• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English
Ranjeet Kumar Jena

Ranjeet Kumar Jena

Editor

Posts by Ranjeet Kumar Jena

naidu
ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ

ନୂଆଦିଲ୍ଲୀ: ଭାରତର ଉପରାଷ୍ଟ୍ରପତି ଭେଙ୍କୟା ନାଇଡୁ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ମଙ୍ଗଳବାର ତାଙ୍କର କରୋନା ଟେଷ୍ଟ କରାଯାଇଥିଲା ଏବଂ ତାଙ୍କର ରିପୋର୍ଟ ପଜିଟିଭ୍ ଆସିଛି। ଏ ନେଇ ଉପରାଷ୍ଟ୍ରପତିଙ୍କ ଅଫିସିଆଲ୍ ଟୁଇଟର ଆକାଉଣ୍ଟରେ  ସୂଚନା ଦିଆଯାଇଛି। The Vice President of India who underwent a routine...

babri
ବାବ୍ରୀ ମସଜିଦ୍ ରାୟକୁ ନେଇ ପାକିସ୍ତାନ ରଖିଲା ପ୍ରତିକ୍ରିୟା

ନୂଆଦିଲ୍ଲୀ: ଡିସେମ୍ବର ୬, ୧୯୯୨ରେ ଅଯୋଧ୍ୟାରେ ବାବ୍ରୀ ମସଜିଦ ଭଙ୍ଗା ଘଟଣାରେ ସ୍ୱତନ୍ତ୍ର ସିବିଆଇ କୋର୍ଟ ସମସ୍ତ ୩୨ ଅଭିଯୁକ୍ତଙ୍କୁ ଦୋଷମୁକ୍ତ କରିଛନ୍ତି। ଏହି ମାମଲାରେ ବିଜେପିର ବରିଷ୍ଠ ନେତା ଲାଲକୃଷ୍ଣ ଆଡଭାନୀ, ମୁରଲୀ ମନୋହର ଯୋଶୀ ଓ ଉମା ଭାରତୀଙ୍କ ସମେତ ଅନେକଙ୍କୁ ଅଭିଯୁକ୍ତ କରାଯାଇଥିଲା। ତେବେ...

ipl13
ଟସ୍ ଜିତିଲେ ସ୍ମିଥ୍, ପ୍ରଥମେ ବ୍ୟାଟିଂ କରିବ କେକେଆର୍

ଦୁବାଇ: ଲଗାତର ଦୁଇଟି ମ୍ୟାଚ୍ ଜିତିସାରିଥିବା ଷ୍ଟିଭେନ୍ ସ୍ମିଥଙ୍କ ରାଜସ୍ଥାନ ରୟାଲ୍ସ ତା’ର ମୁକାବିଲାରେ କୋଲକାତା ନାଇଟ୍ ରାଇଡର୍ସକୁ ଭେଟୁଛି। ବୁଧବାର ଖେଳାଯାଉଥିବା ଏହି ମୁକାବିଲାରେ ରାଜସ୍ଥାନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫଳରେ କେକେଆର୍ ଟିମ୍ ପ୍ରଥମେ ବ୍ୟାଟିଂ କରିବ। ଏହି ମ୍ୟାଚ୍...

corona1
ଦିନକରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର: ରାଜ୍ୟରେ ଲଗାତର କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ଏହିକ୍ରମରେ ଗତ ୨୪ ଘଣ୍ଟାରେ ରାଜ୍ୟରେ ୪୨୧୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ସୁସ୍ଥ ସଂଖ୍ୟା ୧୮୫୭୦୦ରେ ପହଞ୍ଚିଛି। ଏ ନେଇ ସ୍ୱାସ୍ଥ୍ୟ ବିଭାଗ ଟୁଇଟ୍...

gill
ରାଜସ୍ଥାନ ଆଗରେ ୧୭୫ ରନର ଟାର୍ଗେଟ୍ ରଖିଲା କେକେଆର୍

ଦୁବାଇ: ଚଳିତ ଆଇପିଏଲର ଦ୍ୱାଦଶ ମୁକାବିଲାରେ ମୁହାଁମୁହିଁ ହୋଇଛନ୍ତି ରାଜସ୍ଥାନ ରୟାଲ୍ସ ଓ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍)। ଏହି ମ୍ୟାଚରେ କେକେଆର୍ ପ୍ରଥମେ ବ୍ୟାଟିଂ କରି ୨୦ ଓଭରରେ ୬ ୱିକେଟ୍‌ ହରାଇ ୧୭୪ ରନ୍ କରିଛି। ଦଳ ପକ୍ଷରୁ ଶୁବମାନ ଗିଲ୍‌ ସର୍ବାଧିକ ୪୭ (୩୪...

parrot
ପର୍ଯ୍ୟଟକଙ୍କୁ ଗାଳିଗୁଲଜ କରୁଥିଲେ ଶୁଆ, ନିଆଗଲା ଏମିତି କାର୍ଯ୍ୟାନୁଷ୍ଠାନ

ଲଣ୍ଡନ: ଆପଣମାନେ ଶୁଆ କଥା କହୁଥିବାର ନିଶ୍ଚୟ ଜାଣିଥିବେ। ଲୋକେ ସେମାନଙ୍କୁ ଘରେ ରଖିବା ସହ ସେମାନଙ୍କୁ ବିଭିନ୍ନ କଥା ଶିଖାଇଥାନ୍ତି। ତେଣୁ ଶୁଆର ଡାକ ପାଇଁ ସମସ୍ତେ ସେମାନଙ୍କୁ ଭଲ ପାଆନ୍ତି ଏବଂ ଘରେ ଜଣେ ସଦସ୍ୟ ଭଳି ଦେଖି ଥାନ୍ତି। ତେବେ ବ୍ରିଟେନର ଏକ ଘଟଣା...

robin
ବଡ଼ ଭୁଲ୍ କରିଦେଲେ ରବିନ୍ ଉଥାପ୍ପା! ଭାଙ୍ଗିଲେ ଆଇସିସି ଗାଇଡଲାଇନ୍

ଦୁବାଇ: ଚଳିତ ଆଇପିଏଲରେ ରାଜସ୍ଥାନ ରୟାଲ୍ସ ପକ୍ଷରୁ ଖେଳୁଥିବା ରବିନ୍ ଉଥାପ୍ପା ବଡ଼ ଭୁଲ୍ କରି ଦେଇଛନ୍ତି। ବୁଧବାର ଆଇପିଏଲରେ କୋଲକାତା ନାଇଟ୍ ରାଇଡର୍ସ (କେକେଆର୍) ବିପକ୍ଷ ମ୍ୟାଚରେ ଉଥାପ୍ପାଙ୍କୁ ବଲରେ ଲାଳ ଲଗାଉଥିବା ଦେଖିବାକୁ ମିଳିଛି, ଯାହା ସେ ଆଇସିସିର କୋଭିଡ୍-୧୯ ଗାଇଡଲାଇନର ଉଲ୍ଲଙ୍ଘନ କରିଛନ୍ତି। ଏହି...

lord-sri-krishan
୨୦୧୫ର ଭଗବାନ ଶ୍ରୀକୃଷ୍ଣଙ୍କ ଚିତ୍ରକଳାକୁ ନେଇ ପୁଣି ବିବାଦ, କାର୍ଯ୍ୟାନୁଷ୍ଠାନ ଦାବି କଲା ଇସ୍କନ୍

ଗୌହାଟୀ: ୨୦୧୫ରେ ଆସାମର ଆର୍ଟିଷ୍ଟ ଆକ୍ରାମ ହୁସେନ୍ ଭଗବାନ ଶ୍ରୀକୃଷ୍ଣଙ୍କର ଏକ ଚିତ୍ରକଳା ଅଙ୍କନ କରିଥିଲେ, ଯାହାକୁ ନେଇ ଏବେ ପୁଣିଥରେ ବିବାଦ ଦେଖା ଦେଇଛି। ଏହି ଚିତ୍ରକଳାରେ ଦେଖିବାକୁ ମିଳିଛି ଯେ ଶ୍ରୀକୃଷ୍ଣ ଏକ ବାର୍‌ରେ ଅଛନ୍ତି ଏବଂ ତାଙ୍କ ଚତ୍ତୁର୍ପାଶ୍ୱରେ କିଛି ଯୁବତୀ ବିକିନି ପିନ୍ଧି...

kandhamal
ନବଜାତ ଶିଶୁକୁ ବେଆଇନ ହସ୍ତାନ୍ତର, ଶିଶୁକୁ ଉଦ୍ଧାର କଲା ପ୍ରଶାସନ

କନ୍ଧମାଳ: କନ୍ଧମାଳ ଜିଲ୍ଲା ଖଜୁରୀପଡ଼ା ଥାନା ଅଞ୍ଚଳରେ ଜଣେ ନବଜାତ ଶିଶୁକୁ ତା’ ବାପା ବେଆଇନ ଭାବେ ଅନ୍ୟ ଦମ୍ପତିଙ୍କୁ ହସ୍ତାନ୍ତର କରିଥିବାର ଖବର ପ୍ରକାଶିତ ହେବା ପରେ ଜିଲ୍ଲା ପ୍ରଶାସନର ମିଳିତ ଟିମ ସେହି ଶିଶୁକୁ ଉଦ୍ଧାର କରିଛି। ଖଜୁରୀପଡ଼ା ଥାନାରେ ଚାଇଲ୍ଡ ଲାଇନ୍ ତରଫରୁ ଏକ...

rafeal
ଆସନ୍ତାକାଲି ଭାରତରେ ପହଞ୍ଚିବ ରାଫେଲ୍

ନୂଆଦିଲ୍ଲୀ: ସବୁ ପ୍ରତୀକ୍ଷାର ଅନ୍ତ ଘଟାଇ ଆସନ୍ତାକାଲି ଭାରତ ପହଞ୍ଚିବ ରାଫେଲ ଫାଇଟର ପ୍ଲେନ୍। ଫ୍ରାନ୍ସରୁ ଉଡ଼ାଣ ଆରମ୍ଭ କରିଥିବା ୫ଟି ରାଫେଲ୍ ୭୩୬୪ କିଲୋମିଟରର ଲମ୍ବା ଯାତ୍ରା ପରେ ହରିଆଣା ଅମ୍ବାଲା ଏୟାରବେସରେ ପହଞ୍ଚିବ। ବାୟୁସେନାର ୧୨ ଜଣ ଯୋଦ୍ଧା ପାଇଲଟ୍ ଏହାକୁ ଉଡ଼ାଇ ଆଣୁଛନ୍ତି। ରାସ୍ତାରେ...