• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜର ...more

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।

less

Posts by

bhubaneswar
ତେଜିଲା ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବି

ଭୁବନେଶ୍ୱର: ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ଦାବିରେ ଆଜି ଲୋୟର ପିଏମ୍‌ଜିରେ ବଲାଙ୍ଗିର ଓକିଲ ସଂଘ ଓ ମିଳିତ କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ବିଶାଳ ଶୋଭାଯାତ୍ରା କରାଯାଇଛି। ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ବାରମ୍ବାର ଦାବି ସତ୍ତ୍ୱେ ମଧ୍ୟ ସରକାର କର୍ଣ୍ଣପାତ ନ କରିବା...

mumbai
ମୁମ୍ବାଇରେ ୪ ମହଲା କୋଠା ଭୁଶୁଡ଼ି ୧୨ ମୃତ, ଏବେବି ୪୦ରୁ ଅଧିକ ଲୋକ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଶେଷ ଖବର ସୁଦ୍ଧା ଭଗ୍ନାବଶେଷ ତଳୁ ୧୨ ଜଣଙ୍କ ମୃତଦେହ ଉଦ୍ଧାର କରାଯାଇଛି। ଉଦ୍ଧାରକାରୀ ଦଳ ୫ ଜଣଙ୍କୁ ଜୀବନ୍ତ ଉଦ୍ଧାର କରିଛନ୍ତି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ...

aircraft
ଶେଷରେ ଭାରତ ପାଇଁ ଆକାଶ ମାର୍ଗ ଖୋଲିଲା ପାକିସ୍ତାନ

ଇସ୍‌ଲାମାବାଦ: ବାଲାକୋଟ ଏୟାର ଷ୍ଟ୍ରାଇକ୍‌ ପରେ ପାକିସ୍ତାନ ସରକାର ତାଙ୍କ ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ବନ୍ଦ କରିଦେଇଥିଲେ। ତେବେ ୧୪୦ ଦିନ ପରେ ଆଜି ସକାଳେ ପାକିସ୍ତାନ ସରକାର ଶେଷରେ ଏହି ଆକାଶ ମାର୍ଗକୁ ଭାରତୀୟ ବିମାନଗୁଡ଼ିକ ପାଇଁ ଖୋଲିଛନ୍ତି। ଏଥିସହ ଭାରତୀୟ ବିମାନ ଉପରେ...

odisha assembly
ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ବିଧାନସଭାରେ ହଟ୍ଟଗୋଳ

ଭୁବନେଶ୍ୱର: ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପ୍ରସଙ୍ଗକୁ ନେଇ ଆଜି ବିଧାନସଭାରେ ହଟ୍ଟଗୋଳ ସୃଷ୍ଟି ହୋଇଛି। ଫଳରେ ୩ଟା ଯାଏ ଗୃହ ମୁଲତବି ହୋଇଥିଲା। କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଏହି ପ୍ରସଙ୍ଗ ଉଠାଇ କହିଥିଲେ, ବଲାଙ୍ଗିରରେ ହାଇକୋର୍ଟର ସ୍ଥାୟୀ ବେଞ୍ଚ ପ୍ରତିଷ୍ଠା ପାଇଁ ଯଶଓ୍ୱନ୍ତ...

puri
ପୁରୀ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟରମାଇଣ୍ଡ ସମେତ ୬ ଗିରଫ

ଭୁବନେଶ୍ୱର: ପୁରୀ ପଟ୍ଟନାୟକିଆ ଛକରେ ଟ୍ରିପଲ୍ ମର୍ଡର ଘଟଣାରେ ମାଷ୍ଟର ମାଇଣ୍ଡ ସମେତ ୬ ଜଣଙ୍କୁ ପୁଲିସ୍‌ ଗିରଫ କରିଛି। ଏନେଇ ବିଧିବଦ୍ଧ ଭାବେ ଡିଜିପି ଆରପି ଶର୍ମା ସୂଚନା ଦେଇଛନ୍ତି। ରବିବାର ଦିନ ପଟ୍ଟନାୟକିଆ ଛକ ନିକଟରେ ବିଚ୍ ରାସ୍ତାରେ ଗୋଟିଏ ପରିବାରର ତିନି ଜଣଙ୍କୁ ଗୋଡାଇ...

pm modi
ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ତାଲିକା ମାଗିଲେ ମୋଦି

ନୂଆଦିଲ୍ଲୀ: ସଂସଦରେ ଅନୁପସ୍ଥିତ ରହୁଥିବା ମନ୍ତ୍ରୀଙ୍କ ଉପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ଷୁବ୍ଧ ହୋଇଛନ୍ତି। ଯେଉଁ ମନ୍ତ୍ରୀମାନେ ସଂସଦରେ ଅନୁପସ୍ଥିତ ରହୁଛନ୍ତି ସେମାନଙ୍କ ତାଲିକା ପ୍ରତିଦିନ ସନ୍ଧ୍ୟାରେ ଦେବାକୁ ଆଜି ପ୍ରଧାନମନ୍ତ୍ରୀ ନିର୍ଦ୍ଦେଶ ଦେଇଛନ୍ତି। ଅନୁପସ୍ଥିତ ମନ୍ତ୍ରୀଙ୍କ ତାଲିକା ଦେବାକୁ ବିଜେପି ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ମୋଦି...

mumbai
ମୁମ୍ବାଇରେ ଭୁଶୁଡ଼ିଲା ୪ ମହଲା କୋଠା, ଭଗ୍ନାବଶେଷ ତଳେ ୪୦ରୁ ୫୦ ଜଣ ଫସିଥିବା ଆଶଙ୍କା

ମୁମ୍ବାଇ: ମୁମ୍ବାଇର ଜନଗହଳିପୂର୍ଣ୍ଣ ଡୋଙ୍ଗ୍ରୀ ଅଞ୍ଚଳରେ ଏକ ୪ ମହଲା କୋଠା ଭୁଶୁଡ଼ି ପଡ଼ିଛି। ଆଜି ସକାଳ ୧୧ଟା ୪୦ ମିନିଟ୍‌ରେ ଏହି ଅଘଟଣ ଘଟିଥିବା ଜଣାପଡ଼ିଛି। ଏହି ଘଟଣା ପରେ ଉଦ୍ଧାର କାର୍ଯ୍ୟ ଜୋରଦାର ଆରମ୍ଭ ହୋଇଛି। ମିଳିଥିବା ସୂଚନା ଅନୁସାରେ, ଭଗ୍ନାବଶେଷ ତଳେ ୪୦ରୁ ୫୦...

kalahandi
ମିଳିଲାନି ମହାପ୍ରୟାଣ ଗାଡ଼ି; ସ୍ତ୍ରୀର ମୃତଦେହକୁ ଭାରରେ ବୋହିଲେ ସ୍ୱାମୀ

ଭବାନୀପାଟଣା: ପୁଣି ଭାରରେ ବୁହା ହେଲା ମୃତଦେହ। ମହାପ୍ରୟାଣ ଗାଡ଼ି ନ ଥିବାରୁ ଭାରରେ ପତ୍ନୀଙ୍କ ମୃତଦେହକୁ ତାଙ୍କ ସ୍ୱାମୀ ଓ ପରିବାର ଲୋକେ ବୋହିଛନ୍ତି। କଳାହାଣ୍ଡି ଜିଲ୍ଲା ଥୁଆମୂଳ ରାମପୁର ବ୍ଲକ୍ ଅଞ୍ଚଳରେ ଏହି ଘଟଣା ଘଟିଛି। ମୃତକ ହେଲେ ବାଲିଛ଼ଡ଼ା ଗାଁର ନିଗିଡି ମାଝୀ। ଏହି ଘଟଣାକୁ...

ରେଭେନ୍ସା ବିଶ୍ୱବିଦ୍ୟାଳୟରୁ ରାଜନୀତି ବିଜ୍ଞାନରେ ଡିଗ୍ରୀ ହାସଲ ପରେ ବିଜେବି କଲେଜରୁ ସାମ୍ବାଦିକତାରେ ମାଷ୍ଟର ଡିଗ୍ରୀ ହାସଲ। ପ୍ରିଣ୍ଟ୍ ଓ ଡିଜିଟାଲ୍‌ ମିଡିଆରେ ୫ ବର୍ଷରୁ ଅଧିକ ସମୟ କାର୍ଯ୍ୟ କରିବାର ଅଭିଜ୍ଞତା। ସ୍ପେଶାଲ୍‌ ନ୍ୟୁଜ୍‌ ଓ ମନୋରଞ୍ଜନ ଖବର ପରିବେଷଣ କରିବାର ଦକ୍ଷତା ରହିଛି।