• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ...more

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି

less

Posts by

market building
୧୯ ଦିନର ଟଣାଓଟରା ପରେ ଖୋଲିଲା ମାର୍କେଟ୍ ବିଲଡିଂ; ବସିପାରିବେନି ଅସ୍ଥାୟୀ ବ୍ୟବସାୟୀ

ଖୋଲିଲା ରାଜଧାନୀର ମାର୍କେଟ ବିଲ୍ଡିଂ । ବିଏମସିର ଲିଖିତ ପ୍ରତିଶ୍ରୁତି ପରେ ୧୯ ଦିନ ପରେ ପୁଣି ଚଳଚଂଚଳ ହୋଇ ଉଠିଛି ୟୁନିଟ-୨ ମାର୍କେଟ ବିଲ୍ଡିଂ । ଆଜି ସକାଳୁ ପ୍ରଥମେ ଛୋଟ ରେଡିମେଡ୍ ଦୋକାନ ଖୋଲିଥିବା ବେଳେ ସନ୍ଧ୍ୟାରେ ସୋରୁମ୍ ମଧ୍ୟ ଖୋଲିଛି । ନିଷ୍ପତ୍ତି ଅନୁସାରେ...

Organ Donation Day
ଆଜି ବି ଅଙ୍ଗଦାନ କରି ନିଜର ଅମର କାହାଣୀ ଲେଖି ଦେଇ ଯାଇଛନ୍ତି ଅନେକ ଅଙ୍ଗଦାତା

ରାଜ୍ୟରେ ମାସକରେ ସାମ୍ନାକୁ ଆସୁଛି ୫ରୁ ୬ ଅଙ୍ଗ ପ୍ରତିରୋପଣ ମାମଲା । ହେଲେ ଆବଶ୍ୟକତା ଅନୁଯାୟୀ କମ୍ ପଡୁଛି ଅଙ୍ଗଦାତାଙ୍କ ସଂଖ୍ୟା । ଯାହାକୁ ନେଇ ଜାତୀୟ ଅଙ୍ଗଦାନ ଦିବସ ଅବସରରେ ଚିନ୍ତା ପ୍ରକାଶ ପାଇଛି । କିନ୍ତୁ ଆଜି ବି ଅଙ୍ଗଦାନ କରି ନିଜର ଅମର...

Union Home Minister Amit Shah
କାଲି ଓଡ଼ିଶା ଆସୁଛନ୍ତି ଅମିତ ଶାହ: ୨୪ ପାଇଁ ଦଳୀୟ କର୍ମକର୍ତ୍ତାଙ୍କୁ ଦେବେ ଗୁରୁମନ୍ତ୍ର

କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହଙ୍କ ଅଚାନକ ଓଡ଼ିଶା ଗସ୍ତ କାର୍ଯ୍ୟକ୍ରମକୁ ନେଇ ଚର୍ଚ୍ଚା। କାଲିଠାରୁ ଶାହ ଦୁଇଦିନିଆ ଓଡ଼ିଶା ଗସ୍ତରେ ଆସୁଥିବା ବେଳେ ବିଭିନ୍ନ ସରକାରୀ କାର୍ଯ୍ୟକ୍ରମରେ ଯୋଗଦେବେ। ମୁଖ୍ୟମନ୍ତ୍ରୀ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଷ୍ଟେଜ୍ ସେୟାର କରିବେ। ତେବେ ନିକଟରେ କେନ୍ଦ୍ର ବିରୋଧରେ ଅନାସ୍ଥା ପ୍ରସ୍ତାବକୁ...

 Heavy Rainfall
ବୁଡାଇ ଦେଲା ବର୍ଷା : ଛାରଖାର ହେଲା ଚାଷୀର ସ୍ୱପ୍ନ, ଋଣ ଟଙ୍କା ସୁଝିବ କେମିତି ?

ବର୍ଷା ଆଣିଲା ବିପତ୍ତି । ଉଜାଡିଦେଇଛି ଚାଷୀର ସୁନାର ଫସଲ । କେଉଁଠି ତଳି ପଡିଥିବା ଧାନ ବିଲରେ ପାଣି ପଶି ଫସଲ ଧୋଇ ଯାଇଛି ତ କେଉଁଠି ବେକେ ପାଣିରେ ବୁଡି ରହିଛି ପନିପରିବା ଫସଲ । ଚାଷ ଜମିରେ ଲହଡି ଭାଙ୍ଗୁଛି ବନ୍ୟା ଜଳ। ଆଖି...

River Baitarani
ଭୟ ବଢ଼ାଇଲା ବୈତରଣୀର ଜଳସ୍ତର: କେନ୍ଦୁଝର, ଢେଙ୍କାନାଳ, ଯାଜପୁର ଓ ଭଦ୍ରକକୁ ଭୟ

କେନ୍ଦୁଝରରୁ ଢେଙ୍କାନାଳ, ଯାଜପୁରରୁ ଭଦ୍ରକ। ୪ ଜିଲ୍ଲାକୁ ଭୟ ବଢ଼ାଇଛି ବୈତରଣୀ ନଦୀର ଜଳସ୍ତର। ଏବର୍ଷର ପ୍ରଥମ ବନ୍ୟାଜଳ ବୈତରଣୀ ଓ ବ୍ରାହ୍ମଣୀ ସମେତ ଏହାର ଶାଖାନଦୀ ସବୁ ବିଭିନ୍ନ ସ୍ଥାନରେ ବିପଦ ସଙ୍କେତ ଟପିଥିବାବେଳେ ଗାଁ ଭୂଇଁ, ମଠ ମନ୍ଦିର, ଶିକ୍ଷାନୁଷ୍ଠାନ ଏବେ ଉବୁଟୁବୁ ଅବସ୍ଥାରେ। ଆଜି...

Mahanadi River
ରାଜ୍ୟକୁ ପୁଣି ବନ୍ୟା ବିପତ୍ତି ! ବୁଡିଲା ନୟାଗଡ଼-ବୌଦ୍ଧ-ସୋନପୁର-କଟକ

ଉଛୁଳୁଛି ମହାନଦୀ। ସୁ ସୁ ହୋଇ ମାଡ଼ି ଚାଲିଛି ବଢ଼ିପାଣି । କେଉଁଠି କରାଳ ରୂପ ନେଇ ନଈରେ ଚାଲିଛି, ତ କେଉଁଠି ଘାଇ ଭାଙ୍ଗି, ବନ୍ଧ ଡେଇଁ ଗାଁ ଗାଁରେ ପଶିଲାଣି। ଯୋଗାଯୋଗ ବିଚ୍ଛିନ୍ନ ହେଲାଣି। ଭୟ ମାଡ଼ି ବସିଲାଣି। ପ୍ରବଳ ବର୍ଷା ପରେ ମହାନଦୀ ଫୁଲିବା...

 OAS exam
'ବାପାଙ୍କ କଥା ମାନି OAS ପାଇଲି'

ବାପାଙ୍କ ଆଦର୍ଶରେ ଅନୁପ୍ରାଣିତ ହୋଇ ପାଠ ପଢୁଥିଲେ । ଗତ ବର୍ଷ ବାପାଙ୍କ ଦେହାନ୍ତ ହୋଇଥିଲା । ପ୍ରତିକୂଳ ପରିସ୍ଥିତିରେ ପାଠ ପଢି ବାପାଙ୍କ ଅବର୍ତ୍ତମାନରେ ଓଡିଶା ପ୍ରଶାସନିକ ସେବା ପରୀକ୍ଷାରେ କୃତକାର୍ଯ୍ୟ ହୋଇଛନ୍ତି ଶ୍ୱେତଲିନା ସାହୁ । ତାଙ୍କ ପାଇଁ ନିଆଳି ଅଞ୍ଚଳରେ ଖେଳିଯାଇଛି ଖୁସିର ଲହରୀ...

Archana Nag
ଲେଡି ବ୍ଲାକମେଲର ଅର୍ଚ୍ଚନା ନାଗଙ୍କୁ ଜାମିନ

ଅର୍ଚ୍ଚନା ନାଗଙ୍କୁ ମିଳିଲା ଜାମିନ । ବହୁ ଚର୍ଚ୍ଚିତ ହନିଟ୍ରାପ୍ ମାମଲାରେ ଅର୍ଚ୍ଚନା ନାଗଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଖଣ୍ଡଗିରି ଥାନା ମାମାଲାରେ ରହସ୍ୟମୟୀଙ୍କୁ ମିଳିଛି ଜାମିନ । ଅର୍ଚ୍ଚନାଙ୍କ ନାଁରେ ଦାୟର ହୋଇଥିବା ମୋଟ ୩ଟି ମାମଲାରୁ ୨ଟିରେ ଜାମିନ ମିଳିଛି ।

ଜୁଡ଼ିଆ ଘାଟିରେ ଧସିଲା ପାହାଡ
କେନ୍ଦୁଝର ଜୁଡ଼ିଆ ଘାଟିରେ ଭୂସ୍ଖଳନ, ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର

ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । କେନ୍ଦୁଝରରେ ବି ସ୍ଥିତି ସଙ୍ଗୀନ ହେଲାଣି...ଜୁଡିଆ ଘାଟିରେ ପାହାଡ଼ ଧସି ପଥର ରାସ୍ତା ଉପରେ ପଡିଛି...ରାସ୍ତାରେ ଯାଉଯାଉ ଟ୍ରକ୍‌ ଉପରେ ପଡିଲା ବିରାଟ ପଥର ଖଣ୍ଡ । ଅଳ୍ପକେ ବର୍ତ୍ତିଗଲେ ଡ୍ରାଇଭର।

Train Accident
ଭୟଙ୍କର ଦୃଶ୍ୟ : ପାହାଡ଼ରୁ ଖସିଲା ବଡ଼ ପଥର, ଟ୍ରେନ୍ ଇଞ୍ଜିନ ଲାଇନ୍‌ଚ୍ୟୁତ

ଟ୍ରେନ୍ ଇଞ୍ଜିନ ଉପରେ ପାହାଡ଼ରୁ ପଡ଼ିଲା ବଡ଼ ପଥର । ତାଳଚେରରୁ ସମ୍ବଲପୁର ଅଭିମୁଖେ ଯାଉଥିବା ବେଳେ ମାଲ୍‌ବାହୀ ଟ୍ରେନ୍ ଇଞ୍ଜିନ ଉପରେ ଏକ ବିରାଟକାୟ ପଥର ଖସିପଡ଼ିଛି । ଫଳରେ ଟ୍ରେନ୍ ଇଞ୍ଜିନ ଲାଇନଚ୍ୟୁତ ହୋଇଥିବା ବେଳେ ସୌଭାଗ୍ୟବଶତଃ ରେଲୱେ କର୍ମଚାରୀ ସୁରକ୍ଷିତ ଅଛନ୍ତି । ବଇଣ୍ଡା...

bear attack
ସହର ଭିତରେ ରାତିରେ ବୁଲୁଛି ଏଇ ଜନ୍ତୁ, ଲୋକେ ଆତଙ୍କିତ

ସହର ଭିତରେ ରାତିରେ ବୁଲୁଛି ଏଇ ଜନ୍ତୁ । ସିସିଟିଭିରେ କଏଦ୍ ହୋଇଛି ଏ ଦୃଶ୍ୟ । ଆତଙ୍କିତ ହୋଇପଡିଛନ୍ତି ଲୋକ

ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା
ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା

ବୌଦ୍ଧରେ ସର୍ବାଧିକ ୩୯୦ ମିଲିମିଟର ବର୍ଷା । ଗତ ୨୪ ଘଣ୍ଟାରେ ବୌଦ୍ଧରେ ସର୍ବାଧିକ ୩୯୦.୬ ମିମି ବର୍ଷା ରେକର୍ଡ । ସେହିପରି ୨୦ଟି ସ୍ଥାନରେ ପ୍ରବଳରୁ ଅତିପ୍ରବଳ ବର୍ଷା ହୋଇଛି । ୫୦ଟି ସ୍ଥାନରେ ଅତିପ୍ରବଳ, ୬୧ଟି ସ୍ଥାନରେ ପ୍ରବଳ ବର୍ଷା ରେକର୍ଡ କରାଯାଇଛି

SRCଙ୍କ ବର୍ଷା ସ୍ଥିତି ସମୀକ୍ଷା
SRCଙ୍କ ବର୍ଷା ସ୍ଥିତି ସମୀକ୍ଷା

ରାଜ୍ୟରେ ଲଗାଣ ବର୍ଷା ସ୍ଥିତି ନେଇ SRCଙ୍କ ସମୀକ୍ଷା । ବିଭିନ୍ନ ଜିଲ୍ଲାର ସ୍ଥିତିକୁ ନେଇ ଜିଲ୍ଲାପାଳଙ୍କ ସହ ଆଲୋଚନା କରିଛନ୍ତି ଏସଆରସି । ପ୍ରଭାବିତ ଲୋକଙ୍କୁ ଆବଶ୍ୟକୀୟ ସହାୟତା ଯୋଗାଇ ଦେବାକୁ ଏସଆରସି ନିର୍ଦ୍ଦେଶ ଦେଇଛନ୍ତି। ଆବଶ୍ୟକ ସ୍ଥଳେ ରାସ୍ତା କ୍ଲିଅର କରିବାକୁ ଟିମ୍ ମୁତୟନ କରିବାକୁ...

rainfall
‘ଭଡା ଦେଇକି ଜିନିଷ ନଷ୍ଟ, ଜାଣି ପାରିଲୁନି ରହିଗଲୁ’

ଏତେ ପ୍ରବଳ ବର୍ଷା ହୋଇଛି ଯେ ଘରେ ଘରେ ପାଣି ପଶିଯାଇଛି । ରାସ୍ତାରେ ପାଣିର ସୁଅ । ଉଠି ଆସିଛନ୍ତି ମାଛ

india-beat-west-indies
ଟିମ୍‌ ଇଣ୍ତିଆର ନୂଆ ରେକର୍ଡ..ଲଗାତାର ଜିତିଲେ ୧୩ଟି ସିରିଜ୍

ବିରାଟ କୋହଲି, ରୋହିତ ଶର୍ମା, କେଏଲ ରାହୁଲ, ମହମ୍ମଦ ସାମି, ଯଶପ୍ରୀତ୍ ବୁମ୍ରା, ମହମ୍ମଦ ସିରାଜଙ୍କ ବିନା ଖେଳିଥିବା ଭାରତର ଯୁବ ଦଳ ୱେଷ୍ଟଇଣ୍ଡିଜ୍‌ରେ ଦିନିକିଆ ଶୃଙ୍ଖଳା ଜିତିଛି । ହାର୍ଦିକ ପାଣ୍ଡ୍ୟାଙ୍କ ନେତୃତ୍ୱରେ ତୃତୀୟ ଦିନିକିଆରେ ୱେଷ୍ଟଇଣ୍ଡିଜ୍‌କୁ ୨୦୦ ରନରେ ପରାସ୍ତ କରି ୨-୧ରେ ଶୃଙ୍ଖଳା ବିଜୟ...

ପୋଖରୀରେ ପଶିଗଲା କାର୍
ପୋଖରୀରେ ପଶିଗଲା କାର୍

ପ୍ରବଳ ବର୍ଷା ଯୋଗୁଁ ଭାରସାମ୍ୟ ହରାଇ ପୋଖରୀରେ ପଶିଗଲା କାର୍ । ବାଲେଶ୍ଵର ସିମୁଳିଆ ଥାନା ୧୬ନଂ ଜାତୀୟ ରାଜପଥରେ ଏଭଳି ଦୁର୍ଘଟଣା ଘଟିଛି ।

Woman rescued
'ମତେ ଭଗବାନ ସାହା ହେଲେ'

ଡ୍ରେନରେ ଭାସିଯାଉଥିବା ବେଳେ ଅଳ୍ପକେ ବର୍ତ୍ତିଲେ ଶିକ୍ଷୟତ୍ରୀ । କହିଲେ ମତେ ଭଗବାନ ସାହା ହେଲେ

ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି
ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି

ମାଆ ପାଟଣେଶ୍ୱରୀ ମନ୍ଦିରରେ ପଶିଲା ପାଣି । ଡ୍ରେନରେ ପାଣି ନିଷ୍କାସନ ହୋଇନପାରି ମନ୍ଦିର ଭିତରକୁ ପଶିଛି । ଯାହା ଫଳରେ ନୀତିକାନ୍ତି ବନ୍ଦ ରହିଛି ।

Heavy Rainfall
ରାଜ୍ୟରେ ବର୍ଷା ବିତ୍ପାତ : ଆଜି ୧୧ ଜିଲ୍ଲାରେ ସ୍କୁଲ ଛୁଟି

ପ୍ରବଳ ବର୍ଷା ସ୍ଥିତିକୁ ଦେଖି ଆଜି ପାଇଁ ୧୧ଟି ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା । କେନ୍ଦୁଝର, ବଲାଙ୍ଗିର, ନୂଆପଡ଼ା, କଳାହାଣ୍ଡି, ସୁବର୍ଣ୍ଣପୁର, ସମ୍ବଲପୁର, ଢେଙ୍କାନାଳ, ଅନୁଗୁଳ, ବୌଦ୍ଧ, ମୟୂରଭଂଜ ଏବଂ ନୟାଗଡ଼ ଜିଲ୍ଲାରେ ସ୍କୁଲ ଛୁଟି ଘୋଷଣା କରାଯାଇଛି । ସବୁ ସରକାରୀ ଓ ବେସରକାରୀ ସ୍କୁଲ...

Landslide
ଜୁଡିଆ ଘାଟିରେ ଭୂସ୍ଖଳନ, ଅଳ୍ପକେ ବର୍ତ୍ତିଲା ଟ୍ରକ

ପ୍ରବଳ ବର୍ଷାରେ ପାହାଡରୁ ଖସିଲା ବିରାଟ ପଥର । ରାସ୍ତାରେ ଯାଉଥିବା ଟ୍ରକ ଅଳ୍ପକେ ବର୍ତ୍ତିଲା

ଆଇଆଇଏମସିରୁ ସାମ୍ବାଦିକତା ପଢିବା ପରେ ଓଡ଼ିଆ ଡିଜିଟାଲ୍ ସାମ୍ବାଦିକତା କ୍ଷେତ୍ରରେ ୩ ବର୍ଷ ହେଲା ଦକ୍ଷତାର ସହ କାର୍ଯ୍ୟରତ। ଜାତୀୟ ଖବରକୁ ସ୍ୱତନ୍ତ୍ର ରିପୋର୍ଟ ପ୍ରସ୍ତୁତି ଏବଂ ସାକ୍ଷାତକାର ନେବାରେ ତାଙ୍କର ବରିଷ୍ଠ ଅଭିଜ୍ଞତା ରହିଛି