନେଶ୍ୱର: ରାଜ୍ୟର ଦୁଇଟି ଜିଲ୍ଲାରେ ଆଜି ସ୍ୱଳ୍ପରୁ ମଧ୍ୟମ ଧରଣର ବର୍ଷା ହେବ। ଏହା ସହିତ ବଜ୍ରପାତ ମଧ୍ୟ ହେବାର ସମ୍ଭାବନା ରହିଛି। ଏନେଇ ଭୁବନେଶ୍ୱର ସ୍ଥିତ ଆଞ୍ଚଳିକ ପାଣିପାଗ ବିଭାଗ ପକ୍ଷରୁ ସତର୍କ ସୂଚନା ଜାରି କରାଯାଇଛି। ଏହି ଦୁଇ ଜିଲ୍ଲା ହେଉଛି- ଗଞ୍ଜାମ ଓ ଗଜପତି। ଦୁଇ...

kendrapara
ତିନି ମୁହାଣି ଗୁଳିକାଣ୍ଡ ଘଟଣାର ପ୍ରତିବାଦରେ କେନ୍ଦ୍ରାପଡ଼ାରେ ବନ୍ଦ ଡାକରା

କେନ୍ଦ୍ରାପଡ଼ା: ପାଟକୁରା ବିଧାନସଭା ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଛି। ସବୁ ରାଜନୈତିକ ଦଳଙ୍କ ଫୋକସ୍‌ରେ ଏବେ ପାଟକୁରା। ବିଜେଡି ପକ୍ଷରୁ ମଧ୍ୟ ହାଇଭୋଲଟେଜ୍ ପ୍ରଚାର ଚାଲିଥିବା ବେଳେ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ ରହିଛି। ଗୋଟିଏପଟେ ଆଜି ମୁଖ୍ୟମନ୍ତ୍ରୀଙ୍କ ପାଟକୁରା ଗସ୍ତ କାର୍ଯ୍ୟକ୍ରମ...

lunar eclipse
ଭାରତ ସମେତ ବିଭିନ୍ନ ଦେଶରେ ଦୃଶ୍ୟମାନ ହେଲା ଆଂଶିକ ଚନ୍ଦ୍ର ଗ୍ରହଣ

ନୂଆଦିଲ୍ଲୀ: ଭାରତ ସମେତ ପୃଥିବୀର ବିଭିନ୍ନ ଦେଶରେ ଆଂଶିକ ଚନ୍ଦ୍ର ଗ୍ରହଣ ଦୃଶ୍ୟମାନ ହୋଇଛି। ଗୁରୁ ପୂର୍ଣ୍ଣିମାରେ ପ୍ରାୟ ତିନି ଘଣ୍ଟା ଧରି ଆଂଶିକ ଚନ୍ଦ୍ରଗ୍ରହଣ ହୋଇଥିଲା। ରାତି ୧ଟା ୩୧ ମିନିଟ୍‌ରୁ ଗ୍ରହଣ ଆରମ୍ଭ ହୋଇ ଭୋର୍ ୪ଟା ୨୯ ପର୍ଯ୍ୟନ୍ତ ରହିଥିଲା। ରାତି ୩ଟାରେ ଏହା...

road
ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ୍‌ ରୁମ୍

ଭୁବନେଶ୍ୱର: ରାଜ୍ୟରେ ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ଚାଲିଥିବା ନିମ୍ନମାନର ରାସ୍ତାକାମ ଅଭିଯୋଗ ପାଇଁ ଖୋଲିବ କଣ୍ଟ୍ରୋଲ ରୁମ୍। ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡ଼କ ଯୋଜନାରେ ନିମ୍ନମାନର କାମ ନେଇ ବିଧାୟକଙ୍କ ଉଦ୍‌ବେଗ ପରେ ବିଭାଗୀୟ ମନ୍ତ୍ରୀ ସୁଶାନ୍ତ ସିଂହ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି,“କଣ୍ଟ୍ରୋଲ ରୁମରେ ଏକ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।